ରାଜ୍ୟ

୧୨ ଜିଲାରେ ୨୭ ପ୍ରକଳ୍ପ ପାଇଁ ଭିତ୍ତିପ୍ରସ୍ତର

ଭୁବନେଶ୍ୱର,୧୬।୯(ସୁନିତ୍‌ ମିଶ୍ର): ସୋମବାର ଓୟୁଏଟି କନ୍‌ଭେନସନ ସେଣ୍ଟରଠାରେ ଶିଳ୍ପ ବିଭାଗ ଦ୍ୱାରା ଆୟୋଜିତ କାର୍ଯ୍ୟକ୍ରମରେ ୧୨ ଜିଲାରେ ସମୁଦାୟ ୨୭ଟି ଶିଳ୍ପର ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ଏହାଦ୍ୱାରା ଓଡ଼ିଶାର ଶିଳ୍ପ ଇତିହାସରେ ଆଉ ଏକ ସ୍ବର୍ଣ୍ଣିମ ଅଧ୍ୟାୟ ଯୋଡ଼ିହୋଇଛି ବୋଲି ସେ…

ଡ୍ରାଇଭିଂ ବେଳେ ରିଲ୍‌ କଲେ କଡ଼ା କାର୍ଯ୍ୟାନୁଷ୍ଠାନ, ପରିବହନ ବିଭାଗର କଡା ନିର୍ଦ୍ଦେଶ

ଭୁବନେଶ୍ୱର,୧୫।୯: ରାଜ୍ୟ ପରିବହନ କର୍ତ୍ତୃପକ୍ଷ (ଏସ୍‌ଟିଏ) ଓଡ଼ିଶାର ସମସ୍ତ ଆଞ୍ଚଳିକ ପରିବହନ ଅଧିକାରୀ (ଆରଟିଓ)ଙ୍କୁ ରାସ୍ତା ସୁରକ୍ଷା ଉଲ୍ଲଙ୍ଘନକାରୀ, ବିଶେଷକରି ଗାଡ଼ି ଚାଳନା ବେଳେ ରିଲ୍‌ କିମ୍ବା ଭିଡିଓ ପ୍ରସ୍ତୁତକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ନେବାକୁ ନିର୍ଦ୍ଦେଶ ଦେଇଛନ୍ତି। ଏହା ବାଣିଜ୍ୟ…

ହୋଇପାରୁନାହିଁ ଆଧାର କାର୍ଡ: ନବମ ଶ୍ରେଣୀରେ ନାମ ଲେଖାଇପାରିଲେନି ଛାତ୍ରୀ, ଚର୍ଚ୍ଚାରେ ଏହି ଘଟଣା…

ଗଞ୍ଜାମ,୧୫।୯ (ବିଦ୍ୟାଧର ସାହୁ ): ଗଞ୍ଜାମ ବ୍ଲକ ଅନ୍ତର୍ଗତ ସାନ ରାମଚନ୍ଦ୍ର ପୁର ପଞ୍ଚାୟତ ଅଇଁଠା ବଣ ଗ୍ରାମରେ ରୁହନ୍ତି ଏସ ସୁରେନ୍ଦ୍ର ଦାସ ଓ ତାଙ୍କ ପରିବାର । ପରିବାର କହିଲେ ସୁରେନ୍ଦ୍ରଙ୍କ ବାପା,ମା, ପୁଅ ଓ ଗୋଟିଏ ଝିଅ…

ଅନ୍ତିମ ସଂସ୍କାର ପାଇଁ ନିଆଯାଇଥିଲା ସ୍ବର୍ଗଦ୍ୱାର, ଜୁଇରୁ ଉଠିବସିଲେ ବୃଦ୍ଧା, ଆଉ ତା’ପରେ…

ଗଞ୍ଜାମ, ୧୫।୯: ଶବ ସତ୍କାର କରିବା ବେଳେ ଉଠି ବସିଲେ ବୃଦ୍ଧା। ଏମିତି କିଛି ଆଶ୍ଚର୍ଯ୍ୟକର ଘଟଣା ଘଟିଛି ପୁରୀ ସ୍ବର୍ଗ ଦ୍ବାରରେ । ଗଞ୍ଜାମ ପୋଲସରାରୁ ମହିଳା ଜଣଙ୍କୁ ଅନ୍ତିମ ସଂସ୍କାର କରିବା ପାଇଁ ପୁରୀ ଅଣାଯାଇଥିଲା । ଚିତା…

ସୁଭଦ୍ରା’କୁ ଏକ ବର୍ଷ ପୂର୍ତ୍ତି: ଓଡ଼ିଶା ପାଳିବ “ଧନ୍ୟବାଦ ମୋଦି” ଉତ୍ସବ, ସଫଳତା କାହାଣୀ କହିବେ ହିତାଧିକାରୀ

ଭୁବନେଶ୍ୱର,୧୫।୯: ଆସନ୍ତା ୧୭ ତାରିଖରେ ସୁଭଦ୍ରା ଯୋଜନା ସଫଳ ଭାବରେ ଏକ ବର୍ଷ ପୂରଣ କରିବାକୁ ଯାଉଛି । ଏହି ଅବସରରେ ରାଜ୍ୟ ସରକାରଙ୍କ ପକ୍ଷରୁ ସମଗ୍ର ଓଡ଼ିଶାରେ ବିଶେଷ କାର୍ଯ୍ୟକ୍ରମର ଆୟୋଜନ କରାଯାଉଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ କୃତଜ୍ଞତା ଜଣାଇବା…

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ କହିଛନ୍ତି।…

ସୁଭଦ୍ରାରୁ ବାଦ୍‌ ପଡିଥିବା ହିତାଧିକାରୀଙ୍କ ପାଇଁ ବଡ଼ ଖବର: ଶୁଭାରମ୍ଭ ହେଲା…

ଭୁବନେଶ୍ୱର,୧୫।୯: ଶୁଭାରମ୍ଭ ହେଲା ସୁଭଦ୍ରା ଅଭିଯୋଗ ସମାଧାନ ମଡ୍ୟୁଲ। ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୋମବାର ଶୁଭାରମ୍ଭ କରିଛନ୍ତି। ଏଣିକି ହିତାଧିକାରୀ ଅଭିଯୋଗ କଲେ ବିଭାଗ ଉତ୍ତର ରଖିପାରିବ। ପୂର୍ବରୁ ପୋର୍ଟାଲ ଥିଲା, କେବଳ ଅଭିଯୋଗ ଆସୁଥିଲା, ଉତ୍ତର ମିଳୁ ନ ଥିଲା।…

ଜୟପୁର ସହରରେ ପ୍ରଥମଥର ଦେଖିବାକୁ ମିଳିଲା ଉଡ଼ନ୍ତା ସାପ, ବାଥରୁମ୍‌ରେ ପଶି…

ଜୟପୁର,୧୫ା୯(ପବନ ପାଣିଗ୍ରାହୀ): ପ୍ରଥମଥର ପାଇଁ ଜୟପୁର ସହରରେ ଉଡ଼ନ୍ତା ସାପ(Ornate Flying Snake)ଉଦ୍ଧାର କରାଯାଇଛି। ସୋମବାର ସକାଳେ ସ୍ଥାନୀୟ ଗୌଡ଼ସାହିର ଜନୈକ ବ୍ୟକ୍ତିଙ୍କ ବାଥ୍‌ରୁମ୍‌ ଭିତରେ ଗୋଟିଏ ସାପ ପଶିଥିବା ନେଇ ସୂଚନା ପାଇବା ପରେ WARTEAMର ସଂସ୍ଥାପକ କୃଷ୍ଣ କେଶବ…

ଛାତ୍ର ସଂସଦ ନିର୍ବାଚନ ନେଇ ମନ୍ତ୍ରୀଙ୍କ ବଡ଼ ସଂକେତ

ଭୁବନେଶ୍ୱର,୧୫।୯: ଛାତ୍ର ସଂସଦ ନିର୍ବାଚନ ନେଇ ଉଚ୍ଚ ଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୋମବାର ବଡ଼ ସଂକେତ ଦେଇଛନ୍ତି। ରାଜ୍ୟ ସରକାର ପୂର୍ବରୁ ଛାତ୍ର ସଂସଦ ନିର୍ବାଚନ ନେଇ ଆଭିମୁଖ୍ୟ ସ୍ପଷ୍ଟ କରି ସାରିଛନ୍ତି। ବର୍ତ୍ତମାନ ମଧ୍ୟ କଲେଜ ନିର୍ବାଚନ ନେଇ ସରକାର…

ପ୍ରଧାନଶିକ୍ଷକ-କମିଟି ସଭାପତି କଳି, ୫ ଦିନ ହେଲା ମଧ୍ୟାହ୍ନଭୋଜନରୁ ବଞ୍ଚିତ ପିଲା

ଧର୍ମଶାଳା,୧୫ା୯(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲା ଧର୍ମଶାଳା ବ୍ଲକ ନୀଳକଣ୍ଠପୁର ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟର ପ୍ରଧାନଶିକ୍ଷକ ଓ କମିଟି ସଭାପତିଙ୍କ ମଧ୍ୟରେ କଳି ଲାଗିବା ଫଳରେ ଗତ ବୁଧବାର ଦିନରୁ ଆଜି ଯାଏ ମଧ୍ୟାହ୍ନଭୋଜନ ବନ୍ଦ ରହିଛି । ଯାହାକୁ ନେଇ…

ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାର ନେଇ ଧାରଣା,

ମୋରଡ଼ା,୧୫ା୯(ସ୍ମାରକ ମାଜୀ): ପ୍ରଧାନଶିକ୍ଷୟିତ୍ରୀଙ୍କ ବଦଳି ଆଦେଶ ପ୍ରତ୍ୟାହାରକୁ ନେଇ ଅଭିଭାବକମାନେ ବିଦ୍ୟାଳୟ ଶ୍ରେଣୀ ଗୃହ ସମ୍ମୁଖରେ ସୋମବାର ଧାରଣାରେ ବସିଛନ୍ତି। ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଡାକୋଇ ସରକାରୀ ପ୍ରାଥମିକ ବିଦ୍ୟାଳୟରେ ବାଳବାଟିକାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ମୋଟ୍‌ ୩୮…

ଘାସିରାମଙ୍କୁ ପ୍ରାର୍ଥୀ କରିବାକୁ ପିସିସିର ଇସାରା, ଭକ୍ତ କହିଲେ ଦଳର ହାଇକମାଣ୍ଡ…

ନୂଆପଡ଼ା,୧୫ା୯(ମକାରୁ ବେମାଲ): ନୂଆପଡ଼ା ପାଇଁ ଘାସିରାମ ମାଝୀଙ୍କୁ ପ୍ରାର୍ଥୀ କରିବାକୁ ପ୍ରଦେଶ କଂଗ୍ରେସ କମିଟି ଏକପ୍ରକାର ଇସାରା ଦେଇଛି। ପିସିସି ସଭାପତି ଭକ୍ତ ଦାସ କହିଛନ୍ତି, ଯେଉଁମାନେ ଭୟଭୀତ ସେମାନେ ଏବେଠୁ ମାର୍କେଟିଂ ଆରମ୍ଭ କରିଦେଲେଣି। ଗତ ନିର୍ବାଚନରେ ସ୍ବାଧୀନ ଭାବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri