ରାଜ୍ୟ

ରାଜ୍ୟରେ କମୁଛି ଦଣ୍ଡବିଧାନ ହାର

ଭୁବନେଶ୍ୱର,୨୫ା୨(ବ୍ୟୁରେ): ପୋଲିସର ଦୁର୍ବଳ ତଦନ୍ତ ହେଉ ବା ଆବଶ୍ୟକ ସାକ୍ଷ୍ୟ ପ୍ରମାଣ ଅଭାବରୁ ଅବା ଆଇନର ଗଳାବାଟ ଯୋଗୁ ଅନେକ ଦୋଷୀ ଦଣ୍ଡ ନ ପାଇ ଖସି ଯାଉଛନ୍ତି। ଫଳରେ ରାଜ୍ୟରେ ଦଣ୍ଡବିଧାନ ହାର କମି କମି ଯାଉଛି। ବିଧାନସଭାରେ...

ବିଜେଡି ନେତ୍ରୀଙ୍କ ଆତ୍ମାହୁତି ଘଟଣା:ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଲେ ଡିଜିପି

କଟକ ଅଫିସ,୨୫ା୨: ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଘଟଣା ସୋମବାର ନୂଆ ମୋଡ଼ ନେଇଛି। ବ୍ରହ୍ମପୁର ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ମୀନାକ୍ଷୀ ଆତ୍ମାହୁତି ଦେଇଥିବା ଯୋଗୁ ଏହି ଘଟଣାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇଛନ୍ତି ଡିଜିପି ଅଭୟ। ଏହି...

ନରହନ୍ତା ଦନ୍ତା ଚନ୍ଦକାମୁହାହାଁ

ଭୁବନେଶ୍ୱର,୨୫ା୨(ବ୍ୟୁରୋ):ପିପିଲି, ନିମାପଡ଼ା, କଣାସ ଓ ଡେଲାଙ୍ଗ ବ୍ଲକ ଅଞ୍ଚଳରେ ତିନି ଦିନ ଧରି ଉପଦ୍ରବ କରିଥିବା ଦନ୍ତାହାତୀ ସୋମବାର ସନ୍ଧ୍ୟାରେ ଚନ୍ଦକା ଜଙ୍ଗଲମୁହାଁ ହୋଇଛି। ତା’ର ଆକ୍ରମଣରେ ରବିବାର ପିପିଲି ଓ ବଳଙ୍ଗା ଥାନା ଅଞ୍ଚଳର ୪ଜଣଙ୍କ ଜୀବନ ଯାଇଥିବାବେଳେ...

ବିଧାନସଭାରେ ଧାନ ଝଡ଼

ଭୁବନେଶ୍ୱର, ୨୫ା୨(ବ୍ୟୁରୋ): ଆକାଶରେ ମେଘ ବାଦଲ। ଆଗାମୀ ତିନିଦିନ ଧରି ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ଛେଚିବ। କେବଳ ମେଘ ନୁହେଁ, ୩୦ରୁ ୪୦ କିଲୋମିଟର ବେଗରେ ପବନ ମଧ୍ୟ ବହିବ ବୋଲି ପାଣିପାଗ ବିଭାଗ ସତର୍କ କରିଛି।...

ମାଟ୍ରିକ୍‌ ପରୀକ୍ଷା: କପି କରି ଧରାପଡ଼ିଲେ ୧୧୮ ପରୀକ୍ଷାର୍ଥୀ

କଟକ ଅଫିସ,୨୫ା୨: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ଚଳିତ ମାଟ୍ରିକ ପରୀକ୍ଷାରେ ସୋମବାର ୧୧୮ଜଣ ପରୀକ୍ଷାର୍ଥୀ କପି କରି ଧରା ପଡ଼ିବା ସହ ମାଲପ୍ରାକ୍ଟିସ(ଏମ୍‌ପି) ହୋଇଛନ୍ତି। ସେମାନଙ୍କ ମଧ୍ୟରେ ମାଟ୍ରିକ ପରୀକ୍ଷାର ୧୦୮ଜଣ ଓ ରାଜ୍ୟ ମୁକ୍ତ ବିଦ୍ୟାଳୟ...

ଅଯୋଗ୍ୟ ହାତେଇଲେ ଘର

ଧାମନଗର,୨୫।୨(ଡି.ଏନ.ଏ.)- ଭଦ୍ରକ ଜିଲା ଧାମନଗର ବ୍ଲକ ବୟାଙ୍ଗଡିହୀ ପଞ୍ଚାୟତରେ ସରକାରୀ ଆବାସ ଯୋଜନାରେ ଅନିୟମିତତା ହୋଇଛି। ବହୁ ଯୋଗ୍ୟ ହିତାଧିକାରୀ ଘର ଖଣ୍ଡେ ଲାଗି ଚାହିଁ ବସିଥିବାବେଳେ ଅଯୋଗ୍ୟମାନେ କୌଶଳ କରି ହାତେଇଥିବା ଅଭିଯୋଗ ହେଉଛି। କିଛିଦିନ ତଳେ ବ୍ଲକ...

ପିଠା ପ୍ରତିଯୋଗିତା, ପ୍ରଦର୍ଶନୀ

ବାଲେଶ୍ୱର ଅଫିସ, ୨୫।୨-ବାଲେଶ୍ୱର ସହର ସ୍ଥାନୀୟ ଟାଉନହଲ୍‌ଠାରେ ବାଲେଶ୍ୱର ‘ଇନ୍‌ଟାକ୍‌’ ଚାପ୍ଟରର ତୃତୀୟ ଆକର୍ଷଣୀୟ ପୀଠା ପ୍ରତିଯୋଗିତା ଓ ପ୍ରଦର୍ଶନୀ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୫୨ଜଣ ପ୍ରତିଯୋଗୀ ଯୋଗଦାନ କରିଥିଲେ। ଏହି ପ୍ରତିଯୋଗିତାରେ ବୀଣା ନନ୍ଦୀ ପ୍ରଥମ, ରଶ୍ମି ସାହୁ...

ଆହାର ନ ପାଇ ଫେରୁଛନ୍ତି ଲୋକେ

ଫୁଲବାଣୀ ଅଫିସ, ୨୫ା୨-ସହରର ଗରିବ, ଦିନ ମଜୁରିଆଙ୍କୁ ୫ ଟଙ୍କାରେ ଭାତ, ଡାଲମା ଯୋଗାଇ ଦେବା ପାଇଁ ସରକାର ଆରମ୍ଭ କରିଛନ୍ତି ଆହାର ଯୋଜନା। କନ୍ଧମାଳ ଜିଲା ଫୁଲବାଣୀ ସହରରେ ଦୁଇଟି ସ୍ଥାନରେ ଏହି କେନ୍ଦ୍ର ଖୋଲାଯାଇଛି। ଗୋଟିଏ ବସ୍‌ଷ୍ଟାଣ୍ଡରେ...

ଏସ୍‌ଡିସି କପ୍‌ ଉଦ୍‌ଘାଟିତ : ପ୍ରଥମ ଦିନରେ ୪ ମ୍ୟାଚ

ଫୁଲବାଣୀ ଅଫିସ, ୨୫ା୨-ଫୁଲବାଣୀସ୍ଥିତ କରୋନେଶନ ପଡିଆରେ ଆଦିବାସୀ ଫୁଟବଲ ଚାମ୍ପିୟନଶିପ୍‌ ଏସ୍‌ଡିସି (ସ୍ବତନ୍ତ୍ର ଉନ୍ନୟନ ପରିଷଦ) କପ୍‌-୨୦୨୦ ସୋମବାର ଉଦ୍‌ଘାଟିତ ହୋଇଛି ା ସରକାରଙ୍କ ଆଇଟି ସେଲ୍‌ ଉପଦେଷ୍ଟା ଅନୁଭବ ପଟ୍ଟନାୟକ ଯୋଗଦେଇ ଏହାକୁ ଉଦ୍‌ଘାଟନ କରିଛନ୍ତି। ପ୍ରଥମ ଦିନ...

ଖେଲୋ ଇଣ୍ଡିଆ : ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭାଗନେବେ

ବ୍ରହ୍ମପୁର ଅଫିସ,୨୫ା୨- ଭୁବନେଶ୍ୱର କିଟ୍‌ ବିଶ୍ୱବିଦ୍ୟାଳୟରେ ଖେଲୋ ଇଣ୍ଡିଆ ବିଶ୍ୱବିଦ୍ୟାଳୟ କ୍ରୀଡା-୨୦୨୦ର ଶୁଭାରମ୍ଭ ହୋଇଛି। ମାର୍ଚ୍ଚ ୧ତାରିଖ ପର୍ଯ୍ୟନ୍ତ ଚାଲିବାକୁ ଥିବା ଭାରୋତ୍ତଳନ ପ୍ରତିଯୋଗୀତାରେ ଭାଗନେବାକୁ ସୋମବାର ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର ୪ ଖେଳାଳି ଭୁବନେଶ୍ୱର ଗସ୍ତ କରିଛନ୍ତି। ସେଥିମଧ୍ୟରେ ୮୭କେଜି...

ଜିପ୍‌ରେ ପରୀକ୍ଷାର୍ଥୀଙ୍କୁ ଘରେ ଛାଡ଼ିଲେ ତହସିଲଦାର

ଦିଗପହଣ୍ଡି,୨୫ା୨(ଡି.ଏନ.ଏ.)-ଦିଗପହଣ୍ଡି ତହସିଲଦାର ଅଦ୍ୱୈତ କୁମାର ସ୍ବାଇଁ ସୋମବାର ମଧ୍ୟାହ୍ନରେ ଫାଶିଗୁଡା ଗ୍ରାମ ହାଇସ୍କୁଲ ପରୀକ୍ଷା କେନ୍ଦ୍ର ପରିଦର୍ଶନ କରି ଫେରୁଥିବା ବେଳେ ଭୀଷ୍ମଗିରି-ନିମଖଣ୍ଡି ପେଣ୍ଠ ମୁଖ୍ୟ ରାସ୍ତାରେ ମାଟ୍ରିକ ପରୀକ୍ଷାର୍ଥୀମାନେ ୨ଟି ଅଟୋରେ ବିପଦସଙ୍କୁଳ ଅବସ୍ଥାରେ ଘରକୁ ଫେରୁଥିବା ଦେଖିଥିଲେ।...

ଏସ୍‌ୟୁସିଆଇର ଟ୍ରମ୍ପଙ୍କ କୁଶପୁତ୍ତଳିକା ଦାହ, ବିକ୍ଷୋଭ

ବ୍ରହ୍ମପୁର ଅଫିସ,୨୫ା୨-ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଗସ୍ତକୁ ବିରୋଧ କରିଛି ଏସ୍‌ୟୁସିଆଇ (କମ୍ୟୁନିଷ୍ଟ) ା ସୋମବାର ଏନେଇ ବ୍ରହ୍ମପୁର କମାପଲ୍ଲୀ ଛକରେ ଏସ୍‌ୟୁସିଆଇ(କମ୍ୟୁନିଷ୍ଟ) ଗଞ୍ଜାମ ଜିଲା କମିଟି ପକ୍ଷରୁ ବିକ୍ଷୋଭ ପ୍ରଦର୍ଶନ କରଯାଇଥିଲା ା ଏସୟୁସିଆଇ ପକ୍ଷରୁ ଟ୍ରମ୍ପଙ୍କ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri