ଅନ୍ୟନାମରେ ଆକାଉଣ୍ଟ ଖୋଲି ଠକେଇ: ୭ଦିନରେ ଧରାପଡ଼ିଲେଣି ୯ ଅଭିଯୁକ୍ତ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ରାଜ୍ୟରେ ଗତ ୧୩ ତାରିଖରୁ ପୋଲିସ ମହାନିର୍ଦ୍ଦେଶକଙ୍କ ନିର୍ଦ୍ଦେଶକ୍ରମେ ସାଇବର କବଚ ଅଭିଯାନ ଚାଲିଛି। ତେବେ ଏହି ଅଭିଯାନକୁ ବରଗଡ଼ ଜିଲା ପୋଲିସ୍ ଜୋରଦାର୍ କରିଛି। ଗତ ୭ଦିନ ମଧ୍ୟରେ ପୋଲିସ ଏଭଳି ପ୍ରାୟ ୧୫କୋଟି ଟଙ୍କାର ସାଇବର…
ବିଚ୍ ରାସ୍ତାରେ ପଡ଼ିଛି ନବଜାତ ଶିଶୁର ମୃତଦେହ, ଜନ୍ମ ପରେ…
ରାୟଗଡ଼ା,୨୦ା୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ାରେ ପୁଣି ଦେଖିବାକୁ ମିଳିଛି ଏକ ହୃଦୟ ବିଦାରକ ଦୃଶ୍ୟ। ସହରର ଗୋଦାବରୀଶ ନଗର ତଥା ରାୟଗଡ଼ା କଲେଜ ପଛ ପାର୍ଶ୍ୱ ବିଚ୍ ରାସ୍ତାରେ ଏକ ନବଜାତ ଶିଶୁର ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ଶିଶୁ ଜନ୍ମ…
ଦେଶର ଖଣିଜ ଉତ୍ପାଦନକୁ ଓଡ଼ିଶାର ଯୋଗଦାନ ୪୩.୭
ଭୁବନେଶ୍ୱର,୨୦ା୨: ଦେଶର ଅର୍ଥନୀତିର ଚକକୁ ଗତିଶୀଳ କରିବାରେ ଓଡ଼ିଶାର ଖଣି ସମ୍ପଦ ସବୁଠାରୁ ବଡ଼ ଭୂମିକା ଗ୍ରହଣ କରିଛି। ଦେଶର ମୋଟ ଖଣିଜ ଉତ୍ପାଦନରେ ଓଡ଼ିଶାର ଅବଦାନ ଏବେ ୪୩.୭ ପ୍ରତିଶତରେ ପହଞ୍ଚିଛି। ଗତ କିଛି ବର୍ଷ ମଧ୍ୟରେ ରାଜ୍ୟର ଖଣିଜ…
ଯୁବକଙ୍କୁ ହତ୍ୟା କରି ଫିଙ୍ଗିଦେଲେ ଦୁର୍ବୃତ୍ତ
ଛତ୍ରପୁର,୨୦ା୨(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଛତ୍ରପୁରରେ ଯୁବକଙ୍କୁ ସଂଘବଦ୍ଧ ଭାବେ ହତ୍ୟା କରାଯାଇଛି। ଛତ୍ରପୁର ଥାନା ଅଧୀନ ରିକାପଲ୍ଲୀ ଗେଟ୍ ପାଖରେ ହତ୍ୟା କରାଯାଇଥିବା ଦେଖିବାକୁ ମିଳିଛି। ମୃତକ ଜଣକ ହେଲେ ଛତ୍ରପୁର ଥାନା ଅରୁଗୁଣୀ ଗ୍ରାମର ଆର. ରାଜା ରାଓ।…
୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯିବା ଘଟଣା: ତଦନ୍ତ ଆରମ୍ଭ କଲା ଯୋଗାଣ ବିଭାଗ
ବରଗଡ଼,୨୦।୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାରେ ଧାନକିଣାରେ ଫଲ୍ସ ଏଣ୍ଟ୍ରି ଜଣାପଡ଼ିଛି। ୫ମିନିଟ୍ ବ୍ୟବଧାନରେ ଗୋଟିଏ ଗାଡ଼ିରେ ୨ମିଲକୁ ଧାନ ଯାଇଥିବା ଘଟଣା ଜଣାପଡ଼ିବା ପରେ ବରଗଡ଼ ଜିଲା ସହ ରାଜ୍ୟ ବ୍ୟାପୀ ହଇଚଇ ସୃଷ୍ଟି ହୋଇଛି। ମୁଖ୍ୟ ଜିଲା ଯୋଗାଣ ଅଧିକାରୀ…
ଅପରେସନ୍ ବ୍ଲାକ୍ ଫରେଷ୍ଟ-୨: ଅଣ୍ଟା ଭିଡ଼ିଛନ୍ତି ୨ହଜାରରୁ ଊର୍ଦ୍ଧ୍ୱ ଯବାନ
ମାଲକାନଗିରି,୨୦।୨: ମାଓବାଦୀଙ୍କ ବିରୋଧରେ ସୁରକ୍ଷାବଳକୁ ମିଳିଛି ଏକ ବଡ଼ ସଫଳତା। ‘ଅପରେସନ୍ ବ୍ଲାକ୍ ଫରେଷ୍ଟ-୨’ରେ ଟଳିଛନ୍ତି ୫ ଜଣ ଦୁର୍ଦ୍ଦାନ୍ତ ମାଓବାଦୀ। ଛତିଶଗଡ଼ ଓ ତେଲଙ୍ଗାନା ସୀମାନ୍ତ ଜଙ୍ଗଲରେ ଯବାନଙ୍କ ଗୁଳିରେ ନକ୍ସଲ ମୂଳପୋଛ ଅଭିଯାନ ଆହୁରି ଜୋରଦାର ହୋଇଛି। ଛତିଶଗଡ଼…
ବିରୋଧୀ ଯେଉଁ ଅପଚେଷ୍ଟା କରୁଛନ୍ତି ସେଥିରେ ବିଫଳ ହେବେ: ମନମୋହନ
ଭୁବନେଶ୍ୱର,୨୦।୨ (ସୁନିତ୍ ମିଶ୍ର): ଧାନର ଅଭାବୀ ବିକ୍ରି ନ ହେବା ଏବଂ ଚାଷୀ ତା’ର ଉଚିତ ମୂଲ୍ୟ ପାଇବା ପାଇଁ ଭାଜପା ସବୁବେଳେ ପ୍ରୟାସ କରୁଛି। ଧାନ ଅମଳରେ ଓଡ଼ିଶା ଗୋଟିଏ ସମୟରେ ୧୯ ନମ୍ବରରେ ଥିବାବେଳେ ଏବେ ୨ୟ ନମ୍ବର…
ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା, ସବୁ ଦେଖି ବନ ବିଭାଗ ଚୁପ
ଦାରିଙ୍ଗବାଡ଼ି,୨୦ା୨(ଅରୁଣ ସାହୁ): ଦାରିଙ୍ଗବାଡ଼ି ବନାଞ୍ଚଳର ଜାତୀୟ ରାଜପଥ ସମେତ ବିଭିନ୍ନ ସ୍ଥାନରେ ବଡ଼ବଡ଼ ଗଛରେ ବ୍ୟାନର, ପୋଷ୍ଟର ପାଇଁ ଗଛରେ କଣ୍ଟାପିଟା କରାଯାଉଛି। ବିଭିନ୍ନ ସରକାରୀ ବେସରକାରୀ ଅନୁଷ୍ଠାନ ପକ୍ଷରୁ ନିଜର ପ୍ରଚାର ପ୍ରସାର ପାଇଁ ଏଭଳି ଗଛକୁ କଣ୍ଟାପିଟା ଯାଇ…
ଭିଜିଲାନ୍ସ ଜାଲରେ ଫରେଷ୍ଟର ବାବୁ: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଚଢ଼ାଉ
ଭବାନୀପାଟଣା,୨୦।୨(ଉତ୍ତମ କୁମାର ଦାଶ): ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଆଉ ଜଣେ ସରକାରୀ ବାବୁ। କଳାହାଣ୍ଡି ଜିଲା ଭବାନୀପାଟଣା ରେଞ୍ଜର ଫରେଷ୍ଟର ଭାଗବତ ଭୂଷଣ ବେହେରାଙ୍କ ଘରେ ଶୁକ୍ରବାର ସକାଳୁ ଚଢ଼ାଉ କରିଛି ଭିଜିଲାନ୍ସ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି…
ଅଫୁଟା ବାଣରେ ନିଆଁ ଲଗାଉଥିଲେ ୩ ପିଲା, ହଠାତ୍ ହେଲା ବିସ୍ଫୋରଣ, ଆଉ ତା’ ପରେ…
ଦେବଗଡ଼,୨୦ା୨(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ଦଣ୍ଡାସିଂହା ଗ୍ରାମରେ ବାଣ ବିସ୍ଫୋରଣରେ ୩ ଶିଶୁ ଆହତ ହୋଇଥିବା ଜଣାପଡ଼ିଛି। ସେମାନଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାରୁ ଅଧିକ ଚିକିତ୍ସା ନିମନ୍ତେ ବୁର୍ଲା ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି।…
ଓଡ଼ିଶା ସିଭିଲ୍ ସର୍ଭିସେସ୍ ପରୀକ୍ଷା: ଆବେଦନ ଫର୍ମରେ ଯୋଡ଼ିହେଲା ‘ତୃତୀୟ ଲିଙ୍ଗ’ ବିକଳ୍ପ
ଭୁବନେଶ୍ୱର,୨୦।୨: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ୍ ସର୍ଭିସେସ୍ (OCS) ପରୀକ୍ଷା-୨୦୨୫ ପାଇଁ ଏକ ଗୁରୁତ୍ୱପୂର୍ଣ୍ଣ ପଦକ୍ଷେପ ନିଆଯାଇଛି। ବର୍ତ୍ତମାନର ଅନଲାଇନ୍ ଆବେଦନ ଫର୍ମରେ ‘ତୃତୀୟ ଲିଙ୍ଗ’ ବିକଳ୍ପକୁ ସାମିଲ କରାଯାଇଛି। ଏ ସମ୍ପର୍କରେ OPSC ପକ୍ଷରୁ ଏକ…
ଆଜି ରାଜ୍ୟ ବଜେଟ: ଓଡ଼ିଶାର ମୁଣ୍ଡ ପିଛା ଆୟ ୯.୨% ବୃଦ୍ଧି
ଭୁବନେଶ୍ୱର,୨୦ା୨(ରବିନାରାୟଣ ଜେନା): ଓଡ଼ିଶାର ଦ୍ରୁତ ଅର୍ଥନୈତିକ ଅଭିବୃଦ୍ଧି ହେଉଛି। ଏଥିଯୋଗୁ ୨୦୨୫-୨୬ (ଅଗ୍ରୀମ ଆକଳନ)ରେ ଓଡ଼ିଶାର ମୁଣ୍ଡପିଛା ଆୟ ୯.୨ ପ୍ରତିଶତ ବୃଦ୍ଧି ପାଇ ୧,୮୬,୭୬୧ ଟଙ୍କାରେ ପହଞ୍ଚିଛି। ଏହି ସମୟରେ ସର୍ବଭାରତୀୟ ସ୍ତରରେ ମୁଣ୍ଡପିଛା ଆୟ ୬.୯ ପ୍ରତିଶତ ବୃଦ୍ଧି…

