ମହାପ୍ରଭୁଙ୍କୁ ଦର୍ଶନ କଲେ ମମତା
ପୁରୀ ଅଫିସ,୨୭ା୨ : ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଶ୍ରୀମନ୍ଦିର ଆସି ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଅପରାହ୍ନ ୪ଟା ୧୦ରେ ମମତା ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚତ୍ଥିଲେ। ସେଠାରେ ଜିଲାପାଳ ବଲୱନ୍ତ ସିଂ ତାଙ୍କୁ ସ୍ବାଗତ କରିଥିଲେ। ପରେ ସିଂହଦ୍ୱାର...
ଆଇନ୍ଜୀବୀ ଦୀପାଳି ଆତ୍ମହତ୍ୟା ଘଟଣା: ଝାରପଡ଼ା ଜେଲରେ ବିକ୍ରମଙ୍କୁ ୨ ଘଣ୍ଟା ଜେରା
ଭୁବନେଶ୍ୱର,୨୭ା୨ (ବ୍ୟୁରୋ): ଆଇନଜୀବୀ ଦୀପାଳି ଜେନା ଆତ୍ମହତ୍ୟା ମାମଲାରେ ଗିରଫ ହୋଇ ଝାରପଡ଼ା ଜେଲ୍ରେ ଅଛନ୍ତି ଅଭିଯୁକ୍ତ ପୁରୁଷବନ୍ଧୁ ବିକ୍ରମ ଜେନା। ବୁଧବାର କମିଶନରେଟ ପୋଲିସର ଏକ ସ୍ବତନ୍ତ୍ର ଟିମ୍ ତାଙ୍କୁ ଜେଲ୍ ଭିତରେ ୨ ଘଣ୍ଟା ଧରି ମାରାଥନ...
୭ ପରୀକ୍ଷା କେନ୍ଦ୍ରରୁ ୩୨ ଧରାପଡ଼ିଲେ
ନରସିଂହପୁର,୨୭ା୨(ଡି.ଏନ୍.ଏ.): ବୁଧବାର ମାଟ୍ରିକର ଗଣିତ ପରୀକ୍ଷା ଚାଲିଥିବା ବେଳେ ନରସିଂହ ବ୍ଲକ ଅନ୍ତର୍ଗତ ୭ ପରୀକ୍ଷା କେନ୍ଦ୍ରରୁ ୩୨ ଜଣ ପିଲା କପି କରୁଥିବା ବେଳେ ସ୍କ୍ବାଡ୍ ହାତରେ ଧରାପଡିଛନ୍ତି। ଏହାପରେ ସମ୍ପୃକ୍ତ ପିଲାଙ୍କୁ ମାଲ୍ ପ୍ରାକ୍ଟସ୍ କରିଦିଆଯାଇଛି। ସେମାନଙ୍କ...
ବର୍ଷା ଛାଡ଼ିଲା: ତିନି ଦିନ କୁହୁଡ଼ି
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ଆଉ ପ୍ରବଳ ବର୍ଷାର ସମ୍ଭାବନା ନାହିଁ। ତେବେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓଡ଼ିଶାର ମୟୂରଭଞ୍ଜ, କେନ୍ଦୁଝର, ସୁନ୍ଦରଗଡ଼, ଦେବଗଡ଼, ବୌଦ୍ଧ, କନ୍ଧମାଳ, ରାୟଗଡ଼ା ଏବଂ କୋରାପୁଟ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ହାଲୁକା ବର୍ଷା...
ଧାର୍ଯ୍ୟ ସମୟ ପୂର୍ବରୁ ମଣ୍ଡିରେ ଧାନକିଣା ବନ୍ଦ କରାଯାଉଛି: କଂଗ୍ରେସ
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ରାଜ୍ୟରେ ବର୍ତ୍ତମାନ ଅଭାବୀ ଧାନବିକ୍ରି ଦ୍ୱାରା ଚାଷୀକୁଳ ବହୁ ଦୁର୍ଦ୍ଦଶାର ସମ୍ମୁଖୀନ ହେଉଛନ୍ତି। ମିଲର୍ସ ଓ ସରକାରଙ୍କ ମଧ୍ୟରେ ମଧୁଚନ୍ଦ୍ରିକା ଯୋଗୁ ମଣ୍ଡିରୁ ଧାନ ଉଠୁନାହିଁ। ଅନ୍ୟପକ୍ଷରେ ଅଦିନିଆ ବର୍ଷାରେ ମଣ୍ଡିରେ ଧାନ ଭିଜୁଛି। ବର୍ଷାରେ ଧାନର ମାନ...
ଦୀନବନ୍ଧୁଙ୍କ ମୃତଦେହ ବାଇକ୍ରେ ଘରକୁ ଆସିଲା
ମାଲକାନଗିରି,୨୭ା୨(ଡି.ଏନ.ଏ.): ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପଣସପୁଟ ଅଞ୍ଚଳରେ ମାଓବାଦୀଙ୍କ ଦ୍ୱାରା ହତ୍ୟାର ଶିକାର ହୋଇଥିବା ବ୍ୟବସାୟୀ ଦୀନବନ୍ଧୁ ବେପାରୀଙ୍କ ମୃତଦେହକୁ ୨ ଦିନ ପରେ ପରିବାର ଲୋକ ମଙ୍ଗଳବାର ଏକ ବାଇକ୍ରେ ୨୦ କିମି ଦୂର ଚିତ୍ରକୋଣ୍ଡାସ୍ଥିତ ନିଜ ଘରକୁ...
ବିଦେଶୀ କମ୍ପାନୀ କବ୍ଜାରେ ଓପିଜିସି
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ଓଡ଼ିଶା ପାଓ୍ବାର ଜେନେରେଶନ କର୍ପୋରେଶନ (ଓପିଜିସି) ଅବସ୍ଥା ଶୋଚନୀୟ। ଏହି ସଂସ୍ଥାର କର୍ମଚାରୀ କଳାବ୍ୟାଜ୍ ପିନ୍ଧି ରାସ୍ତାକୁ ଓହ୍ଲାଇଲେଣି। ରାଜ୍ୟର ଏକମାତ୍ର ତାପଜ ଶକ୍ତି ଉତ୍ପାଦନ କେନ୍ଦ୍ର ଏବେ ବିଦେଶୀ କମ୍ପାନୀ କବ୍ଜାରେ । ଓପିଜିସିକୁ ଠିକ୍ ଢଙ୍ଗରେ...
ଯୋଜନା ଅପହଞ୍ଚ, ଦାଦନରେ ବନ୍ଧା ଜୀବନ
ବରଗଡ଼ ଅଫିସ୍,୨୭।୨: ଦାଦନସମସ୍ୟାର ସମାଧାନ ପାଇଁ ରାଜ୍ୟ ସରକାର ବହୁବିଧ ଯୋଜନା ହାତକୁ ନେଇଛନ୍ତି। ଏଭଳି ପ୍ରଭାବିତ ଅଞ୍ଚଳ ପାଇଁ ସରକାର ମହାତ୍ମାଗାନ୍ଧୀ ନିଶ୍ଚିତ କର୍ମନିଯୁକ୍ତି ଯୋଜନା(ଏମଜିଏନଆରଇଜିଏ) ଯୋଜନାରେ ଶ୍ରମିକଙ୍କୁ ଦୁଇଶହ ଦିନର କାମ ଯୋଗାଇବାର ବ୍ୟବସ୍ଥା କରିଛନ୍ତି। ଏଥିପାଇଁ...
ଉପାନ୍ତ ଗାଁ ବାତେପଙ୍ଗା, ମୌଳିକ ସୁବିଧା ଅପହଞ୍ଚ
ମନମୁଣ୍ଡା, ୨୭।୨ (ଡି.ଏନ.ଏ) ବୌଦ୍ଧ ବ୍ଲକର ୪୩ଟି ଗ୍ରାମକୁ ନେଇ ଗଠିତ ଶଗଡା ପଞ୍ଚାୟତ ଶିକ୍ଷା, ସ୍ବାସ୍ଥ୍ୟ, ଗମନାଗମନ କ୍ଷେତ୍ରରେ ଅବହେଳିତ ହୋଇରହିଛି। ମନମୁଣ୍ଡାଠାରୁ ୩୦ କିମି ଦୂରରେ ଥିବା ଆଦିବାସୀ ଅଧ୍ୟୁଷିତ ବାତେପଙ୍ଗା ସମେତ କକଟପଙ୍ଗା, ଶିଗାଡି, ମିନକାସାହି,...
ଫେୟାରୱେଦର ରାସ୍ତା ଭୁଶୁଡିଲା
ଅତାବିରା, ୨୭।୨ (ଡି.ଏନ.ଏ) ବରଗଡ ଜିଲା ଅତାବିରା ବ୍ଲକ ଅନ୍ତର୍ଗତ ଝାଉଁଯୋର ନଦୀରେ ନିର୍ମାଣ କରାଯାଇଥିବା ଫେୟାରୱେଦର ରାସ୍ତା ଅଦିନିଆ ବର୍ଷା ଯୋଗୁ ଉପରମୁଣ୍ଡରୁ ପାଣି ଆସି ଭୁଶୁଡି ଯାଇଛି । ନଦୀ ଭିତରେ ଏହି ରାସ୍ତାର ଉଚ୍ଚତା କମ୍...
ସରକାରୀ କାର୍ଯ୍ୟରେ ପାରିଶ୍ରମିକ ପାଇ ନ ଥିବା ଡ୍ରାଇଭରଙ୍କ ଧାରଣା
ଭୁବନେଶ୍ୱର,୨୭ା୨(ବ୍ୟୁରୋ): ନିର୍ବାଚନ, ଭିଭିଆଇପିଙ୍କ ସୁରକ୍ଷା ଓ କାରକେଡ୍ ଭଳି ବିଭିନ୍ନ ସରକାରୀ କାର୍ଯ୍ୟ ପାଇଁ ସରକାରଙ୍କ ପକ୍ଷରୁ ଘରୋଇ ଗାଡ଼ିକୁ ନିୟୋଜିତ କରାଯାଉଛି। ଏଥିନିମନ୍ତେ ଆରଟିଓ ଏବଂ ପୋଲିସ ପ୍ରଶାସନ ପକ୍ଷରୁ ଘରୋଇ ଗାଡ଼ିକୁ କିଛିଦିନ ପାଇଁ ଅଧିଗ୍ରହଣ କରାଯାଉଛି।...
ଲାଗିଲା ମମତା ବିରୋଧୀ ପୋଷ୍ଟର
ପୁରୀ ଅଫିସ,୨୭ା୨: ନାଗରିକତ୍ୱ ସଂଶୋଧିତ ଆଇନ (ସିଏଏ)କୁ ନେଇ ସାରା ଦେଶରେ ଏବେ ବିରୋଧ ଚାଲିଛି। ବିଶେଷ କରି ଦିଲ୍ଲୀରେ ସିଏଏ ବିରୋଧୀ ହିଂସା ଉଗ୍ରରୂପ ନେଇଥିବାବେଳେ ସିଏଏ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ଛକାପଞ୍ଛା ଚାଲିଛି। ତେବେ ବୁଧବାର...
Archives


