ରାଜ୍ୟ

ଆଜି ଆସୁଛନ୍ତି ଅମିତ୍‌ ଶାହା, ଜନତା ମଇଦାନ ସଭାରେ ଯୋଗଦେବେ

ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍‌ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୦ ମିନିଟ୍‌ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ ଭାଜପା କର୍ମକର୍ତ୍ତା...

ମରାମତି କାର୍ଯ୍ୟ ପାଇଁ ବାତିଲ ହେବ ଟ୍ରେନ୍‌ ସେବା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବତଟ ରେଳପଥର ବିଭିନ୍ନ ସ୍ଥାନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି କେତେକ ପାସେଞ୍ଜର ଟ୍ରେନ୍‌କୁ ବାତିଲ କରାଯାଇଥିବା ବେଳେ ଆଉ କେତେକ ଟ୍ରେନ୍‌କୁ ଆଂଶିକ ବାତିଲ କରାଯାଇଛି। ସୂଚନା ମୁତାବକ, ସମ୍ବଲପୁର-ଜୁନାଗଡ଼ ରୋଡ୍‌-ସମ୍ବଲପୁର ପାସେଞ୍ଜର ସମ୍ବଲପୁରଠାରୁ ଫେବୃୟାରୀ...

ଗୁଗଲ୍‌ ଟ୍ରାନ୍ସଲେଟରରେ ‘ଓଡ଼ିଆ’ ଭାଷା

ଭୁବନେଶ୍ୱର,୨୮।୨(ବ୍ୟୁରୋ): ବହୁଦିନର ପ୍ରତୀକ୍ଷା ପରେ ଗୁଗଲ୍‌ ଟ୍ରାନ୍ସଲେଟର୍‌ରେ ସାମିଲ ହୋଇଛି ଓଡ଼ିଆ ଭାଷା। ବିଶ୍ୱର ସର୍ବାଧିକ ଲୋକପ୍ରିୟ ସର୍ଚ୍ଚଇଞ୍ଜିନ୍‌ ଗୁଗଲ୍‌ର ଅନୁବାଦ ବିଭାଗରେ ୫ ନୂଆ ଭାଷାକୁ ସାମିଲ କରାଯାଇଥିବା ବେଳେ ଏଥିରେ ଓଡ଼ିଆ ମଧ୍ୟ ରହିଛି। ଗତ ୪ବର୍ଷ...

ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର

କୁନ୍ଦୁରା,୨୮ା୨(ଡି.ଏନ୍‌.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି ବି ସେହି ରାସ୍ତା ଦେଇ ଯିବାକୁ ଇଚ୍ଛା କରୁନାହାନ୍ତି। ୨୦୧୮-୧୯ରେ ଡଙ୍ଗରପାଉଁଶୀ...

ବର୍ଷାରେ ବେହାଲ ରାସ୍ତା

ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ ଭର୍ତ୍ତି ହୋଇପଡ଼ିଥିବା ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି। କାଦୁଅରେ ଯାତ୍ରୀମାନେ କଲବଲ...

ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ

ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସହରର ଟାଙ୍ଗିଆନିଶା-ବରଗାଁ ରାସ୍ତା,...

କମୁଛି ସାମୁଦ୍ରିକ ମାଛ ଉତ୍ପାଦନ

ବାସୁଦେବପୁର,୨୮।୨(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨ଟି ୱାର୍ଡ ବଙ୍ଗୋପସାଗର ଉପକୂଳରେ ରହିଛି। ବାସୁଦେବପୁର ଅଞ୍ଚଳର ୧୫ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର...

ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍‌

ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍‌ ଏବଂ...

୧୫ ଦିନ ଧରି ପାଳନ କରାଯିବ ବିଜୁ ଜୟନ୍ତୀ: ବିଜେଡି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ପ୍ରବାଦ ପୁରୁଷ ବିଜ ପଟ୍ଟନାୟକଙ୍କ ଜୟନ୍ତୀ ୧୫ ଦିନ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବିଜେଡି କାର୍ଯ୍ୟାଳୟରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ତେବେ ମାର୍ଚ୍ଚ ୫ରୁ ୨୦ ପର୍ଯ୍ୟନ୍ତ ବିଜୁ ବାବୁଙ୍କ...

ଏଣିକି ଉପରିସ୍ଥ ଅଧିକାରୀଙ୍କ ସୁପାରିସରେ ହେବ ଗ୍ରୁପ୍‌-୩ କର୍ମଚାରୀଙ୍କ ପଦୋନ୍ନତି

ଭୁବନେଶ୍ୱର,୨୭।୨(ବ୍ୟୁରୋ): ଏଣିକି ରାଜ୍ୟର ଗ୍ରୁପ-୩ କର୍ମଚାରୀଙ୍କ ପଦୋନ୍ନତି ଲାଗି ଦରକାର ପଡ଼ିବନି ସିସିଆର୍‌। ଏ ନେଇ ଗୁରୁବାର ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ଗୁରୁତ୍ୱପୂର୍ଣ୍ଣ ସୂଚନା ଦେଇଛନ୍ତି। କେବଳ ଉପରସ୍ଥ ଅଧିକାରୀ ସୁପାରିସ କରିଦେଲେ ପଦୋନ୍ନତି ହୋଇଯିବ ବୋଲି...

ସନ୍ଧ୍ୟାରେ ନବୀନ-ଧର୍ମେନ୍ଦ୍ର ସାକ୍ଷାତ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ମଧ୍ୟରେ ଗୁରୁବାର ସାକ୍ଷାତ ଆଲୋଚନା ହେବାର କାର୍ଯ୍ୟକ୍ରମ ରହିଛି। ସନ୍ଧ୍ୟା ୬ଟାରେ ଲୋକ ସେବା ଭବନରେ ଉଭୟଙ୍କ ମଧ୍ୟରେ ସାକ୍ଷାତ ହେବ। ଏହି ଅବସରରେ ଜାପାନ ରାଷ୍ଟ୍ରଦୂତ ଓ...

ଶାହାଙ୍କ ଅଧ୍ୟକ୍ଷତାରେ ବସିବ ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦ ବୈଠକ: ଉଠିବ ଓଡ଼ିଶା କୋଇଲା ରୟାଲ୍‌ଟି ପ୍ରସଙ୍ଗ

ଭୁବନେଶ୍ୱର,୨୭।୨(ବ୍ୟୁରୋ): ପୂର୍ବାଞ୍ଚଳ ଆଞ୍ଚଳିକ ପରିଷଦର ୨୪ତମ ବୈଠକ ଶୁକ୍ରବାର ଓଡ଼ିଶା ଲୋକସେବା ଭବନରେ ଅନୁଷ୍ଠିତ ହେବ। ଏଥିରେ ଓଡ଼ିଶା ସମେତ ପଶ୍ଚିମବଙ୍ଗ, ମଧ୍ୟପ୍ରଦେଶ, ବିହାର ଓ ଝାଡ଼ଖଣ୍ଡ ମୁଖ୍ୟମନ୍ତ୍ରୀ ସାମିଲ ହେବେ। ଏହି ବୈଠକରେ ପ୍ରାୟ ୫୦ଟି ବିଭିନ୍ନ ପ୍ରସଙ୍ଗ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri