୩ରୁ ଆରମ୍ଭ ହେବ ନୀଳାଦ୍ରି ନିଳୟ ଯୋଜନା: ପୁରୀ ସହର ହେବ ଭିକାରିମୁକ୍ତ
ପୁରୀ ଅଫିସ,୨।୩: ପୁରୀ ସହର ଏବଂ ଏହାର ଆଖପାଖ ଅଞ୍ଚଳ ହେବ ଭିକାରିମୁକ୍ତ। ଏଥିପାଇଁ ଜିଲା ପ୍ରଶାସନ ପକ୍ଷରୁ ୩ ତାରିଖରୁ ଆରମ୍ଭ ହେବାକୁ ଯାଉଛି ନୀଳାଦ୍ରି ନିଳୟ ଯୋଜନା। ଏନେଇ ଜିଲାପାଳ ବଲୱନ୍ତ ସିଂ ରବିବାର ସଂସ୍କୃତି ଭବନରେ...
ମୟୂରଭଞ୍ଜ: ୪ ନେତାଙ୍କୁ ଦାୟିତ୍ୱ
ଭୁବନେଶ୍ୱର,୨।୩(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ୪ ନେତାଙ୍କୁ ମୟୂରଭଞ୍ଜ ଜିଲାର ୮ ବିଧାନସଭା ନିର୍ବାଚନମଣ୍ଡଳୀ ପର୍ଯ୍ୟବେକ୍ଷକ ଭାବେ ଦାୟିତ୍ୱ ପ୍ରଦାନ କରିଛନ୍ତି। ଜଣେ ନେତାଙ୍କ ହାତରେ ମୟୂରଭଞ୍ଜ ଜିଲାର ଦୁଇଟି ଲେଖାଏ ବିଧାନସଭା କ୍ଷେତ୍ର...
ପଲିଥିନ ତଳେ ବାଉଁଶକଣ ଅଗ୍ନିବିପନ୍ନ
ଭୁବନ, ୨ା୩(ଡି.ଏନ.ଏ.) ଅଗ୍ନିକାଣ୍ଡରେ ଜଳିଯାଇଛି ସବୁକିଛି। ଅଙ୍ଗାର ପାଲଟିଯାଇଛି ୫ପରିବାରର ସ୍ବପ୍ନ। ପିନ୍ଧିଥିବା ଲୁଗା ଛଡ଼ା ଆଉ କିଛି ନାହିଁ। ପ୍ରଶାସନ ପକ୍ଷରୁ ମିଳିଥିବା ଖଣ୍ଡିଏ ଖଣ୍ଡିଏ ପଲିଥିନ ତଳେ ଶୀତ କାକରରେ ପଡ଼ିଛନ୍ତି ଅଗ୍ନିବିପନ୍ନ। ଅନ୍ୟପଟେ ଦୁର୍ଘଟଣାର ୩ଦିନ ପରେ...
ବିଶ୍ୱସ୍ତରୀୟ ହେବ ଏସ୍ସିବି ମେଡିକାଲ: ଦିଗ୍ଦର୍ଶନ ଦେବେ ୧୦ ଅଭିଜ୍ଞ ଡାକ୍ତର
କଟକ ଅଫିସ,୨।୩: ଏସ୍ସିବି ମେଡିକାଲକୁ ବିଶ୍ୱସ୍ତରୀୟ ଚିକିତ୍ସାଳୟ ଭାବେ ଗଢ଼ିତୋଳିବା ଦିଗରେ ପ୍ରୟାସ କରୁଛନ୍ତି ରାଜ୍ୟ ସରକାର। ଏଥିପାଇଁ ପୂର୍ବରୁ ପ୍ରାୟ ୧୦ହଜାର କୋଟି ଟଙ୍କାର ଯୋଜନା ଘୋଷଣା କରାଯାଇଛି। ଟଙ୍କା କେମିତି ଖର୍ଚ୍ଚ କରାଯିବ, କେଉଁ ସବୁ ଚିକିତ୍ସା...
ଦିଲ୍ଲୀ ଦଙ୍ଗାପୀଡ଼ିତ ବିଏସ୍ଏଫ୍ ଯବାନଙ୍କୁ ସହାୟତା: ୧୦ ଲକ୍ଷ ଟଙ୍କା ଘୋଷଣା କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨।୩(ବ୍ୟୁରୋ): ଓଡ଼ିଶାରେ କାର୍ଯ୍ୟରତ ସୀମା ସୁରକ୍ଷା ବଳ(ବିଏସ୍ଏଫ୍) ଯବାନ ମହମ୍ମଦ ଅନିଶଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମୁଖ୍ୟମନ୍ତ୍ରୀଙ୍କ ରିଲିଫ ପାଣ୍ଠିରୁ ୧୦ ଲକ୍ଷ ଟଙ୍କାର ସହାୟତା ରାଶି ଦେବାପାଇଁ ଘୋଷଣା କରିଛନ୍ତି। ନବମ ବାଟାଲିୟନରେ କାର୍ଯ୍ୟରତ ଅନିଶଙ୍କ ଘର ନୂଆଦିଲ୍ଲୀରେ।...
ଆଜି କ୍ୟାବିନେଟ୍, ଆସିବ ୫ ପ୍ରସ୍ତାବ
ଭୁବନେଶ୍ୱର,୨।୩(ବ୍ୟୁରୋ): ରାଜ୍ୟ ସରକାରଙ୍କ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ୍ ବୈଠକ ସୋମବାର ଲୋକସେବା ଭବନଠାରେ ଅନୁଷ୍ଠିତ ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ୫ଟା ୩୦ମିନିଟ୍ରେ ବସିବାକୁ ଥିବା ଏହି ବୈଠକରେ ୫ଟି ପ୍ରସ୍ତାବ ଉପରେ ମୋହର ବାଜିବ। ତେବେ ସ୍କୁଲ ଓ...
ପ୍ରଥମ ଦିନରେ ୨ ଲକ୍ଷ ଟଙ୍କାର ଜରିମାନା ଚାଲାଣ
ବ୍ରହ୍ମପୁର ଅଫିସ ,୨ା୩: ବ୍ରହ୍ମପୁର ସହରରେ ରବିବାରରୁ ଯାନବାହନ ଯାଞ୍ଚ କଡାକଡି କରାଯାଇଛି। ସହରର ବିଭିନ୍ନ ଏଣ୍ଟ୍ରି ପଏଣ୍ଟରେ ଟ୍ରାଫିକ ପୋଲିସ ପକ୍ଷରୁ ଯାଞ୍ଚ କରାଯାଇଥିଲା। ରାତି ୧୦ଟା ସୁଦ୍ଧା ଟ୍ରାଫିକ ନିୟମ ଉଲ୍ଲଂଘନକାରୀଙ୍କୁ ୨ ଲକ୍ଷ ଟଙ୍କା ଜରିମାନା...
ଗୋଟିଏ ଦିନରେ ପ୍ରକାଶ ପାଇପାରେ ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ ପରୀକ୍ଷା ଫଳ
ଭୁବନେଶ୍ୱର,୨।୩(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ଆସନ୍ତା ୩ ତାରିଖରୁ ଆରମ୍ଭ ହୋଇ ୨୮ ତାରିଖ ପର୍ଯ୍ୟନ୍ତ ଚାଲିବ। ମେ’ ଶେଷ ସପ୍ତାହ କିମ୍ବା ଜୁନ୍ ପ୍ରଥମ ସପ୍ତାହ ବେଳକୁ ପରୀକ୍ଷା ଫଳ ପ୍ରକାଶ...
ପାଦ ମିଳିଥିଲା, ମିଳିଲା ଖପୁରି: ହତ୍ୟାକାଣ୍ଡର ଖିଅ ଖୋଜୁଛି ପୋଲିସ
ଯୋଡ଼ା,୨।୩(ଡି.ଏନ.ଏ.)- କେନ୍ଦୁଝର ଜିଲା ଯୋଡ଼ା ସହର ଉପକଣ୍ଠ ବାଂଶପାଣି ଟୋଲ ଗେଟ୍ ନିକଟବସ୍ତିରୁ ରବିବାର ସନ୍ଧ୍ୟାରେ ଯୋଡା ପୋଲିସ ଏକ ଶିଶୁର ଖପୁରୀ ଜବତ କରିଛି। ଏହାକୁ ନେଇ ପୋଲିସ ତଦନ୍ତ ଆରମ୍ଭ କରିଛି ା ଏନେଇ ଯୋଡ଼ା ଥାନା...
କଡ଼ାକଡ଼ି ହେଲା ଯାନବାହନ ଯାଞ୍ଚ: ଆଜିଠାରୁ ହେବ ଆହୁରି ଜୋରଦାର
ଭୁବନେଶ୍ୱର,୨।୩(ବ୍ୟୁରୋ): ସଂଶୋଧିତ ମୋଟର ଯାନ ଆଇନ-୨୦୧୯କୁ ରବିବାରଠାରୁ ରାଜ୍ୟରେ କଡ଼ାକଡ଼ି ଲାଗୁ କରାଯାଇଛି। ରାଜ୍ୟର ବିଭିନ୍ନ ସ୍ଥାନରେ ଆଇନ ଉଲ୍ଲଂଘନକାରୀଙ୍କୁ ପୋଲିସ ଏବଂ ପରିବହନ ଅଧିକାରୀମାନେ ଧରି ଜରିମାନା କରିଛନ୍ତି। ଏହାକୁ ନେଇ କେତେକ ସ୍ଥାନରେ ଗାଡ଼ି ଚାଳକ ଓ...
ଶ୍ରୀମନ୍ଦିରରେ ସହଜ ଦର୍ଶନର ନୂଆ ଉପାୟ
ପୁରୀ ଅଫିସ,୨।୩: ମହାପ୍ରଭୁଙ୍କୁ ଦର୍ଶନ ପାଇଁ ଶ୍ରୀମନ୍ଦିରକୁ ପ୍ରତ୍ୟହ ବହୁସଂଖ୍ୟାରେ ଶ୍ରଦ୍ଧାଳୁ ଆସୁଛନ୍ତି। ଏମାନଙ୍କ ମଧ୍ୟରେ ଅନେକ ଭିଆଇପି ଏବଂ ଭିଭିଆଇପି ବି ରହୁଛନ୍ତି। ସେମାନଙ୍କୁ ସହଜରେ ଦର୍ଶନ ସୁବିଧା ଯୋଗାଇଦେବା ପାଇଁ ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା ରହିଛି।...
ଆରମ୍ଭ ହେଲା ଧରପଗଡ଼: ରାୟଗଡ଼ାରେ କାଠ ବୋଝେଇ ଟ୍ରକ୍କୁ ୧ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଜରିମାନା
ରାୟଗଡ଼ା ଅଫିସ,୩।୧: ମାର୍ଚ୍ଚ ୧ରୁ ମୋଟର ଯାନ ଆଇନ କଡ଼ାକଡ଼ି ହେବ ବୋଲି ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରା କହିଥିଲେ। ଏ ନେଇ ଗାଡ଼ିର ଆବଶ୍ୟକ କାଗଜପତ୍ର ଠିକ୍ କରିବା ଲାଗି ସମସ୍ତଙ୍କୁ ନିର୍ଦ୍ଦେଶ ଦିଆଯାଇଥିଲା। ଏହି କ୍ରମରେ ରବିବାର...
Archives


