ରାଜ୍ୟ

ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଓଡିଶାକୁ ୫୦୦ କୋଟି: ମୋଦି

ଭୁବନେଶ୍ୱର,୨୨।୫(ବ୍ୟୁରୋ)-ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓଡ଼ିଶାରେ ସାମୁଦ୍ରିକ ବାତ୍ୟା ଅମ୍ଫନ କ୍ଷୟକ୍ଷତି ପାଇଁ ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠିରୁ ୫୦୦ କୋଟି ଟଙ୍କାର ଅନୁଦାନ ପ୍ରଦାନ କରାଯିବ ବୋଲି ଘୋଷଣା କରିଛନ୍ତି। ଏଥିସହିତ ପ୍ରଧାନମନ୍ତ୍ରୀ ବାତ୍ୟାର ମୁକାବିଲା ଦିଗରେ ରାଜ୍ୟବାସୀ ଓ ମୁଖ୍ୟମନ୍ତ୍ରୀ…

ମାଲକାନଗିରିରେ ଲୁଣ ମିଳୁ ନ ଥିବା ଗୁଜବ: ଡାକବାଜି ଯନ୍ତ୍ର ଦ୍ୱାରା ସଚେତନ କଲା ପ୍ରଶାସନ; ଦୋକାନୀଙ୍କୁ କରାଗଲା ତାଗିଦ

କୋରୁକୋଣ୍ଡା, ୨୨।୫(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ବିଭିନ୍ନ ସ୍ଥାନରେ ଲୁଣ ପରି ଅତି ଆବଶ୍ୟକୀୟ ସାମଗ୍ରୀର ଅଭାବ ଥିବା ଗୁଜବ ସୃଷ୍ଟି ହୋଇଛି। ଏହାକୁ ନେଇ ଲୁଣର କଳାବଜାରୀ ସହ ଦରବୃଦ୍ଧି କରି ବିକି ବ୍ୟବସାୟୀ ମାଲାମାଲ ହେଉଛନ୍ତି। ଏ ନେଇ ଅଭିଯୋଗ…

ରାଜ୍ୟର ‘ଅମ୍ଫନ୍‌’ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରୁଛନ୍ତି ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ଅପରାହ୍ନରେ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ବାତ୍ୟାଞ୍ଚଳ ପରିଦର୍ଶନରେ ଯାଇଛନ୍ତି। ବାୟୁସେନା ହେଲିକପ୍ଟର ଯୋଗେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳର ସମୀକ୍ଷା କରିବେ। ତେବେ ଏହି ସମୟରେ ତାଙ୍କ ସହ ରାଜ୍ୟପାଳ ଗଣେଶୀ ଲାଲ…

ଓଡ଼ିଶାରେ ପ୍ରଧାନମନ୍ତ୍ରୀ

ଭୁବନେଶ୍ୱର,୨୨।୫(ବ୍ୟୁରୋ): ଓଡ଼ିଶାରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ଶୁକ୍ରବାର ଅପରାହ୍ନରେ ବାୟୁସେନାର ସ୍ବତନ୍ତ୍ର ବିମାନ ଯୋଗେ ପ୍ରଧାନମନ୍ତ୍ରୀ ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ଏହି ଗସ୍ତ କାଳରେ ପ୍ରଧାନମନ୍ତ୍ରୀ ଅମ୍ଫନ୍‌ ପ୍ରଭାବିତ ଅଞ୍ଚଳ ପରିଦର୍ଶନ କରି କ୍ଷୟକ୍ଷତିର ସମୀକ୍ଷା କରିବେ ବୋଲି ଜଣାପଡ଼ିଛି। ରାଜ୍ୟପାଳ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୪୩ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୪୩୬କୁ ବୃଦ୍ଧି

ଭୁବନେଶ୍ୱର,୨୨।୫(ବ୍ୟୁରୋ): ରାଜ୍ୟରେ ପୁଣି ସୁସ୍ଥ ହୋଇଛନ୍ତି ୪୩ କରୋନା ଆକ୍ରାନ୍ତ। ଏନେଇ ଶୁକ୍ରବାର ଅପରାହ୍ନରେ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ କରି ସୂଚନା ଦିଆଯାଇଛି। ଆରୋଗ୍ୟ ହୋଇଥିବା ବ୍ୟକ୍ତିଙ୍କ ମଧ୍ୟରେ ଅନୁଗୋଳର ୧୫, ଗଞ୍ଜାମ-ରାଉରକେଲା-ଯାଜପୁରର ୮, ପୁରୀ-କେନ୍ଦ୍ରାପଡ଼ା-କଟକ-ବୌଦ୍ଧର…

ସରପଞ୍ଚ ଦେଲେ ନୂଆ ଶାଢ଼ୀ, ପୂଜା ସାମଗ୍ରୀ: ସଂଗରୋଧରେ ଥିବା ମହିଳା ପାଳିଲେ ସାବିତ୍ରୀ ବ୍ରତ

ବନ୍ତ,୨୨।୫(ସ୍ବ.ପ୍ର.): ଭଦ୍ରକ ଜିଲା ବନ୍ତ ବ୍ଲକ ଓଡଙ୍ଗ ପଞ୍ଚାୟତ ଟିଏମ୍‌ସିରେ ଶୁକ୍ରବାର ସାବିତ୍ରୀ ବ୍ରତ ପାଳନ ହୋଇଯାଇଛି। ସଙ୍ଗରୋଧରେ ଥିବା ସଧବାମାନେ ସମଦୂରତ୍ୱ ରଖି ସାବିତ୍ରୀ ବ୍ରତ ପାଳନ କରିଛନ୍ତି। ଏସବୁ ସରପଞ୍ଚଙ୍କ ପାଇଁ ସମ୍ଭବ ହୋଇପାରିଛି ବୋଲି ବ୍ରତଧାରୀ ମହିଳାମାନେ…

କରୋନା ବଦଳାଇଲା ସାବିତ୍ରୀ ବ୍ରତ ପାଳନର ରୂପରେଖ: ମାସ୍କ ପିନ୍ଧି ପୂଜାର୍ଚ୍ଚନା କଲେ ମହିଳା

ବଲାଙ୍ଗୀର ଅଫିସ, ୨୨ା୫-ସାରା ଓଡିଶାରେ ସାବିତ୍ରୀ ବ୍ରତଧାରୀ ମହିଳାମାନେ ଉତ୍ସାହର ସହ ଏହି ଦିନକୁ ପାଳନ କରୁଛନ୍ତି ା ଏହି ଅବସରରେ ବଲାଙ୍ଗିରରେ ମଧ୍ୟ ସଧବାମାନଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଛି। ଶୁକ୍ରବାର ସକାଳୁ ସହରର ବିଭିନ୍ନ ସ୍ଥାନରେ ବ୍ରତପୂଜାର ଆୟୋଜନ…

ମମତାଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ: ସମସ୍ତ ପ୍ରକାର ସହାୟତା ଯୋଗାଇବାକୁ ଦେଲେ ପ୍ରତିଶ୍ରୁତି

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଫୋନ୍‌ ଯୋଗେ ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ସହ କଥା ହୋଇଛନ୍ତି। ଏହି ଆଲୋଚନା ସମୟରେ ମୁଖ୍ୟମନ୍ତ୍ରୀ ଏପରି ସଙ୍କଟ ସମୟରେ ପଶ୍ଚିମବଙ୍ଗ ସହ ଓଡ଼ିଶାର ସମ୍ପୂର୍ଣ୍ଣ ସହଯୋଗ ରହିଛି ବୋଲି କହିଛନ୍ତି। ଏଥିସହ…

ଆଜି ସାବିତ୍ରୀ ବ୍ରତ: ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ମହିଳାଙ୍କ ପୂଜାର୍ଚ୍ଚନା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ଆଜି ସାବିତ୍ରୀ ଅମାବାସ୍ୟା। ବିବାହିତା ମହିଳାମାନେ ସ୍ବାମୀଙ୍କ ଦୀର୍ଘାୟୁ କାମନା କରି ଏହି ବ୍ରତ ପାଳନ କରିଛନ୍ତି। ପରାମ୍ପରା ମୁତାବକ ମହିଳାମାନେ ନୂଆ ଶାଢ଼ି, ଚୁଡ଼ି, ଫଳମୂଳ ପୂଜା ସାମଗ୍ରୀ ଧରି ମନ୍ଦିରକୁ ପୂଜା କରିବାକୁ ଯାଇଥାନ୍ତି। ମାତ୍ର ଚଳିତବର୍ଷ…

CORONAVIRUS UPDATE: ରାଜ୍ୟରେ ପୁଣି ୮୬ ପଜିଟିଭ୍‌ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଲା

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ପୁଣି ୮୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮୯ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ସୂଚନାରୁ ଜଣାପଡ଼ିଛି। ଯାଜପୁରରୁ ୪୬,କଟକରୁ ୧୧, ନୟାଗଡ଼ରୁ ୬,…

ଡାକ ବିଭାଗକୁ ରିପୋର୍ଟ ତଲବ

କଟକ ଅଫିସ,୨୨।୫: ପୁରୀରେ ଥିବା ରେଳ ଡାକସେବା (ଆର୍‌ଏମ୍‌ଏସ୍‌)କୁ ଖୋର୍ଦ୍ଧା ରୋଡ୍‌କୁ ସ୍ଥାନାନ୍ତର ପାଇଁ ଚାଲିଥିବା ଯୋଜନାକୁ ବିରୋଧ ହୋଇଛି। ଏନେଇ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲା ରୁଜୁ କରାଯାଇଛି। ମୁଖ୍ୟ ବିଚାରପତି ଜଷ୍ଟିସ୍‌ ମହମ୍ମଦ ରଫିକ୍‌ ଓ ଜଷ୍ଟିସ ସଙ୍ଗମ୍‌…

ଦୈନିକ ୧ଲକ୍ଷ ୮ହଜାର ୪୩୨ ନମୁନା ପରୀକ୍ଷଣ: ୧୫,୮୯୨ ଟିଏମ୍‌ସିରେ ୭,୦୨,୯୦୦ ଶଯ୍ୟା

ଭୁବନେଶ୍ୱର, ୨୨।୫ (ବ୍ୟୁରୋ): ବାହାର ରାଜ୍ୟରୁ ପ୍ରବାସୀ ଓଡ଼ିଆଙ୍କୁ ଫେରାଇ ଆଣିବା ପରେ ପଞ୍ଚାୟତ ଓ ମ୍ୟୁନିସିପାଲିଟିରେ ହୋଇଥିବା ଅସ୍ଥାୟୀ ଚିକିତ୍ସା କେନ୍ଦ୍ର (ଟିଏମ୍‌ସି)ରେ କ୍ୱାରାଣ୍ଟାଇନ୍‌ରେ ରଖାଯାଉଛି। ବିଶେଷକରି ଗ୍ରାମାଞ୍ଚଳରେ କ୍ବାରାଣ୍ଟାଇନ୍‌ ସ୍ବାସ୍ଥ୍ୟସେବାକୁ ସଶକ୍ତ କରିବା ଉଦ୍ଦେଶ୍ୟରେ ୬୭୯୮ ଗ୍ରାମ ପଞ୍ଚାୟତରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri