ରାଜ୍ୟ

ମାଙ୍କଡ଼ ଛଡ଼ାଇନେଲା ଆଡ୍‌ମିଟ୍‌ କାର୍ଡ

କୃଷ୍ଣପ୍ରସାଦ,୫ା୩(ଡି.ଏନ.ଏ.): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକର କନ୍ଦାଖାଇ କଳା ଓ ବିଜ୍ଞାନ ମହାବିଦ୍ୟାଳୟକୁ ଯୁକ୍ତ ୨ ପରୀକ୍ଷା ଦେବାକୁ ଆସିଥିବା ଜଣେ ପରୀକ୍ଷାର୍ଥୀଙ୍କୁ ମାଙ୍କଡ଼ ଆକ୍ରମଣ କରିବା ସହ ତାଙ୍କ ଆଡମିଟ୍‌ କାର୍ଡ ଛଡାଇ ନେଇଛି। ମାଙ୍କଡ ଆକ୍ରମଣରେ ସେ...

ହିନ୍ଦୀ ଫିଲ୍ମ ଟ୍ରେଲର ଦେଖି ରାଗିଗଲେ ସାଗରିକା

ଭୁବନେଶ୍ୱର,୫ା୩(ବ୍ୟୁରୋ): ରାଜ୍ୟରେ ନୂଆ ମୋଟର ଯାନ ଆଇନକୁ ଲାଗୁ କରାଯିବା ସହ ମାର୍ଚ୍ଚ ୧ରୁ କଡ଼ାକଡ଼ି କରାଯାଇଛି। ଏହା ଲାଗୁ ହେବା ପରେ ରାଜ୍ୟରେ ଟ୍ରାଫିକ୍‌ ବ୍ୟବସ୍ଥା କଡ଼ାକଡ଼ି ହୋଇଛି। ସାଧାରଣ ଲୋକ ହୁଅନ୍ତୁ କି ଖୋଦ୍‌ ପୋଲିସ କର୍ମଚାରୀ...

ଚିକିତ୍ସା ଭତ୍ତା ଦାବିକଲା ଅବସରପ୍ରାପ୍ତ କର୍ମଚାରୀ ମହାସଂଘ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଓଡ଼ିଶା ରାଜ୍ୟ ଅବସରପ୍ରାପ୍ତ କର୍ମଚାରୀ ମହାସଂଘର ୫ମ ଦ୍ୱିବାର୍ଷିକ ରାଜ୍ୟ ସମ୍ମିଳନୀ ବୁଧବାର ଭଞ୍ଜକଳା ମଣ୍ଡପଠାରେ ଅନୁଷ୍ଠିତ ହୋଇଯାଇଛି। ସମ୍ମିଳନୀରେ ରାଜ୍ୟ ପେନ୍‌ସନ୍‌ଭୋଗୀଙ୍କ ମୁଖ୍ୟ ଓ ମୌଳିକ ଦାବି ତଥା ଚିକିତ୍ସା ଭତ୍ତା ଓ ଚିକିତ୍ସା ସୁବିଧା ପ୍ରଦାନ...

କପି ଧରିବାରୁ ଶିକ୍ଷକଙ୍କୁ ଆକ୍ରମଣ

ପୁରୀ ଅଫିସ,୫ା୩: କୃଷ୍ଣପ୍ରସାଦ ବ୍ଲକ ଅନ୍ତର୍ଗତ ମାଲୁଦ ନୋଡାଲ ଉଚ୍ଚ ବିଦ୍ୟାଳୟରେ ଜଣେ ବିଦ୍ୟାର୍ଥୀର କପି ଧରିବାକୁ କେନ୍ଦ୍ରକରି ଜଣେ ଶିକ୍ଷକ ଆକ୍ରମଣର ଶିକାର ହୋଇଥିବା ନେଇ ମଙ୍ଗଳବାର କୃଷ୍ଣପ୍ରସାଦ ଥାନାରେ ଅଭିଯୋଗ ହୋଇଛି। ଏ ନେଇ ବୁଧବାର ଥାନାରେ...

ଚାଚେରୀ ବେଶରେ ଦର୍ଶନ ଦେଲେ ମହାପ୍ରଭୁ

ପୁରୀ ଅଫିସ,୫ା୩: ଶ୍ରୀମନ୍ଦିରରେ ବୁଧବାରଠାରୁ ଦୋଳପର୍ବ ଆରମ୍ଭ ହୋଇଛି। ମଧ୍ୟାହ୍ନ ଧୂପ ପରେ ୩ ବାଡ଼ରେ ମଇଲମ ହୋଇ ନୂଆଲୁଗା ଲାଗି କରାଯାଇଥିଲା। ପାଳିଆ ମେକାପ ଚନ୍ଦନ ବିଜେ କରାଇଥିଲେ। ଏହାପରେ ମହାପ୍ରଭୁଙ୍କ ସର୍ବାଙ୍ଗ ନୀତି ବଢିଥିଲା। ଶ୍ରୀଦେବୀ ଓ...

‘ଇନ୍‌ ମେମୋରି ଅଫ୍‌ ବାପୁ’ ଶ୍ରେଷ୍ଠ ଫିଲ୍ମ

ଭୁବନେଶ୍ୱର,୫ା୩(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ୧୫୦ତମ ଜୟନ୍ତୀ ପାଳନ ଅବସରରେ ପ୍ରଡକ୍ସନ ହାଉସ୍‌ ‘ସ୍ପର୍ଶ’ ପକ୍ଷରୁ ‘ଇଗ୍‌ନାଇଟ୍‌ ଶର୍ଟ ଫିଲ୍ମ ଫେଷ୍ଟିଭାଲ୍‌-୨୦୨୦’ର ତୃତୀୟ ସଂସ୍କରଣ ବୁଧବାର ନୟାପଲ୍ଲୀସ୍ଥିତ ୟୁସିସିଆଇ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଚଳିତବର୍ଷ ‘ଗାନ୍ଧୀଙ୍କ ଜୀବନ ଦର୍ଶନ’ ଉପରେ ଆଧାରିତ...

ଜଙ୍ଗଲ ଭ୍ୟୁ ରେଷ୍ଟୁରାଣ୍ଟରେ ଫୁଟିଲା ଗୁଳି

ଭୁବନେଶ୍ୱର,୫ା୩(ବ୍ୟୁରୋ)/ବାରଙ୍ଗ (ଡି.ଏନ.ଏ.): ଅପରାଧପ୍ରବଣ ହୋଇପଡ଼ିଲାଣି ରାଜଧାନୀ  ଭୁବନେଶ୍ୱର। ଅପରାଧୀମାନେ ଖୁଲମ୍‌ଖୁଲା ଅପରାଧ ଘଟାଇ କମିଶନରେଟ ପୋଲିସକୁ ଚ୍ୟାଲେଞ୍ଜ କରୁଥିବାବେଳେ ବୁଧବାର ମଧ୍ୟାହ୍ନରେ ପୁଣି ଫୁଟିଛି ଗୁଳି। କିଛିଦିନ ତଳେ ଜଣେ କଲେଜ ଛାତ୍ରୀଙ୍କୁ ଗୁଳି ହୋଇଥିଲା। ଏଥର ଗୁଳିମାଡ଼ର ଶିକାର...

ନାବାଳିକାଙ୍କୁ ବଳାତ୍କାର, ଅଭିଯୁକ୍ତ ଗିରଫ

ଭୁବନେଶ୍ୱର,୫ା୩ (ବ୍ୟୁରୋ): ନାବାଳିକାଙ୍କୁ ପ୍ରେମ ଜାଲରେ ଫସାଇ ବିବାହର ପ୍ରତିଶ୍ରୁତି ଦେଇ ବଳାତ୍କାର କରିଥିବା ଅଭିଯୁକ୍ତଙ୍କୁ ଶହୀଦନଗର ଥାନା ପୋଲିସ ଗିରଫ କରିଛି। ସେ ହେଲେ ନୟାଗଡ଼ ଜିଲା ଓଡଗାଁ ଥାନା ଅଞ୍ଚଳର ଚନ୍ଦ୍ରଶେଖର ପ୍ରଧାନ(୩୭)। ସୂଚନା ମୁତାବକ, ଅଭିଯୁକ୍ତ...

‘କିନୁ କୋଉ’ କହିଲା ବାମନଙ୍କ ଦୁଃଖ

ଭୁବନେଶ୍ୱର,୫ା୩(ବ୍ୟୁରୋ): ବିଜ୍ଞାନ ସହିତ ଚିକିତ୍ସା ବିଜ୍ଞାନର ଆଧୁନିକୀକରଣ ସତ୍ତ୍ୱେ ବାମନମାନଙ୍କୁ ନେଇ ସମାଜରେ ଥିବା ଘୃଣ୍ୟଭାବ ଏବେ ବି ରହିଛି। ନିଜର ଶାରୀରିକ ଗଠନର ଅସମାନତା ଯୋଗୁ ସେମାନଙ୍କୁ ନିନ୍ଦା, ଭର୍ତ୍ସନା ଓ ସମାଲୋଚନାର ଶିକାର ହେବାକୁ ପଡ଼େ। ବାମନ...

ଜେଜିଏଲ୍‌ଏସ୍‌କୁ ନମ୍ବର ୧ ଲ’ ସ୍କୁଲ ମାନ୍ୟତା

ଭୁବନେଶ୍ୱର, ୫ା୩: ଓପି ଜିନ୍ଦଲ ବିଶ୍ୱବିଦ୍ୟାଳୟର ଜିନ୍ଦଲ ଗ୍ଲୋବାଲ ଲ’ ସ୍କୁଲ(ଜେଜିଏଲ୍‌ଏସ୍‌)କୁ ଦେଶର ନମ୍ବର ୧ ଲ’ ସ୍କୁଲ ମାନ୍ୟତା ମିଳିଛି। ଆଇନ କ୍ଷେତ୍ରରେ କ୍ୟୁଏସ୍‌ ଓ୍ବାର୍ଲଡ ୟୁନିଭର୍ସିଟି ସବଜେକ୍ଟ ର଼୍ୟାଙ୍କିଙ୍ଗରେ ସ୍ଥାନିତ ହେବା ସହ ଭାରତକୁ ଗୌରବାନ୍ବିତ କରିଛି।...

ରାସ୍ତାକଡ଼ରେ ଖୋଲିପାରିବନି ରଙ୍ଗ ଦୋକାନ

ଭୁବନେଶ୍ୱର,୫ା୩(ବ୍ୟୁରୋ): ଆସନ୍ତା ୧୦ ତାରିଖରେ ହୋଲି ପର୍ବ ପାଳିତ ହେବ। ଏଥିପାଇଁ ବ୍ୟବସାୟୀମାନେ ଭୁବନେଶ୍ୱରର ଏଣେତେଣେ କି ରାସ୍ତାକଡ଼ରେ ରଙ୍ଗ ବେପାର କରିବେ। ତେଣୁ ଏଥିରେ ରୋକ ଲଗାଇଛି ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି)। ବିଏମ୍‌ସିର ବିନା ଅନୁମତିରେ ବ୍ୟବସାୟୀମାନେ...

୭୫.୮୫ ଲକ୍ଷରେ ନିଲାମ ହେଲା ଦୀପ ଦୋକାନ

ଜଗତ୍‌ସିଂହପୁର ଅଫିସ, ୫ା୩: ଜଗତ୍‌ସିଂହପୁର ଜିଲାର ଅଧିଷ୍ଠାତ୍ରୀ ଦେବୀ ମା’ ଶାରଳା ମନ୍ଦିର ପରିସରରେ ଥିବା ଜୋତା ଷ୍ଟାଣ୍ଡ, ପାର୍କିଂ, ଭୋଗ, ଦୀପ ଓ ପୂଜା ସାମଗ୍ରୀ ଦୋକାନ ପାଇଁ ପ୍ରତିବର୍ଷ ନିଲାମ ହୁଏ। ଏହି ଅନୁଯାୟୀ ଚଳିତବର୍ଷ ପାଇଁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri