ଆଜି ‘ମୋ ସରକାର’ରେ ସାମିଲ ହେବ ଆଉ ୩ ବିଭାଗ
ଭୁବନେଶ୍ୱର,୪।୩(ବ୍ୟୁରୋ): ବୁଧବାର ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା, ଶକ୍ତି ଏବଂ ଉଚ୍ଚଶିକ୍ଷା ବିଭାଗ ‘ମୋ ସରକାର’ରେ ସାମିଲ ହେବାର ଅଛି। ସେଦିନ ସନ୍ଧ୍ୟା ସାଢ଼େ ୬ଟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ ୩ ବିଭାଗୀୟ ମନ୍ତ୍ରୀଙ୍କ ଉପସ୍ଥିତିରେ ଉପରୋକ୍ତ...
ଆବାସ ଘରେ ବନ୍ଧା ହେଉଛନ୍ତି ଗୋରୁ, ଛେଳି
ଦଶମନ୍ତପୁର,୪ା୩(ଡି.ଏନ୍.ଏ.) – ଗୃହପାଳିତ ପଶୁଙ୍କ ଗୁହାଳ ପାଲଟିଛି ପ୍ରଧାନମନ୍ତ୍ରୀ ଆବାସ। ଦୀର୍ଘ ବର୍ଷ ବିତିଯାଇଥିଲେ ହେଁ ଆବାସ ନିର୍ମାଣ ଶେଷ ନ ହେବାରୁ ବାଧ୍ୟହୋଇ ହିତାଧିକାରୀ ଗୋରୁ, ଛେଳିଙ୍କୁ ସେଠାରେ ବାନ୍ଧୁଛନ୍ତି। ପ୍ରଧାନମନ୍ତ୍ରୀ ଆବାସ ଯୋଜନାର ଏ ହେଉଛି ନିଚ୍ଛକ...
ଧୂଳିର କଷ୍ଟ ଭୋଗୁଛନ୍ତି ଛାତ୍ରୀଛାତ୍ର
ଜୟପୁର,୪ା୩(ନି.ପ୍ର.) – ଜାତୀୟ ରାଜପଥ ହେଉ କିମ୍ବା ଗ୍ରାମାଞ୍ଚଳ ରାସ୍ତାଘାଟ ନିର୍ମାଣ ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି, ତାକୁ ସାଧାରଣ ଲୋକେ ସ୍ବାଗତ କରୁଛନ୍ତି। କିନ୍ତୁ ଜାତୀୟ ରାଜପଥ କାର୍ଯ୍ୟ ସମୟରେ ଯେଉଁ ନିୟମ ରହିଛି, ତାକୁ ଠିକ ଭାବେ...
ପଟୁରେ ପୋତିହେଲାଣି ଆଉଁଳି
ଛେଣ୍ଡିପଦା, ୪ା୩(ସ୍ବ.ପ୍ର.) – ଅଣଜଳସେଚିତ ଜମିକୁ ଜଳସେଚିତ କରି ଚାଷୀଙ୍କ ମୁହଁରେ ହସ ଫୁଟାଇବାକୁ ଦୀର୍ଘ ୫୦ ବର୍ଷ ତଳେ ଅନୁଗୋଳ ଜିଲା ଛେଣ୍ଡିପଦା ବ୍ଲକରେ ଆରମ୍ଭ ହୋଇଥିଲା ଆଉଁଳି ଜଳସେଚନ ପ୍ରକଳ୍ପ। ହେଲେ ଏହି ଦୀର୍ଘବର୍ଷ ମଧ୍ୟରେ ଉପଯୁକ୍ତ...
ଭୁଶୁଡ଼ିଲା ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ
ପରଜଙ୍ଗ, ୪।୩(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ପାଟରପଦା ପଞ୍ଚାୟତ ଅଧୀନ କଟାବାହାଳ ଗ୍ରାମରେ ନିର୍ମାଣାଧୀନ ପାନୀୟ ଜଳ ପ୍ରକଳ୍ପ ମଙ୍ଗଳବାର ଭୁଶୁଡ଼ି ପଡ଼ିଛି। ଘଟଣା ସ୍ଥଳରେ କାର୍ଯ୍ୟରତ ଶ୍ରମିକ ଅଳ୍ପକେ ବର୍ତ୍ତି ଯାଇଛନ୍ତି। ନିମ୍ନମାନର କାମ ଯୋଗୁ...
ହ୍ରାସ ପାଉଛି କେନ୍ଦୁପତ୍ର ଉତ୍ପାଦନ
କଣିହାଁ,୪।୩(ଡି.ଏନ.ଏ.) – ଫେବୃୟାରୀ ଯାଇ ମାର୍ଚ୍ଚ ହେଲାଣି। ହେଲେ ଏଯାଏ ତାଳଚେର ଉପଖଣ୍ଡରେ ଆରମ୍ଭ ହୋଇନି କେନ୍ଦୁପତ୍ର ଉତ୍ପାଦନ। ଗତବର୍ଷ ଧାର୍ଯ୍ୟଲକ୍ଷ୍ୟ ପୂରଣ ହୋଇପାରି ନ ଥିବା ବେଳେ ଚଳିତବର୍ଷ ଗୋଛା କଟେଇରେ ଏପରି ବିଳମ୍ବ ଉତ୍ପାଦନ ହ୍ରାସ ଆଶଙ୍କାକୁ...
ଫାଇଲ୍ରେ ଅଟକିଛି ଭଦ୍ରକର ମାଷ୍ଟରପ୍ଲାନ
ଭଦ୍ରକ ଅଫିସ, ୪ା୩- ସରକାରଙ୍କ ଗେଜେଟ୍ ନୋଟିଫିକେସନ୍କୁ ଇତି ମଧ୍ୟରେ ୩ ବର୍ଷ ପୂରିଲା, ହେଲେ ଭଦ୍ରକ ମାଷ୍ଟର ପ୍ଲାନ ଭିତ୍ତିରେ ଆଶାତୀତ କାର୍ଯ୍ୟକାରୀ ହୋଇ ପାରିଲାନି। ଯୋଜନା କାର୍ଯ୍ୟକାରୀ ହେବା ଦୂରେ ଥାଉ ଯୋଜନାର ଅଗ୍ରଗତିକୁ ନେଇ ଏବେ...
ମୋ ସରକାରକୁ ଫୋନ କଲାରୁ କଥା ରହିଲା
ଭୁବନେଶ୍ୱର,୩।୩(ବ୍ୟୁରୋ): ନିଜ ହାତରୁ ୧୫ଶହ ଟଙ୍କା ବ୍ୟୟରେ ପାଣି ପାଇପ ମରାମତି କରିଥିବା ଖୋର୍ଦ୍ଧାର ଅକ୍ଷୟ କୁମାର ମହାପାତ୍ର ମୋ ସରକାର ଫୋନ ନମ୍ବରକୁ ଫୋନ କରି ତାଙ୍କ ମରାମତି ବାବଦ ଅର୍ଥ ଫେରି ପାଇଛନ୍ତି। ଗୃହ ନିର୍ମାଣ ଓ...
୭ ସ୍ବାସ୍ଥ୍ୟକେନ୍ଦ୍ରରେ ୬ ଡାକ୍ତର, ଧାରଣାରେ ବସିଲା ସୂଚନା ଅଧିକାର ଅଭିଯାନ ସଂଘ
ବାଲିଆପାଳ, ୩।୩(ଡି.ଏନ.ଏ./ସ୍ବ.ପ୍ର.)-ବାଲିଆପାଳ ବ୍ଲକରେ ଥିବା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ସମେତ ଅନ୍ୟ ୭ଟି ସ୍ବାସ୍ଥ୍ୟକେନ୍ଦ୍ରରେ ଏବେ ୬ଜଣ ଡାକ୍ତର କାର୍ଯ୍ୟ କରୁଛନ୍ତି। ଅବଶିଷ୍ଟ ୧୪ ଡାକ୍ତରୀ ପଦବୀ ଖାଲି ପଡ଼ିଛି। ଫଳରେ ବ୍ଲକରେ ସ୍ବାସ୍ଥ୍ୟସେବା ଠପ୍ ହୋଇଯାଇଛି କହିଲେ ଚଳେ। ସରକାରଙ୍କ...
ଖେଳୁଥିବା ବେଳେ ଡିଟୋନେଟର ବିସ୍ଫୋରଣ: ୩ ନାବାଳକ ଆହତ
ହିଞ୍ଜିଳିକାଟୁ,୩।୩(ଡି.ଏନ୍.ଏ): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ବିସ୍ଫୋରଣ ଘଟି ୩ ନାବାଳକ ଆହତ ହୋଇଛନ୍ତି। ପାହାଡ଼ରୁ ପଥରଫଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣରୁ ଏପରି ହୋଇଥିବା କୁହାଯାଉଛି। ଆହତମାନେ ହେଲେ ବାଦଲ ଗାୈଡ଼(୧୦), ନାରାୟଣ...
୫୫ ନଂ. ଏନ୍ଏଚରେ ଓଲଟିଲା ଗ୍ୟାସ ବୋଝେଇ ଟ୍ୟାଙ୍କର: ସ୍ଥାନୀୟ ଅଞ୍ଚଳରେ ଆତଙ୍କ
ବଇଣ୍ଡା,୩।୩(ଡି.ଏନ.ଏ.)-ଅନୁଗୋଳ ଜିଲା କଟକ-ସମ୍ବଲପୁର ୫୫ ନଂ. ଜାତୀୟ ରାଜପଥର ହଣ୍ଡପା ଥାନା କମରେଇ ନିକଟରେ ମଙ୍ଗଳବାର ଅପରାହ୍ନ ୪.୩୦ରେ ଏକ ପ୍ରୋପେନ ଗ୍ୟାସ ବୋଝେଇ ଟ୍ୟାଙ୍କର( ନଂ. ଏନଏଲ୦୧ଡି୨୭୫୮) ଭାରସାମ୍ୟ ହରାଇ ଓଲଟିପଡ଼ିଛି। କଟକରୁ ସମ୍ବଲପୁର ଅଭିମୁଖେ ଉକ୍ତ ଟ୍ୟାଙ୍କରଟି...
୧୫ଶହ କୋଟିର ପ୍ରକଳ୍ପ ଲୋକାର୍ପିତ କଲେ ମୁଖ୍ୟମନ୍ତ୍ରୀ: ୨୦୨୩ ହକି ବିଶ୍ୱକପ୍ ସୁନ୍ଦରଗଡ଼ରେ ଆୟୋଜନ ପାଇଁ ନିଷ୍ପତ୍ତି
ସୁନ୍ଦରଗଡ, ୩।୩(ଡି.ଏନ୍.ଏ.): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଦିନିକିଆ ସୁନ୍ଦରଗଡ଼ ଜିଲା ଗସ୍ତରେ ଯାଇଛନ୍ତି। ଜିଲାର ବିଭିନ୍ନ ବିକାଶମୂଳକ କାର୍ଯ୍ୟ ପାଇଁ ୧୫ଶହ କୋଟିରୁ ଊର୍ଦ୍ଧ୍ୱ ପ୍ରକଳ୍ପର ଶୁଭାରମ୍ଭ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ପ୍ରଥମେ ମୁଖ୍ୟମନ୍ତ୍ରୀ ବିଭିନ୍ନ ପ୍ରକଳ୍ପର...
Archives


