କରୋନା ସନ୍ଦିଗ୍ଧଙ୍କୁ ମାଗଣାରେ ମିଳିବ ମାସ୍କ, ସାନିଟାଇଜର
ଭୁବନେଶ୍ୱର,୬।୩(ବ୍ୟୁରୋ): କରୋନା ମୁକାବିଲା ନେଇ ଲୋକସେବା ଭବନରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ବିଭିନ୍ନ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା କରାଯାଇଛି। ବୈଠକ ଶେଷ ହେବା ପରେ ରାଜ୍ୟ ସ୍ବାସ୍ଥ୍ୟ ସଚିବ ନିକୁଞ୍ଜ ଧଳ ସୂଚନା ଦେଇ କହିଛନ୍ତି,...
ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ: ମନ୍ତ୍ରୀ
ଭୁବନେଶ୍ୱର,୬।୩(ବ୍ୟୁରୋ): ୟେସ୍ ବ୍ୟାଙ୍କରେ ଥିବା ମହାପ୍ରଭୁଙ୍କ ଟଙ୍କା ପ୍ରତି ବିପଦ ନାହିଁ। ବ୍ୟାଙ୍କରେ ଫିକ୍ସ ଡିପୋଜିଟ୍ ଥିବା ଟଙ୍କା କେଉଁଆଡେ ଯିବ ନାହିଁ। ଟଙ୍କା ନିରାପଦ ରହିଛି ବୋଲି ଶୁକ୍ରବାର ମନ୍ତ୍ରୀ ପ୍ରତାପ ଜେନା କହିଛନ୍ତି। ବ୍ୟାଙ୍କରେ ୨ଟି ଡିପୋଜିଟ୍ର...
ଅସ୍ତରଙ୍ଗ ବେଳାଭୂମିରେ ଲାଗିଛି ୪୮ ଫୁଟ ତିମିର ମୃତଦେହ, ଦେଖିବାକୁ ଲୋକଙ୍କ ଭିଡ
ଅସ୍ତରଙ୍ଗ,୬।୩(ଡି.ଏନ୍.ଏ.): ପୁରୀ ଜିଲା ଅସ୍ତରଙ୍ଗ ବେଳାଭୂମି ଗୁଣ୍ଡଳବା ନିକଟରୁ ପ୍ରାୟ ୪୮ ଫୁଟର ଏକ ମୃତ ତିମି ଉଦ୍ଧାର ହୋଇଛି। ଘଟଣାସ୍ଥଳରେ ବନବିଭାଗ ଟିମ୍, ପ୍ରାଣୀ ଓ ମତ୍ସ୍ୟ ବିଭାଗ ଟିମ୍ ପହଞ୍ଚି ମୃତ ତିମି ସମ୍ପର୍କରେ ଅନୁସନ୍ଧାନ ଜାରି...
ୟେସ୍ ବ୍ୟାଙ୍କରେ ଟଙ୍କା ରଖିବା ନିଷ୍ପତ୍ତି ଭୁଲ୍ ଥିଲା: ମହେଶ୍ୱର
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କରେ ମହାପ୍ରଭୁ ଜଗନ୍ନାଥଙ୍କ ଟଙ୍କା ଜମା ରଖିବା ପ୍ରସଙ୍ଗକୁ ନେଇ ଉଦ୍ବେଗ ପ୍ରକାଶ କରିଛନ୍ତି ପୂର୍ବତନ ମନ୍ତ୍ରୀ ମହେଶ୍ୱର ମହାନ୍ତି। ଏଭଳି ନିଷ୍ପତ୍ତି ଭୁଲ୍ ଥିଲା। ଅଧିକ ସୁଧ ଲୋଭରେ ତତ୍କାଳୀନ ଶ୍ରୀମନ୍ଦିର ପ୍ରଶାସକ ଟଙ୍କା...
ବିଗୁଡ଼ୁଛି ୟେସ୍ ବ୍ୟାଙ୍କର ଆର୍ଥିକ ସ୍ଥିତି: ସଙ୍କଟରେ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା; ଉଦ୍ବେଗ ପ୍ରକାଶ କଲେ ବୁଦ୍ଧିଜୀବୀ
ପୁରୀ ଅଫିସ,୬।୩: ୟେସ୍ ବ୍ୟାଙ୍କ ଏବେ ଦେବାଳିଆ ପରିସ୍ଥିତିରେ ପହଞ୍ଚିଛି। ଏହି ବ୍ୟାଙ୍କରେ ଜଗନ୍ନାଥ ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କାର ଜମାପାଣ୍ଠି ରହିଥିବାରୁ ଏହି ଟଙ୍କାର ଭାଗ୍ୟକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ପରିଚାଳନା କମିଟି ବିନା ଅନୁମୋଦନରେ କିଭଳି...
ଏସ୍ସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ ଖବର ଗୁଜବ, ନେଗେଟିଭ ଆସିଛି ସଂକ୍ରମଣ ଯାଞ୍ଚ
ଭୁବନେଶ୍ୱର,୬।୩(ବ୍ୟୁରୋ): କଟକ ଏସ୍ସିବି ମେଡିକାଲର କରୋନା ଓ୍ବାର୍ଡରୁ ଜଣେ ସନ୍ଦିଗ୍ଧ ଚମ୍ପଟ ମାରିବା ଖବର ଏକ ଗୁଜବ। ସମ୍ପୃକ୍ତ ବ୍ୟକ୍ତି ଆୟରଲ୍ୟାଣ୍ଡର ନାଗରିକ। ସେ ୩ ଦିନ ତଳେ ଓଡ଼ିଶା ଆସିଥିଲେ। ସେ ଏବେ ନୟାପଲ୍ଲୀ ଥାନା ଅଞ୍ଚଳରେ ଥିବା...
୩ ଦିନ ଯାଏ ଲାଗି ରହିବ ବର୍ଷା: ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ; ଘଡ଼ଘଡ଼ି ସହ ୩୦ କିମି ବେଗରେ ବହିପାରେ ପବନ
ଭୁବନେଶ୍ୱର,୬।୩(ବ୍ୟୁରୋ): ଘୂର୍ଣ୍ଣିବଳୟ ପ୍ରଭାବରେ ସାରା ରାଜ୍ୟରେ ୩ ଦିନ ଯାଏ ବର୍ଷା ଲାଗି ରହିବ। ଶୁକ୍ରବାର ଭୁବନେଶ୍ୱର ପାଣିପାଗ ବିଭାଗ ପକ୍ଷରୁ ୧୨ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ବରଗଡ଼, ଝାରସୁଗୁଡ଼ା, ସୁନ୍ଦରଗଡ଼, କେନ୍ଦୁଝର, ମୟୂରଭଞ୍ଜ, କନ୍ଧମାଳ, ଢେଙ୍କାନାଳ,...
ବୁଲି ଯାଇଥିଲେ ମାଲେସିଆ, କରୋନା ଭୟରେ ଝାରସୁଗୁଡ଼ା ଚିକିତ୍ସାଳୟ ଆସିଲେ ଯୁବକ
ଝାରସୁଗୁଡା ଅଫିସ,୬।୩- କରୋନା ସଂକ୍ରମଣ ବର୍ତ୍ତମାନ ସମଗ୍ର ବିଶ୍ୱ ପାଇଁ ମହାମାରୀ ସାଜିଛି। ରାଜ୍ୟ ସ୍ବାସ୍ଥ୍ୟ ବିଭାଗ ମଧ୍ୟ ଏହି ରୋଗର ମୁକାବିଲା ପାଇଁ ପ୍ରସ୍ତୁତ ରହିଛି। ଏହି କ୍ରମରେ ଶୁକ୍ରବାର ଝାରସୁଗୁଡା ମୁଖ୍ୟ ଚିକିତ୍ସାଳୟକୁ ଜଣେ ଯୁବକ କରୋନା...
ରାଜ୍ୟ ସଭା ନିର୍ବାଚନ ଲାଗି ପ୍ରାର୍ଥୀ ଦେବା ପ୍ରସଙ୍ଗ: ସୁର କହିଲେ ‘ଆମେ ହାତ ଟେକି ଦେଇଛୁ’
ଭୁବନେଶ୍ୱର,୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ଲାଗି ଶୁକ୍ରବାର ପ୍ରକାଶ ପାଇଛି ବିଜ୍ଞପ୍ତି। ଆସନ୍ତା ୨୬ରେ ନିର୍ବାଚନ ହେବ। ୧୭ ରାଜ୍ୟର ମୋଟ ୫୫ ଆସନରେ ଏହି ନିର୍ବାଚନ ଅନୁଷ୍ଠିତ ହେବାକୁ ଥିବା ବେଳେ ଏଥିରେ ଓଡ଼ିଶାର ୪ ଆସନ ରହିଛି।...
ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ
ସମ୍ବଲପୁର, ୬।୩ (ବ୍ୟୁରୋ): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୁଚିଣ୍ଡା ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ ଜିତେନ୍ଦ୍ର କୁମାର ମହାପାତ୍ରଙ୍କ ଘରେ ଶୁକ୍ରବାର ଚଢ଼ାଉ କରାଯାଇଛି। ସମ୍ବଲପୁର ଭିଜିଲାନ୍ସ ଟିମ୍ ଭୋର ୬ଟାରେ ଏହି ଚଢ଼ାଉ କରିଥିଲା। ଜିତେନ୍ଦ୍ରଙ୍କ ପୈତୃକ...
ପ୍ରକାଶ ପାଇଲା ରାଜ୍ୟ ସଭା ନିର୍ବାଚନ ବିଜ୍ଞପ୍ତି: ଆଜିଠୁ ନାମାଙ୍କନ ଦାଖଲ କରିବେ ପ୍ରାର୍ଥୀ, ୨୬ରେ ନିର୍ବାଚନ
ଭୁବନେଶ୍ୱର, ୬।୩(ବ୍ୟୁରୋ): ରାଜ୍ୟ ସଭା ନିର୍ବାଚନ ପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ୧୭ଟି ରାଜ୍ୟର ୫୫ଟି ଆସନ ପାଇଁ ନିର୍ବାଚନ ହେବ। ଓଡ଼ିଶାରେ ଖାଲି ପଡ଼ିଥିବା ୪ଟି ଆସନ ପାଇଁ ହେବ ନିର୍ବାଚନ। ଏ ନେଇ ଶୁକ୍ରବାରଠାରୁ ପ୍ରାର୍ଥୀମାନେ...
ଏସସିବିରୁ କରୋନା ସନ୍ଦିଗ୍ଧ ଚମ୍ପଟ
କଟକ ଅଫିସ,୫।୩: କରୋନାକୁ ନେଇ ରାଚିଆଡେ ଭୟର ମାହୋଲ। ଏଭଳି ସ୍ଥଳେ କଟକ ଏସ୍ସିବି ମେଡିକାଲର କରୋନା ୱାର୍ଡରୁ ଜଣେ ସନ୍ଦିଗ୍ଧ ଗୁରୁବାର ରାତିରୁ ଚମ୍ପଟ ମାରିଛନ୍ତି। ସମ୍ପୃକ୍ତ ବ୍ୟକ୍ତି ଆୟରଲାଣ୍ଡର ନାଗରିକ ବୋଲି ଜଣାପଡ଼ିଛି। ମିଳିଥିବା ସୂଚନା ଅନୁଯାୟୀ,...
Archives


