ରାଜ୍ୟ

ନିର୍ବାଚିତ ହେଲେ ବିଜେଡିର ୮୦ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ: ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ଲଗାତାର ଅଷ୍ଟମ ଥର ପାଇଁ ବିଜୁ ଜନତା ଦଳ(ବିଜେଡି) ସଭାପତିଭାବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି । ଏଥିସହ ୮୦ ଜଣ ସଦସ୍ୟଙ୍କୁ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ଭାବେ ମଧ୍ୟ ନିର୍ବାଚିତ କରାଯାଇଛି...

ପୂର୍ବତନ ବିଧାୟକ ଅନାମଙ୍କୁ ଜାମିନ

କଟକ ଅଫିସ, ୨୬।୨: ଭବାନୀପାଟଣା ପୂର୍ବତନ ବିଧାୟକ ଅନାମ ନାଏକଙ୍କୁ ବୁଧବାର ହାଇକୋର୍ଟ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି। ଏଥିସହ ତଦନ୍ତରେ ସହଯୋଗ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ ଅନାମଙ୍କୁ ଗିରଫ...

ଛାଡିଲା ବର୍ଷା, ଆସୁଛି କୁହୁଡ଼ି: ପାଣିପାଗ ବିଭାଗ ପକ୍ଷରୁ ଓ୍ବାର୍ଣ୍ଣିଂ ଜାରି

ଭୁବନେଶ୍ୱର, ୨୬।୨(ବ୍ୟୁରୋ): ରାଜ୍ୟର ବିଭିନ୍ନ ସ୍ଥାନରେ ଗତ ଦୁଇ ଦିନ ହେବ ଲାଗିରହିଥିବା ବର୍ଷା ଏବେ ଛାଡ଼ିଯାଇଛି। ଆଗକୁ କୁହୁଡ଼ି ଆସୁଛି। ଏ ନେଇ ବିଭିନ୍ନ ଜିଲା ପାଇଁ ୟେଲୋ ଓ୍ବାର୍ଣ୍ଣିଂ ଜାରି କରାଯାଇଛି। ଗୁରୁବାରଠାରୁ ସୁନ୍ଦରଗଡ଼, ଅନୁଗୋଳ, ଢେଙ୍କାନାଳ,...

ଯୁକ୍ତ ୨ ପରୀକ୍ଷା ଖାତା ନ ଦେଖିଲେ ନିଆଯିବ କାର୍ଯ୍ୟାନୁଷ୍ଠାନ: ମନ୍ତ୍ରୀ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଆସନ୍ତା ଏପ୍ରିଲ ପ୍ରଥମ ସପ୍ତାହରୁ +୨ ପରୀକ୍ଷା ଖାତା ଦେଖା ଆରମ୍ଭ ହେବ। ମେ’ ଶେଷ ସପ୍ତାହରେ ବିଜ୍ଞାନ ପରୀକ୍ଷା ଫଳ ପ୍ରକାଶ ପାଇବ। ପରେ ଜୁନ ପ୍ରଥମ ସପ୍ତାହରେ କଳା ଓ ବାଣିଜ୍ୟ ଫଳ ପ୍ରକାଶ ପାଇବ।...

ବାଲୁକାକଳାରେ ‘ଶାନ୍ତିର ବାର୍ତ୍ତା’ ଦେଲେ ସୁଦର୍ଶନ

ପୁରୀ ଅଫିସ,୨୬।୨: ଦିଲ୍ଲୀରେ ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ) ବିରୋଧୀ ହିଂସା ଉଗ୍ରରୂପ ଧାରଣ କରିଥିବା ବେଳେ ଏଥିରେ ୨୦ଜଣ ପ୍ରାଣ ହରାଇଛନ୍ତି। ଏଭଳି ପରିସ୍ଥିତିକୁ ନେଇ ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ଶାନ୍ତିର ବାର୍ତ୍ତା ଦେଇଛନ୍ତି। ‘ଲିଭ୍‌ ଉଇଥ୍‌ ପିସ୍‌’...

ପରଲୋକରେ ପୂର୍ବତନ ବିଧାୟକ ବିଜୟ ନାୟକ

ଜଗତସିଂହପୁର ଅଫିସ,୨୬।୨: ପୂର୍ବତନ କଂଗ୍ରେସ ବିଧାୟକ ବିଜୟ କୁମାର ନାୟକଙ୍କର ବୁଧବାର ପରଲୋକ ଘଟିଛି। ସେ ଦୀର୍ଘଦିନ ଧରି ବାର୍ଦ୍ଧକ୍ୟଜନିତ ରୋଗରେ ପୀଡ଼ିତ ଥିଲେ। ମୃତ୍ୟୁ ବେଳକୁ ତାଙ୍କୁ ୭୦ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ବିଜୟଙ୍କୁ ଭୁବନେଶ୍ୱରର ଏକ...

ବିଜେଡି ନିର୍ବାଚନ ଜିତିବାକୁ ଲଢ଼େ ନାହିଁ, ହୃଦୟ ଜିତିବାକୁ ଲଢ଼େ: ନବୀନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି) ନିର୍ବାଚନ ଜିତିବାକୁ ଲଢ଼େ ନାହିଁ। ଲୋକଙ୍କ ସେବା ଓ ହୃଦୟ ଜିତିବାକୁ ଲଢ଼େ। ଦଳ ଲୋକଙ୍କ ସ୍ନେହ ପାଇବା ପାଇଁ ଲଢ଼େ ବୋଲି ବୁଧବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କହିଛନ୍ତି। ନବୀନ ଦଳର ସଭାପତି...

ନିର୍ନ୍ଦ୍ୱନ୍ଦ୍ୱରେ ବିଜେଡି ସଭାପତି ନିର୍ବାଚିତ ହେଲେ ନବୀନ

ଭୁବନେଶ୍ୱର,୨୬।୨(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବୁଧବାର ପୁଣି ଥରେ ବିଜୁ ଜନତା ଦଳ(ବିଜେଡି)ର ସଭାପତି ଭାବେ ନିର୍ନ୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଏଥିସହ ୮ମ ଥର ଲାଗି ନବୀନ ବିଜେଡି ଭାର ନବୀନ ସମ୍ଭାଳିଛନ୍ତି। ନବୀନଙ୍କ ସହ ୮୦ଜଣ କାର୍ଯ୍ୟକାରିଣୀ ସଦସ୍ୟ...

ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ କାରାଦଣ୍ଡ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଏୟାରଫିଲ୍ଡ ଥାନା ଅନ୍ତର୍ଗତ ରାଧାମୋହନ କଲୋନୀର ଅଭିମନ୍ୟୁ ନାୟକଙ୍କୁ ପଥରରେ ଛେଚି ହତ୍ୟା ମାମଲାର ରାୟ ମଙ୍ଗଳବାର ପ୍ରକାଶ ପାଇଛି। ଦ୍ୱିତୀୟ ଅତିରିକ୍ତ ଜିଲା ଦୌରାଜଜ୍‌ ଧନେଶ୍ୱର ମଲିକ ମାମଲାର ବିଚାର କରି ଅଭିଯୁକ୍ତ ଚନ୍ଦନ ବେହେରାଙ୍କୁ ଆଜୀବନ...

ରାସ୍ତାରେ ପାର୍କିଂ କଲେ ଗାଡ଼ି ଟେକିନେବ ପୋଲିସ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): ଯେତେ ନିୟମ ହେଉଛି, ଗାଡ଼ି ଚାଳକ ସେତେ ଅମାନିଆ ହେଉଛନ୍ତି। ଫଳରେ ସ୍ମାର୍ଟସିଟି ଭୁବନେଶ୍ୱରରେ ଟ୍ରାଫିକ ସମସ୍ୟା ଦିନକୁ ଦିନ ଜଟିଳ ହେବାରେ ଲାଗିଛି। ତେଣୁ ନିୟମ ଉଲ୍ଲଂଘନ କରି ମନଇଚ୍ଛା ପାର୍କିଂ କରୁଥିବା ଗାଡ଼ି ଚାଳକଙ୍କ ଉପରେ...

କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ଗ୍ରହଣକଲେ ତରୁଣକାନ୍ତି, କାଳିଚରଣ

ଭୁବନେଶ୍ୱର,୨୬ା୨(ବ୍ୟୁରୋ): କେନ୍ଦ୍ର ସାହିତ୍ୟ ଏକାଡେମୀ ପକ୍ଷରୁ ମଙ୍ଗଳବାର ୨୦୧୯ ମସିହା ଲାଗି କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରଦାନ କରାଯାଇଛି। ନୂଆଦିଲ୍ଲୀ ମଣ୍ଡି ହାଉସ୍‌ସ୍ଥିତ କମାନୀ ଅଡିଟୋରିୟମ୍‌ ପରିସରରେ ଆୟୋଜିତ ସ୍ବତନ୍ତ୍ର ଉତ୍ସବରେ ମୁଖ୍ୟଅତିଥି ଭାବେ ବିଶିଷ୍ଟ କବି ତଥା...

ଅହମଦାବାଦରୁ ଫେରିଲା ଓଡ଼ିଆ ଶ୍ରମିକମାନଙ୍କ ମୃତଦେହ; ଓଡ଼ିଶା:ମୋ ପରିବାର ସଙ୍ଗଠନର ସହାୟତା

ଭୁବନେଶ୍ୱର,୨୬।୨(ବ୍ୟୁରୋ): ଗୁଜରାଟର ଅହମ୍ମଦାବାଦ ସହରରେ କାର୍ଯ୍ୟରତ ଯାଜପୁର ଜିଲାର ଜମାଦାର ଗ୍ରାମ ପଞ୍ଚାୟତର ରେକାବି ବଜାରର ୩ ଶ୍ରମିକଙ୍କ ମୃତ୍ୟୁ ହୋଇଥିଲା। ସେମାନେ ହେଉଛନ୍ତି- ଦୟାନିଧି ଖୁଣ୍ଟିଆ, ଚିନ୍ମୟ ଖୁଣ୍ଟିଆ ଏବଂ କମଲେଶ ସିଂ। ଏହି ଖବର ଗଣମାଧ୍ୟମରେ ପ୍ରକାଶ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri