ରାଜ୍ୟ

ପ୍ରଧାନମନ୍ତ୍ରୀଙ୍କ ଜନ୍ମଦିନରେ ଗଛ ଲଗାଇଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୭ା୯: ଆଜି ଅର୍ଥାତ୍‌ ସେପ୍ଟେମ୍ବର ୧୭ରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମଦିନ। ଏହି ଉପଲକ୍ଷେ ଗଛ ଲଗାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଭୁବନେଶ୍ବର ଏକାମ୍ର କଲେଜ ପରିସରରେ ମୁଖ୍ୟମନ୍ତ୍ରୀ ‘ଏକ ପେଡ୍‌ ମାକେ ନାମ’ କାର୍ଯ୍ୟକ୍ରମର ଶୁଭାରମ୍ଭ କରି ଗଛ…

ବଦଳି ଦାବି କରି ଅଡ଼ି ବସିଥିଲେ ଆନ୍ଦୋଳନକାରୀ, ଛୁଟିରେ ପଳେଇଲେ ପ୍ରଧାନଶିକ୍ଷକ

ଭୋଗରାଇ,୧୭ା୯(ପ୍ରଦୀପ ଦାସ): ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ସିଆଁରୋଇ ପଞ୍ଚାୟତ ବେଲଦା ଗାଁ ନୀଳକଣ୍ଠ ସରକାରୀ ଉଚ୍ଚବିଦ୍ୟାଳୟରେ ପ୍ରଧାନଶିକ୍ଷକଙ୍କ ବିଭିନ୍ନ କାର୍ଯ୍ୟରେ ଅସନ୍ତୋଷ ପ୍ରକାଶ କରି ସୋମବାର ଓ ମଙ୍ଗଳବାର ଅଭିଭାବକ ଛାତ୍ରୀଛାତ୍ର ସ୍କୁଲ ଗେଟ୍‌ରେ ତାଲାପକାଇ ଉକ୍ତ ପ୍ରଧାନଶିକ୍ଷକଙ୍କୁ…

ଏଣିକି ଦୌଡିବାକୁ ପଡ଼ିବନି ତହସିଲ କାର୍ଯ୍ୟାଳୟ: ସେବା ଯୋଗାଇବାକୁ ସେମାନେ ଆସିବେ ପଞ୍ଚାୟତ ଅଫିସ

ଭୁବନେଶ୍ବର,୧୭।୯:  ରାଜସ୍ବ ବିଭାଗକୁ ଲୋକାଭିମୁଖୀ କରିବା ସହ ଠିକ୍‌ ସମୟରେ ସେବା ଯୋଗାଇବା ପାଇଁ ରାଜ୍ୟ ସରକାର ପ୍ରତିଶ୍ରୁତିବଦ୍ଧ। ଏଣିକି ପ୍ରତି ମାସେ କିମ୍ବା ଦୁଇ ମାସରେ ଥରେ ତହସିଲ କାର୍ଯ୍ୟାଳୟର ଅଧିକାରୀ ଓ କର୍ମଚାରୀମାନେ ପଞ୍ଚାୟତ କାର୍ଯ୍ୟାଳୟକୁ ଯାଇ ଲୋକଙ୍କ…

ମହିଳା କନଷ୍ଟେବଳଙ୍କୁ ହତ୍ୟା କରି କାର୍‌ରେ ମୃତଦେହ ନେଇଥିଲେ ପୁରୁଷ ବନ୍ଧୁ, ସାମ୍ନାକୁ ଆସିଲା ଅନେକ ଚାଞ୍ଚଲ୍ୟକର ତଥ୍ୟ

ଭୁବନେଶ୍ୱର,୧୭ା୯: ନିଖୋଜ ମହିଳା କନଷ୍ଟେବଳ ଶୁଭମିତ୍ରା ସାହୁଙ୍କ ମୃତଦେହ କେନ୍ଦୁଝରର ଘଟଗାଁରୁ ମିଳିବା ପରେ ଅନେକ ଚାଞ୍ଚଲ୍ୟକର ତଥ୍ୟ ସାମ୍ନାକୁ ଆସିଛି। ତେବେ ତାଙ୍କ ପୁରୁଷ ବନ୍ଧୁ ଦୀପକ ରାଉତ ଶୁଭମିତ୍ରାଙ୍କୁ ତଣ୍ଟିଚିପି ହତ୍ୟା କରିଥିବା ଜଣାପଡ଼ିଛି। ଗତ ୬ ତାରିଖରେ…

ମହୁମାଛି ଆକ୍ରମଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର

କଲ୍ୟାଣିସିଂହପୁର, ୧୭।୯( ଦୀପକ କୁମାର ପରିଡ଼ା ): ମହୁମାଛି ଆକ୍ରମାଣରେ ଗର୍ଭବତୀ ମହିଳା ସହ ୩ ବର୍ଷର ଶିଶୁ କନ୍ୟା ଗୁରୁତର ହୋଇଛନ୍ତି। ଚାଷ ଜମିରେ କାମ କରୁଥିବା ଲୋକଙ୍କ ଦ୍ୱାରା ଉଦ୍ଧାର ଗୁରୁତର ଅବସ୍ଥାରେ ରାୟଗଡା ଜିଲା କଲ୍ୟାଣସିଂହପୁର ଗୋଷ୍ଠୀ…

ବ୍ରହ୍ମଗିରି ଗଣବଳାତ୍କାର ଘଟଣା: ମୁହଁ ଖୋଲିଲେ ନବୀନ, କହିଦେଲେ ବଡ଼ କଥା

ଭୁବନେଶ୍ୱର,୧୭।୯(ସୁନିତ୍‌ ମିଶ୍ର): ପୁରୀ ଜିଲା ବ୍ରହ୍ମଗିରିସ୍ଥିତ ବାଲିହରଚଣ୍ଡୀ ମନ୍ଦିରଠାରେ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରାଯିବା ଘଟଣା ଆଶ୍ଚର୍ଯ୍ୟଜନକ ବୋଲି ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ କହିଛନ୍ତି। ଏହି ପର୍ଯ୍ୟଟନ ସ୍ଥଳୀ ରାଜ୍ୟର ରାଜଧାନୀଠାରୁ ମାତ୍ର ୫୦ କି.ମି. ଦୂରରେ ଅବସ୍ଥିତ।…

ନାବାଳିକା ଝିଅକୁ ବଳାତ୍କାର କରିଥିଲେ ବାପା :ଆସିଲା ବଡ଼ ରାୟ

ଭୁବନେଶ୍ୱର,୧୭।୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ (ପୋକ୍ସୋ) ଏହି ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ସୁଶାନ୍ତ…

କାହିଁକି ହୁଏ ବିଶ୍ବକର୍ମାଙ୍କ ପୂଜା

ସମ୍ଭବତଃ ୩.୩ ମିଲିଅନ ବର୍ଷ ପୂର୍ବେ ମଣିଷ ପ୍ରଥମେ ନିଜର ଜୀବନ ଧାରଣ ପାଇଁ ପ୍ରଥମେ ଯନ୍ତ୍ରର ନିର୍ମାଣ ଓ ବ୍ୟବହାର ଶିଖିଲା। କାଠ, ପଥରରୁ ତିଆରି ହତିଆର ବିଶେଷତଃ ତା’ର ଖାଦ୍ୟ ଓ ପୋଷଣ ପାଇଁ ବ୍ୟବହୃତ ହେଉଥିଲା। ସେହି…

ନାବାଳିକା ଝିଅକୁ ବଳାତ୍କାର କରି ବାପା ଦୋଷୀ ସାବ୍ୟସ୍ତ, ୧୧ ମାସ ଧରି…

ଭୁବନେଶ୍ୱର,୧୭ା୯(ସତ୍ୟଜିତ୍‌ ରାଉତ): ନାବାଳିକା ଝିଅକୁ ବଳାତ୍କାର ମାମଲାରେ ଅଭିଯୁକ୍ତ ବାପା ଦୋଷୀ ସାବ୍ୟସ୍ତ ହୋଇଛନ୍ତି। ମଙ୍ଗଳବାର ଭୁବନେଶ୍ୱର ଆଡ୍‌ ହକ୍‌ ଅତିରିକ୍ତ ଦୌରା ଜଜ୍‌ ତଥା ଫାଷ୍ଟଟ୍ରାକ୍‌ ସ୍ବତନ୍ତ୍ର କୋର୍ଟ (ପୋକ୍ସୋ) ଏହି ମାମଲାର ରାୟ ପ୍ରକାଶ କରିଛନ୍ତି। ଅଭିଯୁକ୍ତ ସୁଶାନ୍ତ…

ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି: ୨୦ରୁ ସବୁ ବିଦ୍ୟାଳୟରେ…

ଭୁବନେଶ୍ୱର,୧୭ା୯(ସୁଚିସ୍ମିତା ସାହୁ): ଆସନ୍ତା ୨୦ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଓ ସରକାରୀ ଅନୁଦାନପ୍ରାପ୍ତ ବିଦ୍ୟାଳୟରେ ଶତପ୍ରତିଶତ ଶିକ୍ଷୟିତ୍ରୀଶିକ୍ଷକ ଏବଂ ଛାତ୍ରୀଛାତ୍ରଙ୍କ ୟୁନିଫାଏଡ୍‌ ଅଟୋମେଶନ ସିଷ୍ଟମ (ୟୁଏଏସ୍‌) ମଡ୍ୟୁଲ ଉପସ୍ଥାନ ଲାଗୁହେବ। ଏନେଇ ଓସେପାର ରାଜ୍ୟ ପ୍ରକଳ୍ପ ନିର୍ଦ୍ଦେଶକ ଅନନ୍ୟା ଦାସ…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ମୋହନ, ଟୁଇଟ୍‌ କରି ଲେଖିଲେ ଏମିତି…

ଭୁବନେଶ୍ୱର,୧୭।୯: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ। ଟୁଇଟ୍‌ କରି କହିଛନ୍ତି, ଆପଣଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଭାରତକୁ ନୂତନ ଦିଗଦର୍ଶନ ଦେଇଛି। ଓଡ଼ିଶା ସମେତ ସମଗ୍ର ଦେଶରେ ବିକାଶର ସଫଳତା ସମ୍ଭବ ହୋଇଛି। ମହାପ୍ରଭୁ ଶ୍ରୀ…

ଖଣି ପାଇଁ ଅଡୁଆରେ ହାତୀ

ଯୋଡ଼ା,୧୭ା୯ (ମାନସ ମହାନ୍ତି) : ଜଙ୍ଗଲ ଛାଡ଼ି ହାତୀ ଜନବସତି ମୁହଁା ହେବାରୁ ମଣିଷ ଓ ହାତୀଙ୍କ ମଧ୍ୟରେ ଅନବରତ ସଂଗ୍ରାମ ଦେଖିବାକୁ ମିଳୁଛି। କେନ୍ଦୁଝର ଜିଲାରେ ବ୍ୟାପକ ଜଙ୍ଗଲ ପଦାକରି ଖଣି ଖନନ କରାଯାଉଥିବାରୁୂ ପ୍ରାକୃତିକ ବାସସ୍ଥଳୀ ହରାଇ ହାତୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri