ରାଜ୍ୟ

ଗଞ୍ଜେଇ ଲିଙ୍କ: ଫାଣ୍ଡି ଅଧିକାରୀ ସସ୍‌ପେଣ୍ଡ, ବିଦା ହେଲେ ହୋମଗାର୍ଡ

ବୌଦ୍ଧ,୨୮।୭: ଗଞ୍ଜେଇ ଚୋରା ଚାଲାଣ ଲିଙ୍କ୍‌ରେ ବୌଦ୍ଧ ଜିଲା ବଘିଆପଡ଼ା ଫାଣ୍ଡି ଅଧିକାରୀ ତଥା SI ପ୍ରାଣବନ୍ଧୁ ସାହୁଙ୍କୁ ଚାକିରିରୁ ସସ୍‌ପେଣ୍ଡ କରାଯାଯାଇଛି। ଏପରିକି ହୋମଗାର୍ଡ ମାନଭଞ୍ଜନ ଜଗଦଲାଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଥିବା ନେଇ ବୌଦ୍ଧ SP ସୂଚନା ଦେଇଛନ୍ତି। ମିଳିଥିବା…

ପାର୍ଟିଶନ ପାଇଁ ନେଉଥିଲେ ଏତିକି ଟଙ୍କା ଲାଞ୍ଚ, ରେଭିନ୍ୟୁ ଆସିଷ୍ଟାଣ୍ଟଙ୍କୁ ଧରିଲା ଭିଜିଲାନ୍ସ

ପାଟଣା,୨୮ା୮(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ତହସିଲରେ କାର୍ଯ୍ୟରତ ରେଭିନ୍ୟୁ ଆସିଷ୍ଟାଣ୍ଟ ବିଏଚ୍‌ ଉମାଶଙ୍କର ମ୍ୟୁଟେଶନ ପାଇଁ ଜଣେ ଆବେଦନକାରୀଙ୍କଠାରୁ ୬ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଶୁକ୍ରବାର ପୂର୍ବାହ୍ନରେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି। କେନ୍ଦୁଝର ଭିଜିଲାନ୍ସ ଡିଏସ୍‌ପି ସୁଧାଂଶୁ ଶେଖର…

ପାର୍ବଣକୁ ନେଇ ପୁରୁଷୋତ୍ତମପୁର ପୋଲିସର କଡ଼ା ପଦକ୍ଷେପ: ମନଇଚ୍ଛା ହୋଇପାରିବନି ପୂଜା କି ଭସାଣି

ପୁରୁଷୋତ୍ତମପୁର,୨୮ା୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଶାନ୍ତି ବଜାୟ ରଖିବା ଲାଗି ପୂଜା, ପାର୍ବଣକୁ ଗୁରୁତ୍ୱ ଦେଇ ପୁରୁଷୋତ୍ତମପୁର ପୋଲିସ କଡ଼ା ପଦକ୍ଷେପ ନେଇଛି। ଯେପରି ଅସାମାଜିକ କାର୍ଯ୍ୟକଳାପକୁ ଦମନ କରାଯିବା ସହ ଚୋରି ଡକାୟତି ରାହାଜାନିକୁ ଦୃଷ୍ଟିରେ ରଖି…

ଜିଲାପାଳ, ସିଡିଓ, ପୌରାଧ୍ୟକ୍ଷା, ଇଓଙ୍କୁ ରାଖି ବାନ୍ଧିଲେ ସଫେଇ କର୍ମଚାରୀ

ବଲାଙ୍ଗୀର,୨୮ା୮(ସୁନିଲ କୁମାର ମହାନ୍ତି): ପବିତ୍ର ରକ୍ଷା ବନ୍ଧନ ଅବସରରେ ଶୁକ୍ରବାର ବଲାଙ୍ଗୀର ମ୍ୟୁନିସିପାଲିଟି ପକ୍ଷରୁ ସ୍ବତନ୍ତ୍ର ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ‘ସୁରକ୍ଷାର ସାକ୍ଷୀ ରାଖି’ ପାଳନ କରାଯାଇଛି। ମୁଖ୍ୟଅତିଥି ଭାବେ ବଲାଙ୍ଗୀର ଜିଲାପାଳ ଗୌରବ ଶିବାଜୀ ଇସଲଓ୍ବାର, ସମ୍ମାନିତ ଅତିଥି ଭାବେ…

ଭୋଟର ତାଲିକାରୁ ଶତାଧିକ ଯୋଗ୍ୟ ନାଗରିକଙ୍କ ନାଁ କାଟିବାକୁ ଷଡ଼ଯନ୍ତ୍ର, ଅଭିଯୋଗ ଆଣି ବିଜେଡି କହିଲା…

ଧାମନଗର,୨୮ା୮(ସନ୍ତୋଷ କୁମାର ମହାପାତ୍ର): ଭଦ୍ରକ ଜିଲା ଧାମନଗର ଏନଏସି ଅଞ୍ଚଳରେ ଶତାଧିକ ଯୋଗ୍ୟ ଭୋଟରଙ୍କ ନାମ ଭୋଟର ତାଲିକାରୁ ବାଦ୍‌ ଦେବା ପାଇଁ ଜାଲିଆତି ଓ ଷଡ଼ଯନ୍ତ୍ର କରିବା ନେଇ ଧାମନଗର ଏନ୍‌ଏସି ବିଜେଡି ପକ୍ଷରୁ ଶୁକ୍ରବାର ପୂର୍ବାହ୍ନରେ ଧାମନଗର ଥାନାରେ…

ଖାତାକୁ ଗଲା ସୁଭଦ୍ରା ଟଙ୍କା, ତୁରନ୍ତ ଚେକ୍‌ କରନ୍ତୁ ଆକାଉଣ୍ଟ

ନୟାଗଡ଼,୨୮ା୮(ଲୋକନାଥ ମିଶ୍ର): ନୟାଗଡ଼ ଜିଲାର ଲାଠିପଡ଼ାରେ ଶୁକ୍ରବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ପହଞ୍ଚି ଗହ୍ମାପୂର୍ଣ୍ଣିମା ଅବସରରେ ୫ମ କିସ୍ତି ସୁଭଦ୍ରା ଅନୁଦାନ ପ୍ରଦାନ କରିଛନ୍ତି। ଆଜିର ସୁଭଦ୍ରା ମେଳାରେ ରାଜ୍ୟର ୧ କୋଟି ୩ ଲକ୍ଷ ୨୬ହଜାର ୧୬୨ ହିତାଧିକାରୀଙ୍କୁ…

ଆଖଡ଼ାଶାଳୀ ସ୍ଲୁଇସ୍‌ କ୍ରୀକ୍‌ ୬ ପଞ୍ଚାୟତର ଚାଷୀଙ୍କ ଭାତହାଣ୍ଡି, ବିଧାୟକ କହିଲେ ଏଠାରେ ଖୁବ୍‌ଶୀଘ୍ର ହେବ…

ମହାକାଳପଡ଼ା,୨୮ା୮(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ମଙ୍ଗଳପୁର ପଞ୍ଚାୟତ ବନ୍ଧପଡ଼ା ଗ୍ରାମ ଲକ୍ଷ୍ମୀ ନାରାୟଣ ମନ୍ଦିର ପରିସରରେ ଗୁରୁବାର ବଳଦେବଜୀଉଙ୍କ ଜନ୍ମଦିବସ ଅବସରରେ ଚଷା ସଙ୍ଗଠନର ଷଷ୍ଠ ବାର୍ଷିକ ଅନୁଷ୍ଠିତ ହୋଇଯାଇଛି। ଏହି ଉତ୍ସବରେ ବିଧାୟକ ଡ. ଦୁର୍ଗା…

ସମସ୍ୟା ଶୁଣି କାର୍ଯ୍ୟକ୍ରମ ଛାଡ଼ି ପଳାଇଲେ ମନ୍ତ୍ରୀ: ଏମ୍‌ପି-ମନ୍ତ୍ରୀ ମନୋମାଳିନ୍ୟ ଚର୍ଚ୍ଚା

ବ୍ରହ୍ମପୁର,୨୮ା୮(ସୁବାସ ଚନ୍ଦ୍ର ପାଢ଼ୀ):ବ୍ରହ୍ମପୁର ଏମ୍‌ପି ପ୍ରଦୀପ ପାଣିଗ୍ରାହୀ ଓ ବାଣିଜ୍ୟ ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ମଧ୍ୟରେ ମନୋମାଳିନ୍ୟ ଥିବା ବିଷୟ ପଦାକୁ ଆସିଛି। ଗୁରୁବାର ଗୋପାଳପୁର ନିର୍ବାଚନମଣ୍ଡଳୀ ଗୋଳାବନ୍ଧରେ ବିସ୍ଥାପିତଙ୍କୁ ପୁନଃସ୍ଥାପନ ଏବଂ ପୁନର୍ବାସ ସହାୟତା ବଣ୍ଟନ କାର୍ଯ୍ୟକ୍ରମରେ…

ଘୂର୍ଣ୍ଣିବଳୟ ସକ୍ରିୟ, ୨୯ରେ ଲଘୁଚାପ: ଏହିସବୁ ଜିଲାରେ ବିଜୁଳି-ଘଡ଼ଘଡ଼ି ସହ ଅତିପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୨୮ା୮(ସୌମ୍ୟରଞ୍ଜନ ରାଉତ):ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଏବଂ ସଂଲଗ୍ନ ପଶ୍ଚିମବଙ୍ଗ ଓ ଉତ୍ତର ଓଡ଼ିଶା ଉପକୂଳ ଅଞ୍ଚଳରେ ଏବେ ଉପର ବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ୨୯ ତାରିଖ ବେଳକୁ ଘୂର୍ଣ୍ଣିବଳୟଟି ସମାନ ଅଞ୍ଚଳରେ ଘନୀଭୂତ ହୋଇ ଲଘୁଚାପ କ୍ଷେତ୍ର ସୃଷ୍ଟି ହେବାର…

କାଲି କେତେବେଳେ ମିଳିବ ସୁଭଦ୍ରା ଟଙ୍କା? ଜାଣନ୍ତୁ ଫଟାଫଟ୍‌ କେମିତି କରିବେ ଚେକ୍‌…

ଭୁବନେଶ୍ୱର,୨୭।୮: ରାଜ୍ୟର ଲକ୍ଷ ଲକ୍ଷ ମହିଳାଙ୍କ ପାଇଁ ଏକ ବଡ଼ ଖୁସି ଖବର। ପବିତ୍ର ରାଖୀ ପୂର୍ଣ୍ଣିମା ଅବସରରେ ରାଜ୍ୟ ସରକାର ‘ସୁଭଦ୍ରା’ ଯୋଜନାର ୫ମ କିସ୍ତି ଟଙ୍କା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ହସ୍ତାନ୍ତର କରିବାକୁ ଯାଉଛନ୍ତି। ଏହି ପର୍ଯ୍ୟାୟରେ ମୋଟ…

ପ୍ରେମ ନା ପ୍ରତାରଣା? ନାବାଳିକାଙ୍କ ସହ ବାରମ୍ବାର ଅନୈତିକ ସମ୍ପର୍କ ରଖି କଲେ ଗର୍ଭବତୀ, ଶେଷରେ କୋର୍ଟ ଚାଲାଣ!

ହାଟଡ଼ିହି/ଛେନାପଦୀ, ୨୭।୮(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): କେନ୍ଦୁଝର ଜିଲା ସୋସୋ ଥାନା ଅଞ୍ଚଳରେ ଜଣେ ୧୬ ବର୍ଷୀୟା ନାବାଳିକାଙ୍କୁ ଗର୍ଭବତୀ କରିବା ଅଭିଯୋଗରେ ପୋଲିସ ଅଭିଯୁକ୍ତକୁ ଗିରଫ କରି କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ଜଣକ ହେଲେ ଶଙ୍ଖଣା ଗ୍ରାମର ବିମ୍ବାଧର…

“ସେ ମୋର କିଛି କ୍ଷତି କରିବନି”: ୫ ମାସ ଧରି ନାଗସାପ ସହ ଗୋଟିଏ କୋଠରୀରେ ରହୁଛନ୍ତି ଯୁବକ !

ମୋହନା, ୨୭।୮ (ମନ୍ମଥ ମିଶ୍ର): ଦୀର୍ଘ ୫ ମାସ ଧରି ଗୋଟିଏ କୋଠରୀରେ ବିଷଧର ନାଗସାପ ଓ ମଣିଷ ଏକାଠି ରାତି ବିତାଉଥିବା ଭଳି ଏକ ସ୍ତାବ୍ଧ କଲାଭଳି ଘଟଣା ଏବେ ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଗଜପତି ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?