ମୋଦୀଙ୍କୁ ଜନ୍ମଦିନରେ ବଡ ଉପହାର ଦେଲେ ଓଡ଼ିଶାବାସୀ, ବୃକ୍ଷରୋପଣରେ ରେକର୍ଡ
ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୫ତମ ଜନ୍ମଦିନ ଅବସରରେ ଓଡ଼ିଶାରେ ୭୫ ଲକ୍ଷ ଗଛ ଲଗାଇବାର ସଂକଳ୍ପ ସଫଳ ହୋଇଛି। ଏହି ସାମୂହିକ ବୃକ୍ଷରୋପଣ ଅଭିଯାନ ପରିବେଶ ପ୍ରତି ଦାୟିତ୍ୱ ଓ ମୋଦୀଙ୍କ ନେତୃତ୍ୱରେ ଓଡ଼ିଶାର ବିକାଶ ପାଇଁ ସମାଜର ଏକଜୁଟ୍…
ଏହି କାରଣରୁ ଶୁଭମିତ୍ରାଙ୍କ ହତ୍ୟା କରିଥିଲା ଦୀପକ, ବଡ଼ ଖୁଲାସା କଲା ପୋଲିସ
ଭୁବନେଶ୍ୱର,୧୭।୯: ଟ୍ରାଫିକ୍ କନଷ୍ଟେବଲ୍ ଶୁଭମିତ୍ରା ସାହୁଙ୍କ ହତ୍ୟା ଘଟଣାରେ କମିଶନରେଟ ପୋଲିସ (ସିପି) ଚାଞ୍ଚଲ୍ୟକର ତଥ୍ୟ ପ୍ରକାଶ କରିଛି। ୧୦ ଲକ୍ଷ ଟଙ୍କା ଝଗଡ଼ା କାରଣରୁ ଶୁଭମିତ୍ରାଙ୍କୁ ହତ୍ୟା କରାଯାଇଥିବା ପ୍ରମାଣ ମିଳିଛି। ତଦନ୍ତରୁ ଜଣାପଡ଼ିଛି, ଶୁଭମିତ୍ରା ଅଭିଯୁକ୍ତ ସ୍ୱାମୀ ଦୀପକ…
ଇନ୍ସୁରାନ୍ସ ଟଙ୍କା ପାଇଁ ଶୁଭମିତ୍ରାଙ୍କ ହତ୍ୟା କରିଥିଲା ସ୍ୱାମୀ; ମାଟିତଳୁ ବାହାରିଲା ମୃତଦେହ
ଭୁବନେଶ୍ୱର,୧୭।୯: କେନ୍ଦୁଝର ଜିଲାର ଘଟଗାଁ ଜଙ୍ଗଲରୁ ନିଖୋଜ ଟ୍ରାଫିକ୍ କନଷ୍ଟେବଲ୍ ଶୁଭମିତ୍ରା ସାହୁଙ୍କ ମୃତଦେହ ଉଦ୍ଧାର ହୋଇଛି। ଅଭିଯୁକ୍ତ ତାଙ୍କ ସ୍ୱାମୀ ଦୀପକ ରାଉତ, ଜଣେ ପୋଲିସ କନଷ୍ଟେବଲ୍, ତାଙ୍କୁ ହତ୍ୟା କରି ଘଟଗାଁ ନିକଟସ୍ଥ କୁସୁନପୁର ଜଙ୍ଗଲରେ ପୋତିଥିବା ସ୍ୱୀକାର…
ବନ୍ଦ ହେବ ଡିଜେ ଗାଡ଼ି: ରାଜ୍ୟ ସରକାରଙ୍କ କଡ଼ା ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୯: ରାଜ୍ୟରେ ଡିଜେ ଗାଡ଼ି ଉପରେ କଟକଣା ଜାରି କରିଛି ରାଜ୍ୟ ପରିବହନ ପ୍ରାଧିକରଣ (STA)। ଗାଡ଼ିର ମୂଳ ଢାଞ୍ଚାରେ ବେଆଇନ ପରିବର୍ତ୍ତନ, ଅତ୍ୟଧିକ ଶବ୍ଦ ଓ ଆଲୋକ ବ୍ୟବସ୍ଥା ବ୍ୟବହାର ବିରୋଧରେ STA ଏକ ସର୍କୁଲାର ଜାରି କରିଛି। ଏହା…
ସାର ପାଇଁ ଚାଷୀ ହଟହଟା: ଭୋରରୁ ଚାଷୀଙ୍କ ଲମ୍ବା ଧାଡ଼ି, ପ୍ରବଳ ତାତି ଯୋଗୁ ଅଚେତ୍ ହୋଇଗଲେ ୩ ମହିଳା
ଦିଗପହଣ୍ଡି/ପାଟପୁର,୧୭।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ) : ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଅଞ୍ଚଳରେ ୟୁରିଆ ସାରର ଘୋର ଅଭାବ ଦେଖାଦେଇଛି। ବୁଧବାର ଭୋରରୁ ସାନଖେମୁଣ୍ଡି ବ୍ଲକ ଖଲିଙ୍ଗି ପ୍ରାଥମିକ ସେବା ସମବାୟ ସମିତ କାର୍ଯ୍ୟାଳୟ ସମ୍ମୁଖରେ ସାର ପାଇଁ ଖଲିଙ୍ଗି ଏବଂ…
ଆଧାରକାର୍ଡ ନ ଥିବାରୁ ପାଠପଢ଼ାରୁ ବଞ୍ଚିତ ଘଟଣା: ଖବର ପ୍ରକାଶ ପରେ ଛାତ୍ରୀଙ୍କ ପରିବାରଙ୍କୁ ଭେଟିଲେ ବିଇଓ, କହିଲେ…
ଗଞ୍ଜାମ, ୧୭।୯(ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ରପୁର ପଞ୍ଚାୟତ ଅଇଁଠା ବଣ ଗ୍ରାମର ଏସ ସୁରେନ୍ଦ୍ର ଦାସଙ୍କ ଝିଅ ମୋନାଲିସା ଦାସଙ୍କ ଆଧାରକାର୍ଡ ନ ଥିବାରୁ ପାଠ ପଢ଼ାରୁ ବଞ୍ଚିତ ନେଇ ଧରିତ୍ରୀରେ ଖବର ପ୍ରକାଶ ପାଇଥିଲା…
କନଷ୍ଟେବଳ ଶୁଭମିତ୍ରା ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ: ସାମ୍ନାକୁ ଆସିଲା ମ୍ୟାରେଜସାର୍ଟିଫିକେଟ
ଭୁବନେଶ୍ୱର,୧୭।୯: ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କୁ ହତ୍ୟା ଘଟଣାରେ ନୂଆ ଟ୍ବିଷ୍ଟ ସାମ୍ନାକୁ ଆସିଛି। ଅଭିଯୁକ୍ତ କୁହାଯାଉଥିବା ଦୀପକ-ଶୁଭମିତ୍ରାଙ୍କ ମ୍ୟାରେଜ ସାର୍ଟିଫିକେଟ ମିଳିଛି। ଶୁଭମିତ୍ରା ସାହୁଙ୍କୁ କୋର୍ଟରେ ବିବାହ କରିଥିଲେ ଦୀପକ ରାଉତ ଯାହା ଏବେ ଚର୍ଚ୍ଚା ହେଉଛି। ଶୁଭମିତ୍ରା ସାହୁଙ୍କ…
ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ…
ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ
ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍ରେ ତାଲାପକାଇ ଉକ୍ତ ପ୍ରଧାନଶିକ୍ଷକଙ୍କୁ…
ଏଣିକି ଦୌଡିବାକୁ ପଡ଼ିବନି ତହସିଲ କାର୍ଯ୍ୟାଳୟ: ସେବା ଯୋଗାଇବାକୁ ସେମାନେ ଆସିବେ ପଞ୍ଚାୟତ ଅଫିସ
ଭୁବନେଶ୍ବର,୧୭।୯: ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ ଥରେ ତହସିଲ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଲୋକଙ୍କ…
ମହିଳା କନଷ୍ଟେବଳଙ୍କୁ ହତ୍ୟା କରି କାର୍ରେ ମୃତଦେହ ନେଇଥିଲେ ପୁରୁଷ ବନ୍ଧୁ, ସାମ୍ନାକୁ ଆସିଲା ଅନେକ ଚାଞ୍ଚଲ୍ୟକର ତଥ୍ୟ
ଭୁବନେଶ୍ୱର,୧୭ା୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ…
ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର
କଲ୍ୟାଣିସିଂହପୁର, ୧୭।୯( ଦୀପକ କୁମାର ପରିଡ଼ା ): ମହୁମାଛି ଆକ୍ରମାଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ଗୁରୁତର ଅବସ୍ଥାରେ ରାୟଗଡା ଜିଲା କଲ୍ୟାଣସିଂହପୁର ଗୋଷ୍ଠୀ…
Archives


