ରାଜ୍ୟ

ସଂଶୋଧିତ ଗାଇଡ୍‌ଲାଇନ ଜାରି

ଭୁବନେଶ୍ୱର,୧୮ା୭(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତ୍ର ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସମୟରେ…

କରୋନା ଶିଖାଇଲା ପରିଶ୍ରମ

ବୈପାରୀଗୁଡା,୧୮ା୭ (ଡି.ଏନ୍‌.ଏ.): ପରିସ୍ଥିତି ମଣିଷକୁ ବଦଳାଇଦିଏ। ତା’ର ସ୍ବଭାବ ଓ ଆଚରଣରେ ପରିବର୍ତ୍ତନ କରେ। ବର୍ତ୍ତମାନ ମହାମାରୀ ସମୟରେ ଏପରି କିଛି ପରିବର୍ତ୍ତନ ଦେଖାଦେଇଛି କୋରାପୁଟ ଜିଲା ବୈପାରିଗୁଡା ବ୍ଲକର କେତେଜଣ ଭିକ୍ଷାବୃତ୍ତି କରି ଚଳୁଥିବା ବ୍ୟକ୍ତିଙ୍କ କ୍ଷେତ୍ରରେ। ସେମାନେ ନିଜ…

ସଙ୍କଟରେ ରୋଗୀସେବା, ଡିଏମ୍‌ ପାଠ୍ୟକ୍ରମ

କଟକ ଅଫିସ,୧୮ା୭: ଏସ୍‌ସିବି ମେଡିକାଲ କଲେଜ ଓ ହସ୍ପିଟାଲର ଦୁଇଟି ଗୁରୁତ୍ୱପୂର୍ଣ୍ଣ ବିଭାଗ ହେଉଛି ହେପାଟୋଲୋଜି ଏବଂ ଏଣ୍ଡୋକ୍ରାଇନୋଲୋଜି। କିନ୍ତୁ ଉଭୟ ବିଭାଗ ଏବେ ଡାକ୍ତର ଅଭାବ ସମସ୍ୟା ଦେଇ ଗତି କରୁଛି। ସୁପର ସ୍ପେଶିଆଲିଟି ଥିବା ଏହି ବିଭାଗ ପାଇଁ…

ଭୁବନେଶ୍ୱର ୪ନଂ. ମାର୍କେଟ୍‌ ସିଲ୍‌

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ଭୁବନେଶ୍ୱରର ୪ନଂ. ମାର୍କେଟ୍‌ ସିଲ୍‌। ଗୁରୁବାର ଉକ୍ତ ଅଞ୍ଚଳରୁ କ୍ରମାଗତ ଭାବେ ୭ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ବିଏମ୍‌ସି ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି। ଏହାବାଦ୍‌ ଏହାର ଆଖପାଖ ଦୋକାନଗୁଡିକ ମଧ୍ୟ ସିଲ୍‌ କରାଯାଇଛି। ଆଗାମୀ ଆଦେଶ ଆସିବା…

ବିପିୟୁଟିର ସମସ୍ତ ଅନଲାଇନ୍‌ ପରୀକ୍ଷା ସ୍ଥଗିତ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-କରୋନା ଜନିତ କଟକଣା ଲାଗି ବିପିୟୁଟିର ସମସ୍ତ ଅନ୍‌ଲାଇନ ପରୀକ୍ଷା ସ୍ଥଗିତ କରି ଦିଆଯାଇଛି। ଆସନ୍ତା ୩୧ ପର୍ଯ୍ୟନ୍ତ ଏହିସବୁ ପରୀକ୍ଷା ସ୍ଥଗିତ ରଖାଯାଇଛି। ବିପିୟୁଟି କୂଳପତି ପ୍ରଫେସର ଚିତରଞ୍ଜନ ତ୍ରିପାଠୀ ଶୁକ୍ରବାର ଏନେଇ ସୂଚନା ଦେଇଛନ୍ତି। ତ୍ରିପାଠି କହିଛନ୍ତି, କରୋନା…

ପାହାଡ଼ ଉପରେ କରୋନା

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)-ଗଞ୍ଜାମ ଜିଲା ପାତ୍ରପୁର ବ୍ଲକର ପାହାଡ ଉପରେ ଥିବା ଗଁା ଆଙ୍କୁଲିରେ ପହଞ୍ଚତ୍ଛି କରୋନା। ଦୁର୍ଗମ ଆଙ୍କୁଲି ପଞ୍ଚାୟତ ତାଡକାସାହିର ୨୯ ଜଣଙ୍କ ରିପୋର୍ଟ ଶୁକ୍ରବାର ପଜିଟିଭ ଆସିଛି। ଏଥିରେ ଆଙ୍କୁଲି ସରପଞ୍ଚ ଓ ତାଙ୍କ ପରିବାର ସମେତ ଜଣେ ଶିକ୍ଷକ,…

ପୁଅକୁ କରୋନା ହୋଇଥିବା ଶୁଣି ହୃଦ୍‌ଘାତରେ ଚାଲିଗଲା ବାପାଙ୍କ ଜୀବନ

ପାତ୍ରପୁର,୧୭ା୭(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସପଙ୍ଗ ଗ୍ରାମରେ ଶୁକ୍ରବାର ଏକ ଅଭାବନୀୟ ଘଟଣା ଘଟିଛି। ପୁଅ କରୋନା ସଂକ୍ରମଣ ହୋଇଥିବା ଖବର ଶୁଣି ବାପାଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ରାମଚନ୍ଦ୍ର ସାହୁ (୭୦)। ରାମଚନ୍ଦ୍ରଙ୍କ ବଡପୁଅଙ୍କୁ ଜ୍ୱର ହେଉଥିବାରୁ…

ଲକଡାଉନ୍‌: ଓ୍ବାର୍କ ଫ୍ରମ୍‌ ହୋମ କରିବେ ସରକାରୀ କର୍ମଚାରୀ

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-କରୋନା ମହାମାରୀ ସଂକ୍ରମଣ ବଢୁଥିବାରୁ ରାଜ୍ୟ ସରକାର ଗଞ୍ଜାମ, ଖୋର୍ଦ୍ଧା, କଟକ, ଯାଜପୁର ଜିଲା ସମେତ ରାଉରକେଲା ମହାନଗର ନିଗମକୁ ଜୁଲାଇ ୧୭ ରାତି ୯ଟାରୁ ୩୧ ତାରିଖ ମଧ୍ୟରାତ୍ର ଯାଏ ଲକ୍‌ଡାଉନ ଘୋଷଣା କରିଛନ୍ତି। ଏହି ସବୁ ଜିଲାରେ ସରକାରୀ…

ଘରୋଇ ଡାକ୍ତରଖାନାର ଚିକିତ୍ସକଙ୍କ ପାଇଁ ସ୍ବାସ୍ଥ୍ୟବିଭାଗ ଜାରି କଲା ଗାଇଡଲାଇନ୍‌

ଭୁବନେଶ୍ୱର,୧୭ା୭(ବ୍ୟୁରୋ)-ରାଜ୍ୟରେ ସ୍ବାସ୍ଥ୍ୟସେବା କ୍ଷେତ୍ରରେ କାର୍ଯ୍ୟରତ କର୍ମଚାରୀ ଏବଂ ଡାକ୍ତରଙ୍କ ମଧ୍ୟରେ କୋଭିଡ୍‌-୧୯ ସଂକ୍ରମଣ ବଢୁଥିବା ବେଳେ ଏହାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଘରୋଇ ଡାକ୍ତରଖାନାର ଚିକିତ୍ସକ ଏବଂ କର୍ମଚାରୀଙ୍କ ପାଇଁ ସ୍ବତନ୍ତ୍ର ଗାଇଡଲାଇନ୍‌ ଜାରି କରାଯାଇଛି। ଏଣିକି ସମସ୍ତ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୫୩ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୭।୭(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୫୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଗଞ୍ଜାମ ଜିଲାରୁ ସର୍ବାଧିକ ୨୨୦ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୪୧, ନବରଙ୍ଗପୁରରୁ ୩୩, ଖୋର୍ଦ୍ଧାରୁ ୨୮, ବଲାଙ୍ଗୀରରୁ ୨୬, କେନ୍ଦୁଝରରୁ ୧୭, ବାଲେଶ୍ୱରରୁ ୧୫, ଜଗତସିଂହପୁର ଓ ମାଲକାନଗିରିରୁ…

କଟକରେ ଆଉ ୯ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୧୭।୭: କଟକ ସହରରେ ଶୁକ୍ରବାର ୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ସହରରେ ମୋଟ ସଂକ୍ରମିତ ସଂଖ୍ୟା ୩୨୩କୁ ବୃଦ୍ଧି ପାଇଛି। ସେଥିରୁ ୧୮୧ ସୁସ୍ଥ ହୋଇ ଘରକୁ ଫେରିଥିବା ବେଳେ ୧୩୫ ଆକ୍ଟିଭ୍‌ କେସ୍‌ ଅଛନ୍ତି।…

ରାଜଧାନୀରେ ଏକ ଗଣମାଧ୍ୟମ ସଂସ୍ଥାର ୫ଜଣଙ୍କୁ କରୋନା

ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ଚିହ୍ନଟ ହୋଇଥିବା ୧୨୪ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୫ଜଣ ଗଣମାଧ୍ୟମ ସଂସ୍ଥାର କର୍ମଚାରୀ ଅଛନ୍ତି। ସେମାନଙ୍କର ବୟସ ଯଥାକ୍ରମେ ୩୫, ୩୨, ୨୪,୨୮, ୩୦ ବର୍ଷ ଏବଂ ସମସ୍ତେ ପୁରୁଷ ଥିବା ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri