କରୋନା କବଳରେ ରାଜ୍ୟର ୨୨ ଜିଲା
ଭୁବନେଶ୍ୱର,୧୭।୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ରବିବାର ୯୧ଜଣ ନୂଆ ଆକ୍ରାନ୍ତ ଚିହ୍ନଟ ହେବା ପରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୮୨୮ ହୋଇଛି। ସେହିଭଳି ଆଉ ୨ଜଣଙ୍କ ମୃତ୍ୟୁ ପରେ ରାଜ୍ୟରେ ମୋଟ ମୃତ୍ୟୁ…
ସମ୍ବଲପୁରକୁ ଛୁଇଁଲା କରୋନା
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରବିବାର ଚିହ୍ନଟ ହୋଇଥିବା ୯୧ ନୂତନ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ସମ୍ବଲପୁରର ଜଣେ ରହିଛନ୍ତି। ଫଳରେ ପ୍ରଥମ ଥର ଲାଗି ଜିଲାକୁ କରୋନା ଛୁଇଁଛି। ପୂର୍ବରୁ ରାଜ୍ୟର ୨୧ଟି ଜିଲାରେ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଫଳରେ ଏବେ ମୋଟ…
CORONAVIRUS UPDATE: ରାଜ୍ୟରେ ଆଉ ୨ଜଣଙ୍କ ଜୀବନ ନେଲା କରୋନା, ମୋଟ ମୃତ୍ୟୁ ସଂଖ୍ୟା ୫କୁ ବୃଦ୍ଧି
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୫ରେ ପହଞ୍ଚିଛି। ପୂର୍ବରୁ କରୋନାରେ ୩ଜଣଙ୍କ ମୃତ୍ୟୁ ଘଟିଥିଲା। ରବିବାର ଆଉ ୨ଜଣଙ୍କ ମୃତ୍ୟୁ ଘଟିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସମସ୍ତ ମୃତକ ଗଞ୍ଜାମ ଜିଲାର…
CORONAVIRUS UPDATE: ରାଜ୍ୟରେ ଆଉ ୯୧ ପଜିଟିଭ୍ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି
ଭୁବନେଶ୍ୱର,୧୭।୫(ବ୍ୟୁରୋ): ରାଜ୍ୟରେ ରବିବାର ନୂଆ ୯୧ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ଆକ୍ରାନ୍ତ ସଂଖ୍ୟା ୮୨୮କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଭଦ୍ରକର ୨୮, ବାଲେଶ୍ୱରର ୧୭, ଗଞ୍ଜାମର ୧୫, କଟକର ୧୨, ପୁରୀର ୭,…
ରାଜ୍ୟକୁ ଫେରିଲେଣି ୧, ୩୩,୨୪୫ ପ୍ରବାସୀ: ଗଞ୍ଜାମ ଜିଲାରେ ସର୍ବାଧିକ ୫୫, ୫୬୭
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଲକ୍ଡାଉନ୍ ପାଇଁ ଦେଶର ବିଭିନ୍ନ ରାଜ୍ୟରେ ଲକ୍ଷଲକ୍ଷ ଓଡ଼ିଆ ଫସି ରହିଛନ୍ତି। କଟକଣା କୋହଳ ହେବାପରଠାରୁ ପ୍ରବାସୀମାନେ ପ୍ରତିଦିନ ଓଡ଼ିଶା ଫେରୁଛନ୍ତି। ଶନିବାର ୧୭ହଜାର ୮୫୫ଜଣ ଓଡ଼ିଆ ଭଉଣୀ ଭାଇ ରାଜ୍ୟକୁ ଫେରି ଆସିଛନ୍ତି। ଏମାନଙ୍କୁ ମିଶାଇ ଇତିମଧ୍ୟରେ…
ରୋଗୀଙ୍କୁ ଫେରାଇଲେ ରଦ୍ଦ ହେବ ଘରୋଇ ହସ୍ପିଟାଲ ଲାଇସେନ୍ସ
ଭୁବନେଶ୍ୱର, ୧୭।୫(ବ୍ୟୁରୋ): ଲକ୍ଡାଉନ୍ରେ ଯେପରି ଲୋକେ ସ୍ବାସ୍ଥ୍ୟ ସେବା ପାଇପାରିବେ ସେଥିପାଇଁ ରାଜ୍ୟ ସରକାର ଗୁରୁତ୍ୱ ଦେଇ ଆସିଛନ୍ତି। ହେଲେ ବାରମ୍ବାର ନିର୍ଦ୍ଦେଶ ସତ୍ତ୍ୱେ କେତେକ ଘରୋଇ ହସ୍ପିଟାଲ ଓ ନର୍ସିଂହୋମ୍ ରୋଗୀଙ୍କୁ ଚିକିତ୍ସା ନ କରି ଫେରାଇ ଦେଉଥିବା ଅଭିଯୋଗ…
ଆସୁଛି ବାତ୍ୟା ଅମ୍ଫନ: ଅସ୍ଥାୟୀ କୋଭିଡ୍ ସ୍ବାସ୍ଥ୍ୟ କେନ୍ଦ୍ରଗୁଡ଼ିକୁ ସ୍ଥାନାନ୍ତର ନିର୍ଦ୍ଦେଶ
ଭୁବନେଶ୍ୱର,୧୭।୫(ବ୍ୟୁରୋ): ସମ୍ଭାବ୍ୟ ବାତ୍ୟା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ୪ ଉପକୂଳବର୍ତ୍ତୀ ଜିଲା ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା ଓ ଜଗତ୍ସିଂହପୁର ସର୍ବାଧିକ ପ୍ରଭାବିତ ହେବ। ଏହି ଜିଲାଗୁଡ଼ିକରେ…
ଖୋଲିବ ବନ୍ଦ ପଡ଼ିଥିବା ମଦ ଫ୍ୟାକ୍ଟ୍ରି:୧୧ ଜିଲାପାଳଙ୍କୁ ଚିଠିକଲେ ଅବକାରୀ କମିଶନର
କଟକ ଅଫିସ,୧୭।୫: ଲକ୍ଡାଉନ୍ ଯୋଗୁ ରାଜ୍ୟରେ ମଦ ଫ୍ୟାକ୍ଟ୍ରିଗୁଡ଼ିକ ବନ୍ଦ ରହିଛି। ଲକ୍ଡାଉନ୍ ପରେ ମଦ ଚାହିଦା ବଢ଼ିଲେ, ଯୋଗାଇବା କଷ୍ଟକର ହେବ। ଏଣୁ ମଦ ଫ୍ୟାକ୍ଟ୍ରି (ବଟଲିଂ/ ବେଭରେଜ୍ ୟୁନିଟ୍)କୁ ଖୋଲିବା ପାଇଁ ଅବକାରୀ କମିଶନର୍ ପଦକ୍ଷେପ ନେଉଛନ୍ତି। ଏହି…
‘ଅମ୍ଫନ୍’: ପଶ୍ଚିମବଙ୍ଗର ଦୀଘାକୁ ଛୁଇଁବା ସମ୍ଭାବନା
ଭୁବନେଶ୍ୱର,୧୬।୫(ବ୍ୟୁରୋ)-କରୋନା(କୋଭିଡ-୧୯)ସଙ୍କଟରେ ଛଟପଟ ହେଉଥିବା ଓଡ଼ିଶା ଏବେ ପୁଣି ଆଉ ଏକ ଭୟଙ୍କର ସାମୁଦ୍ରିକ ଝଡ଼ର ସମ୍ମୁଖୀନ ହେବାକୁ ଯାଉଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଏବଂ ଏହାର ଆଖପାଖରେ ସୃଷ୍ଟି ହୋଇଥିବା ଲଘୁଚାପ ଶନିବାର ଅବପାତ(ଡିପ୍ରେଶନ)ରେ ପରିଣତ ହୋଇଛି। ଏହା ପାରାଦୀପ ଠାରୁ…
ପ୍ରାକ୍ ବାତ୍ୟା ମୁକାବିଲା ସମୀକ୍ଷା: ପ୍ରତିଟି ଜୀବନ ଆମ ପାଇଁ ମୂଲ୍ୟବାନ; ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୬।୫(ବ୍ୟୁରୋ)-ଆସନ୍ତା ୧୯ କିମ୍ବା ୨୦ ତାରିଖରେ ସାମୁଦ୍ରିକ ଝଡ଼ ଅମ୍ଫନ୍ ସ୍ଥଳଭାଗ ଅତିକ୍ରମ କରିବ। ରାଜ୍ୟର ୧୨ଟି ଜିଲା ଏଥିରେ ପ୍ରଭାବିତ ହେବାର ଆଶଙ୍କା ରହିଛି। ବଙ୍ଗୋପସାଗରରେ ସୃଷ୍ଟ ବାତ୍ୟା ଅମ୍ଫନ୍ର ମୁକାବିଲା ପାଇଁ ପ୍ରାକ୍ ପ୍ରସ୍ତୁତି ନେଇ ଶନିବାର ସନ୍ଧ୍ୟାରେ…
ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ, ସଂଖ୍ୟା ଛୁଇଁଲା ୧୯୬
ଭୁବନେଶ୍ୱର,୧୬ା୫(ବ୍ୟୁରୋ): ରାଜ୍ୟବାସୀଙ୍କ ପାଇଁ ପୁଣି ଖୁସି ଖବର ଆସିଛି। ଶନିବାର ଆଉ ୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଅଦ୍ୟାବଧି ୧୯୬ ଜଣ ସୁସ୍ଥ ହୋଇସାରିଲେଣି। ଏନେଇ ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ଦେଇଛନ୍ତି…
କରୋନା ସମୟରେ ବାତ୍ୟା ମୁକାବିଲା ପାଇଁ ସ୍ବାସ୍ଥ୍ୟ ବିଭାଗ ପ୍ରସ୍ତୁତ: ଅତିରିକ୍ତ ମୁଖ୍ୟ ସଚିବ
ଭୁବନେଶ୍ୱର,୧୬ା୫(ବ୍ୟୁରୋ): କରୋନା ଭୂତାଣୁ ସମଗ୍ର ରାଜ୍ୟରେ କାୟା ବିସ୍ତାର କରି ଚାଲିଥିବା ବେଳେ ଉପକୂଳ ଓଡ଼ିଶା ପାଇଁ ଆଉ ଏକ ବିପଦ ଆଶଙ୍କା ସୃଷ୍ଟି କରିଛି ସମ୍ଭାବ୍ୟ ସାମୁଦ୍ରିକ ଝଡ଼ ‘ଅମ୍ଫନ’। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ଓ ଆଣ୍ଡାମାନ ଉପକୂଳରେ ସୃଷ୍ଟି…
Archives


