‘ବ୍ଲାକ୍ ଡାଇମଣ୍ଡ’ କହିବ କୋଇଲା କାହାଣୀ
ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା କୋଇଲାର ଶଯ୍ୟା କିପରି ଜାଣିହେବ। ବିନା ବିସ୍ଫୋରଣରେ ଉତ୍ପାଦନ କେମିତି ସମ୍ଭବ ହେଉଛି…
ରାଜ୍ୟରେ ସୁସ୍ଥ ହେଲେ ୯୧୩ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୯୧୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୧୧, କଟକରୁ ୬୬, ଅନୁଗୋଳରୁ ୬୪, ଖୋର୍ଦ୍ଧାରୁ ୬୨, ନୂଆପଡାରୁ ୫୩, ସମ୍ବଲପୁରରୁ ୪୩, ବାଲେଶ୍ୱରରୁ ୩୭,…
ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ
ମାଲକାନଗିରି,୨୩ା୧୧(ଡି.ଏନ୍.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି। ତେବେ ଏହି ଗୁଳିବିନିମୟରେ ଜଣେ ଯବାନ ଆହତ ହୋଇଛନ୍ତି। ଖବରରୁ ଜଣାପଡିଛି, ମାଲକାନଗିରି…
୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କଲେ ରାଜ୍ୟପାଳ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସୋମବାର ରାଜ୍ୟର ୬ ବିଶ୍ୱବିଦ୍ୟାଳୟରେ କୁଳପତି ନିଯୁକ୍ତ କରିଛନ୍ତି। ରମାଦେବୀ ବିଶ୍ୱବିଦ୍ୟାଳୟ ପାଇଁ ଅପରାଜିତା ଚୌଧୁରୀଙ୍କୁ ନିଯୁକ୍ତି ଦିଆଯାଇଥିବା ବେଳେ ଉତ୍କଳ ବିଶ୍ୱବିଦ୍ୟାଳୟ ପାଇଁ ସବିତା ଆଚାର୍ଯ୍ୟଙ୍କ ନାଁ ରହିଛି। ସେହିପରି ଫକୀର ମୋହନ…
ଏଣିକି ଧର୍ମଘଟକୁ ଉସୁକାଇଲେ ଜେଲ ଦଣ୍ଡ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ)-ସରକାରୀ କର୍ମଚାରୀ ମନ ଇଚ୍ଛା ଧର୍ମଘଟ କରି ପାରିବେ ନାହିଁ କିମ୍ବା ଏଥିପାଇଁ ପ୍ରୋତ୍ସାହିତ କରି ପାରି ପାରିବେ ନାହିଁ। ବେଆଇନ୍ ଧର୍ମଘଟ କଲେ କଡା କାର୍ଯ୍ୟାନୁଷ୍ଠାନ ନିଆଯିବ । ୧ ବର୍ଷ ଜେଲ ସହିତ ୫ ହଜାର ଟଙ୍କା ପର୍ଯ୍ୟନ୍ତ…
ଭୁବନେଶ୍ୱରରୁ ଆଜି ପୁଣି ୩୭ ପଜିିଟିଭ୍ ଚିହ୍ନଟ: ସଂଖ୍ୟା କମିଲେ ବି କମୁନି ଲୋକାଲ କେସ୍
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍ ୨୧ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୫୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ସ୍କୁଲ ଫି’ ପ୍ରସଙ୍ଗ: କେତେ କମିବ ସତ୍ୟପାଠ ଦେବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): କରୋନା ସମୟରେ ଘରୋଇ ସ୍କୁଟ ଫି ଛାଡ କରିବା ମାମଲାର ଶୁଣାଣିକରି ରାଜ୍ୟ ସରକାରଙ୍କଠାରୁ ସ୍ପଷ୍ଟୀକରଣ ମାଗିଛନ୍ତି ହାଇକୋର୍ଟ। ସ୍କୁଲ ଫି କେତେ ହ୍ରାସ କରିପାରିବ ଜଣାଇବାକୁ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ହାଇକୋର୍ଟ। ଏ ସମ୍ପର୍କୀତ ସତ୍ୟପାଠ ଦାଖଲ…
ଥରେ ଗିରଫ ପରେ ସୁଧୁରିଲେନି: ପୁଣି ଲାଞ୍ଚ ନେଇ ଡାକ୍ତର ଗିରଫ
ମାଲକାନଗିରି, ୨୩।୧୧(ଡି.ଏନ୍.ଏ.): ପୂର୍ବରୁ ଲାଞ୍ଚ ନେଇ ଗିରଫ ହୋଇଥିବା ଜଣେ ଡାକ୍ତର ପୁଣିଥରେ ଲାଞ୍ଚ ନେବା ବେଳେ ଭାଜିଲାନ୍ସ ହାତରେ ଧରାପଡ଼ିଛନ୍ତି। ଭିଜିଲାନ୍ସ ତାଙ୍କୁ ଗିରଫ କରିଛି। ହେ ହେଲେ ମାଲକାନଗିରି ଜିଲା ପୋଡିଆ ଗୋଷ୍ଠି ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ପାନୁ ଚରଣ…
ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା, ଶିଳ୍ପ ସଚିବ
ଭୁବନେଶ୍ୱର, ୨୩।୧୧(ବ୍ୟୁରୋ): ଲୋକାୟୁକ୍ତରେ ହାଜର ହେଲେ ଔଷଧ ନିଗମ ଅଧ୍ୟକ୍ଷା ଯାମିନୀ ଷଡଙ୍ଗୀ ଓ ଶିଳ୍ପ ସଚିବ ହେମନ୍ତ ଶର୍ମା। ମାସ୍କ ଦୁର୍ନୀତି ଅଭିଯୋଗରେ ଉଭୟ ପୁଣିଥରେ ହାଜର ହୋଇଛନ୍ତି। ଏହି ମାମଲାରେ ନିଜ ପକ୍ଷ ରଖିବାକୁ ଲୋକାଯୁକ୍ତ ନିର୍ଦ୍ଦେଶ ଦେଇଥିଲେ।…
୧୭ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ସୋମବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୬୫୭କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୭…
ନାବାଳିକା ଝିଅକୁ ପୋଡିଦେଲେ ବାପା
ପାଟଣାଗଡ, ୨୩।୧୧ (ଡି.ଏନ୍.ଏ.): ବଲାଙ୍ଗୀର ଜିଲା ପାଟଣାଗଡ଼ ଉପଖଣ୍ଡ ବେଲପଡା ଥାନା ଅନ୍ତର୍ଗତ ଡେବିରିପାଲି ଗ୍ରାମରେ ଦେଖିବାକୁ ମିଳିଛି ଅଭାବନୀୟ କାଣ୍ଡ। ଜଣେ ନାବାଳିକା ଝିଅକୁ ବାପା କିରୋସିନ ଢାଳି ପୋଡି ହତ୍ୟା ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗୁରୁତର ନାବାଳିକା…
ରାଜ୍ୟରେ ପୁଣି ୬୬୮ ପଜିଟିଭ୍ ଚିହ୍ନଟ, ନୂଆପଡାରୁ ସର୍ବାଧିକ
ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟରେ ପୁଣି ୬୬୮ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୩୮୫ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୨୮୩ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

