ଜଙ୍ଗଲ ଓ ପରିବେଶ ମନ୍ତ୍ରୀ, ବିଭାଗୀୟ ସଚିବଙ୍କୁ ଦାବିପତ୍ର: କେନ୍ଦୁପତ୍ର ଲାଭ ତୋଳାଳି, ଶ୍ରମିକଙ୍କୁ ଦିଅ
ଭୁବନେଶ୍ୱର,(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.), ୧୪ ।୧୧: କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ…
ପିପିଲି ଉପନିର୍ବାଚନ ଲାଗି କଂଗ୍ରେସର ସଜବାଜ: ଆଗେ ସଙ୍ଗଠନ ସଜଡା, ପରେ ପ୍ରାର୍ଥୀ ଖୋଜା
ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ବାଲେଶ୍ୱର ଓ ତିର୍ତ୍ତୋଲରେ ପରାଜିତ ହେବା ପରେ ରାଜ୍ୟ କଂଗ୍ରେସ ପକ୍ଷରୁ ଆଗାମୀ ଦିନରେ ହେବାକୁ ଥିବା ପିପିଲି ଉପନିର୍ବାଚନ ନିମନ୍ତେ ବର୍ତ୍ତମାନ ଠାରୁ କାର୍ଯ୍ୟକ୍ରମ ଆରମ୍ଭ କରାଯାଇଛି। ବିଶେଷକରି ଏବେଠାରୁ ପ୍ରାର୍ଥୀ ଚୟନ ଉପରେ ଦଳ…
ଅଚଳାବସ୍ଥାରେ ହୋମିଓପାଥିକ ଡାକ୍ତରଖାନା
ଖଇରା,୧୪ ।୧୧: ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ଗଡପୋଖରୀଠାରେ ଥିବା ସରକାରୀ ହୋମିଓପାଥିକ ଡାକ୍ତରଖାନାରେ ଗତ ୯ମାସ ଧରି ଅଚଳାବସ୍ଥା ଲାଗି ରହିଛି। ଡାକ୍ତର ଅନୁପସ୍ଥିତ ରହୁଥିବା ବେଳେ ପିଅନ କାଁ ଭାଁ କାର୍ଯ୍ୟାଳୟ ଖୋଲି ନିଜର ଉପସ୍ଥାନ ପକାଇ…
କମିବ ପାରଦ, ବଢ଼ିବ ଶୀତ
ଭୁବନେଶ୍ୱର, ୧୪ ।୧୧(ବ୍ୟୁରୋ): ରାଜ୍ୟରେ ଆସନ୍ତା ରବିବାରଠାରୁ ଶୀତ ସାମାନ୍ୟ ବୃଦ୍ଧି ପାଇବ। ଆଭ୍ୟନ୍ତରୀଣ ଜିଲାଗୁଡ଼ିକରେ ଅଧିକ ଥଣ୍ଡା ଅନୁଭୂତ ହେବ। ତାପମାତ୍ରା ୪ରୁ ୫ ଡିଗ୍ରୀ ପର୍ଯ୍ୟନ୍ତ ହ୍ରାସ ପାଇବା ସମ୍ଭାବନା ରହିଛି। ସପ୍ତାହେ ଯାଏ ରାଜ୍ୟରେ ପାଗ ମୁଖ୍ୟତଃ…
ଓଡ଼ିଶାକୁ ଅତିରିକ୍ତ ୧୨୮ କୋଟି ‘ଅମ୍ଫନ’ ସହାୟତା
ଭୁବନେଶ୍ୱର,୧୪ ।୧୧(ବ୍ୟୁରୋ): ବନ୍ୟା, ବାତ୍ୟା ଏବଂ ଭୂସ୍ଖଳନ ଭଳି ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ହୋଇଥିବା ୬ ରାଜ୍ୟ ପାଇଁ କେନ୍ଦ୍ର ସରକାର ଜାତୀୟ ବିପର୍ଯ୍ୟୟ ପ୍ରଶମନ ପାଣ୍ଠି (ଏନ୍ଡିଆର୍ଏଫ୍)ରୁ ୪,୩୮୧.୮୮ କୋଟି ଟଙ୍କା ସହାୟତା ମଞ୍ଜୁର କରିଛନ୍ତି। ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍…
ରାଜ୍ୟରେ ଆଜି ଚିହ୍ନଟ ହେଲେ ୯୦୨ କରୋନା ଆକ୍ରାନ୍ତ: ମୋଟ ସଂଖ୍ୟା ୩,୦୭,୯୦୬କୁ ବୃଦ୍ଧି
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ୯୦୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିରେ ୫୨୩ଟି କ୍ୱାରାଣ୍ଟାଇନ୍ ମାମଲା ଥିବା ବେଳେ ୩୭୯ ଲୋକାଲ କେସ୍ ରହିଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଅନୁଗୋଳରୁ ୫୦, ବାଲେଶ୍ୱରରୁ ୩୯, ବରଗଡ଼ରୁ ୩୭, ଭଦ୍ରକରୁ ୮, ବଲାଙ୍ଗୀରରୁ…
କମୁନି କରୋନା ମୃତ୍ୟୁ ହାର: ରାଜ୍ୟରେ ୧୫ଶହ ଟପିଲା ସଂଖ୍ୟା
ଭୁବନେଶ୍ୱର,୧୪।୧୧(ବ୍ୟୁରୋ): ରାଜ୍ୟରେ ଶନିବାର ଆଉ ୧୫ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୫ ଶହ ଟପିଯାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି।…
ଟୋଲ୍ ଫି ଲାଭ ଆଗ
ଯାଜପୁର ଅଫିସ,୧୪।୧୧: ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ (ଏନ୍ଏଚ୍ଏଆଇ) ପକ୍ଷରୁ ୨୦୧୬ ଜୁଲାଇରେ ହୋଇଥିବା ନିଷ୍ପତ୍ତି ଅନୁଯାୟୀ ୬ ନମ୍ବର ଜାତୀୟ ରାଜପଥ(ଏନ୍ଏଚ୍ )ରେ ଥିବା କଟକ ମଙ୍ଗୁଳି ଟୋଲ୍ପ୍ଲାଜାକୁ ବନ୍ଦାଳ ନିକଟକୁ ସ୍ଥାନାନ୍ତର କାର୍ଯ୍ୟ ପ୍ରାୟ ଶେଷ ହେବାକୁ ବସିଛି।…
ଢେଙ୍କାନାଳ ଜିଲାରେ ସୀମା ଟପିଲା ବର୍ବରତା: ୪ବର୍ଷର ଶିଶୁକୁ ବଳାତ୍କାର ପରେ ହତ୍ୟା
ଢେଙ୍କାନାଳ ଅଫିସ/କାମାକ୍ଷାନଗର/କାଳିଆପାଣି(ଡି.ଏନ୍.ଏ.), ୧୩।୧୧-ଢେଙ୍କାନାଳ-ଯାଜପୁର ସୀମାନ୍ତ କଙ୍କଡ଼ାହାଡ଼ ଥାନା ଖରଖରି ଗ୍ରାମରେ ଜଣେ ୪ବର୍ଷର ଶିଶୁଙ୍କୁ ବଳାତ୍କାର ପରେ ନିର୍ମମ ଭାବେ ପଥରରେ ଛେଚି ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ରକରି କେତେଜଣ ବ୍ୟକ୍ତି ଏପରି ଜଘନ୍ୟକାଣ୍ଡ ଘଟାଇଥିବା ମୃତ ଶିଶୁକନ୍ୟାଙ୍କ ବାପା ଅଭିଯୋଗ…
ଥାନା ଭିତରେ ଲାଠି, ଗୋଇଠା ମାଡ଼ ମାମଲା: ବିବାଦୀୟ ଥାନାଧିକାରୀଙ୍କୁ ୨ ବର୍ଷ ଥାନା ମନା
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ)/ ପାଟଣା (ସ୍ବ.ପ୍ର.) – କେନ୍ଦୁଝର ଜିଲା ପାଟଣା ଥାନା ଭିତରେ ଅଭିଯୁକ୍ତ ଯୁବକଙ୍କୁ ଲାଠିରେ ନିସ୍ତୁକ ପିଟିବା ସହ ଗୋଇଠା ମାଡ଼ ମାମଲାରେ ରାଜ୍ୟ ମାନବିକ ଅଧିକାର କମିଶନ (ଓଏଚ୍ଆର୍ସି) କଠୋର ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ୨ବର୍ଷ ଯାଏ ଥାନାର…
ବିନ୍ଦୁସାଗରରେ କୂଳରେ ଏଥର ପିଣ୍ଡ ମନା
ଭୁବନେଶ୍ୱର, ୧୩।୧୧ (ବ୍ୟୁରୋ): ମହାମାରୀ କରୋନାକୁ ଲକ୍ଷ୍ୟକରି ଭୁବନେଶ୍ୱର ବିନ୍ଦୁସାଗରରେ ଏବର୍ଷ ପୟା ଶ୍ରାଦ୍ଧ ତଥା ପିଣ୍ଡଦାନକୁ ବନ୍ଦ ରଖାଯାଇଛି। ଲିଙ୍ଗରାଜ ମନ୍ଦିର ସିଂହଦ୍ୱାର ଓ ବିନ୍ଦୁସାଗରରେ ପୟାଶ୍ରାଦ୍ଧ ଏବଂ ପିଣ୍ଡଦାନ କରାଯାଇ ପାରିବ ନାହିଁ। ଲୋକ ଗହଳିକୁ ଦୃଷ୍ଟିରେ ରଖି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୫୦୪ କରୋନା ଆକ୍ରାନ୍ତ: ସୁନ୍ଦରଗଡ ଜିଲାରୁ ସର୍ବାଧିକ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୧୩ା୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୫୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ ଜିଲାରୁ ସର୍ବାଧିକ ୧୩୯ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୧୨୭, କଟକରୁ ୧୨୨, ମୟୂରଭଞ୍ଜରୁ ୯୩, ଅନୁଗୋଳରୁ ୭୬, ନୂଆପଡାରୁ ୭୬, ବଲାଙ୍ଗୀରରୁ ୭୫, ପୁରୀରୁ ୭୨,…

