ଏମ୍କେସିଜିରେ ପିପିପି ମୋଡ୍କୁ ବିରୋଧ
ବ୍ରହ୍ମପୁର ଅଫିସ,୨୫ା୨-ବ୍ରହ୍ମପୁର ମହାରାଜା କୃଷ୍ଣଚନ୍ଦ୍ର ଗଜପତି ମେଡିକାଲ କଲେଜରେ ପିପିପି(ପବ୍ଲିିକ ପ୍ରାଇଭେଟ ପାର୍ଟନରଶିପ୍) ମାଧ୍ୟମରେ ବିଭିନ୍ନ ସମସ୍ୟାର ସମାଧାନ କରିବାକୁ ଗତ ସ୍ବାସ୍ଥ୍ୟ ବିକାଶ ସମିତି ବୈଠକରେ ହୋଇଥିବା ନିଷ୍ପତ୍ତିକୁ ମାନବ ଅଧିକାର ସୁରକ୍ଷା ମଞ୍ଚ ବିରୋଧ କରିଛି ା...
ଅପରେଶନ ପରେ ହରାଇଲେ ଦୃଷ୍ଟିଶକ୍ତି
କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ବେସରକାରୀ ଚିକିତ୍ସାଳୟର ଖାମଖିଆଲ ମନୋଭାବ ଯୋଗୁ ଜଣେ ବୃଦ୍ଧା ଆଖି ହରାଇଥିବା ଅଭିଯୋଗ ହୋଇଛି। କାମାକ୍ଷାନଗର ଏନ୍ଏସି ଅଧୀନ ବଡ଼ବିଲା ଗଁାର ଧଳା ପାତ୍ର (୮୦) ଏପରି ଅଭିଯୋଗ ଆଣିଛନ୍ତି। ଏ ନେଇ ସେ ସୋମବାର ଜନ...
ଅର୍ଦ୍ଧନିର୍ମିତ ପୋଲ ନେଇ ବଢ଼ୁଛି ଅସନ୍ତୋଷ
ଆଠମଲ୍ଲିକ,୨୫ା୨(ଡି.ଏନ.ଏ.) – ସରକାରୀ ଉଦାସୀନତା, ବ୍ଲକ ପ୍ରଶାସନର ଚରମ ଅବହେଳା ତଥା ରାଜନୈତିକ ଗୋଷ୍ଠୀ ବିବାଦ ଯୋଗୁ ଆଠମଲ୍ଲିକ ବ୍ଲକ ଠାକୁରଗଡ ପଞ୍ଚାୟତର ହତାଶିମିଳି ପୋଲ ଅର୍ଦ୍ଧନିର୍ମିତ ଅବସ୍ଥାରେ ପଡିରହିଛି। ୧୦ ଲକ୍ଷ ଟଙ୍କା ବଳକା ଥିବାରୁ ନିର୍ମାଣ କାର୍ଯ୍ୟ...
ଚାଷୀଙ୍କୁ ଗୋଇଠା ମାରିଲେ ପୂର୍ବତନ ସଭାପତି
କାମାକ୍ଷାନଗର, ୨୫।୨(ଡି.ଏନ.ଏ.) ଢେଙ୍କାନାଳ ଜିଲା କାମାକ୍ଷାନଗର ବ୍ଲକ ଜଗନ୍ନାଥପୁର ସେବା ସମବାୟ ସମିତିର ପୂର୍ବତନ ସଭାପତି ଅଶୋକ ନାୟକ ଏବଂ ତାଙ୍କ ପୁଅ ତଥା ସମିତିର ଡାଟା ଏଣ୍ଟ୍ରି ଅପରେଟର ଅମରେଶଙ୍କ ଦବଙ୍ଗଗିରିକୁ ନେଇ ଏବେ ସୋସିଆଲ ମିଡିଆରେ ଆରମ୍ଭ...
୭ ଦଲାଲ୍ଙ୍କୁ ଗିରଫ କଲା ପୋଲିସ
ଅନୁଗୋଳ ଅଫିସ, ୨୫।୨ ଅନୁଗୋଳ ଆଞ୍ଚଳିକ ପରିବହନ କାର୍ଯ୍ୟାଳୟରେ ଦଲାଲି କରୁଥିବା ଅଭିଯୋଗରେ ୭ଜଣଙ୍କୁ ଅନୁଗୋଳ ପୋଲିସ ଗିରଫ କରି ସୋମବାର କୋର୍ଟ ଚାଲାଣ କରିଛି। ଏ ସଂକ୍ରାନ୍ତରେ ନଂ. ୨୨୪/୨୦ରେ ଏକ ମାମଲା ରୁଜୁ କରାଯାଇଛି। ଗିରଫ ଅଭିଯୁକ୍ତମାନେ...
ଜ୍ୱର, ଝାଡ଼ାବାନ୍ତିରେ ୪୯ ଆକ୍ରାନ୍ତ
ବନ୍ତଳା, ୨୫ା୨(ଡି.ଏନ.ଏ.) ଅନୁଗୋଳ ଜିଲା ବନ୍ତଳା ଥାନା ବଡ଼କେରା ପଞ୍ଚାୟତ ଚମ୍ପତିମୁଣ୍ଡା ଜବାହର ନବୋଦୟ ବିଦ୍ୟାଳୟରେ ସୋମବାର ଜ୍ୱର, ଝାଡାବାନ୍ତି ବ୍ୟାପିଛି। ଝାଡାବାନ୍ତିରେ ୧୨ ଜଣ ଆକ୍ରାନ୍ତ ହୋଇଥିବାବେଳେ ୩୭ ଜଣ ଜ୍ୱରରେ ପୀଡିତ ହୋଇଥିବା ଜଣାପଡିଛି। ବିଦ୍ୟାଳୟ ଅଧ୍ୟକ୍ଷ...
ତୃତୀୟ ଦିନରେ ୭୬ ଅନୁପସ୍ଥିତ
କଣିହାଁ, ୨୫ା୨(ଡି.ଏନ.ଏ.): ଅନୁଗୋଳ ଜିଲା କଣିହାଁ ବ୍ଲକର ବିଜିଗୋଳ ପଞ୍ଚାୟତ ହାଇସ୍କୁଲରେ ସୋମବାର ତୃତୀୟ ଦିନ ମାଟ୍ରିକ ପରୀକ୍ଷା ଅନୁଷ୍ଠିତ ହୋଇଯାଇଛି। ତୃତୀୟ ଭାଷା ପରୀକ୍ଷାରେ ମୋଟ ୭୬ ଛାତ୍ରୀଛାତ୍ର ଅନୁପସ୍ଥିତ ଥିବା ଜଣାପଡିଛି। ସେହିପରି କପି କରି ୨...
ତାଲିକାରେ ନାଁ ଅଛି, ମିଳୁନି ଆବାସ
ତେନ୍ତୁଳିଖୁଣ୍ଟି,୨୫।୨(ଡି.ଏନ.ଏ) ପ୍ରଧାନମନ୍ତ୍ରୀ ଆବାସ ପାଇଁ ଚୟନ ତାଲିକାରେ ନାମ ଅଛି,ତଥାପି ହିତାଧିକାରୀଙ୍କୁ କାର୍ଯ୍ୟାଦେଶ ମିଳୁନି। ବାଧ୍ୟ ହୋଇ ଭଙ୍ଗା ଦଦରା ଘରେ ରହୁଛନ୍ତି ହିତାଧିକାରୀ। ଏହିପରି ଘଟଣା ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ ମଞ୍ଚାଗାଁ ପଞ୍ଚାୟତ ଦାଣ୍ଡୁଗୁଡା ଗ୍ରାମର ଡମୁ...
ଭୂମିପୂଜାରେ ସୀମିତ ପାତାଳି ଶ୍ରୀକ୍ଷେତ୍ରର ବିକାଶ
ସୋନପୁର,୨୫।୨(ନି.ପ୍ର.) ସୁବର୍ଣ୍ଣପୁର ଜିଲା କୋଟସମଲାଇସ୍ଥିତ ପାତାଳି ଶ୍ରୀକ୍ଷେତ୍ର ହେଉଛି ପଶ୍ଚିମ ଓଡିଶାର ଅନ୍ୟତମ ଧାର୍ମିକ ପର୍ଯ୍ୟଟନସ୍ଥଳୀ। ୨୦୦୩ ମସିହାରେ ରାଜ୍ୟ ସରକାର ଏହି ସ୍ଥାନକୁ ପର୍ଯ୍ୟଟନସ୍ଥଳୀର ମାନ୍ୟତା ଦେଇଥିଲେ । ଏହି ମାନ୍ୟତା ପରେ ପୁରୀ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ...
କିଡ଼୍ନୀ ରୋଗ୍ରେ ପୀଡ଼ିତ ଗିରିଧାରୀ ଘଟନା: ସାହାଯ୍ର ହାତ୍ ବଢ଼ାଲା ଯୁବାମଞ୍ଚ, ଜାଗୃତି ଶାଖା
ଗୁଡ଼ଭେଲା, ୨୫।୨ (ଡି.ଏନ୍.ଏ.)- ବଲାଙ୍ଗୀର ଜିଲା ତୁଷୁରା ସହରର ପତିତପାବନ ପଡ଼ାର ଗିରିଧାରୀ କୁମ୍ଭାର(୩୫)। ପାଖାପାଖି ୩ ମାସ ହେଲା ସେ କିଡ଼୍ନୀ ରୋଗ୍ରେ ପୀଡ଼ିତ ଅଛନ୍। ଇ ବାବ୍ଦେ ସୋମବାର ଧରିତ୍ରୀ ସମ୍ବଲପୁର ସଂସ୍କରଣରେ ‘କିଡ଼୍ନୀ ରୋଗ୍ରେ...
ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ : ୪ ଦଫାରେ କେନ୍ଦ୍ରିତ ହେଲା ଦାବି
ବଲାଙ୍ଗୀର ଅଫିସ,୨୫ା୨ ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ସକାଶେ ସୋମବାର ଜିଲା ପ୍ରଶାସନ ସହ ପ୍ରକଳ୍ପ ପ୍ରଭାବିତ ବୁଡିଅଞ୍ଚଳବାସୀଙ୍କ ଏକ ଆଲୋଚନା ସ୍ଥାନୀୟ ଲୋୟର ସୁକ୍ତେଲ ଜଳସେଚନ ପ୍ରକଳ୍ପ ମୁଖ୍ୟ ନିର୍ମାଣ ଯନ୍ତ୍ରୀ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଥିଲା...
ଦୁର୍ନୀତି ବିରୋଧରେ ରାଜ୍ୟ ସରକାରଙ୍କ କଡ଼ା ଆଭିମୁଖ୍ୟ: ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ, ୨ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର
ଭୁବନେଶ୍ୱର,୨୪।୨(ବ୍ୟୁରୋ): ରାଜ୍ୟ ସରକାର ଦୁର୍ନୀତି ବିରୋଧରେ କଡ଼ା ଆଭିମୁଖ୍ୟ ଗ୍ରହଣ କରିଛନ୍ତି। ଏ ନେଇ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୬ ଅଧିକାରୀଙ୍କୁ ଚାକିରିରୁ ବରଖାସ୍ତ କରିବା ସହ ସେମାନଙ୍କ ପେନସନ୍ ସୁବିଧାକୁ ମଧ୍ୟ ସ୍ଥାୟୀ ଭାବେ ବନ୍ଦ କରିବାକୁ...
Archives


