CORONAVIRUS UPDATE: ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୭୦ କରୋନା ପଜିଟିଭ; ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଲା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ ଶନିବାର ପୁଣି ୫୭୦ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୨,୫୨୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ଗଞ୍ଜାମ, ଯାଜପୁର ଫେରନ୍ତାଙ୍କୁ ଅନୁଗୋଳ ମନା: ଜିଲାପାଳ
ଅନୁଗୋଳ ଅଫିସ,୧୧।୭: ଅନୁଗୋଳ ଜିଲାରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଜିଲାରେ ଏପର୍ଯ୍ୟନ୍ତ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧ରେ ପହଞ୍ଚିଛି। ଏଥିରେ ରୋକ ଲଗାଇବା ପାଇଁ ଅନୁଗୋଳ ଜିଲାପାଳ ମନୋଜ କୁମାର ମହାନ୍ତି ନୂତନ ପଦକ୍ଷେପ…
ବୟାନ ରେକର୍ଡ, ଟ୍ରେନ୍ ତଥ୍ୟ ମାଗିଲା ଜିଆର୍ପି
ଭୁବନେଶ୍ୱର,୧୧।୭(ବ୍ୟୁରୋ): ଯୁବ ସାମାଜିକ କର୍ମୀ ଆଦିତ୍ୟ ଦାସ ମୃତ୍ୟୁ ଘଟଣା ଏବେବି ରହସ୍ୟ ହୋଇ ରହିଛି। ଭୁବନେଶ୍ୱର ଜିଆର୍ପି ଥାନା ପୋଲିସ ମାମଲାର ତଦନ୍ତ ଚଳାଇଥିଲେ ମଧ୍ୟ କିଛି ବି ନୂଆ ସୁରାକ ପାଇପାରିନି। ଆଦିତ୍ୟଙ୍କ ପିପୁଲ ଫର୍ ସେବାର ସଦସ୍ୟ…
ସତ୍ୟବାଦୀର ଗୋପୀନାଥ ହସ୍ପିଟାଲ ସିଲ୍
ପୁରୀ ଅଫିସ/ସାକ୍ଷୀଗୋପାଳ/ପିପିଲି,୧୧।୭(ଡି.ଏନ.ଏ./ସ୍ବ.ପ୍ର.): କୋଭିଡ୍ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ସତ୍ୟବାଦୀ ବ୍ଲକ ଛକ ନିକଟରେ ଥିବା ଗୋପୀନାଥ ହସ୍ପିଟାଲକୁ ଶୁକ୍ରବାର ସିଲ୍ କରିଦିଆଯାଇଛି। ଜିଲା ଜନ ସ୍ବାସ୍ଥ୍ୟ ବିଭାଗ ସୁପରିଣ୍ଟେଣ୍ଡେଣ୍ଟ ଇନଚାର୍ଜ ଡା. ବିରଜା ଶଙ୍କର ରଥଙ୍କ ନେତୃତ୍ୱରେ ଏକ ୪ ଜଣିଆ…
ଦଶଦିନରେ ଦୁଇଗୁଣ ସଂକ୍ରମଣ: ଭୁବନେଶ୍ୱରରେ ୬୦୦ ଟପିଲା କରୋନା ଆକ୍ରାନ୍ତ ସଂଖ୍ୟା
ଭୁବନେଶ୍ୱର, ୧୧।୭ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ଏବେ କରୋନା ସଂକ୍ରମଣ ମାଡ଼ି ଚାଲିଛି। ଜୁଲାଇ ଆରମ୍ଭରୁ କୋଭିଡ୍-୧୯ ଉଗ୍ର ହେବାରେ ଲାଗିଛି। ଶେଷ ୨୪ ଘଣ୍ଟାରେ ଆଉ ୪୫ ପଜିଟିଭ ଚିହ୍ନଟ ହୋଇଛନ୍ତି। ୩୫ଜଣ କ୍ୱାରାଣ୍ଟାଇନ୍ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ୧୦ଜଣ…
ପୁରୁଣା ଫଟୋ କପି ଦେଲା ଏଏସ୍ଆଇ
ପୁରୀ ଅଫିସ, ୧୧।୭: ଶ୍ରୀମନ୍ଦିର ରତ୍ନସିଂହାସନରୁ ପଦ୍ମଖୋଦିତ ପଥର ଉଭାନ ହେବା ଘଟଣାର ଖୋଳତାଡ଼ ଚାଲିଛି। ଶୁକ୍ରବାର ମନ୍ଦିର ରକ୍ଷଣାବେକ୍ଷଣ ଦାୟିତ୍ୱରେ ଥିବା ଭାରତୀୟ ପ୍ରତ୍ନତାତ୍ତ୍ବିକ ସର୍ବେକ୍ଷଣ ସଂସ୍ଥା (ଏଏସ୍ଆଇ) ଗର୍ଭଗୃହ ଏବଂ ରତ୍ନସିଂହାସନର ଅନେକ ପୁରୁଣା ଫଟୋ କପି ଶ୍ରୀମନ୍ଦିର…
ଲକ୍ଡାଉନ୍ରୁ ଲାଭ ଉଠାଉଛନ୍ତି ଯୁବ ଇଞ୍ଜିନିୟର
ଜଗତ୍ସିଂହପୁର ଅଫିସ,୧୧।୭: କରୋନା ଭୂତାଣୁ ଓ ଲକ୍ଡାଉନ୍, ଶଟ୍ଡାଉନଜନିତ ପରିସ୍ଥିତି ଯୋଗୁ ଅନେକେ ଚାକିରି ହରାଇ ବେରୋଜଗାର ହୋଇଯାଇଛନ୍ତି। ହଜାର ହଜାର ଲୋକ ହାତବାନ୍ଧି ହତାଶ ହୋଇ ବସିଛନ୍ତି। କିନ୍ତୁ ଏପରି ଏକ ସଙ୍କଟ ସମୟକୁ ସୁଯୋଗରେ ପରିଣତ କରିଦେଇଛନ୍ତି ଜଗତ୍ସିଂହପୁର…
ମାନବ ଅଧିକାର କମିଶନଙ୍କୁ ଫେରାଦ ହେଲା ଭାଜପା
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ଜଗତସିଂହପୁର ମୁଖ୍ୟ ହସ୍ପିଟାଲରେ ଏକ ଅମାନବୀୟ ଘଟଣା ଘଟିଛି। ଡାକ୍ତରଙ୍କ ଅବହେଳା ଯୋଗୁ ଜଗତସିଂହପୁର ଜିଲା ଏରସମା ବ୍ଲକ କଟିଜଙ୍ଗୀ ଗାଁର ଏକ ଦମ୍ପତିଙ୍କ ଜୀବନ ଚାଲିଯାଇଛି। ଗତ ଜୁନ୍ ୩୦ରୁ ନିର୍ଲିପ୍ତ ଭୋଳ ଏବଂ ତାଙ୍କ ସ୍ତ୍ରୀ…
ରାଜ୍ୟରେ କରୋନା ସଂକ୍ରମଣ ହାର ବୃଦ୍ଧି
ଭୁବନେଶ୍ୱର, ୧୧।୭(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ହାରରେ ହଠାତ୍ ବୃଦ୍ଧି ଘଟିଛି। ଜୁନ୍ ମାସ ପର୍ଯ୍ୟନ୍ତ ଓଡ଼ିଶାରେ ଏହି ସଂକ୍ରମଣ ହାର ବେଶ୍ ସନ୍ତୋଷଜନକ ଥିବାବେଳେ ଜୁଲାଇ ଆରମ୍ଭରୁ ସ୍ଥିତି ଅଧିକ ବିପଜ୍ଜନକ ହେବାରେ ଲାଗିଛି। ଏବେ ଦୈନିକ ସଂକ୍ରମଣ ବୃଦ୍ଧି…
୩ ଅଧିକାରୀଙ୍କୁ କୋଭିଡ ଦାୟିତ୍ୱ
ଭୁବନେଶ୍ୱର, ୧୦।୭(ବ୍ୟୁରୋ): ରାଜ୍ୟ ସରକାର ଶୁକ୍ରବାର ୩ଜଣ ବରିଷ୍ଠ ଅଧିକାରୀଙ୍କୁ ନୂଆ କୋଭିଡ ଦାୟିତ୍ୱ ପ୍ରଦାନ କରିଛନ୍ତି। ସାମାଜିକ କଲ୍ୟାଣ, ମହିଳା ଓ ଶିଶୁ କଲ୍ୟାଣ ବିଭାଗର ନିର୍ଦ୍ଦେଶକ ଅରବିନ୍ଦ ଅଗ୍ରଓ୍ବାଲ ଓ ଓଡିଶା ଆଦର୍ଶ ବିଦ୍ୟାଳୟ ନିର୍ଦ୍ଦେଶ ଲିଙ୍ଗରାଜ ପଣ୍ଡା…
କୁଚିଣ୍ଡା ବିଇଓଙ୍କୁ ବାଟରୁ ଉଠାଇ ନେଲା ଭିଜିଲାନ୍ସ
ସମ୍ବଲପୁର/କୁଚିଣ୍ଡା, ୧୦।୭ (ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା କୁଚିଣ୍ଡା ବ୍ଲକ୍ ଶିକ୍ଷା ଅଧିକାରୀ(ବିଇଓ) ପ୍ରଫୁଲ୍ଲ କୁମାର ନାୟକଙ୍କୁ ଶୁକ୍ରବାର ଭିଜିଲାନ୍ସ ଗିରଫ କରିଛି। ସମ୍ବଲପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ ତାଙ୍କୁ ହାଜର କରାଯାଇଥିଲା। ହେଲେ ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ ହାଜତକୁ ପଠାଇ…
ବନ୍ଧୁକ ଦେଖାଇ ବ୍ୟବସାୟୀଙ୍କୁ ଅପହରଣ
ସମ୍ବଲପୁର,୧୦ା୭(ବ୍ୟୁରୋ)-ସମ୍ବଲପୁର ଜିଲା ଶାସନ ଥାନା ଅଧୀନ ବାଇପାସ୍ ରାସ୍ତାରେ ଶୁକ୍ରବାର ମଧ୍ୟାହ୍ନ ୧୨ଟାରେ ବନ୍ଧୁକ ଦେଖାଇ ଜଣେ ବ୍ୟବସାୟୀଙ୍କୁ କେତେକ ଅଚିହ୍ନା ଯୁବକ ଉଠାଇ ନେଇଛନ୍ତି। ଏହି ବ୍ୟବସାୟୀ ଜଣକ ହେଲେ ଅଇଁଠାପାଲି ଥାନା ନୂଆପଡାର ନରେଶ ଅଗ୍ରୱାଲ (୬୩)। ତେବେ…
Archives


