ବ୍ରହ୍ମପୁର ଆଇଟିଆଇକୁ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ପ୍ରଶଂସାପତ୍ର
ବ୍ରହ୍ମପୁର ଅଫିସ,୮ା୭- କୋଭିଡ୍-୧୯ର ମୁକାବିଲା ନେଇ ୟୁଭିସି ସୋଲ ସାନିଟାଇଜର, ୟୁଭିସି ସାନିଟାଇଜର ନିର୍ମାଣ ପାଇଁ ବ୍ରହ୍ମପୁର ଆଇଟିଆଇକୁ ଭାରତ ସରକାରଙ୍କ ଦକ୍ଷତା ବିକାଶ ବିଭାଗ ମନ୍ତ୍ରୀ ମହେନ୍ଦ୍ର ନାଥ ପାଣ୍ଡେ ପ୍ରଶଂସାପତ୍ର ଦେଇଛନ୍ତି। ମହାମାରୀ ସମୟରେ କରୋନା ଯୋଦ୍ଧାଙ୍କ ସୁରକ୍ଷା…
ପ୍ରତାରଣା ଅଭିଯୋଗ, ଜେଲ ଗଲେ ଫାଣ୍ଡି ଅଧିକାରୀ
ଖଲ୍ଲିକୋଟ,୮ା୭(ଡି.ଏନ୍.ଏ.)- ପୁଣି ଖାକିରେ କଳଙ୍କ। ମହିଳାଙ୍କୁ ସୁରକ୍ଷା ଦେବା ବଦଳରେ ଦିନକୁ ଦିନ ସେମାନଙ୍କ ଉପରେ ପୋଲିସର ଅତ୍ୟାଚାର ବଢୁଛି। ବିବାହ ପ୍ରତିଶ୍ରୁତି ଦେଇ ଜଣେ ଯୁବତୀଙ୍କ ସହ ଶାରୀରିକ ସମ୍ପର୍କ ରଖିବା ଓ ପରେ ପ୍ରତାରଣା ଅଭିଯୋଗରେ ଗଞ୍ଜାମ ଜିଲା…
ନିୟମ ଉଲ୍ଲଂଘନ, ୫ ଦୋକାନ ସିଲ୍
ଅନୁଗୋଳ ଅଫିସ୍, ୮।୭ ବଢ଼ୁଥିବା କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ କଟକଣା ଜାରି କରାଯାଇଛି। ବିଶେଷକରି ସକାଳ ୭ଟାରୁ ଅପରାହ୍ନ ୨ଟା ପର୍ଯ୍ୟନ୍ତ ଦୋକାନ ବଜାର ଖୋଲା ରଖିବାକୁ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ଅନୁଗୋଳ…
ଉପାନ୍ତ ଦେଇ କେନ୍ଦୁଝରକୁ ଫିଟିବ ବାଟ
ଢେଙ୍କାନାଳ ଅଫିସ, ୮।୭ ଢେଙ୍କାନାଳ ଜିଲାର କଙ୍କଡ଼ାହାଡ଼ ବ୍ଲକର ଉପାନ୍ତ ଅଞ୍ଚଳ ଦେଇ କେନ୍ଦୁଝରକୁ ପକ୍କାସଡ଼କ ନିର୍ମାଣ ହେବ। ଏଥିଲାଗି ପୂର୍ତ୍ତ ବିଭାଗ ପକ୍ଷରୁ ସରକାରଙ୍କୁ ପ୍ରସ୍ତାବ ଦିଆଯାଇଛି। ଏହି ପ୍ରସ୍ତାବ ଅନୁମୋଦିତ ହେବା ପରେ ଖୁବ୍ଶୀଘ୍ର ନିର୍ମାଣ କାର୍ଯ୍ୟ ଆରମ୍ଭ…
ଭୁବନେଶ୍ୱର ଆର୍ଟିଓ-୧ର ୩ ଜଣଙ୍କୁ କରୋନା
କଟକ ଅଫିସ: ଭୁବନେଶ୍ୱର ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ-୧ର ତିନି ଜଣ କରୋନା ଆକ୍ରାନ୍ତ ହୋଇଛନ୍ତି। ଏନେଇ ମଙ୍ଗଳବାର ରାଜ୍ୟ ପରିବହନ ପ୍ରାଧିକରଣ (ଏସ୍ଟିଏ) ସୂଚନା ଦେଇଛି। ଏହି ୩ଜଣଙ୍କ ମଧ୍ୟରୁ ଦୁଇଜଣ ଅଧିକାରୀ ଏବଂ ଜଣେ ଡ୍ରାଇଭର୍ ଥିବା ବିଶେଷ ସୂତ୍ରରୁ…
ବାହାର ଲୋକଙ୍କୁ ସ୍ବର୍ଗଦ୍ୱାର ମନା: କରାଯିବନାହିଁ ସତ୍କାର
ପୁରୀ ଅଫିସ,୭।୭: ବୁଧବାରଠାରୁ ପୁରୀ ସ୍ବର୍ଗଦ୍ୱାରରେ ଶବସତ୍କାର ଉପରେ କଟକଣା ଲାଗିଛି। କରୋନା ସଂକ୍ରମଣ ଦୃଷ୍ଟିରୁ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଏହି କଟକଣା ଲାଗୁ କରାଯାଇଛି। ତଦନୁଯାୟୀ, ଜିଲା ବାହାରୁ କୌଣସି ବ୍ୟକ୍ତିଙ୍କ ମୃତଦେହ ସ୍ବର୍ଗଦ୍ୱାରରେ ସତ୍କାର କରାଯିବ ନାହିଁ।…
କରୋନା ଛାଟ: ୨ ବର୍ଷ ଯାଏ ନୂଆ ପଦବୀ ନାହିଁ, ଅଫିସରଙ୍କୁ ଏସବୁ ମନା
ଭୁବନେଶ୍ୱର,୭।୭(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏଥିଯୋଗୁ ଆର୍ଥିକ ସଙ୍କଟ ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ମଙ୍ଗଳବାର ବଡ଼ ପଦକ୍ଷେପ ନେଇଛନ୍ତି। ଆସନ୍ତା ୨ ବର୍ଷ ଯାଏ ନୂଆ ପଦବୀ ସୃଷ୍ଟି…
ସରକାରୀ କର୍ମଚାରୀଙ୍କ ଏସବୁ କାର୍ଯ୍ୟ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୭।୭(ବ୍ୟୁରୋ): ସରକାରୀ କର୍ମଚାରୀ ଓ ଠିକା କର୍ମଚାରୀଙ୍କ ଉପରେ ନୂଆ କଟକଣା ଲାଗୁ କରାଯାଇଛି। ବିଶେଷକରି ଗଣମାଧ୍ୟମକୁ ପ୍ରେସ୍ ରିଲିଜ ବା ମତାମତ ଦେବା ଉପରେ କଟକଣା ଲାଗିଛି। ପଦୋନ୍ନତି, ଦରମା, ଚାକିରି ସର୍ତ୍ତାବଳୀ ଉପରେ ସେମାନେ କହିପାରିବେ ନାହିଁ। ଚାକିରି…
ଗଞ୍ଜାମ ଜିଲାପାଳଙ୍କ ବଡ଼ ଘୋଷଣା: ଆସନ୍ତା ୯ରୁ ସମସ୍ତ ସହରାଞ୍ଚଳ, ୫ ବ୍ଲକ ସଟ୍ଡାଉନ୍; ଜାଣନ୍ତୁ..
ଛତ୍ରପୁର, ୭।୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାରେ ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଇବାରେ ଲାଗିଛି। ଏଥିପାଇଁ ଜ଼ିଲାର ବିଏମ୍ସି ସମେତ ୧୮ ସହରାଞ୍ଚଳ ଏବଂ ସାନଖେମୁଣ୍ଡି, ଶେରଗଡ଼, ପାତ୍ରପୁର, ଧରାକୋଟ, ଜଗନ୍ନାଥପ୍ରସାଦ ବ୍ଲକର ହେଡକ୍ୱାର୍ଟର ଶଟ୍ଡାଉନ୍ ରହିବ। ଆସନ୍ତା ୯ ତାରିଖରୁ…
CORONAVIRUS UPDATE: ସୁସ୍ଥ ହୋଇ ଘରକୁ ଫେରିଲେ ଆଉ ୨୧୭ ଆକ୍ରାନ୍ତ, ରାଜ୍ୟରେ ମୋଟ ଆରୋଗ୍ୟ ସଂଖ୍ୟା ୬,୭୦୩କୁ ବୃଦ୍ଧି
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜ୍ୟରେ ଆଉ ୨୧୭ କରେନା ସଂକ୍ରମିତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ସେମାନଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୮ଜଣ ଅଛନ୍ତି। ଏହାଛଡ଼ା ଖୋର୍ଦ୍ଧାରୁ ୧୮, ବାଲେଶ୍ୱରରୁ ୧୬, ମୟୂରଭଞ୍ଜରୁ ୧୫, ବରଗଡ଼ରୁ ୧୩, କେନ୍ଦୁଝରରୁ ୧୨, ଝାରସୁଗୁଡ଼ାରୁ ୮, ମାଲକାନଗିରିରୁ…
ରେଳଧାରଣାରୁ ସମାଜସେବୀ ଆଦିତ୍ୟ ଦାସଙ୍କ ମୃତଦେହ ଉଦ୍ଧାର: ମାସକ ତଳେ କରିଥିଲେ ବିବାହ
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀ ଲିଙ୍ଗରାଜ ଷ୍ଟେସନ ରେଳ ଧାରଣାରୁ ମଙ୍ଗଳବାର ସମାଜସେବୀ ଆଦିତ୍ୟ ଦାସଙ୍କ କ୍ଷତାକ୍ତ ମୃତଦେହକୁ ଜିଆରପି ପୋଲିସ ଉଦ୍ଧାର କରିଛି। ମୃତଦେହ ଜବତ ପରେ ବ୍ୟବଚ୍ଛେଦ ପାଇଁ ପଠାଯାଇଥିବା ସୂଚନା ମିଳିଛି। ଆଦିତ୍ୟ ‘ପିପୁଲ ଫର ସେବା’ ସାମାଜିକ ଅନୁଷ୍ଠାନର…
ରାଜଧାନୀରେ ବଢ଼ିବାରେ ଲାଗିଛି କରୋନା ସଂକ୍ରମଣ: ଆଜି ଚିହ୍ନଟ ହେଲେ ଆଉ ୨୯ ପଜିଟିଭ୍
ଭୁବନେଶ୍ୱର,୭।୭(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ୨୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୪ ଲୋକାଲ କେସ୍, ୧୪ କ୍ୱାରାଣ୍ଟାଇନ୍ କେସ୍ ଏବଂ ଜଣେ ଜଣେ କୋଭିଡ୍ ଯୋଦ୍ଧା ରହିଛନ୍ତି। ନୂଆ ଆକ୍ରାନ୍ତଙ୍କୁ ମିଶାଇ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୭୯ରେ ପହଞ୍ଚିଛି। ଏ…
Archives


