ରାଜ୍ୟ

୮ଲକ୍ଷ ୯୬ହଜାର ପଞ୍ଜୀକୃତ ବେକାରି

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଦିନକୁ ଦିନ ବେକାରି ସମସ୍ୟା ବଢୁଛି। ଦକ୍ଷତା ବିକାଶ ମାଧ୍ୟମରେ ସରକାର ଯେତେ ପ୍ରଚେଷ୍ଟା କଲେ ବି ଓଡ଼ିଶାରୁ ବେକାରି ସମସ୍ୟା ଦୂର ହେଉନି। ୨୦୨୦ ଅକ୍ଟୋବର ୩୧ ସୁଦ୍ଧା ରାଜ୍ୟରେ ୮ଲକ୍ଷ ୯୬ହଜାର ୮୩୮ଜଣ ବେକାରି ଅଛନ୍ତି। ତେବେ…

ନକଲି ଗୁଟ୍‌ଖା କାରଖାନାରେ ଚଢ଼ାଉ

ଭୁବନେଶ୍ୱର(ବ୍ୟୁରୋ)/ କଟକ (ଟାଙ୍ଗୀ) ୨୩ା୧୧ (ଡି.ଏନ.ଏ.):ଖଣ୍ଡଗିରି ଥାନା ଅଞ୍ଚଳରେ ଏକ ବ୍ୟାଗ୍‌ରୁ ୩୦ଲକ୍ଷ ଟଙ୍କା ମିଳିବା ଘଟଣା ନୂଆ ମୋଡ଼ ନେଇଛି। ଆଳୁ ଖୋଳୁ ଖୋଳୁ ମହାଦେବ ବାହାରିବା ଭଳି ଜବତ ହୋଇଥିବା ଟଙ୍କାର ଗୁମର ଫିଟାଇଛି ପୋଲିସ। ନକଲି ଗୁଟ୍‌ଖା…

ଜିଲାସ୍ତରରେ କଡ଼ାକଡ଼ି ହେବ ଗାଡ଼ି ଚେକିଂ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ ଗତ କିଛି ମାସ ହେଲା ସଡ଼କ ଦୁର୍ଘଟଣା ବଢ଼ିବାରେ ଲାଗିଛି। ଏହା ଉପରେ ରାଜ୍ୟ ସରକାର ଆହୁରି କଡ଼ା ପଦକ୍ଷେପ ଗ୍ରହଣ କରିବାକୁ ଯାଉଛନ୍ତି। ମୁଖ୍ୟତଃ ହେଲ୍‌ମେଟ ଚେକିଂ ପ୍ରକ୍ରିୟା ଏବଂ ମଦ ପିଇ ଗାଡ଼ି ଚଳାଉଥିବା ଚାଳକଙ୍କ ବିରୋଧରେ…

‘ସୁନ୍ଦରୀ’ ସ୍ଥିତି ଜଣାଇବାକୁ ମଧ୍ୟପ୍ରଦେଶ ହାଇକୋର୍ଟଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସାତକୋଶିଆରେ ଏବେ ବନ୍ଦୀ ଜୀବନ ବିତାଉଛି ବାଘୁଣୀ ‘ସୁନ୍ଦରୀ’। ସୁନ୍ଦରୀର ଘର ବାହୁଡ଼ା ନେଇ ଏପର୍ଯ୍ୟନ୍ତ କୌଣସି ନିଷ୍ପତ୍ତି ହୋଇପାରୁନି। ଏ ସଂକ୍ରାନ୍ତରେ ମଧ୍ୟପ୍ରଦେଶ ହାଇକୋର୍ଟରେ ଏକ ଜନସ୍ବାର୍ଥ ମାମଲାର ଶୁଣାଣି ହୋଇଛି। ଏକ ସଂସ୍ଥା ପକ୍ଷରୁ ଉକ୍ତ ମାମଲା…

ଆଜି ପ୍ରକାଶ ପାଇବ ନାକ୍‌ ରିପୋର୍ଟ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ କୁମାର ସାହୁଙ୍କ ଦ୍ୱାରା ସୋମବାର ନାକ ରିପୋର୍ଟ ପ୍ରକାଶ ପାଇବ। ରାଜ୍ୟରେ ମୋଟ ୧୧୦୦ କଲେଜ ଏବଂ ବିଶ୍ୱବିଦ୍ୟାଳୟ ଥିବାବେଳେ ସେଥିରୁ ୨୮୦ଟି ନାକ୍‌ ସ୍ବୀକୃତିପ୍ରାପ୍ତ ଅଛି। ଉକ୍ତ କଲେଜ ଏବଂ ବିଶ୍ୱବିଦ୍ୟାଳୟଗୁଡ଼ିକର ଏକ ରିପୋର୍ଟ ପ୍ରସ୍ତୁତ…

ଯେଉଁଠୁ ମିଳେ ଧାର୍ମିକ ସହିଷ୍ଣୁତାର ବାର୍ତ୍ତା

ଚଣ୍ଡିଖୋଲ, ୨୩ା୧୧ (ଡି.ଏନ.ଏ.):ଭାରତର ବିଭିନ୍ନ ସ୍ଥାନରେ ଧର୍ମପୀଠକୁ ନେଇ ହିନ୍ଦୁ ଓ ମୁସଲମାନଙ୍କ ମଧ୍ୟରେ ହିଂସା ବହୁବାର ଦେଖିବାକୁ ମିଳୁଛି। ପରସ୍ପର ଲହୁଲୁହ ବୁହାଉଛନ୍ତି। ଅନେକ ଜୀବନ ଯାଉଛି। ହେଲେ ଯାଜପୁର ଜିଲାର ଧାର୍ମିକ ପୀଠ ‘ସତ୍ୟପୀର’ ହିନ୍ଦୁ ଏବଂ ମୁସଲମାନମାନଙ୍କ…

୬ ବିଶ୍ୱବିଦ୍ୟାଳୟ କୁଳପତି ଚୟନ ପାଇଁ ଆଜି ସାକ୍ଷାତ୍‌କାର

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ଓଡ଼ିଶାରେ ଖାଲି ପଡ଼ିଥିବା ୬ ବିଶ୍ୱବିଦ୍ୟାଳୟ କୁଳପତି ପଦବୀ ପୂରଣ ପାଇଁ ସୋମବାର ପ୍ରାର୍ଥୀମାନଙ୍କ ସାକ୍ଷାତ୍‌କାର ଅନୁଷ୍ଠିତ ହେବ। କୁଳାଧିପତି ତଥା ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏହି ସାକ୍ଷାତ୍‌କାର ନେବେ। ଏଥିପାଇଁ ୧୮ଜଣ ଶର୍ଟ ଲିଷ୍ଟେଡ୍‌ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ…

ଆଜିଠୁ ଟ୍ରକ୍‌ ଚଳାଚଳ ବନ୍ଦ ଡାକରା

ଭୁବନେଶ୍ୱର, ୨୩ା୧୧ (ବ୍ୟୁରୋ):ନିର୍ମାଣ କାର୍ଯ୍ୟ ଲାଗି ବାଲି, ଗୋଡ଼ି, ମୋରମ, ପଥର ଇତ୍ୟାଦି ନିର୍ମାଣ ସ୍ଥଳ ପର୍ଯ୍ୟନ୍ତ ପହଞ୍ଚାଇବାରେ ମାଲ ପରିବହନ ଶିଳ୍ପର ଭୂମିକା ଅତ୍ୟନ୍ତ ଗୁରୁତ୍ୱପୂର୍ଣ୍ଣ। ପରିବହନରେ ନିୟୋଜିତ ଗାଡ଼ି, ମାଲିକ ଓ ଚାଳକଙ୍କ ଉତ୍ସର୍ଗୀକୃତ ସେବା ତାତ୍ପର୍ଯ୍ୟପୂର୍ଣ୍ଣ। ହେଲେ…

ସିବିଏସ୍‌ଇ ଦ୍ୱାଦଶ ପ୍ରାକ୍ଟିକାଲ ପରୀକ୍ଷା ସମ୍ଭାବ୍ୟ ତାରିଖ ଘୋଷଣା

ଭୁବନେଶ୍ୱର, ୨୩ା୧୧(ବ୍ୟୁରୋ):ସେଣ୍ଟ୍ରାଲ୍‌ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେଶନ (ସିବିଏସ୍‌ଇ) ଦ୍ୱାଦଶ ଶ୍ରେଣୀ ପ୍ରାକ୍ଟିକାଲ ପରୀକ୍ଷା ପାଇଁ ସମ୍ଭାବ୍ୟ ତାରିଖ ଘୋଷଣା କରିଛି। ଏ ନେଇ ରବିବାର ପ୍ରକାଶିତ ବିଜ୍ଞପ୍ତି ଅନୁସାରେ, ଜାନୁୟାରୀ ୧ରୁ ଫେବୃୟାରୀ ୮ ପର୍ଯ୍ୟନ୍ତ ଏହି ପରୀକ୍ଷା ହେବ।…

ସ୍କୁଲ୍‌ ବନ୍ଦ ପ୍ରସଙ୍ଗରେ ନୂଆ ଯୁକ୍ତି:‘ମିଶ୍ରଣ ନିଷ୍ପତ୍ତି କେନ୍ଦ୍ରର’

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ):ରାଜ୍ୟରେ କୌଣସି ସ୍କୁଲ ବନ୍ଦ କରାଯାଉନାହିଁ। ଏହାକୁ ନିକଟସ୍ଥ ସ୍କୁଲ ସହ ମିଶ୍ରଣ କରାଯାଉଛି। ଏହି ମିଶ୍ରଣ ନିଷ୍ପତ୍ତି ରାଜ୍ୟ ସରକାରଙ୍କ ନୁହେଁ, ବରଂ କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶ ବୋଲି ସରକାରୀ ଦଳ ରବିବାର ଗୃହରେ ଉପସ୍ଥାପନ କରିଛି। ସ୍କୁଲ୍‌ ମିଶ୍ରଣ…

୧୫ରୁ କମ୍‌ ପିଲା ଥିଲେ ମିଶ୍ରଣ

ଭୁବନେଶ୍ୱର,୨୩ା୧୧(ବ୍ୟୁରୋ) :ବିଧାନସଭାରେ ଲଗାତର ୩ଦିନ ସ୍କୁଲ ବନ୍ଦ ଏବଂ ମିଶ୍ରଣ ପ୍ରସଙ୍ଗରେ ହୋହାଲ୍ଲା ପରେ ରବିବାର ରାଜ୍ୟ ସରକାର ତାଙ୍କର ନିଷ୍ପତ୍ତି ବଦଳାଇଛନ୍ତି। ୨୫ନୁହେଁ ଏଣିକି ୧୫ରୁ କମ୍‌ ପିଲା ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟ ସହ ମିଶ୍ରଣ କରିବାକୁ ନିଷ୍ପତ୍ତି…

ଆରପାରିରେ ରାଜ୍ୟପାଳଙ୍କ ଧର୍ମପତ୍ନୀ

ଭୁବନେଶ୍ୱର,୨୩।୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲଙ୍କ ସ୍ତ୍ରୀ ସୁଶୀଳା ଦେବୀଙ୍କ ପରଲୋକ ଘଟିଛି। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗଭୀର ଶୋକ ପ୍ରକାଶ କରି ରାଜ୍ୟପାଳ ଏବଂ ତାଙ୍କ ପରିବାରକୁ ସମବେଦନା ଜଣାଇଛନ୍ତି। ସେ ଜଣେ ଧର୍ମପ୍ରାଣ, ପରୋପକାରୀ ମହିଳା ଥିଲେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?