ବିଧାନସଭାରେ ଧାନ ଝଡ଼
ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।...
ମାଟ୍ରିକ୍ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ
କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...
ଅଯୋଗ୍ୟ ହାତେଇଲେ ଘର
ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ ବସିଥିବାବେଳେ ଅଯୋଗ୍ୟମାନେ କୌଶଳ କରି ହାତେଇଥିବା ଅଭିଯୋଗ ହେଉଛି। କିଛିଦିନ ତଳେ ବ୍ଲକ...
ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ
ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍ଠାରେ ବାଲେଶ୍ୱର ‘ଇନ୍ଟାକ୍’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ...
ଆହାର ନ ପାଇ ଫେରୁଛନ୍ତି ଲୋକେ
ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍ଷ୍ଟାଣ୍ଡରେ...
ଏସ୍ଡିସି କପ୍ ଉଦ୍ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ
ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍ ଏସ୍ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍-୨୦୨୦ ସୋମବାର ଉଦ୍ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍ଘାଟନ କରିଛନ୍ତି। ପ୍ରଥମ ଦିନ...
ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ
ବ୍ରହ୍ମପୁର ଅଫିସ,୨୫ା୨- ଭୁବନେଶ୍ୱର କିଟ୍ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି। ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ ସୋମବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭୁବନେଶ୍ୱର ଗସ୍ତ କରିଛନ୍ତି। ସେଥିମଧ୍ୟରେ ୮୭କେଜି...
ଜିପ୍ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର
ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ ରାସ୍ତାରେ ମାଟ୍ରିକ ପରୀକ୍ଷାର୍ଥୀମାନେ ୨ଟି ଅଟୋରେ ବିପଦସଙ୍କୁଳ ଅବସ୍ଥାରେ ଘରକୁ ଫେରୁଥିବା ଦେଖିଥିଲେ।...
ଏସ୍ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ
ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ା ଏସୟୁସିଆଇ ପକ୍ଷରୁ ଟ୍ରମ୍ପଙ୍କ...
ଏମ୍କେସିଜିରେ ପିପିପି ମୋଡ୍କୁ ବିରୋଧ
ବ୍ରହ୍ମପୁର ଅଫିସ,୨୫ା୨-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜରେ ପିପିପି(ପବ୍ଲିିକ ପ୍ରାଇଭେଟ ପାର୍ଟନରଶିପ୍) ମାଧ୍ୟମରେ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଗତ ସ୍ବାସ୍ଥ୍ୟ ବିକାଶ ସମିତି ବୈଠକରେ ହୋଇଥିବା ନିଷ୍ପତ୍ତିକୁ ମାନବ ଅଧିକାର ସୁରକ୍ଷା ମଞ୍ଚ ବିରୋଧ କରିଛି ା...
ଅପରେଶନ ପରେ ହରାଇଲେ ଦୃଷ୍ଟିଶକ୍ତି
କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ବେସରକାରୀ ଚିକିତ୍ସାଳୟର ଖାମଖିଆଲ ମନୋଭାବ ଯୋଗୁ ଜଣେ ବୃଦ୍ଧା ଆଖି ହରାଇଥିବା ଅଭିଯୋଗ ହୋଇଛି। କାମାକ୍ଷାନଗର ଏନ୍ଏସି ଅଧୀନ ବଡ଼ବିଲା ଗଁାର ଧଳା ପାତ୍ର (୮୦) ଏପରି ଅଭିଯୋଗ ଆଣିଛନ୍ତି। ଏ ନେଇ ସେ ସୋମବାର ଜନ...
ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ
ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ...
Archives


