ରାଜ୍ୟ

ରେକର୍ଡ କଲା ରାଜଧାନୀ: ଆଜି ଚିହ୍ନଟ ହେଲେ ୯୦ ଆକ୍ରାନ୍ତ; ଅଛି ୨୭ ଲୋକାଲ୍‌ କେସ୍‌

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜଧାନୀରେ ବୁଧବାର ଆଉ ୯୦ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛି। ସେଥିରୁ ୪୬୨ ଆକ୍ଟିଭ କେସ୍‌ ରହିଥିବା ବେଳେ ୩୮୫ଜଣ ସୁସ୍ଥ ହୋଇ…

ସିବିଏସ୍‌ଇ ପରୀକ୍ଷା ଫଳାଫଳ ପ୍ରକାଶ: ଟପ୍‌ ତାଲିକାରେ ନାଲ୍‌କୋ ଛାତ୍ର

ବଅଁରପାଳ,୧୫ା୭(ଡି.ଏନ୍‌.ଏ.): କେନ୍ଦ୍ରୀୟ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଦଶମ ଶ୍ରେଣୀ ପରୀକ୍ଷା ଫଳ ବୁଧବାର ପ୍ରକାଶ ପାଇଛି। ଏଥିରେ ନାଲ୍‌କୋ ଡିପିଏସ୍‌ର ଛାତ୍ରୀଛାତ୍ର ବେଶ୍‌ ସଫଳତା ହାସଲ କରିଛନ୍ତି। ସ୍କୁଲରୁ ମୋଟ୍‌ ୧୭୧ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଥିଲେ। ସେମାନଙ୍କ ମଧ୍ୟରୁ ୧୭୦…

କରୋନାରେ ବିଏମ୍‌ସିର ମୁଖ୍ୟ କିରାଣିଙ୍କ ମୃତ୍ୟୁ: ୧୪ ଦିନ ପାଇଁ ଏସବୁ ବିଭାଗ ବନ୍ଦ, ଏସବୁ ଖୋଲା

ବ୍ରହ୍ମପୁର ଅଫିସ,୧୫।୭: ବ୍ରହ୍ମପୁର ବିଏମସିର ମୁଖ୍ୟ କିରାଣି ଉପେନ୍ଦ୍ର ମାଝିଙ୍କ କରୋନାରେ ମୃତ୍ୟୁ ଘଟିଥିବା ସୂଚନା ମିଳିଛି। କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସାଧୀନ ଅବସ୍ଥାରେ ବୁଧବାର ସକାଳେ ତାଙ୍କର ମୃତ୍ୟୁ ଘଟିଥିବା ବିଏମ୍‌ସି କମିଶନର ଚକ୍ରବର୍ତ୍ତୀ ସିଂ ରଠୋର ସୂଚନା ଦେଇଛନ୍ତି…

୧୪ ଜିଲାକୁ ୟେଲୋ ଓ୍ବାର୍ଣ୍ଣିଂଜାରି, ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ରାଜ୍ୟର ବିଭିନ୍ନ ଅଞ୍ଚଳରେ ବର୍ଷା ହେବାର ସମ୍ଭାବନା ଥିବା ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏଥିସହିତ ସ୍ଥାନେ ସ୍ଥାନେ ବଜ୍ରପାତ ହେବାର ସମ୍ଭାବନା ରହିଛି ବୋଲି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ସୂତ୍ରରୁ ପ୍ରକାଶ। ଏନେଇ ରାଜ୍ୟର ୧୪ ଜିଲାକୁ…

କରୋନା ନେଲା ଆଉ ୩ ଜୀବନ: ମୃତ୍ୟୁ ସଂଖ୍ୟା ୭୭କୁ ବୃଦ୍ଧି

ଭୁବନେଶ୍ୱର,୧୫।୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ଆଉ ୩ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୭୭ରେ ପହଞ୍ଚିଛି। ୩…

CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୧୮କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଲା

ଭୁବନେଶ୍ୱର,୧୫।୭(ବ୍ୟୁରୋ):  ରାଜ୍ୟରେ ବୁଧବାର ଆଉ ୬୧୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୪, ୮୯୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

‘ଥ୍ରୀଲର’ରେ ଓଡ଼ିଆ ଯୁବକ ରକ୍‌

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ବଲିଉଡ୍‌ର ଜଣାଶୁଣା ନିର୍ଦ୍ଦେଶକ ତଥା ଫିଲ୍ମ ନିର୍ମାତା ରାମ ଗୋପାଳ ବର୍ମାଙ୍କ ଆଗାମୀ ଫିଲ୍ମ ‘ଥ୍ରୀଲର୍‌’ରେ ଓଡ଼ିଶା ଜନ୍ମିତ ଅପ୍‌ସରା ରାଣୀ ନାୟିକା ସାଜିଥିବାବେଳେ ଏବେ ଆଉଜଣେ ଓଡ଼ିଆଙ୍କୁ ରାମଗୋପାଳ ନାୟକ ଭାବେ ସୁଯୋଗ ଦେଇଛନ୍ତି। ସେ ହେଲେ ଓଡ଼ିଶା…

ଭୂତାଣୁମୁକ୍ତ ହେବ ରେଳଯାତ୍ରା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କରୋନା ବିରୋଧରେ ଲଢେଇକୁ ସୁଦୃଢ କରିବାକୁ ପ୍ରସ୍ତୁତ ହୋଇଛି ଭାରତୀୟ ରେଳପଥ। ପ୍ରଥମେ ଆଇସୋଲେଶନ କୋଚ୍‌, ଏବେ ପୋଷ୍ଟ୍‌ କୋଭିଡ୍‌-୧୯ କୋଚ୍‌ ପ୍ରସ୍ତୁତ କରିଛି ରେଲ୍‌ଓ୍ବେ। ଏଥିରେ ଟଚ୍‌ ଫ୍ରି ଉପକରଣ ସହ ଅନ୍ୟାନ୍ୟ ସୁରକ୍ଷା ବ୍ୟବସ୍ଥା ରହିଛି। କପର-କୋଟେଡ୍‌…

ଭିକ୍ଷା ମାଗୁଛନ୍ତି ପୂର୍ବତନ ଡିଏସ୍‌ପିଙ୍କ ପୁଅ

କଟକ ଅଫିସ,୧୫ା୭: ଦିବାକର ପରିଡ଼ା ଥିଲେ ପୋଲିସ ବିଭାଗର ଜଣେ ବରିଷ୍ଠ ଅଧିକାରୀ। ସେ ଦ୍ୱିତୀୟ ବିଶ୍ୱଯୁଦ୍ଧରେ ଭାରତ ପକ୍ଷରୁ ବ୍ରିଟିଶ ସେନାରେ ଯୋଗ ଦେଇଥିଲେ। ସ୍ବାଧୀନ ଭାରତରେ ଓଡ଼ିଶା ପୋଲିସ ଗଠନ ହେବା ପରେ ଏଥିରେ ମଧ୍ୟ ତାଙ୍କୁ ନିଯୁକ୍ତି…

ପରଲୋକରେ ନାଟ୍ୟ ନିର୍ଦ୍ଦେଶକ ପୁଲିନ୍‌ ବିହାରୀ ମାନସିଂହ

ଭୁବନେଶ୍ୱର,୧୫ା୭(ବ୍ୟୁରୋ): ଓଡ଼ିଶା ନାଟ୍ୟସଂଘର ଉପଦେଷ୍ଟା ତଥା ରାଉରକେଲାର ବରିଷ୍ଠ ନାଟ୍ୟ ନିର୍ଦ୍ଦେଶକ ଓ ଅଭିନେତା ପୁଲିନ୍‌ ବିହାରୀ ମାନସିଂହଙ୍କ ସୋମବାର ବିଳମ୍ବିତ ରାତିରେ ପରଲୋକ ଘଟିଛି। ତାଙ୍କୁ ୭୨ ବର୍ଷ ହୋଇଥିଲା। କିଛିଦିନ ଧରି ସେ ହୃଦ୍‌ରୋଗରେ ଆକ୍ରାନ୍ତ ହୋଇ ଚିକିତ୍ସିତ…

‘ମର୍ଯ୍ୟାଦାରେ କୋଭିଡ୍‌ ମୃତଦେହକୁ ସତ୍କାର କର’

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍‌ ସଂକ୍ରମିତଙ୍କ ମୃତ୍ୟୁ ପରେ ସେମାନଙ୍କ ମୃତଦେହକୁ ଅବହେଳା କରାଯାଉଛି। ଅନେକ ସମୟରେ ମୃତଦେହ ଦୀର୍ଘ ସମୟ ଧରି ଅବହେଳିତ ହୋଇ ପଡିରହୁଛି। ତେଣୁ କୋଭିଡ୍‌ ରୋଗୀଙ୍କ ମୃତଦେହକୁ ମର୍ଯ୍ୟାଦାପୂର୍ଣ୍ଣ ଭାବେ ଯେପରି ସତ୍କାର କରାଯିବ ସେ ନେଇ ସ୍ବତନ୍ତ୍ର…

ଅନ୍‌ଲାଇନ୍‌ରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ନାମଲେଖା

ଭୁବନେଶ୍ୱର,୧୫ା୭(ବ୍ୟୁରୋ): କୋଭିଡ୍‌-୧୯ ସମୟରେ ଦିବ୍ୟାଙ୍ଗ ଛାତ୍ରୀଛାତ୍ରଙ୍କ ଲାଗି ଆଡ୍‌ମିଶନ ପ୍ରକ୍ରିୟାକୁ ସହଜ କରିବାକୁ ରାଜ୍ୟ ସରକାର ପଦକ୍ଷେପ ନେଇଛନ୍ତି। ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତୀକରଣ ବିଭାଗ ପକ୍ଷରୁ ଏଥିଲାଗି ଅନ୍‌ଲାଇନ୍‌ ଆଡ୍‌ମିଶନ ବ୍ୟବସ୍ଥା ଆରମ୍ଭ କରାଯାଇଛି। ଏନେଇ ମଙ୍ଗଳବାର ବିଭାଗୀୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri