ସମଲେଶ୍ୱରୀଙ୍କ ପୀଠରେ ଖୁବ୍ଶୀଘ୍ର ଲାଇଟ୍ ଆଣ୍ଡ୍ ସାଉଣ୍ଡ୍ ଶୋ’
ଭୁବନେଶ୍ୱର,୨୮|୨(ବ୍ୟୁରୋ): ଆଧ୍ୟାତ୍ମିକ ପର୍ଯ୍ୟଟନକୁ ଗୁରୁତ୍ୱ ଦେଇ ଅଧିକରୁ ଅଧିକ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିବାକୁ ଗୁରୁତ୍ୱ ଦେଉଛନ୍ତି ରାଜ୍ୟ ସରକାର। ଏଥିପାଇଁ ରାଜ୍ୟରେ ଥିବା ପ୍ରମୁଖ ଧାର୍ମିକ ପର୍ଯ୍ୟଟନସ୍ଥଳୀର ଭିତ୍ତିଭୂମି ବିକାଶକୁ ପ୍ରାଥମିକତା ଦିଆଯାଇଛି। ପୁରୀ ଶ୍ରୀମନ୍ଦିର, ଭୁବନେଶ୍ୱର ଲିଙ୍ଗରାଜ ମନ୍ଦିର...
ଏମ୍ଏସ୍ଏମ୍ଇ କ୍ଷେତ୍ରରେ ଓଡ଼ିଶାକୁ ପ୍ରଥମ ପୁରସ୍କାର
ଭୁବନେଶ୍ୱର,୨୮।୨: ଅଣୁ,କ୍ଷୁଦ୍ର, ମଧ୍ୟମ ଉଦ୍ୟୋଗ(ଏମ୍ଏସ୍ଏମ୍ଇ) ବିକାଶ କ୍ଷେତ୍ରରେ ଉଲ୍ଲେଖନୀୟ ଯୋଗଦାନ ନିମନ୍ତେ ଓଡ଼ିଶା ଏମ୍ଏସ୍ଏମ୍ଇ ବିଭାଗ ଜାତୀୟ ସ୍ତରରେ ପ୍ରଥମ ପୁରସ୍କାର ଲାଭ କରିଛି। ନୂଆଦିଲ୍ଲୀଠାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ କେନ୍ଦ୍ର ଏମ୍ଏସ୍ଏମ୍ଇ ମନ୍ତ୍ରୀ ନୀତିନ ଗଡକରୀଙ୍କଠାରୁ ରାଜ୍ୟ ପ୍ରମୁଖ ଶାସନ...
ଏସ୍ସିବି ଅଧୀକ୍ଷକ ହେବେ ଅନ୍ନଦା ପଟ୍ଟନାୟକ
କଟକ ଅଫିସ୍,୨୮।୨: କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ମେଡିକାଲ କଲେଜ ଏବଂ ହସ୍ପିଟାଲ (ଏସ୍ସିବି)ର ନୂଆ ଅଧୀକ୍ଷକ ଭାବେ ପ୍ଲାଷ୍ଟିକ ସର୍ଜରୀ ବିଭାଗ ମୁଖ୍ୟ ଅନ୍ନଦା ପଟ୍ଟାନାୟକଙ୍କୁ ନିଯୁକ୍ତି ମିଳିଛି। ଏନେଇ ଗୁରୁବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ...
ଆଜି ଆସୁଛନ୍ତି ଅମିତ୍ ଶାହା, ଜନତା ମଇଦାନ ସଭାରେ ଯୋଗଦେବେ
ଭୁବନେଶ୍ୱର,୨୮।୨(ବ୍ୟୁରୋ): ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି। ସେ ଶୁକ୍ରବାର ପୂର୍ବାହ୍ନ ୧୦ଟା ୧୦ ମିନିଟ୍ରେ ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରେ ପହଞ୍ଚିବେ। ସେଠାରେ ତାଙ୍କୁ ରାଜ୍ୟ ସରକାରଙ୍କ ଅଧିକାରୀ ଏବଂ ଭାଜପା କର୍ମକର୍ତ୍ତା...
ମରାମତି କାର୍ଯ୍ୟ ପାଇଁ ବାତିଲ ହେବ ଟ୍ରେନ୍ ସେବା
ଭୁବନେଶ୍ୱର,୨୮।୨(ବ୍ୟୁରୋ): ପୂର୍ବତଟ ରେଳପଥର ବିଭିନ୍ନ ସ୍ଥାନରେ ସୁରକ୍ଷା ସମ୍ବନ୍ଧୀୟ ଆଧୁନିକୀକରଣ କାର୍ଯ୍ୟ ଲାଗି କେତେକ ପାସେଞ୍ଜର ଟ୍ରେନ୍କୁ ବାତିଲ କରାଯାଇଥିବା ବେଳେ ଆଉ କେତେକ ଟ୍ରେନ୍କୁ ଆଂଶିକ ବାତିଲ କରାଯାଇଛି। ସୂଚନା ମୁତାବକ, ସମ୍ବଲପୁର-ଜୁନାଗଡ଼ ରୋଡ୍-ସମ୍ବଲପୁର ପାସେଞ୍ଜର ସମ୍ବଲପୁରଠାରୁ ଫେବୃୟାରୀ...
ଗୁଗଲ୍ ଟ୍ରାନ୍ସଲେଟରରେ ‘ଓଡ଼ିଆ’ ଭାଷା
ଭୁବନେଶ୍ୱର,୨୮।୨(ବ୍ୟୁରୋ): ବହୁଦିନର ପ୍ରତୀକ୍ଷା ପରେ ଗୁଗଲ୍ ଟ୍ରାନ୍ସଲେଟର୍ରେ ସାମିଲ ହୋଇଛି ଓଡ଼ିଆ ଭାଷା। ବିଶ୍ୱର ସର୍ବାଧିକ ଲୋକପ୍ରିୟ ସର୍ଚ୍ଚଇଞ୍ଜିନ୍ ଗୁଗଲ୍ର ଅନୁବାଦ ବିଭାଗରେ ୫ ନୂଆ ଭାଷାକୁ ସାମିଲ କରାଯାଇଥିବା ବେଳେ ଏଥିରେ ଓଡ଼ିଆ ମଧ୍ୟ ରହିଛି। ଗତ ୪ବର୍ଷ...
ରାସ୍ତା ପାଇଁ ଯନ୍ତ୍ରୀଙ୍କ ପ୍ରତିଶ୍ରୁତି ପାଣିର ଗାର
କୁନ୍ଦୁରା,୨୮ା୨(ଡି.ଏନ୍.ଏ.) – କୁନ୍ଦୁରା ବ୍ଳକ ଅଧୀନସ୍ଥ ଡଙ୍ଗରପାଉଁଶି ପଞ୍ଚାୟତ ସଦର ଓ ଫୁପୁଗାଁ ପଞ୍ଚାୟତ ସଦର ରାସ୍ତା ବର୍ତ୍ତମାନ ଏତେ ଦୟନୀୟ ଅବସ୍ଥାରେ ପହଞ୍ଚତ୍ଛି ଯେ, କେହି ବି ସେହି ରାସ୍ତା ଦେଇ ଯିବାକୁ ଇଚ୍ଛା କରୁନାହାନ୍ତି। ୨୦୧୮-୧୯ରେ ଡଙ୍ଗରପାଉଁଶୀ...
ବର୍ଷାରେ ବେହାଲ ରାସ୍ତା
ପରଜଙ୍ଗ, ୨୮।୨(ଡି.ଏନ.ଏ.) – ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ସାଧାରଣ ଜୀବନଯାତ୍ରାକୁ ପ୍ରଭାବିତ କରିଛି ଅଦିନିଆ ବର୍ଷା। ଏଥିରେ ଶୋଚନୀୟ ହୋଇପଡ଼ିଛି ଗ୍ରାମ୍ୟ ସଡ଼କ। ଖାଲଖମାରେ ଭର୍ତ୍ତି ହୋଇପଡ଼ିଥିବା ରାସ୍ତାରେ ଆଣ୍ଠୁଏ ପାଣି ଜମି ରହିଛି। କାଦୁଅରେ ଯାତ୍ରୀମାନେ କଲବଲ...
ଆଠମଲ୍ଲିକ ସହର ରାସ୍ତା ବିପର୍ଯ୍ୟସ୍ତ
ଆଠମଲ୍ଲିକ, ୨୮|୨(ଡି.ଏନ.ଏ.) – ଆଠମଲ୍ଲିକ ସହରରେ ବିଭିନ୍ନ ସ୍ଥାନରେ ରାସ୍ତା ଅବସ୍ଥା ବିପର୍ଯ୍ୟସ୍ତ ହୋଇପଡିଛି। ଦୀର୍ଘ ଦିନ ହେଲା ଏଗୁଡିକର ମରାମତି କରାଯାଉ ନ ଥିବାରୁ ଲୋକେ ଯାତାୟାତରେ ନାହିଁ ନ ଥିବା ଅସୁବିଧା ଭୋଗୁଛନ୍ତି। ସହରର ଟାଙ୍ଗିଆନିଶା-ବରଗାଁ ରାସ୍ତା,...
କମୁଛି ସାମୁଦ୍ରିକ ମାଛ ଉତ୍ପାଦନ
ବାସୁଦେବପୁର,୨୮।୨(ଡି.ଏନ.ଏ.)-ଭଦ୍ରକ ଜିଲାର ବାସୁଦେବପୁର ବ୍ଲକ ସମୁଦ୍ର ଉପକୂଳବର୍ତ୍ତୀ ଅଞ୍ଚଳ। ଏହି ବ୍ଲକର ୩୬ ପଞ୍ଚାୟତ ମଧ୍ୟରୁ ୧୫ରୁ ଊର୍ଦ୍ଧ୍ୱ ପଞ୍ଚାୟତ ଓ ପୌରପାଳିକାର ୨ଟି ୱାର୍ଡ ବଙ୍ଗୋପସାଗର ଉପକୂଳରେ ରହିଛି। ବାସୁଦେବପୁର ଅଞ୍ଚଳର ୧୫ ହଜାରରୁ ଊର୍ଦ୍ଧ୍ୱ ମତ୍ସ୍ୟଜୀବୀ ପରିବାର...
ବାଲେଶ୍ୱର ପାଲଟିଛି ନକଲି ବିଦେଶୀ ମଦ ହବ୍
ବାଲେଶ୍ୱର ଅଫିସ,୨୮।୨- ବାଲେଶ୍ୱର ସହର ଏବଂ ତାର ଆଖପାଖ ଅଞ୍ଚଳରେ ଦିନକୁ ଦିନ ନକଲି ବିଦେଶୀ ମଦର ବ୍ୟାପକ କାରବାର ବଢ଼ି ଚାଲିଥିବାରୁ ଯେକୌଣସି ସମୟରେ ମଦମୃତ୍ୟୁ ଭଳି ଅଘଟଣ ଘଟିବାର ସମ୍ଭାବନା ସୃଷ୍ଟି ହୋଇଛି। ଏପରିକି ସ୍ପିରିଟ୍ ଏବଂ...
୧୫ ଦିନ ଧରି ପାଳନ କରାଯିବ ବିଜୁ ଜୟନ୍ତୀ: ବିଜେଡି
ଭୁବନେଶ୍ୱର,୨୭।୨(ବ୍ୟୁରୋ): ପ୍ରବାଦ ପୁରୁଷ ବିଜ ପଟ୍ଟନାୟକଙ୍କ ଜୟନ୍ତୀ ୧୫ ଦିନ ପାଳନ କରିବାକୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ବିଜେଡି କାର୍ଯ୍ୟାଳୟରେ ଗୁରୁବାର ଆୟୋଜିତ ଖବରଦାତା ସମ୍ମିଳନୀରେ ସୂଚନା ଦିଆଯାଇଛି। ତେବେ ମାର୍ଚ୍ଚ ୫ରୁ ୨୦ ପର୍ଯ୍ୟନ୍ତ ବିଜୁ ବାବୁଙ୍କ...
Archives


