ପୁରୀରୁ ଆଉ ୧୬ ଆକ୍ରାନ୍ତ ଚିହ୍ନଟ: ସଂଖ୍ୟା ଛୁଇଁଲା ୮୧
ପୁରୀ ଅଫିସ,୨୪।୫: ପୁରୀ ଜିଲାରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହୁ ହୁ ହୋଇ ବଢ଼ିବାରେ ଲାଗିଛି। ଶନିବାର ୧୭ ଆକ୍ରାନ୍ତ ଚିହ୍ନଟ ପରେ ଜିଲାର ମୋଟ ଆକ୍ରାନ୍ତ ସଂଖ୍ୟା ଅର୍ଦ୍ଧଶତକ ପାର କରିଥିଲା। ପୁଣି ରବିବାର ୧୬ଜଣ ନୂଆ ସଂକ୍ରମିତ ଚିହ୍ନଟ…
CORONAVIRUS UPDATE: ରାଜ୍ୟରେ ଆଉ ୬୭ କରୋନା ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୧୩୩୬କୁ ବୃଦ୍ଧି
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ଆଉ ୬୭ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୬୦ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରେ ଥିବା ବେଳେ ୪ ହୋମ୍ କ୍ୱାରାଣ୍ଟାଇନ୍ରେ ଏବଂ ୩ ଜଣ ସାଧାରଣ ଲୋକ(ଲୋକାଲ୍) ଅଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ରାଜ୍ୟରେ ମୋଟ ସଂକ୍ରମିତଙ୍କ…
ସୁନ୍ଦରଗଡ଼ରେ ଆଉ ୪ ପଜିଟିଭ୍ ଚିହ୍ନଟ: ୩୭ରେ ପହଞ୍ଚିଲା ମୋଟ କରୋନା ଆକ୍ରାନ୍ତ ସଂଖ୍ୟା
ସୁନ୍ଦରଗଡ଼,୨୪।୫(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲାରେ ଆଉ ୪ଜଣ କୋଭିଡ-୧୯ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ପୁରୁଷ ଏବଂ ଜଣେ ମହିଳା ରହିଛନ୍ତି। ସେମାନଙ୍କ ମଧ୍ୟରେ ଦୁଇଜଣ ମହାରାଷ୍ଟ୍ର ଫେରନ୍ତା ଥିବା ବେଳେ ଜଣେ ଚେନ୍ନାଇ ଫେରନ୍ତା ଅଛନ୍ତି। ସେମାନେ ବିଶ୍ରା…
ରାଜଧାନୀରେ ଆଜିଠାରୁ ଖୋଲିଲା ପାର୍କ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜଧାନୀରେ ରବିବାରଠାରୁ ପରୀକ୍ଷାମୂଳକ ଭାବେ କିଛି ପ୍ରମୁଖ ପାର୍କ ଖୋଲିଛି। ଦୀର୍ଘ ୬୪ ଦିନ ପରେ ଆଇଜି, ଫରେଷ୍ଟ ଓ ବୁଦ୍ଧ ପାର୍କକୁ ଆଜିଠାରୁ ଖୋଲାଯାଇଛି। ଏଗୁଡ଼ିକ ସକାଳ ୭ଟାରୁ ଦିନ ୧୦ ଏବଂ ଅପରାହ୍ନ ୪ଟାରୁ ସନ୍ଧ୍ୟା ୬ଟା…
ତେଜିଲା ଟ୍ରକ ସଂଘ ବିବାଦ, ଅଟକିଲା ଶହେରୁ ଅଧିକ ଟ୍ରକ
କେନ୍ଦୁଝର, ୨୩ା୫ (ସ୍ବ.ପ୍ର.)-କେନ୍ଦୁଝର ଜିଲାରୁ ପାରଦୀପକୁ ଲୁହାପଥର ପରିବହନକୁ ନେଇ କେନ୍ଦୁଝର ଓ ପାରାଦୀପ ଟ୍ରକ ମାଲିକ ସଂଘ ମଧ୍ୟରେ ବିବାଦ ଗୁରୁତର ରୂପ ଧାରଣ କରିଛି। କେନ୍ଦୁଝର ଜିଲାରୁ ଲୁହାପଥର ନେଇ ଯାଉଥିବା ଟ୍ରକ ଗୁଡିକୁ ପାରାଦୀପ, ଜଗତସିଂହପୁର, କେନ୍ଦ୍ରାପଡା…
ସବୁଠୁ ତତଲା ଟିଟିଲାଗଡ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ରାଜ୍ୟର ୧୨ ସହରର ତାପମାତ୍ର ଶନିବାର ୪୧ ଡିଗ୍ରୀ ଉପରେ ଥିବା ରେକର୍ଡ କରାଯାଇଛି। ସେଥିମଧ୍ୟରୁ ବଲଙ୍ଗୀର ଜିଲା ଟିଟିଲାଗଡ଼ରେ ସର୍ବାଧିକ ୪୫.୫ ଡିଗ୍ରୀ ତାପମାତ୍ର ରେକର୍ଡ ହୋଇଛି। ସେହିପରି ତାଳଚେରରେ ୪୩.୮ ଡିଗ୍ରୀ, ଭବାନୀପାଟଣାରେ ୪୪.୨ଡିଗ୍ରୀ, ବଲାଙ୍ଗୀରରେ ୪୩.୫ଡିଗ୍ରୀ, ମାଲକାନଗିରିରେ…
ଉଦ୍ଧାର କାର୍ଯ୍ୟ ଓ ରିଲିଫ ପାଇଁ ପଶ୍ଚିମବଙ୍ଗ ଯିବେ ୩୦୦ ଅଗ୍ନିଶମ କର୍ମଚାରୀ
ଭୁବନେଶ୍ୱର,୨୩।୫(ବ୍ୟୁରୋ)-ବାତ୍ୟା ଅମ୍ଫନରେ ସର୍ବାଧିକ କ୍ଷତିଗ୍ରସ୍ତ ହୋଇଛି ପଶ୍ଚିମବଙ୍ଗ। ଉଦ୍ଧାର କାର୍ଯ୍ୟ ଓ ରିଲିଫ ନିମନ୍ତେ ଓଡ଼ିଶା ସରକାରଙ୍କ ପକ୍ଷରୁ ୩୦୦ ଅଗ୍ନିଶମ କର୍ମଚାରୀ ଓ ୧୦ ଓଡ୍ରାଫ ଟିମ ସହ ୫୦୦ ଜଣ କର୍ମଚାରୀ ଶୁକ୍ରବାର ରାତିରୁ ପଶ୍ଚିମବଙ୍ଗ ଅଭିମୁଖେ ଗ୍ରସ୍ତ…
ମଦ ଉପରେ ଲାଗିଲା ୫୦% ‘କୋଭିଡ ଫି’: ୬ ଘଣ୍ଟାରେ ପାଇବେ ହୋମ୍ ଡେଲିଭରି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ରବିବାରଠାରୁ ଅନ୍ଲାଇନ୍ରେ ମଦ ମିଳିବାନେଇ ରାଜ୍ୟ ସରକାର ଶନିବାର ଅନୁମତି ଦେଇଛନ୍ତି। ଅନ୍ ଓ ଅଫ୍ ଲାଇସେନ୍ସ ପ୍ରାପ୍ତ ଦୋକାନୀ ମଦ ହୋମ୍ ଡେଲିଭରି କରିପାରିବେ। କଣ୍ଟେନ୍ମେଣ୍ଟ ଜୋନ୍ ବ୍ୟତିତ ଅନ୍ୟ ସବୁଠାରେ ହୋମ୍ ଡେଲିଭରି କରାଯିବ। ହେଲେ ବିଦେଶୀ…
ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହେଁ: ହାଇକୋର୍ଟ
କଟକ ଅଫିସ,୨୩ା୫: ବିବାହ ପ୍ରଲୋଭନ ଦେଖାଇ ଶାରୀରିକ ସମ୍ପର୍କ ରଖିବା ବଳାତ୍କାର ନୁହଁ ବୋଲି ଶନିବାର ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। କୋରାପୁଟ ଜିଲା ପଟାଙ୍ଗୀ ଥାନା ଅଞ୍ଚଳର ଏକ ମାମଲାର ଶୁଣାଣି ବେଳେ ଜଷ୍ଟିସ୍ ସଞ୍ଜୀବ କୁମାର ପାଣିଗ୍ରାହୀ ଏହି…
‘ଅମ୍ଫନ୍’ରେ ୧୦ ଜିଲା ପ୍ରଭାବିତ: ପ୍ରାଥମିକ ରିପୋର୍ଟରେ ଜୀବନହାନୀ ନେଇ ନାହିଁ ସୂଚନା
ଭୁବନେଶ୍ୱର,୨୩।୫(ବ୍ୟୁରୋ): ବାତ୍ୟା ‘ଅମ୍ଫନ୍’ କ୍ଷୟକ୍ଷତି ନେଇ ରାଜ୍ୟ ସରକାର ପ୍ରାଥମିକ ରିପୋର୍ଟ ଦେଇଛନ୍ତି। ବାତ୍ୟା ‘ଅମ୍ଫନ୍’ରେ ରାଜ୍ୟର ୧୦ ଜିଲା ପ୍ରଭାବିତ ହୋଇଛି। ପ୍ରାଥମିକ ରିପୋର୍ଟ ଅନୁଯାୟୀ ୯୨ ବ୍ଲକର ୯୮୩୩ ଗାଁ, ୨୨ ପୌରାଞ୍ଚଳର ୨୭୨ ଓ୍ବାର୍ଡ ପ୍ରଭାବିତ ହୋଇଛି।…
ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ, ମୋଟ୍ ଆରୋଗ୍ୟଙ୍କ ସଂଖ୍ୟା ୪୯୭
ଭୁବନେଶ୍ୱର,୨୩ା୫(ବ୍ୟୁରୋ): ଶନିବାର ରାଜ୍ୟରେ ଆଉ ୬୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ମୋଟ୍ ୪୯୭ ଜଣ ସୁସ୍ଥ ହୋଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମର ୪୧, ବାଲେଶ୍ୱରର…
୨୪ ଘଣ୍ଟା ନ ପୁରୁଣୁ ଓଡ଼ିଶାକୁ ମିଳିଲା ୫୦୦ କୋଟି
ଭୁବନେଶ୍ୱର,୨୩।୫(ବ୍ୟୁରୋ): ୨୪ ଘଣ୍ଟା ନ ପୁରୁଣୁ ରାଜ୍ୟକୁ ଅମ୍ଫନ ସହାୟତା ମିଳିଛି। ପ୍ରଧାନମନ୍ତ୍ରୀ ଘୋଷଣା କରିଥିବା ୫୦୦ କୋଟି ଟଙ୍କା ଓଡ଼ିଶାକୁ ମିଳିଛି। କେନ୍ଦ୍ର ଗୃହ ମନ୍ତ୍ରଣାଳୟ ପକ୍ଷରୁ ରାଜ୍ୟକୁ ଏହି ଟଙ୍କା ମିଳିଛି। ଏନେଇ ସ୍ବତନ୍ତ୍ର ରିଲିଫ୍ କମିଶନର(ଏସ୍ଆର୍ସି) ପ୍ରଦୀପ…
Archives


