ଟ୍ରାଫିକ୍ ନିୟମ ଉଲ୍ଲଂଘନ ନାଁରେ ଜନସାଧାରଣଙ୍କୁ ଅତ୍ୟାଚାର: ସୁରେଶ ରାଉତରାୟ
ଭୁବନେଶ୍ୱର,୨।୩(ବ୍ୟୁରୋ): ମାର୍ଚ୍ଚ ୧ ତାରିଖରୁ ମୋଟରଯାନ ଆଇନକୁ କଡ଼ାକଡ଼ି ଲାଗୁ କରାଯାଇଥିବା ବେଳେ ରାଜ୍ୟର ସବୁ ସ୍ଥାନରେ ଧରପଗଡ଼ ଆରମ୍ଭ ହୋଇଯାଇଛି। ନିୟମ ଉଲ୍ଲଂଘନ କରୁଥିବା ବ୍ୟକ୍ତିଙ୍କୁ ଜରିମାନା କରାଯାଉଛି। ତେବେ ଏଭଳି ପରିସ୍ଥିତିରେ ଟ୍ରାଫିକ୍ ନିୟମ ଉଲ୍ଲଂଘନ ନାମରେ...
ବୀଣାପାଣି ମହାନ୍ତିଙ୍କୁ ଅତିବଡ଼ୀ ଜଗନ୍ନାଥ ଦାସ ପୁରସ୍କାର
ଭୁବନେଶ୍ୱର,୨।୩(ବ୍ୟୁରୋ): ବିଶିଷ୍ଟ ସାହିତି୍ୟକା ବୀଣାପାଣି ମହାନ୍ତିଙ୍କୁ ଓଡ଼ିଶା ସାହିତ୍ୟ ଏକାଡେମୀର ସର୍ବୋଚ୍ଚ ସାରସ୍ବତ ସମ୍ମାନ ଅତିବଡ଼ୀ ଜଗନ୍ନାଥ ଦାସ (୨୦୧୯) ପୁରସ୍କାରରେ ସମ୍ମାନିତ କରାଯିବ। ଏହା ସହ ବୟୋଜ୍ୟେଷ୍ଠ ସାହିତି୍ୟକ ଓ ସାହିତି୍ୟକାଙ୍କୁ ସମ୍ବର୍ଦ୍ଧିତ କରାଯିବ। ଏ ନେଇ ସୋମବାର...
ଶ୍ରମିକଙ୍କ ହକ୍ ପାଇଁ କାମ କରୁଛି, କରିଚାଲିବି :ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୩(ବ୍ୟୁରୋ): ଭୁବନେଶ୍ୱରସ୍ଥିତ ସ୍ବାଧୀନତା ସଂଗ୍ରାମୀ ପଡ଼ିଆରେ ସୋମବାର ଶ୍ରମିକ ଏସ୍ଆଇ ବିଭାଗ ପକ୍ଷରୁ ଆୟୋଜିତ ଶ୍ରମିକ ସପ୍ତାହ ପାଳନ ଉଦ୍ଘାଟିତ ହୋଇଯାଇଛି। ଏହାର ଉଦ୍ଘାଟନୀ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟ ଅତିଥି ଭାବେ ଯୋଗଦେଇ ଶ୍ରମିକମାନଙ୍କ ହକ୍ ପାଇଁ...
ଟ୍ରାଫିକ ନିୟମକୁ ନେଇ ମୁହଁ ଖୋଲିଲେ ସୁର, ଜବାବ ରଖିଲେ ପଦ୍ମନାଭ
ଭୁବନେଶ୍ୱର, ୨।୩(ବ୍ୟୁରୋ): ଟ୍ରାଫିକ ନିୟମ ଆଳରେ ବିଜେଡି ସରକାର ଆତଙ୍କରାଜ ଚଳାଇଛି। ଗାଡ଼ିମୋଟର ଯାଞ୍ଚ ନାଁରେ ପୋଲିସ ଓ ଆର୍ଟିଓ କର୍ମଚାରୀ ଲୋକଙ୍କ ଉପରେ ଜୁଲୁମ୍ କରିଛନ୍ତି। ଟ୍ରାଫିକ ନିୟମ ପାଇଁ କଡ଼ା ଜରିମାନା ଆଦାୟକୁ ଦୃଢ଼ ବିରୋଧକରି କଂଗ୍ରେସ...
ସରିଲା ମାଟ୍ରିକ ପରୀକ୍ଷା, ୧୮ରୁ ଆରମ୍ଭ ଖାତାଦେଖା
ଭୁବନେଶ୍ୱର,୨।୩(ବ୍ୟୁରୋ): ଚଳିତମାସ ୧୮ ତାରିଖରୁ ମାଟ୍ରିକ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମୋଟ ୬୧ଟି କେନ୍ଦ୍ରରେ ୧୫ ହଜାର ଶିକ୍ଷୟିତ୍ରୀ/ଶିକ୍ଷକ ଏହି ଖାତା ମୂଲ୍ୟାୟନ କରିବେ। ନୂଆ ପଦ୍ଧତିରେ ପରୀକ୍ଷା ହୋଇଥିବାରୁ ମୂଲ୍ୟାୟନରେ ସମୟ ଲାଗିବା ସହ ମୂଲ୍ୟାୟନକୁ...
ଫିଟ୍ନେସ୍ ନ ଥିବାରୁ ସିଜ୍ ହେଲା ୨ଟି ବସ୍: ୫୧ ହଜାର ଫାଇନ୍
ଭୁବନେଶ୍ୱର, ୨।୩(ବ୍ୟୁରୋ): ଦୁଇ ଦୁଇ ଥର ମହଲତ ମିଳିବା ସତ୍ତ୍ୱେ ସୁଧୁରୁ ନାହାନ୍ତି ବେପରୁଆ ଗାଡ଼ି ଚାଳକ। ରବିବାର ଟ୍ବିନ୍ ସିଟିରରୁ ସାଢ଼େ ୬ ଲକ୍ଷ ଫାଇନ ଆଦାୟ କରାଯାଇଥିବା ବେଳେ ସୋମବାର ଭୁବନେଶ୍ୱରର ଏକ ଘରୋଇ ଶିକ୍ଷାନୁଷ୍ଠାନର ୨ଟି...
ଏସ୍ସିବି ସମ୍ପ୍ରସାରଣ ପାଇଁ ଉଚ୍ଛେଦ ଆରମ୍ଭ: କ୍ଷତିଗ୍ରସ୍ତଙ୍କୁ ୫୦ ହଜାର ଲେଖାଏ ସହାୟତା ପ୍ରଦାନ
କଟକ ଅଫିସ,୨।୩: କଟକ ଏସ୍ସିବି ମେଡିକାଲ ସମ୍ପ୍ରସାରଣ ଏବଂ ଉନ୍ନତିକରଣ ପାଇଁ ପୁଣି ଥରେ ସୋମବାରଠାରୁ ଆଖପାଖ ଅଞ୍ଚଳରୁ ଉଚ୍ଛେଦ କାର୍ଯ୍ୟ ଆରମ୍ଭ ହୋଇଛି। ଯୋବ୍ରା ଏବଂ ରାଣୀହାଟ ଅଞ୍ଚଳର ୯୫ଟି ଘରକୁ ଉଚ୍ଛେଦ କରାଯିବ ବୋଲି ଜଣାପଡ଼ିଛି। ସେମାନଙ୍କୁ...
୫୦୨ଜଣଙ୍କ ଉପରେ ୩.୭୫ ଲକ୍ଷ ଜରିମାନା କଲା ପୋଲିସ
ଭୁବନେଶ୍ୱର,୨।୩(ବ୍ୟୁରୋ): କମିଶନରେଟ ପୋଲିସ ପକ୍ଷରୁ ୫୦୨ଜଣ ବେପରୁଆ ଗାଡି ଚାଳକଙ୍କୁ ଚିହ୍ନଟ କରି ୩ଲକ୍ଷ ୭୫ହଜାର ଟଙ୍କାର ଜରିମାନା କରିଛି ଟ୍ରାଫିକ ପୋଲିସ। ରଙ୍ଗରୁଟରେ ଯାଉଥିବାରୁ ୨୩ ଗାଡି ଜବତ କରାଯାଇଛି, ବେଆଇନ ପାର୍କିଂ ପାଇଁ ୩୫ ଜଣଙ୍କୁ ଜରିମାନା,...
ସମସ୍ୟା ବଢ଼ାଉଛି ଫେକ୍ କଲ୍: ୧୦୮ ଆମ୍ବୁଲାନ୍ସ ଡାକି ସମ୍ପର୍କୀୟଙ୍କ ଘରକୁ ଗଲେ ଯୁବକ
ଭୁବନେଶ୍ୱର,୨।୩(ବ୍ୟୁରୋ): ୧୦୮ ଆମ୍ବୁଲାନ୍ସ ପାଇଁ ଦିନକୁ ଦିନ ଫେକ୍ କଲ୍ ସମସ୍ୟା ସୃଷ୍ଟି କରୁଛି। ଅନେକ ସମୟରେ ଅସୁବିଧାର ବାହାନା କରି ଲୋକେ ଏହି ଜରୁରିକାଳୀନ ସେବାର ଅପବ୍ୟବହାର କରୁଥିବା ଦେଖିବାକୁ ମିଳିଛି। ନିକଟରେ ଦୁଇଜଣ ଯୁବକ ଏଭଳି ଆମ୍ବୁଲାନ୍ସକୁ...
ରଙ୍ଗ୍ ସାଇଡ୍ରେ ପୋଲିସ ଭ୍ୟାନ୍: ଫଟୋ ଭାଇରାଲ
ଭୁବନେଶ୍ୱର,୨।୩(ବ୍ୟୁରୋ): ନୂଆ ମୋଟର ଯାନ ଆଇନକୁ ନେଇ ରବିବାର ରାଜଧାନୀରେ ଟ୍ରାଫିକ ଯାଞ୍ଚ ଚାଲିଥିବାବେଳେ କେତେଜଣ ନିୟମ ଉଲ୍ଲଂଘନକାରୀ ପୋଲିସ ଓ ଆର୍ଟିଓଙ୍କୁ ବିଭିନ୍ନ ପ୍ରକାର ପ୍ରଶ୍ନ ପଚାରି ଯୁକ୍ତି କରୁଥିଲେ। ଆଇନ ସମସ୍ତଙ୍କ ପାଇଁ ସମାନ ବୋଲି ପୋଲିସ...
ଅଯୋଗ୍ୟଙ୍କୁ ଘର, ଯୋଗ୍ୟଙ୍କଠାରୁ ଲାଞ୍ଚ
ସୋନପୁର,୨।୩(ନି.ପ୍ର.) ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକରେ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ଗ୍ରାମୀଣ(ପିଏମ୍ଏଓ୍ବାଇଜି)ରେ ବ୍ୟାପକ ଅନିୟମିତତା ହୋଇଛି। ପକ୍କା ଘର ଥିବା ଧନୀକ ଶ୍ରେଣୀର ବ୍ୟକ୍ତିଙ୍କୁ ଏହି ଯୋଜନାରେ କାର୍ଯ୍ୟାଦେଶ ମିଳିଛି। ଅଯୋଗ୍ୟଙ୍କୁ ଯୋଜନାରେ ଜାଣିଶୁଣି ଅନ୍ତର୍ଭୁକ୍ତ କରାଯାଇଛି। ଗୋଟିଏ ପରିବାରର...
କ୍ରମାଗତ କମୁଛି ହସ୍ତତନ୍ତ ସାମଗ୍ରୀ ରପ୍ତାନି: ୨ ବର୍ଷରେ ୨୩୫ କୋଟିରୁ ୭ଲକ୍ଷ ଟଙ୍କାକୁ ଖସିଲା
ଭୁବନେଶ୍ୱର,୨।୩(ବ୍ୟୁରୋ): ଅନ୍ତର୍ଜାତୀୟ ବଜାରରେ ଓଡ଼ିଶା ହସ୍ତତନ୍ତ ଓ ହସ୍ତଶିଳ୍ପର ଲୋକପ୍ରିୟତା ବଢୁଛି। ତାରକସୀ କାମ ସହ ପଥର ମୂର୍ତ୍ତି, ପିପିଲି ଚାନ୍ଦୁଆ ଓ ବିଭିନ୍ନ ସାଜସଜ୍ଜା ସାମଗ୍ରୀର ଚାହିଦା ରହିଛି। ଏହାସତ୍ତ୍ୱେ ହସ୍ତତନ୍ତ ସାମଗ୍ରୀ ରପ୍ତାନି କରିବାରେ ବିଫଳ ହେଉଛନ୍ତି...
Archives


