ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ପରେ ଘରୁ ବାହାରି ପାରୁନାହାନ୍ତି ଲୋକେ
ରାଇକିଆ,୧୫ା୩(ପ୍ରଦୀପ ବେହେରା/ଚିନ୍ମୟ ସେଠୀ): କନ୍ଧମାଳ ଜିଲା ରାଇକିଆ, ଜି.ଉଦୟଗିରି ଓ ପାବୁରିଆ ଅଞ୍ଚଳରେ ଦନ୍ତାହାତୀକୁ ନେଇ ଭୟର ବାତାବରଣ ଦେଖାଦେଇଛି। ହାତୀ ଆକ୍ରମଣରେ ୩ ଜଣଙ୍କ ମୃତ୍ୟୁ ପରେ ଲୋକେ ଘରୁ ପଦାକୁ ବାହାରି ପାରୁନାହାନ୍ତି। ପ୍ରତିଦିନ ଜଙ୍ଗଲକୁ ଯାଇ ଜୀବିକା…
ଦୋକାନ ଭିତରେ ଜିଅନ୍ତା ଜଳିଗଲେ ବାପ-ପୁଅ, ଶୋଇଥିବାବେଳେ ଘଟିଲା…
ଖୋର୍ଦ୍ଧା,୧୫ା୩(ପ୍ରଭାତ ପାଣିଗ୍ରାହୀ): ବୋଲଗଡ଼ ବ୍ଲକ ସାନପଦର ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ରବିବାର ସକାଳୁ ଦୋକାନରେ ଶୋଇଥିବା ବେଳେ ଜିଅନ୍ତା ଜଳି ଯାଇଛନ୍ତି ବାପ-ପୁଅ। ସୂଚନା ଅନୁଯାୟୀ, ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ସାନପଦର ଗାଁ ମୁଣ୍ଡରେ ତେଜରାତି ଓ…
ମହାକାଳପଡ଼ାରେ ପହଞ୍ଚିଲା ଗ୍ୟାସ୍ ସିଲିଣ୍ଡର ଗାଡ଼ି: ସବୁ ଉପଭୋକ୍ତାଙ୍କୁ ମିଳିଲାନି
ମହାକାଳପଡ଼ା, ୧୫ା୩ (ପ୍ରତାପ ଚନ୍ଦ୍ର ସ୍ବାଇଁ): ଉପସାଗରୀୟ ମଧ୍ୟପ୍ରାଚ୍ୟରେ ଯୁଦ୍ଧ ଯୋଗୁ ହର୍ମୁଜ୍ ପ୍ରଣାଳୀ ଜଳପଥ ଦେଇ ଭାରତକୁ ପ୍ରାକୃତିକ ତୈଳ ଓ ଜାଳେଣି ଗ୍ୟାସ୍ ଆମଦାନୀରେ ଘୋର ସଙ୍କଟ ଦେଖାଦେଇଛି। ଫଳରେ ତୈଳ ଓ ପ୍ରାକୃତିକ ଗ୍ୟାସ୍ ଯୋଗାଣରେ ବ୍ୟାଘାତ…
ପୁଣି ଯଜ୍ଞନାରାୟଣଙ୍କୁ ଗୁରୁଦାୟିତ୍ୱ ଦେଲା ଭାଜପା: ସାନଖେମୁଣ୍ଡି ନିର୍ବାଚନ ମଣ୍ଡଳୀ ପ୍ରଭାରୀ ଭାବେ ନିଯୁକ୍ତି
ପୁରୁଷୋତ୍ତମପୁର,୧୫।୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳର ଭାଜପାର ବରିଷ୍ଠ ନେତା ଯଜ୍ଞନାରାୟଣ ଦାଶଙ୍କ ଉପରେ ଆସ୍ଥାପ୍ରକଟ କଲା ଭାଜପା। ଭାଜପା ପୁଣି ଗୁରୁଦାଇୟିତ୍ୱ ଦେଇ ସାନଖେମୁଣ୍ଡି ନିର୍ବାଚନମଣ୍ଡଳୀ ପ୍ରଭାରୀ ରୂପେ ନିଯୁକ୍ତି ଦେଇଛି। ପୂର୍ବରୁ ସାଧାରଣ ନିର୍ବାଚନ ସମୟରେ ଆସିକା…
ବରଗଡ଼ରେ ରାଷ୍ଟ୍ରୀୟ ଲୋକ ଅଦାଲତ
ବରଗଡ଼,୧୫।୩(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଆଇନ ସେବା ପ୍ରାଧିକରଣ ଆନୁକୁଲ୍ୟରେ ଶନିବାର ରାଷ୍ଟ୍ରୀୟ ଲୋକ ଅଦାଲତ ଅନୁଷ୍ଠିତ ହୋଇଯାଇଛି। ସ୍ଥାନୀୟ ସିଭିଲ୍ କୋର୍ଟ ପରିସରରେ ଜିଲା ଓ ଦୌରାଜଜ୍ ତଥା ଜିଲା ଆଇନ ସେବା ପ୍ରାଧିକରଣ ଅଧ୍ୟକ୍ଷ ଅନୁପ କୁମାର ନନ୍ଦଙ୍କ…
କାଳ ବୈଶାଖୀର ପ୍ରଭାବରେ ଆଜବେଷ୍ଟସ ଉଡିବା ଘଟଣା: ରାଜସୱ ନିରୀକ୍ଷକ କଲେ କ୍ଷୟକ୍ଷତି ଆକଳନ
ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବାଡାବାଙ୍ଗା ପଞ୍ଚାୟତର ଦୁର୍ଗମ ଗ୍ରୁତୁବାଡି ଗ୍ରାମରେ ଶନିବାର ଅପରାହ୍ନରେ କାଳ ବୈଶାଖୀର ପ୍ରଭାବରେ ଗୋଷ୍ଠୀ ଗୃହ ସମେତ ଏକାଧିକ ଲୋକଙ୍କ ଘରର ଆଜବେଷ୍ଟସ ପବନରେ ଉଡି ଯାଇ ସମ୍ପୂର୍ଣ୍ଣ ଭାଙ୍ଗି ଯାଇଥିଲା।ଖବର…
ତାରସିଂ ରେଞ୍ଜରେ ହାତୀ ମୃତ୍ୟୁ: ଜେଟିଏଫ ଟିମ ଉପସ୍ଥିତିରେ ଚାଲିଛି ବ୍ୟବଚ୍ଛେଦ
ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଘୁମୁସର ଉତ୍ତର ବନଖଣ୍ଡ ତାରସିଂ ରେଞ୍ଜର ନାରାୟଣପ୍ରସାଦ ରାସ୍ତା କଡ ଜଙ୍ଗଲରେ ଏକ ହାତୀ ମୃତ୍ୟୁ ବରଣ କରିଥିବା ଖବର ଶନିବାର ରାତିରେ ଲୋକ ଲୋଚନକୁ ଆସିଛି। ଖବରପାଇ ବନ ବିଭାଗ କର୍ମଚାରୀ ରବିବାର…
ଅସହ୍ୟ କଲାଣି ଚୋରା ମଦ କାରବାର: ଦଣ୍ଡିମା, ସିମନବାଡିରେ ଅବାଧରେ ଚାଲିଛି ବ୍ୟବସାୟ
ଦାରିଙ୍ଗବାଡି,୧୫।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଅଞ୍ଚଳରେ ଦିନକୁ ଦିନ ଚୋରା ମଦକାରବାର ବଢିବାରେ ଲାଗିଛି ।ବିଶେଷ କରି ଶ୍ରାନିକେତା ପଞ୍ଚାୟତ ଦଣ୍ଡିମା ଅଞ୍ଚଳରେ ଏହି କାରବାର ବୃଦ୍ଧି ପାଇବା ଯୋଗୁ ଗରିବ ଶ୍ରେଣୀର ଲୋକ ଆର୍ଥିକ ଅନାଟନ…
ତଳଆମ୍ବପଦରରେ ରକ୍ତାକ୍ତ ସଂଘର୍ଷ: ୨୧ ଜଣ ଗିରଫ, ବିଧାନସଭାରେ ପୋଲିସ କାର୍ଯ୍ୟାନୁଷ୍ଠାନକୁ ନେଇ ପ୍ରଶ୍ନ
ଥୁଆମୂଳ ରାମପୁର,୧୫।୩ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ତଳଆମ୍ବପଦର ଗ୍ରାମରେ ସିଜିମାଳି ଖଣି ଖନନକୁ କେନ୍ଦ୍ର କରି ସୃଷ୍ଟି ହୋଇଥିବା ବିବାଦ ଉଗ୍ର ରୂପ ଧାରଣ କରିଛି। ‘କମ୍ପାନୀ ଦଲାଲ’ ସନ୍ଦେହରେ ଜଣେ ବ୍ୟକ୍ତିଙ୍କ ଉପରେ ହୋଇଥିବା…
ବ୍ୟବସାୟ କରିବାକୁ ଯାଉଥିଲେ, ସକାଳୁ ଘଟିଲା ବଡ଼ ଦୁର୍ଘଟଣା
ଭଞ୍ଜନଗର,୧୫।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ ବଡକୋଦଣ୍ଡା ଛକ ନିକଟରେ ରବିବାର ସକାଳେ ଏକ ଡାଲା ଅଟୋ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏଥିରେ ଚାଳକ ଗୋପାଳ କୃଷ୍ଟ ପାତ୍ର ଆହତ ହୋଇଛନ୍ତି । ସମ୍ପୃକ୍ତ ଅଞ୍ଚଳବାସୀ ଗୋପାଳଙ୍କୁ ଉଦ୍ଧାର କରି…
ସ୍ତ୍ରୀ, ବୋହୂ ,ନାତୁଣୀଙ୍କୁ ହତ୍ୟା ଘଟଣା : ମେଡିକାଲରେ ଅଭିଯୁକ୍ତଙ୍କ ମୃତ୍ୟୁ
ଦେବଗଡ଼,୧୫।୩(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ଗରିଆପାଲି ଗ୍ରାମରେ ଟ୍ରିପଲ ମର୍ଡର ଘଟଣାର ଅଭିଯୁକ୍ତଙ୍କ ମୃତ୍ୟୁ ଘଟିଛି। ସେ ବିଷ ଖାଇ ଗୁରୁତର ଥିବାରୁ ବୁର୍ଲା ମେଡିକାଲରେ ଭର୍ତ୍ତି ହୋଇଥିଲେ। ଆଇସିୟୁରେ ଚିକିତ୍ସାଧୀନ ଅବସ୍ଥାରେ ରମେଶ ଗରିଆରଙ୍କ ମୃତ୍ୟୁ ଘଟିଛି। ସ୍ତ୍ରୀ,…
ରାଜ୍ୟ ସଭା ନିର୍ବାଚନ: ଘୋଡାବେପାର ପରେ ଚର୍ଚ୍ଚା ଏଜେଣ୍ଟ ହେବ କିଏ?
ଭୁବନେଶ୍ୱର, ୧୫।୩(ସୁନିତ୍ ମିଶ୍ର): ବିଜେଡିର ଅଧିକାଂଶ ନେତାଙ୍କ ଭିତରେ ବର୍ତ୍ତମାନ ଆଲୋଚନା ରାଜ୍ୟ ସଭା ନିର୍ବାଚନ ଲାଗି ଦଳର ଏଜେଣ୍ଟ କିଏ ହେବେ। ଏଜେଣ୍ଟଙ୍କ କାମ ହେଉଛି, ରାଜ୍ୟ ସଭା ଭୋଟ କେନ୍ଦ୍ର ପାଖରେ ଚୌକି ଧରି ବସିବେ। ସମ୍ପୃକ୍ତ ଦଳୀୟ…
Archives


