ରାଜ୍ୟ

ଆଉ ମାସେ ବଢ଼ିବ ସର୍ବକ୍ଷମା ଯୋଜନା: କଟକ-ଭୁବନେଶ୍ୱରରେ ସର୍ବାଧିକ ଆବେଦନ

ଭୁବନେଶ୍ୱର,୧।୩(ବ୍ୟୁରୋ): ଉନ୍ନୟନ କର୍ତ୍ତୃପକ୍ଷଙ୍କ ବିନା ଅନୁମୋଦନ କିମ୍ବା ଅନୁମୋଦନ ନେଇ ନିୟମ ଉଲ୍ଲଂଘନ କରି ଗଢିଉଠିଥିବା ବେଆଇନ ଆବାସିକ କୋଠାଘର, ବ୍ୟବସାୟିକ ଗୃହ ଏବଂ ଅଟ୍ଟାଳିକାଗୁଡିକୁ ଜରିମାନା ଦେଇ ନିୟମିତ (ରେଗୁଲାର) କରିବା ପାଇଁ ଗୃହ ନିର୍ମାଣ ଓ ନଗର...

ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଆମ୍ବୁଲାନ୍ସ ସେବା ବନ୍ଦ: ରୋଗୀ ହନ୍ତସନ୍ତ

ବଣାଇ, ୧।୩(ସ୍ବ.ପ୍ର)- ସୁନ୍ଦରଗଡ଼ ଜିଲା ବଣାଇ ଉପଖଣ୍ଡ ଚିକିତ୍ସାଳୟରେ ଗତ କିଛିଦିନ ହେବ ୧୦୮ ଆମ୍ବୁଲାନ୍ସ ସେବା ବନ୍ଦ ହୋଇଯାଇଛି। ଏଥିଯୋଗୁ ରୋଗୀ ହନ୍ତସନ୍ତ ହେଉଥିବା ଜଣାପଡିଛି। ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏଠାକୁ ଅଧିକ...

ଶିକ୍ଷକ ନିଯୁକ୍ତି ଦାବିରେ ୩ଦିନ ହେଲା ସ୍କୁଲରେ ତାଲା

ଦେବଗଡ଼,୧।୩(ଡି.ଏନ.ଏ)-ଦେବଗଡ଼ ଜିଲା ରିଆମାଳ ବ୍ଲକ ଆଡସ ପଞ୍ଚାୟତ ଅନ୍ତର୍ଗତ ନବଡିହି କରଡାପାଲ ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ଦାବିରେ ବିଦ୍ୟାଳୟ ପରିଚାଳନା କମିଟି ସଭାପତି ବସନ୍ତ କୁମାର ବିଶ୍ୱାଳଙ୍କ ନେତୃତ୍ୱରେ ତିନିଦିନ ହେଲାଣି ବିଦ୍ୟାଳୟ ଫାଟକରେ ତାଲା...

ଆଜିଠୁ ଯାନବାହନ ଯାଞ୍ଚ କଡ଼ାକଡ଼ି: ଧରାପଡ଼ିଲେ ଗଣିବେ ଜରିମାନା

ଭୁବନେଶ୍ୱର, ୧।୩ (ବ୍ୟୁରୋ): ଯାନବାହନ ମାଲିକ ଓ ଚାଳକଙ୍କୁ ଆଉ ମିଳିବନି ରିହାତି। ମାର୍ଚ୍ଚ ପହିଲାରୁ ସଂଶୋଧିତ ମୋଟର ଯାନ ଆଇନ ରାଜ୍ୟରେ କଡାକଡି ଲାଗୁହେବ। ଲାଇସେନ୍ସ, ଫିଟ୍‌ନେସ, ପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ ସାର୍ଟିଫିକେଟ (ପିୟୁସି) ନ ଥିଲେ କିମ୍ବା...

ଜେଜେମା’ ଜେଜେବାପା ଅଲୋଡ଼ା: କଥାଘର ଦେଉଛି ଗଳ୍ପ ଶୁଣାଇବାର ସୁଯୋଗ

ନୟାଗଡ ଅଫିସ,୧।୩- ଶିଶୁମାନେ ନିଜ ପରିବାରରୁ ଜେଜେମା, ଜେଜେବାପା, ଆଈ ଓ ଅଜାଙ୍କଠାରୁ ବିଭିନ୍ନ ପ୍ରକାର କଳ୍ପନାମତ୍କ କାହାଣୀ ଓ ଗଳ୍ପ ଶୁଣି ମଜା ଉଠାଉଥିଲେ । ହେଲେ ପରିବାରରେ ଜେଜେମା’ ଓ ଜେଜେବାପା ଅଲୋଡା ହୋଇ ପଡିଛନ୍ତି ।...

ବାହାକୁଦ ଡଙ୍ଗାବୁଡ଼ିକୁ ୧୬ ବର୍ଷ: କ୍ରିକେଟ ଖେଳ ଦେଖିଲେ ଗ୍ରାମବାସୀଙ୍କ ଆଖିରୁ ଲୁହଝରେ

ପାରାଦୀପ,୧ା୩(ସ୍ବ.ପ୍ର.): ଜଗତ୍‌ସିଂହପୁର ଜିଲା କୁଜଙ୍ଗ ବ୍ଲକ ଅଧୀନ ନୂଆଗଡ଼ ଗ୍ରାମର ଗ୍ରାମବାସୀ ଏବେବି ଯେଉଁଠି କ୍ରିକେଟ ଖେଳ ଦେଖନ୍ତି ତାଙ୍କ ଆଖିରେ ଲୁହ ଆସିଥାଏ। କାରଣ ସେହି ଗ୍ରାମ ପାଇଁ କ୍ରିକେଟ ଖେଳ ସବୁଦିନ ପାଇଁ ଦୁଃଖ ଦେଇଛି। ନୂଆଗଡ...

କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି

ଭୁବନେଶ୍ୱର, ୨୯।୨(ବ୍ୟୁରୋ): ବିଶ୍ୱ ଐତିହ୍ୟ କୋଣାର୍କ ସୂର୍ଯ୍ୟ ମନ୍ଦିର ଗର୍ଭଗୃହରୁ କଢ଼ାଯାଇପାରେ ବାଲି। ସୂର୍ଯ୍ୟମନ୍ଦିର ସୁରକ୍ଷା ଆୟୋଜିତ ଜାତୀୟ କର୍ମଶାଳାରେ ଶନିବାର ଦ୍ୱିତୀୟ ଦିନରେ ଏପରି ନିଷ୍ପତ୍ତି ନିଆଯାଇଛି। କର୍ମଶାଳା ପରେ ଏନେଇ ସୂଚନା ଦେଇଛନ୍ତି କେନ୍ଦ୍ର ପର୍ଯ୍ୟଟନ ମନ୍ତ୍ରୀ...

ଜନ୍ମଦିନ ପାଳନ ହେଲା କାଳ: କୋଲାବରେ ୩ ସାଙ୍ଗଙ୍କ ସଲିଳ ସମାଧି

ଜୟପୁର,୨୯ା୨(ଡି.ଏନ୍‌.ଏ)- କୋରାପୁଟ ଜିଲା ସଦର ସରକାରୀ ମହାବିଦ୍ୟାଳୟ ପାର୍ଶ୍ୱ କୋଲାବ ଜଳଭଣ୍ଡାରରେ ବୁଡ଼ି ଶନିବାର ୩ ଛାତ୍ରଙ୍କ ମୃତ୍ୟୁ ଘଟିଛି । ମୃତକ ହେଲେ କୋରାପୁଟର ମନ୍ମଥ ସାସ୍‌ମଲ, ମାଲକାନଗିରି ଜିଲାର ସନ୍ଦୀପ ପୂଜାରୀ ଓ ରମାକାନ୍ତ ପଟ୍ଟନାୟକ। ସମସ୍ତେ...

ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ସ୍ପେଶାଲ ଟ୍ରେନ୍‌

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଭୁବନେଶ୍ୱର-କଟକ ମଧ୍ୟରେ ଗଡ଼ିବ ଜନସାଧାରଣ ସ୍ପେଶାଲ ଟ୍ରେନ। ଏ ନେଇ ପୂର୍ବତଟ ରେଳ ବିଭାଗ ପକ୍ଷରୁ ଶନିବାର ସୂଚନା ଦିଆଯାଇଛି। ରବିବାରଠାରୁ ୩୧ ତାରିଖ ଯାଏ ଏହି ଟ୍ରେନ ପରୀକ୍ଷାମୂଳକ ଭାବେ ଚାଲିବ। ଭୁବନେଶ୍ୱରରୁ ଭାୟା ବାରଙ୍ଗ ଓ...

ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଲା ବ୍ୟାଙ୍କ ଧର୍ମଘଟ, ୧୧ରେ ଖୋଲା ରହିବ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ଅନିର୍ଦ୍ଦିଷ୍ଟ କାଳ ପାଇଁ ଘୁଞ୍ଚିଛି ପ୍ରସ୍ତାବିତ ବ୍ୟାଙ୍କ ଧର୍ମଘଟ। ଦରମା ବୃଦ୍ଧି ସହ ୧୨ ଦଫା ଦାବି ନେଇ ଆସନ୍ତା ୧୧ରୁ ୧୩ ତାରିଖ ଯାଏ ବ୍ୟାଙ୍କ ଧର୍ମଘଟ ପାଇଁ ନିଷ୍ପତ୍ତି ହୋଇଥିଲା। ଏବେ ଏହା ଅନିର୍ଦ୍ଧିଷ୍ଟ କାଳ...

ବଦଳିଲେ ରାଜ୍ୟପାଳଙ୍କ ସଚିବ, ପ୍ରମୋଦ ମେହେର୍ଦ୍ଦାଙ୍କୁ ଦାୟିତ୍ୱ

ଭୁବନେଶ୍ୱର,୨୯।୨(ବ୍ୟୁରୋ): ରାଜ୍ୟ ସରକାର ଶନିବାର ବରିଷ୍ଠ ଆଇଏଏସ୍‌ ଅଫିସରସ୍ତରରେ ଅଦଳବଦଳ କରିଛନ୍ତି। ପରିବହନ ସଚିବ ଥିବା ପ୍ରମୋଦ ମେହେର୍ଦ୍ଦାଙ୍କୁ ରାଜ୍ୟପାଳଙ୍କ ସଚିବ ଭାବେ ନିଯୁକ୍ତ କରାଯାଇଛି। ସେହିଭଳି ରାଜ୍ୟପାଳଙ୍କ ସଚିବ ଥିବା ମଧୁସୂଦନ ପାଢ଼ୀଙ୍କୁ ଚକବନ୍ଦୀ କମିଶନର ଭାବେ ନିଯୁକ୍ତି...

ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା: ଫୋନ ବ୍ୟବହାର ଉପରେ ରୋକ, ସବୁ ପରୀକ୍ଷାକେନ୍ଦ୍ରରେ ସିସିଟିଭି

ଭୁବନେଶ୍ୱର,୨୯ା୨(ବ୍ୟୁରୋ): ମାର୍ଚ୍ଚ ୩ରୁ ଯୁକ୍ତ ୨ ପରୀକ୍ଷା ଆରମ୍ଭ ହେଉଛି। ପରୀକ୍ଷା ଅବ୍ୟବହିତ ପୂର୍ବରୁ ଶନିବାର ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ତରଫରୁ କରାଯାଇଥିବା ପ୍ରସ୍ତୁତି ନେଇ ସିଏଚ୍‌ଏସ୍‌ଇ ଅଧ୍ୟକ୍ଷ ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। ବିଶେଷକରି ପ୍ରଶ୍ନପତ୍ରର ସୁରକ୍ଷା,...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri