ରାଜ୍ୟ

କଣ୍ଟେନମେଣ୍ଟ ଜୋନରେ କଟକଣା ଜାରି ରହିବ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ସୋମବାରଠାରୁ ସାରା ରାଜ୍ୟରେ ଲାଗୁ ହୋଇଛି ଲକଡାଉନ ୪.୦। କେନ୍ଦ୍ର ସରକାରଙ୍କ ନିର୍ଦ୍ଦେଶକ୍ରମେ ରାଜ୍ୟ ସରକାର ୪ର୍ଥ ପର୍ଯ୍ୟାୟର ଲକଡାଉନକୁ ଚଳିତ ମାସ ୩୧ ତାରିଖ ପର୍ଯ୍ୟନ୍ତ ପାଳନ କରିବେ। ଏଥିରେ ଜିଲାପାଳ ଓ ମ୍ୟୁନିସପାଲ କମିଶନରଙ୍କୁ ଅଧିକ କ୍ଷମତା ମିଳିଛି।…

ଅମ୍ପନ ମୁକାବିଲା: ୪ ଆଇଏଏସ ଅଫିସରଙ୍କୁ ୪ ଜିଲା ଦାୟିତ୍ୱ

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ବାତ୍ୟା ଅମ୍ପନ ମୁକାବିଲା ଲାଗି ସୋମବାର ୪ ବରିଷ୍ଠ ପ୍ରଶାସନିକ ଅଧିକାରୀଙ୍କୁ ୪ ଜିଲା ଦାୟିତ୍ୱ ପ୍ରଦାନ କରାଯାଇଛି। ପରିବହନ ବିଭାଗର ପ୍ରମୁଖ ସଚିବ ମଧୁସୂଦନ ପାଢୀଙ୍କୁ ବାଲେଶ୍ୱର ଜିଲାର ଦାୟିତ୍ୱ ଦିଆଯାଇଥିବାବେଳେ ମୁଖ୍ୟ ନିର୍ବାଚନ ଅଧିକାରୀ ସୁଶୀଲ କୁମାର ଲୋହାନୀଙ୍କୁ…

CORONAVIRUS UPDATE: ଜଗତସିଂହପୁରରେ ପୁଣି ୨୦ କରୋନା ପଜିଟିଭ; ସମସ୍ତେ କୋଲକତା ଫେରନ୍ତା

ଭୁବନେଶ୍ୱର,୧୮।୫(ବ୍ୟୁରୋ)-ଜଗତସିଂହପୁର ଜିଲାରେ ସୋମବାର ଅପରାହ୍ନରେ ପୁଣି ୨୦ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ନାଉଗାଁ ବ୍ଲକ ଜାମୁଗାଁ କ୍ୱାରାଣ୍ଟାଇନ ସେଣ୍ଟରରୁ ୧୯ ପଜିଟିଭ ଚିହ୍ନଟ ହୋଇଥିବାବେଳେ ଜଣେ କୁଜଙ୍ଗ ବ୍ଲକ ପଣ୍ଡୁଆ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଛନ୍ତି। ସମସ୍ତ ଆକ୍ରାନ୍ତ କୋଲକତା…

ନୀଳଚକ୍ରରୁ ଉଡ଼ିଗଲା ପତିତପାବନ ବାନା

ପୁରୀ ଅଫିସ, ୧୮।୫: ମହାମାରୀ କରୋନା ତାଣ୍ଡବ ରଚୁଥିବା ବେଳେ ଠିକ୍‌ ଏହି ସମୟରେ ସ୍ଥଳଭାଗ ମୁହାଁ ହେଉଛି ବାତ୍ୟା ‘ଅମ୍ଫନ’। ଏହି ଦୁଇଟିକୁ ନେଇ ସହର ବଜାର ସବୁଠି ଚର୍ଚ୍ଚା ଚାଲିଥିବା ବେଳେ ସୋମବାର ଅପରାହ୍ନରେ ଶ୍ରୀମନ୍ଦିର ନୀଳଚକ୍ରରୁ ଉଡ଼ିଯାଇଛି…

ମାଟ୍ରିକ ଖାତାଦେଖା ଦିନେ ଘୁଞ୍ଚିଲା

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ସମ୍ଭାବ୍ୟା ବାତ୍ୟା ‘ଅମ୍ଫନ’ ପାଇଁ ମାଟ୍ରିକ ଖାତାଦେଖା ଘୁଞ୍ଚାଇ ଦିଆଯାଇଛି। ମେ’ ମାସ ୨୦ ପରିବର୍ତ୍ତେ ମେ’ ୨୧ରୁ ମାଟ୍ରିକ ଖାତାଦେଖା ହେବ। ସୋମବାର ଲୋକସେବା ଭବନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ…

CORONAVIRUS UPDATE: ଭୁବନେଶ୍ୱର, ଜଗତ୍‌ସିଂହପୁର ହେଲା କରୋନା ମୁକ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱର ଓ ଜଗତ୍‌ସିଂପୁର କରୋନା ମୁକ୍ତ ହୋଇଛି। ଏଠାରେ ଆଉ ଗୋଟିଏ ହେଲେ କରୋନା ଆକ୍ଟିଭ କେସ୍‌ ନାହିଁ। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ କରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ସୋମବାର ରାଜ୍ୟରେ…

CORONAVIRUS UPDATE: ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ; ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୨୭୭

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ଆଉ ୫୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ଗଞ୍ଜାମ ଜିଲାର ସର୍ବାଧିକ ୪୦ ଜଣ ରହିଥିବା ବେଳେ ଜଗତ୍‌ସିଂହପୁର ୫, ମୟୂରଭଞ୍ଜ ୪, ଭୁବନେଶ୍ୱର ୩, ବଲାଙ୍ଗୀରର ୨ ଓ ସୁନ୍ଦରଗଡ଼, ବାଲେଶ୍ୱର,…

ସମୁଦ୍ର ଭିତରେ ମହାବାତ୍ୟାର ରୂପ ନେଲା ଅମ୍ଫନ: କଟକ, ପୁରୀ, ଖୋର୍ଦ୍ଧା ଜିଲାରେ ପ୍ରବଳ ବର୍ଷା

ଭୁବନେଶ୍ୱର,୧୮।୫(ବ୍ୟୁରୋ): ବଙ୍ଗୋପସାଗର ମଧ୍ୟରେ ସୋମବାର ବାତ୍ୟା ‘ଅମ୍ଫନ’ ମହାବାତ୍ୟାର ରୂପ ନେଇଛି। ପାରାଦୀପଠାର ବର୍ତ୍ତମାନ ୭୮୦ କିମି ଦୂରରେ ବାତ୍ୟା ଅମ୍ଫନ ରହିଥିବା ବେଳେ ଘଣ୍ଟାକୁ ୮ କିମି ବେଗରେ ଗତି କରୁଛି । ଏହି ସମୟରେ ସମୁଦ୍ର ଭିତରେ ୨୩୦…

ରାଜ୍ୟର ୨୩ ଜିଲାକୁ ଡେଇଁଲାଣି କରୋନା, ଜାଣନ୍ତୁ କେଉଁ ଜିଲାରେ କେତେ ଆକ୍ରାନ୍ତ

ଭୁବନେଶ୍ୱର,୧୮ା୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବଢ଼ି ଚାଲିଛି। ବର୍ତ୍ତମାନ ସୁଦ୍ଧା ମୋଟ୍‌ ୨୩ ଜିଲାରେ କରୋନା କାୟା ବିସ୍ତାର କରିସାରିଲାଣି। ରବିବାର ସମ୍ବଲପୁର ଜିଲାକୁ କରୋନା ଛୁଇଁଥିବା ବେଳେ ସୋମବାର ଏଥିରେ ଯୋଡ଼ି ହୋଇଛି କନ୍ଧମାଳ। ଗତକାଲି…

୪୮ ନୂଆ କରୋନା ପଜିଟିଭଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ସଂଗରୋଧରେ ଥିଲେ ୪୭ ଆକ୍ରାନ୍ତ

ଭୁବନେଶ୍ୱର, ୧୮।୫(ବ୍ୟୁରୋ): ରାଜ୍ୟରେ ସୋମବାର ପୂର୍ବାହ୍ନରେ ୪୮ଜଣ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮୭୬ରେ ପହଞ୍ଚିଛି। ତେବେ ଏହି ନୂଆ ଆକ୍ରାନ୍ତଙ୍କ ତଥ୍ୟ ଦେଇଛନ୍ତି ରାଜ୍ୟ ସରକାର। ଆଜି ଚିହ୍ନଟ ୪୮ଜଣଙ୍କ ମଧ୍ୟରୁ ୪୭ଜଣ…

ପୁରୀ ଜିଲା ନରେନ୍ଦ୍ର କୋଣ ଅଞ୍ଚଳ କଣ୍ଟେନମେଣ୍ଟ ଜୋନ୍‌ ଘୋଷଣା

ପୁରୀ ଅଫିସ, ୧୮।୫: ପୁରୀ ଜିଲାରୁ ୪ ନୂଆ କରୋନା ପଜିଟିଭ ସୋମବାର ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ପିପିଲିରୁ ଜଣେ, କୋଣାର୍କ ଏନ୍‌ଏସିରୁ ଜଣେ ଏବେ ଅନ୍ୟ ୨ଜଣ ପୁରୀ ସହରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି। ଏମାନଙ୍କ ମଧ୍ୟରୁ ୩ଜଣ…

କନ୍ଧମାଳକୁ ଡେଇଁଲା କରୋନା: ୨ ପଜିଟିଭ୍‌ ଚିହ୍ନଟ

କନ୍ଧମାଳ,୧୮ା୫(ଡି.ଏନ୍‌.ଏ.): ରାଜ୍ୟରେ ସୋମବାର ପୁଣି ୪୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କନ୍ଧମାଳ ଜିଲାରେ ୨ ଆକ୍ରାନ୍ତ ରହିଥିବା ବେଳେ କନ୍ଧମାଳ ନୂଆ କରୋନା ଆକ୍ରାନ୍ତ ଜିଲା ଭାବେ ଚିହ୍ନଟ ହୋଇଛି। ଏହାକୁ ମିଶାଇ ମୋଟ୍‌ ୨୩ ଜିଲାକୁ କରୋନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri