ଜୁଲାଇ ୩୧ ଯାଏ ମୋ’ ବସ୍ ସେବା ବନ୍ଦ
ଭୁବନେଶ୍ୱର,୧୭।୭(ବ୍ୟୁରୋ)-ସାରା ରାଜ୍ୟରେ ଦିକୁ ଦିନ ବଢି ଚାଲିଛି କରୋନା ସଂକ୍ରମିତଙ୍କ ସଂଖ୍ୟା। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଜି ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ଲକ୍ଡାଉନ କଟକଣା ଲାଗୁ କରିଛନ୍ତି। ତେବେ ଏହି ସମୟରେ ମୋ ବସ୍…
ଡ୍ୟୁଟିରେ ଥାଇ ଜୀବନ ଗଲେ ମିଳିବ ଭତ୍ତା
ଭୁବନେଶ୍ୱର,୧୭।୭(ବ୍ୟୁରୋ): କୋଭିଡ ଯୋଦ୍ଧା ଅଙ୍ଗନଓ୍ବାଡି ଓ ଆଶା କର୍ମଙ୍କ ପରିବାର ପାଇଁ ରାଜ୍ୟ ସରକାର ନୂଆ ଘୋଷଣା କରିଛନ୍ତି। ଡ୍ୟୁଟିରେ ଥାଇ ଅଙ୍ଗନଓ୍ବାଡି, ଆଶା କର୍ମୀଙ୍କ ମୃତ୍ୟୁ ଘଟିଲେ ପରିବାରକୁ ଭତ୍ତା ମିଳିବ। ମୃତକଙ୍କ ନିକଟ ସମ୍ପର୍କୀୟଙ୍କୁ ୬୦ ବର୍ଷ ହେବା…
ଆଜି ରାତି ୯ରୁ ଲକ୍ଡାଉନ୍: ବାହାର ଲୋକ ଭୁବନେଶ୍ୱର ଆସିବା ମନା; ଉଠାଇ ନିଆଯିବ ବାଇକ୍
ଭୁବନେଶ୍ୱର,୧୭।୭(ବ୍ୟୁରୋ): ଶୁକ୍ରବାର ରାତି ୯ଟାରୁ ଜୁଲାଇ ୩୧ ତାରିଖ ଯାଏ ୪ଜିଲା ରାଉରକେଲା ମହାନଗର ନିଗମକୁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଗତଥର ଅପେକ୍ଷା ଏହି ଲକ୍ଡ଼ାଉନ୍ ଟିକେ କଡ଼ା, ସମସ୍ତଙ୍କୁ ମାନିବାକୁ ପଡ଼ିବ ବୋଲି ପୋଲିସ କମିଶନର ସୁଧାଂଶୁ ଷଡଙ୍ଗୀ ପ୍ରେସମିଟ୍…
ସ୍ତ୍ରୀଙ୍କୁ ହତ୍ୟା କରି ଫେରାର ଥିଲେ ସ୍ବାମୀ: ବିସ୍ଫୋରକ, ବାରୁଦ ସାମଗ୍ରୀ ବୋଝେଇ ଗାଡ଼ି ସହ ପଡିଲେ ଧରା
ଯୋଡ଼ା,୧୭।୭(ଡି.ଏନ୍.ଏ.): କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ଦେଇ ଯାଇଥିବା ୫୨୦ ନଂ. ଜାତୀୟ ରାଜପଥର ରଣାଶାଳ ଘାଟି ନିକଟରୁ ଗୁରୁବାର ଯୋଡ଼ା ପୋଲିସ ବିସ୍ଫୋରକ ଓ ବାରୁଦ ସାମଗ୍ରୀ ବୋଝେଇ ଏକ ଗାଡିକୁ ଜବତ କରିଛି। ଏଥିରେ ସମ୍ପୃକ୍ତ ଜଣଙ୍କୁ…
କେବେ ବାହାରିବ କହି ହେବନାହିଁ
ଭୁବନେଶ୍ୱର,୧୭।୭(ବ୍ୟୁରୋ): ଯୁକ୍ତ ୨ ପରୀକ୍ଷାଫଳ ବାହାରିବା ନେଇ କଳ୍ପନାଜଳ୍ପନା ଲାଗି ରହିଥିବା ବେଳେ ଶୁକ୍ରବାର ଏନେଇ ପ୍ରତିକ୍ରିୟା ରଖିଛନ୍ତି ବିଭାଗୀୟ ମନ୍ତ୍ରୀ। କେବେ ବାହାରିବ କହି ହେବନାହିଁ ବୋଲି ସେ କହିଛନ୍ତି। ଏଯାଏ ଯୁକ୍ତ ୨ ଖାତା ଦେଖା ସରିନି, ତେଣୁ…
କରୋନା ଆଁରେ ରାଜଧାନୀ: ଆଜି ଚିହ୍ନଟ ହେଲେ ରେକର୍ଡ ସଂଖ୍ୟକ ଆକ୍ରାନ୍ତ; ମୋଟ ସଂଖ୍ୟା ୧ହଜାର ଟପିଲା
ଭୁବନେଶ୍ୱର,୧୭।୭(ବ୍ୟୁରୋ): ରାଜଧାନୀରେ ଶୁକ୍ରବାର ୧୨୪ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରୁ ୭୨ କ୍ୱାରାଣ୍ଟାଇନ୍ କେସ୍ ରହିଥିବା ବେଳେ ୫୨ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜଧାନୀରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୧୦୪୩ ଟପିଛି। ଯାହା ମଧ୍ୟରୁ ୫୭୪ ଆକ୍ଟିଭ୍…
ମାନବପ୍ରେମୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣାରେ ନୂଆ ମୋଡ଼: ପୁରୁଷୋତ୍ତମ ଏକ୍ସପ୍ରେସ୍ ଡ୍ରାଇଭର କହିଲେ ଏଭଳି କଥା
ଭୁବନେଶ୍ୱର,୧୭।୭(ବ୍ୟୁରୋ): ସମାଜସେବୀ ଆଦିତ୍ୟ ଦାଶ ମୃତ୍ୟୁ ଘଟଣା ବେଳକୁ ବେଳ ନୂଆ ମୋଡ ନେଉଛି। ଉକ୍ତଦିନ ପୁରୁଷୋତ୍ତମ ଏକ୍ସପ୍ରେସ୍ ଚଳାଇଥିବା ଡ୍ରାଇଭର ଏବେ ନୂଆ ଟୁଇଷ୍ଟ ଆଣିଛନ୍ତି। ସେଦିନ ଏକ୍ସପ୍ରେସ କାହାକୁ ଧକ୍କା ଦେଇନାହିଁ ବୋଲି ଡ୍ରାଇଭର କହିଛନ୍ତି। ରାତି ୮ଟା…
କ୍ୱାରାଣ୍ଟାଇନ୍ ସେଣ୍ଟରରେ କାର୍ଯ୍ୟ କରୁଥିବା ଶିକ୍ଷକଙ୍କ କରୋନାରେ ମୃତ୍ୟୁ, ଶୋକ ପ୍ରକାଶ କଲେ ବାଚସ୍ପତି
ଦିଗପହଣ୍ଡି,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲା ଦିଗପହଣ୍ଡି ଫୁଲସୁନ୍ଦରୀ ସାହିର ସହକାରୀ ଶିକ୍ଷକ ବଂଶୀଧର ବେହେରାଙ୍କର ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର କରୋନାରେ ମୃତ୍ୟୁ ଘଟିଛି। ଏ ନେଇ ଦିଗପହଣ୍ଡି ବ୍ଲକ ଶିକ୍ଷାଧିକାରୀ ବସନ୍ତ କୁମାର ପଣ୍ଡା ଜଣାଇଛନ୍ତି। ସେ ଦିଗପହଣ୍ଡି କୁଶପଡ଼ା ପଞ୍ଚାୟତ କେ.…
ଗଞ୍ଜାମର ୯ ସହରରୁ ଉଠିଲା ଶଟ୍ଡାଉନ୍: ରାତି ୯ରୁ ଲାଗୁ ହେବ ଲକ୍ଡାଉନ୍
ଛତ୍ରପୁର,୧୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ ଶୁକ୍ରବାର ରାତି ୯ ଟାରୁ ସମ୍ପୂର୍ଣ୍ଣ ଲକ୍ଡାଉନ୍ ହେବ। ରାଜ୍ୟ ସରକାରଙ୍କ ନିୟମ ଅନୁଯାୟୀ ଲକ୍ଡାଉନ୍ ପକ୍ରିୟା ଜାରି ରହିବ। ଅପରପକ୍ଷରେ ଗଞ୍ଜାମ ଜିଲାର ୯ଟି ସହରରେ ୨୧ ତାତିଖ ପର୍ଯ୍ୟନ୍ତ ଜାରି ହୋଇଥିବା ଶଟ୍ଡାଉନ୍କୁ ଉଠାଇ…
ପୋଲିସ କର୍ମଚାରୀଙ୍କୁ ସିପିଙ୍କ ଟାର୍ଗେଟ: ଏଣିକି ଫିଟ୍ନେସ୍ ନଥିଲେ ଅବସର !
ଭୁବନେଶ୍ୱର,୧୭।୭(ବ୍ୟୁରୋ): କମିଶନରେଟ ପୋଲିସର ସମସ୍ତ କର୍ମଚାରୀଙ୍କୁ ଦିଆଗଲା ଫିଟ୍ନେସ୍ ଟାର୍ଗେଟ। ଏନେଇ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଶୁକ୍ରବାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ସେ କହିଛନ୍ତି, ଏକ ସପ୍ତାହ ମଧ୍ୟରେ ସବୁ କର୍ମଚାରୀଙ୍କ ଉଚ୍ଚତା, ଓଜନ ମାପ ହେବ। ସବୁ କର୍ମଚାରୀଙ୍କୁ ସେମାନଙ୍କ…
ରାଜ୍ୟରେ ଆଉ ୪ ଜୀବନ ନେଲା କରୋନା, ମୃତ୍ୟୁ ସଂଖ୍ୟା ୮୩କୁ ବୃଦ୍ଧି
ଭୁବନେଶ୍ୱର,୧୭ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ୪ କରୋନା ଆକ୍ରାନ୍ତଙ୍କ ଜୀବନ ଯାଇଛି। ଏହାକୁ ମିଶାଇ କରୋନା ଜନିତ ମୃତ୍ୟୁ ସଂଖ୍ୟା ୮୩ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ମୃତକଙ୍କ ମଧ୍ୟରେ ଗଞ୍ଜାମର ୨ଜଣ…
CORONAVIRUS UPDATE: ରାଜ୍ୟରେ ଆଜି ରେକର୍ଡ ସଂଖ୍ୟକ ୭୧୮ ପଜିଟିଭ୍ ଚିହ୍ନଟ, ୧୬ ହଜାର ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର,୧୭ା୭(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୭୧୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକାନ୍ତଙ୍କ ସଂଖ୍ୟା ୧୬ ହଜାର ଟପିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଚିହ୍ନଟ…
Archives


