ରାଜ୍ୟ

ପୋଲିସ ବିରୋଧରେ ଗର୍ଜିଲା ଭାଜପା

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ଦୀର୍ଘ କିଛିଦିନ ଧରି ଭଦ୍ରକ ଜିଲା ଚାନ୍ଦବାଲି ଥାନା ଅନ୍ତର୍ଗତ ଉତୁକୁଡା ଗ୍ରାମ ପଞ୍ଚାୟତରେ ରାଜନୈତିକ ହିଂସା ଲାଗିରହିଛି। ଏହି ହିଂସାରେ ପଞ୍ଚାୟତର ମହିଳାମାନେ ଶିକାର ହୋଇଛନ୍ତି ା ବିଜେଡି ସମର୍ଥକମାନେ ତଥା କର୍ମକର୍ତ୍ତାମାନେ ଗ୍ରାମର ମହିଳାଙ୍କ ଉପରେ…

ଅଧିକାରୀ ବିଳମ୍ବରେ ଆସିଲେ ସରକାରୀ ଗାଡ଼ି ପ୍ରତ୍ୟାହାର

ଭୁବନେଶ୍ୱର, ୧୪।୭(ବ୍ୟୁରୋ): ବରିଷ୍ଠ ଅଧିକାରୀଙ୍କୁ ଉଚ୍ଚ ଶିକ୍ଷା ବିଭାଗର କଡ଼ା ତାଗିଦ। ଏଣିକି ବିଳମ୍ବରେ ଅଫିସ୍‌ ଆସିଲେ ମିଳୁଥିବା ସରକାରୀ ଗାଡ଼ି ସୁବିଧାକୁ ପ୍ରତ୍ୟାହାର କରାଯିବ। ଏନେଇ ଉଚ୍ଚଶିକ୍ଷା ବିଭାଗର ସଚିବ ଶାଶ୍ୱତ ମିଶ୍ର ବିଭାଗୀୟ ଅଧିକାରୀଙ୍କୁ ଏଭଳି ନିର୍ଦ୍ଦେଶ ଦେଇଛନ୍ତି।…

ବିଧାନସଭା ଅଧିବେଶନ: ସରକାରଙ୍କ ପାଇଁ ଚ୍ୟାଲେଞ୍ଜ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କୋଭିଡ୍‌-୧୯ର ପ୍ରକୋପ ରାଜ୍ୟରେ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଭଳିସ୍ଥିତିରେ ଆସନ୍ତା ବିଧାନସଭା ଅଧିବେଶନ ଏବଂ ଦୁଇଟି ବିଧାନସଭା ଆସନରେ ଉପନିର୍ବାଚନ ଅନିଶ୍ଚିତତା ମଧ୍ୟକୁ ଠେଲି ହୋଇଯାଇଛି। ଏହି ଦୁଇଟି ଚ୍ୟାଲେଞ୍ଜକୁ ସରକାର କିପରି ଦେଖୁଛନ୍ତି ତାହା…

ଓଡ଼ିଶା ପାସ୍‌ ହାର ଅଧିକ

ଭୁବନେଶ୍ୱର, ୧୪।୭(ବ୍ୟୁରୋ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ)ର ଦ୍ୱାଦଶ ପରୀକ୍ଷା ଫଳ ସୋମବାର ପ୍ରକାଶ ପାଇଛି। ଏଥର ସର୍ବଭାରତୀୟ ସ୍ତରରେ ପାସ୍‌ ହାର ୮୮.୭୮% ରହିଛି। ଗତବର୍ଷ ପାସ୍‌ ହାର ୮୩.୪୦% ରହିଥିଲାବେଳେ ଚଳିତବର୍ଷ ଅଧିକ ୫.୩୮% ଭଲ ରେଜଲ୍ଟ…

ପୂରୁନି ପରିବାରର ପେଟ

ଖମାର,୧୪ା୭ ସୁସ୍ଥ ଥିବା ସମୟରେ ମୂଲ ମଜୁରି କରି ଶାଗ ମୁଗରେ ଚଳାଇ ନେଉଥିଲେ ସଂସାର। ହେଲେ ଅଜଣା ରୋଗର ଶିକାର ହେବାପରଠାରୁ ସେହି ଦାୟିତ୍ୱ ପଡ଼ିଛି ସ୍ତ୍ରୀଙ୍କ ଉପରେ। ନିଜେ ଘରେ ରହି ୪ ଝିଅପୁଅ ଓ ସାନଭାଇଙ୍କ ଦେଖାଶୁଣା…

ବର୍ଷେ ହେଲା ବସିନି ରୋଗୀକଲ୍ୟାଣ ସମିତି ବୈଠକ

ବଅଁରପାଳ, ୧୪ା୭(ଡି.ଏନ.ଏ.) ସ୍ବାସ୍ଥ୍ୟକେନ୍ଦ୍ରର ଉନ୍ନତୀକରଣ, ରୋଗୀ ସେବା ଉନ୍ନତମାନର କରିବାକୁ ରୋଗୀ କଲ୍ୟାଣ ସମିତି ବୈଠକ ଜରୁରୀ ଥିବାବେଳେ ଅନୁଗୋଳ ଜିଲା ବଅଁରପାଳ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଏଥିରେ ବ୍ୟତିକ୍ରମ ଦେଖାଦେଇଛି। ପ୍ରତି ୬ ମାସରେ ଥରେ ବୈଠକ ବସିବାର ନିୟମ ଥିଲେ…

ବ୍ଲକ ଯୋଡ଼ିପାରନ୍ତା ବଡ଼କମର ସେତୁ

ଢେଙ୍କାନାଳ ଅଫିସ,୧୪ା୭ ବ୍ରାହ୍ମଣୀ ନଦୀରେ ସେତୁଟିଏ ହେଲେ ଏହା ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକ ସହ ସିଧାସଳଖ ଓଡାପଡା ବ୍ଲକକୁ ଯୋଡ଼ିପାରନ୍ତା। ୫୫ନଂ ଏବଂ ୫୩ନଂ ଜାତୀୟ ରାଜପଥ ମଧ୍ୟରେ ସଂଯୋଗ ରକ୍ଷା କରିପାରନ୍ତା। ଢେଙ୍କାନାଳ ସଦର ମହକୁମାରୁ ଓଡାପଡା ବ୍ଲକ…

ମିଳୁନି ସରକାରୀ ବିହନ, ସାର

ସୋନପୁର,୧୪।୭(ନି.ପ୍ର.)-ସୁବର୍ଣ୍ଣପୁର ଜିଲାରେ ଚାଷୀମାନେ ଧାନ ବୁଣା, ରୁଆକାର୍ଯ୍ୟ ପାଇଁ ଜମି ପ୍ରସ୍ତୁତି କରିଛନ୍ତି । ହେଲେ ଏ ଯାଏ ସେମାନଙ୍କୁ ସରକାରୀ ବିହନ ମିଳିଲା ନାହିଁ। କେବେ ମିଳିବ ସେ ନେଇ ମଧ୍ୟ କୃଷି ବିଭାଗ ବା ପ୍ରାଥମିକ କୃଷି ସମବାୟ…

ସମନ୍ବିତ ଆୟୁଷ ହସ୍ପିଟାଲ ପ୍ରକଳ୍ପକୁ ଅପେକ୍ଷା

ବାଲେଶ୍ୱର ଅଫିସ,୧୪।୭-ଆଧୁନିକ ଔଷଧ ଓ ବ୍ୟୟବହୁଳ ଚିକିତ୍ସା ପଦ୍ଧତିରେ ପାର୍ଶ୍ୱ ପ୍ରତିକ୍ରିୟା ଥିବାରୁ ଏକ ସୁସ୍ଥ ଜୀବନ ପାଇଁ ଜନସାଧାରଣ ଆୟୁର୍ବେଦ ଚିକିତ୍ସା ପଦ୍ଧତିକୁ ଆପଣାଉଛନ୍ତି। ଆୟୁର୍ବେଦ ଏକ ପୁରାତନ, ପାର୍ଶ୍ୱ ପ୍ରତିକ୍ରିୟାବିହୀନ ତଥା ନିରାପଦ ଚିକିତ୍ସା ପଦ୍ଧତି। ପ୍ରାଚୀନ କାଳରୁ…

କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଯୁବକଙ୍କ ମୃତ୍ୟୁ

କୁଆଁରମୁଣ୍ଡା,୧୩।୭(ଡି.ଏନ.ଏ.)-ସୁନ୍ଦରଗଡ଼ ଜିଲା କୁଆଁରମୁଣ୍ଡା ବ୍ଲକ ଅଧୀନ ଅଣ୍ଡାଳି ପଞ୍ଚାୟତ ଜାମବାହାଲ ଅଞ୍ଚଳର ଜଣେ ୪୦ ବର୍ଷିୟ ଯୁବକଙ୍କ ରାଉରକେଲାସ୍ଥିତ ହାଇଟେକ୍‌ କୋଭିଡ୍‌ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ମୃତ୍ୟ ଘଟିଛି। ତାଙ୍କର ଜ୍ୱର, କାଶ, ଛିଙ୍କ ନ କମିବାରୁ…

ଭିମ୍‌ସାର ଡାକ୍ତର କରୋନାରେ ଆକ୍ରାନ୍ତ

ସମ୍ବଲପୁର, ୧୩।୭ (ବ୍ୟୁରୋ) -ସମ୍ବଲପୁର ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଇନଷ୍ଟିଚ୍ୟୁଟ୍‌ ଅଫ୍‌ ମେଡିକାଲ ସାଇନ୍ସ ଆଣ୍ଡ ରିସର୍ଚ୍ଚ (ଭିମ୍‌ସାର)ର ଜଣେ ପିଜି ଡାକ୍ତର କରୋନା ଆକ୍ରାନ୍ତ ହୋଇଥିବା ସୋମବାର ଜଣାପଡ଼ିଛି। ସେ ଆଇସିୟୁରେ କାର୍ଯ୍ୟରତ ଥିଲେ। ତାଙ୍କ ସ୍ବାବ୍‌ ନମୁନାର…

୧୮ ବରିଷ୍ଠ ବିଜେଡି ନେତ୍ରୀଙ୍କୁ ଜିଲା ଦାୟିତ୍ୱ ଦେଲେ ନବୀନ

ଭୁବନେଶ୍ୱର,୧୩ା୭(ବ୍ୟୁରୋ)-ବିଜେଡିର ବରିଷ୍ଠ ନେତାମାନଙ୍କୁ ବିଭିନ୍ନ ଦାୟିତ୍ୱ ବଣ୍ଟନ କରିବା ପରେ ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଦଳର ରାଜ୍ୟ କମିଟିରେ ଥିବା ବରିଷ୍ଠ ନେତ୍ରୀମାନଙ୍କୁ ବିଭିନ୍ନ ଜିଲା ଦାୟିତ୍ୱ ବଣ୍ଟନ କରିଛନ୍ତି। ସେମାନେ ଦଳର ସଂଗଠନ ଗୁଡିକୁ ତଦାରଖ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri