ବାଲେଶ୍ୱରକୁ ପଛରେ ପକାଇଲା ଯାଜପୁର: ପାଲଟିଲା ଦ୍ୱିତୀୟ ସର୍ବାଧିକ କରୋନା ଆକ୍ରାନ୍ତ ଜିଲା
ଭୁବନେଶ୍ୱର, ୧୬।୫(ବ୍ୟୁରୋ): ରାଜ୍ୟରେ ହୁ ହୁ ହୋଇ ବଢ଼ୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଶନିବାର ସକାଳେ ୬୫ ନୂଆ ପଜିଟିଭ ଚିହ୍ନଟ ହେବା ପରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ତେବେ ରାଜ୍ୟରେ ଗଞ୍ଜାମ ଜିଲା ୨୭୭ ସଂକ୍ରମିତ…
ମଦ ଫ୍ୟାକ୍ଟ୍ରି ଖୋଲିବାକୁ ୧୧ ଜିଲାପାଳଙ୍କୁ ଅନୁମତି
କଟକ ଅଫିସ,୧୬।୫: ଲକ୍ଡାଉନ ସରିବା ପରେ ମଦ ଦୋକାନ ଖୋଲିବ। କିନ୍ତୁ ବର୍ତ୍ତମାନ ଯେତିକି ମଦ ମହଜୁଦ ରହିଛି, ତାହା ଅଳ୍ପ ଦିନରେ ଶେଷ ହୋଇଯିବ। ଏଣୁ ମଦ ଫ୍ୟାକ୍ଟ୍ରିଗୁଡିକ ଖୋଲିବା ଦିଗରେ ପଦକ୍ଷେପ ନେବାକୁ ୧୧ ଜିଲାପାଳଙ୍କୁ ଚିଠି ଲେଖିଛନ୍ତି…
CORONAVIRUS UPDATE: ରାଜ୍ୟରେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ: ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭କୁ ବୃଦ୍ଧି
ଭୁବନେଶ୍ୱର,୧୬।୫(ବ୍ୟୁରୋ): ରାଜ୍ୟରେ ଦିନକୁ ଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଶନିବାର ସକାଳେ ଆଉ ୬୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭୩୭ରେ ପହଞ୍ଚିଛି। ନୂଆ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ…
ଗରିବଙ୍କ ଆକାଉଣ୍ଟକୁ ଟଙ୍କା ପଠାଅ: ନିରଞ୍ଜନ
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ‘ଆତ୍ମନିର୍ଭର ଭାରତ’ ପାଇଁ କେନ୍ଦ୍ର ସରକାର ପ୍ରତିଦିନ ପ୍ୟାକେଜ ଘୋଷଣା କରୁଛନ୍ତି। ହେଲେ ଏହା ଏକ ଋଣ ବିକ୍ରି ବିଜ୍ଞାପନ କହିଲେ ଅତ୍ୟୁକ୍ତି ହେବ ନାହିଁ ବୋଲି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ପିସିସି) ସଭାପତି ନିରଞ୍ଜନ ପଟ୍ଟନାୟକ…
ଯୋଗ୍ୟ ପ୍ରବାସୀ ଶ୍ରମିକଙ୍କୁ ଖାଦ୍ୟ ସୁରକ୍ଷା ଯୋଜନାରେ ସାମିଲକର: ମନ୍ତ୍ରୀ
ଭୁବନେଶ୍ୱର, ୧୬ା୫(ବ୍ୟୁରୋ): କରୋନା ମୁକାବିଲା ଲାଗି ସାରା ରାଜ୍ୟରେ ଲକ୍ଡାଉନ ବଳବତ୍ତର ରହିଛି। ଜନସାଧାରଣଙ୍କ ଖାଦ୍ୟ ନିରାପତ୍ତାକୁ ଦୃଷ୍ଟିରେ ରଖି ରାଜ୍ୟ ଖାଦ୍ୟ ସୁରକ୍ଷା ଯୋଜନାରେ ଅଧିକ ନୂତନ ହିତାଧିକାରୀଙ୍କୁ ସାମିଲ କରାଯାଇଛି। ଏହି ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ପାଇଁ ଖାଦ୍ୟ…
୧୨ ଚକ, ୨୨ ଜଳଯନ୍ତ୍ର ନିର୍ମାଣ ଶେଷ
ପୁରୀ ଅଫିସ,୧୬ା୫: ଜୁନ୍ ୨୩ରେ ରଥଯାତ୍ରା। ଏହାକୁ ନଜରରେ ରଖି ଚଳଚଞ୍ଚଳ ହୋଇଛି ରଥଖଳା। ତିନି ମୁଖ୍ୟ ମହାରଣା ସେବକଙ୍କ ନେତୃତ୍ୱରେ ଦ୍ରୁତଗତିରେ ରଥ ନିର୍ମାଣ କାମ ଆଗେଇ ଚାଲିଛି। ଶୁକ୍ରବାର ଭଉଁରି ଅବସରରେ ପରମ୍ପରା ଅନୁଯାୟୀ, ତିନିରଥର ୬ଟି ଚକରେ…
ସମ୍ଭାବ୍ୟ ବାତ୍ୟା ବଢ଼ାଇଛି ଚିନ୍ତା
ପୁରୀ ଅଫିସ,୧୬ା୫: ମହାମାରୀ କରୋନା ଏବେ ସମସ୍ତଙ୍କ ଆଖିରୁ ନିଦ ହଜାଇ ଦେଇଛି। ଏଭଳି ସମୟରେ ସମ୍ଭାବ୍ୟ ବାତ୍ୟାର ଭୟ ସୃଷ୍ଟି ହୋଇଛି। ପ୍ରାୟ ବର୍ଷକ ତଳେ ଅର୍ଥାତ୍ ୨୦୧୯ ମେ ୩ ତାରିଖରେ ପୁରୀ ଜିଲାରେ ବାତ୍ୟା ଫନୀ ତାଣ୍ଡବ…
ଅନ୍ଲାଇନ୍ରେ ମିଳିବ କୋର୍ଟ କାର୍ଯ୍ୟ ସୁବିଧା
କଟକ ଅଫିସ,୧୬ା୫: ଓଡ଼ିଶା ହାଇକୋର୍ଟ ଓ ଜିଲା କୋର୍ଟ କମ୍ପ୍ଲେକ୍ସଠାରେ ଶୁକ୍ରବାର ଇ-ସେବା କେନ୍ଦ୍ର ଉଦ୍ଘାଟିତ ହୋଇଛି। ହାଇକୋର୍ଟ ମୁଖ୍ୟ ବିଚାରପତି ଜଷ୍ଟିସ୍ ମହମ୍ମଦ ରଫିକ୍ ଓ ଜଷ୍ଟିସ୍ କୁମାରୀ ସଞ୍ଜୁ ପଣ୍ଡା ଏହାକୁ ଉଦ୍ଘାଟନ କରିଛନ୍ତି। ଏହି କେନ୍ଦ୍ରରୁ ଅନ୍ଲାଇନରେ…
ଅମ୍ଫନ ପାଇଁ ପ୍ରସ୍ତୁତ ରୁହ
କଟକ ଅଫିସ,୧୬ା୫: ସମ୍ଭାବ୍ୟ ବାତ୍ୟା ‘ଅମ୍ଫନ’ ଦ୍ୱାରା ପ୍ରଭାବିତ ହେବାକୁ ଥିବା ଜିଲାରେ ବ୍ୟାପକ ଫୋର୍ସ ମୁତୟନ ଓ ଏହା ପରବର୍ତ୍ତୀ ସ୍ଥିତିର ମୁକାବିଲା ପାଇଁ ଗୁରୁତ୍ୱାରୋପ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ଶୁକ୍ରବାର ଅନୁଷ୍ଠିତ ଏକ ବୈଠକରେ ବିଭିନ୍ନ…
କେନ୍ଦ୍ର ଦୂର ଥିଲେ ଶିକ୍ଷକଙ୍କୁ ଯାତ୍ରା, ରହଣି ସୁବିଧା
କଟକ ଅଫିସ,୧୬ା୫: ମାଟ୍ରିକ୍ ଖାତା ମୂଲ୍ୟାୟନ ପ୍ରସଙ୍ଗକୁ ନେଇ ହାଇକୋର୍ଟରେ ଦାଏର ହୋଇଥିବା ଦୁଇଟି ମାମଲାର ଶୁକ୍ରବାର ଶୁଣାଣି ହୋଇଛି। ଯଦି କୌଣସି ଶିକ୍ଷକଙ୍କ ଘର ମୂଲ୍ୟାୟନ କେନ୍ଦ୍ରଠାରୁ ୧୦ କିମିରୁ ଅଧିକ ଦୂରରେ ଥାଏ, ତେବେ ସଂପୃକ୍ତ ଶିକ୍ଷକଙ୍କ ଯାତ୍ରା,…
୧୦୮ ଓ ୧୦୨ ଆମ୍ବୁଲାନ୍ସ ସେବାରେ ରେକର୍ଡ
ଭୁବନେଶ୍ୱର,୧୬ା୫ (ବ୍ୟୁରୋ): ଲକ୍ଡାଉନ୍ ଜାରି ରହିଥିବାବେଳେ ମାର୍ଚ୍ଚ ଓ ଏପ୍ରିଲ୍ରେ ୧୦୮ ଏବଂ ୧୦୨ ଆମ୍ବୁଲାନ୍ସ ରେକର୍ଡ ସଂଖ୍ୟକ ରୋଗୀଙ୍କୁ ଜରୁରୀକାଳୀନ ସେବା ଯୋଗାଇଛି। ମୟୂରଭଞ୍ଜରେ ୧୦୮ ଆମ୍ବୁଲାନ୍ସ ଜରିଆରେ ସର୍ବାଧିକ ଲୋକ ସେବା ପାଇଛନ୍ତି। ସେହିଭଳି ଅନୁଗୋଳ ଜିଲାରେ ୧୦୨…
ଅନ୍ଲାଇନରେ କାର୍ଯ୍ୟକ୍ରମ କରିବ ସଂସ୍କୃତି ବିଭାଗ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଲକ୍ଡାଉନ୍ ପାଇଁ ରାଜ୍ୟର ବହୁ ଚିତ୍ରଶିଳ୍ପୀ ଓ ସ୍ଥାପତ୍ୟଶିଳ୍ପୀ ଘରେ ହାତବାନ୍ଧି ବସିଛନ୍ତି। ସମସ୍ତ ସରକାରୀ ଓ ବେସରକାରୀ କାର୍ଯ୍ୟକ୍ରମ ବନ୍ଦ ରହିଥିବାରୁ ସମସ୍ତ ବର୍ଗର କଳାକାରମାନେ ରୋଜଗାର ହରାଇଛନ୍ତି। ଏଭଳିସ୍ଥଳେ ସେମାନଙ୍କ ମନରେ ଉତ୍ସାହ ଭରିଦେବାକୁ ଓଡ଼ିଶା…
Archives


