ରାଜ୍ୟ

ଡ୍ରଗ୍ସ ଲିଙ୍କ୍‌ରେ ବିଏମ୍‌ସି କର୍ମଚାରୀ

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ) : ରାଜଧାନୀରେ ବେଧଡ଼କ ଭାବେ ଚାଲିଥିବା ଡ୍ରଗ୍ସ କାରବାରରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) କର୍ମଚାରୀ। ଲିଙ୍ଗରାଜ ଥାନା ପୋଲିସ ପୁରୁଣା ଭୁବନେଶ୍ୱରିରେ ଚଢ଼ାଉ କରି ଜଣଙ୍କୁ ଗିରଫ କରିବା ସହ ଏହି ଘଟଣାର ପର୍ଦ୍ଦାଫାସ କରିଛି। ଗିରଫ ଅଭିଯୁକ୍ତ…

ରାଜ୍ୟରେ ସୁସ୍ଥ ହେଲେ ୧୩୦୩ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ…

ଭୁବନେଶ୍ୱର,୧୮ ା୧୧(ବ୍ୟୁରୋ)- ରାଜ୍ୟରେ ବୁଧବାର ଆଉ ୧୩୦୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକ ଜିଲାରୁ ସର୍ବାଧିକ ୧୦୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଅନୁଗୋଳରୁ ୧୦୩, ମୟୂରଭଞ୍ଜରୁ ୧୦୧, ସୁନ୍ଦରଗଡରୁ ୯୭, ଖୋର୍ଦ୍ଧାରୁ ୯୬, ଝାରସୁଗୁଡାରୁ ୮୬, ଜଗତସିଂହପୁରରୁ ୫୫, ବାଲେଶ୍ବରରୁ…

ପାଟଣାଗଡ ଗଣହତ୍ୟା ମାମଲାର ପର୍ଦ୍ଦାଫାସ୍‌

ବଲାଙ୍ଗୀର ଅଫିସ,୧୮।୧୧-ବହୁ ଚର୍ଚ୍ଚିତ ବଲାଙ୍ଗୀର ପାଟଣାଗଡ ଗଣହତ୍ୟା ମାମଲାର ବୁଧବାର ପର୍ଦ୍ଦାଫାସ୍‌ ହୋଇଛି। ଏହି ମାମଲାରେ ପୋଲିସ ୭ ଜଣ ଅଭିଯୁକ୍ତଙ୍କୁ ଗିରଫ କରିଛି। ଅନ୍ୟ ୨ ଜଣ ଅଭିଯୁକ୍ତ ଫେରାର ଅଛନ୍ତି। ଗଣହତ୍ୟାରେ ୯ ଜଣଙ୍କ ସମ୍ପୃକ୍ତି ଥିବା ନେଇ…

ଦୋକାନ ଭିତରକୁ ପଶିଗଲା ଟ୍ରକ: ୨ ମୃତ

କେନ୍ଦୁଝର,୧୮ା୧୧(ସ୍ବ.ପ୍ର.)-ସଦର ଥାନା ଶୁଆକାଠି ପାଟେଶ୍ୱର ମନ୍ଦିର ନିକଟ ବାଂଶପାଳ-କେନ୍ଦୁଝର ରାସ୍ତାରେ ବୁଧବାର ଏକ ଟ୍ରକ ଭାରସାମ୍ୟ ହରାଇ ଦୋକାନ ଭିତରେ ପଶିଯାଇଛି। ଫଳରେ ଦୋକାନ ମାଲିକ ଦୋଳଗୋବିନ୍ଦ ସାହୁ ଓ ଟ୍ରକ ହେଲପରଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଛି। ଦୁର୍ଘଟଣା ଘଟଣା ପରେ…

ଭୁବନେଶ୍ୱରରୁ ଆଜି ୫୭ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୪୦

ଭୁବନେଶ୍ୱର,୧୮ା୧୧(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୫୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୪୦ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୬୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଲେଖାଶ୍ରୀଙ୍କ ଅଡ଼ୁଆ ବଢ଼ିଲା: କ୍ଷମା ନମାଗିଲେ ପୁରୀରେ ପ୍ରବେଶ କରାଇ ଦିଆଯିବନାହିଁ ଚେତାବନୀ

ପୁରୀ ଅଫିସ,୧୮।୧୧: ପୁରୀ ପ୍ରତି ଅପମାନସୂଚକ ମନ୍ତବ୍ୟ ଦେଇଥିବା ଭାଜପା ନେତ୍ରୀ ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ଅଡୁଆ ବଢିବାରେ ଲାଗିଛି। ଏକାଧିକ ଏତଲା ପରେ ବୁଧବାର ସଚେତନ ନାଗରିକ ମଞ୍ଚ ପକ୍ଷର ସର୍ଗଦ୍ୱାର ସମ୍ମୁଖରେ ଲେଖାଶ୍ରୀ ସାମନ୍ତ ସିଂହାରଙ୍କ ଫ୍ଲେକ୍ସ ପୋଡାଯାଇଛି।…

ଶପଥ ନେଲେ ବିଜୟ ଶଙ୍କର, ସ୍ବରୂପ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ତିର୍ତ୍ତୋଲ ଓ ବାଲେଶ୍ୱର ସଦର ନବନିର୍ବାଚିତ ବିଧାୟକ ବୁଧବାର ଶପଥ ନେଇଛନ୍ତି। ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର ତିର୍ତ୍ତୋଲ ବିଧାୟକ ବିଜୟ ଶଙ୍କର ଦାସ ଏବଂ ବାଲେଶ୍ୱର ବିଧାୟକ ସ୍ବରୂପ ଦାସଙ୍କୁ ଶପଥ ପାଠ କରାଇଛନ୍ତି। ଆସନ୍ତା ୨୦ ତାରିଖ…

କରୋନାରେ ଆଖିବୁଜିଲେ ଆଉ ୧୫: ସୁନ୍ଦରଗଡ଼ରୁ ରହିଛନ୍ତି ସର୍ବାଧିକ ୩

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ କରୋନାରେ ବୁଧବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନୀତ ମୃତ୍ୟୁ ସଂଖ୍ୟା ୧୫୭୫ରେ ପହଞ୍ଚିଛି। ସୁନ୍ଦରଗଡ଼…

ରାଜ୍ୟରେ ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ; ଖୋର୍ଦ୍ଧାରେ ପୁଣି ୧୦୦ ଟପିଲା

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୮୬୮ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦୯୨୦ରେ ପହଞ୍ଚିଛି। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ…

ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା ସ୍ଥଗିତ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ):ବହୁ ବାଦବିବାଦ ପରେ ଶେଷରେ ସ୍ଥଗିତ ରହିଲା ଏକାମ୍ରକାନନ ଜମି ହସ୍ତାନ୍ତର ପ୍ରକ୍ରିୟା। ଉଦ୍ୟାନରେ କଙ୍କ୍ରିଟ ଜଙ୍ଗଲ ନିର୍ମାଣ ପ୍ରସ୍ତାବକୁ ବିଭିନ୍ନ ମହଲରୁ ତୀବ୍ର ବିରୋଧ ହେବା ପରେ ଏପରି ନିଷ୍ପତ୍ତି ନେଇଛି ଉଦ୍ୟାନ କୃଷି ବିଭାଗ। ଏକାମ୍ର କାନନରେ…

ମାଟ୍ରିକ, ଯୁକ୍ତ ୨ ପରୀକ୍ଷା ଘୁଞ୍ଚିବ: ମନ୍ତ୍ରୀ

ଭୁବନେଶ୍ୱର, ୧୮।୧୧(ବ୍ୟୁରୋ): ମାଟ୍ରିକ ଓ ଯୁକ୍ତ ୨ ପରୀକ୍ଷା ବିଳମ୍ବ ହେବ। ଏ ନେଇ ସୂଚନା ଦେଇଛନ୍ତି ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ। ସର୍ବନିମ୍ନ ୩ ମାସ ପାଠ ପଢ଼ାଯିବା ପରେ ପରୀକ୍ଷା ହେବ। ସର୍ବଭାରତୀୟ ସ୍ତରରେ ବନ୍ଦ ନିଷ୍ପତ୍ତି ନ…

ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗ: ଭିଜିଲାନ୍ସ ଜାଲରେ ଆର୍‌ଡି ସହକାରୀ ଯନ୍ତ୍ରୀ

ଢେଙ୍କାନାଳ ଅଫିସ, ୧୮।୧୧: ଆୟ ବହିର୍ଭୂତ ସମ୍ପତି ଠୁଳ ଅଭିଯୋଗରେ ତାଳଚେର କଣିହା ଗ୍ରାମ୍ୟ ନିର୍ମାଣ ବିଭାଗ (ଆର୍‌ଡି) ସହକାରୀ ଯନ୍ତ୍ରୀ ଚନ୍ଦ୍ରମଣି ସାହୁଙ୍କ ଢେଙ୍କାନାଳସ୍ଥିତ ଟାଉନପ୍ଲାନିଂ ଅଞ୍ଚଳରେ ଥିବା ଘରେ ବୁଧବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରିଛି। ଚନ୍ଦ୍ରମଣିଙ୍କ ତାଳଚେରସ୍ଥିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?