ପେଟ୍ରୋଲ ପମ୍ପ ବିସ୍ଫୋରଣ: ମାସେ ପରେ ବି ଆସୁନି ସତ
ଭୁବନେଶ୍ୱର,୮ା୧୧(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାକୁ ଇତିମଧ୍ୟରେ ମାସେ ପୂରିଛି। ହେଲେ ଏଯାଏ ଏହି ଲୋମଟାଙ୍କୁରା ଘଟଣାର କାରଣ ଅସ୍ପଷ୍ଟ ରହିଥିବାବେଳେ ଚାଲିଥିବା ତଦନ୍ତକୁ ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଗତ ଅକ୍ଟୋବର ୭ ମଧ୍ୟାହ୍ନରେ…
ପଶ୍ଚିମବଙ୍ଗର ସୀମା ଦଖଲ ଉଦ୍ୟମ: ଦୁଇ ରାଜ୍ୟ ସୀମାନ୍ତବାସୀ ମୁହାଁମୁହିଁ
ଭୋଗରାଇ,୮ା୧୧(ଡି.ଏନ.ଏ.): ଦୀର୍ଘ ଅଢେଇବର୍ଷ ନୀରବତା ପରେ ଓଡ଼ିଶା-ପଶ୍ଚିମବଙ୍ଗ ସୀମା ବିବାଦ ପୁଣି ମୁଣ୍ଡ ଟେକିଛି। ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ସୀମାନ୍ତ ଗ୍ରାମ ସାହାବାଜିପୁର ଗ୍ରାମ୍ୟ ଜଙ୍ଗଲକୁ ପଶ୍ଚିମବଙ୍ଗ ପୂର୍ବମେଦିନୀପୁର ଜିଲା ଦୀଘା-ଶଙ୍କରପୁର ଉନ୍ନୟନ ପରିଷଦ ଶୁକ୍ରବାର ରାତିଅଧିଆ ବେଆଇନ ଭାବେ…
ଅଧିକାରୀଙ୍କ ସହ ସଲାସୁତୁରା: ଚାଲିଛି ଟିକସ ଫାଙ୍କି ଖଣିଜ କାରବାର
ଭୁବନେଶ୍ୱର (ବ୍ୟୁରୋ)/ ଯୋଡ଼ା (ଡି.ଏନ.ଏ.), ୮ା୧୧: ୨୦୧୦-୧୧ରେ ଓଡ଼ିଶାର ଖଣି ଦୁର୍ନୀତି ସାରା ଦେଶରେ ବେଶ୍ ଚର୍ଚ୍ଚାର ବିଷୟ ପାଲଟିଥିଲା। ଏମ୍.ବି. ଶାହ କମିଶନ ଓ ପରେ ସୁପ୍ରିମକୋର୍ଟଙ୍କ ଦ୍ୱାରା ଗଠିତ କେନ୍ଦ୍ରୀୟ କ୍ଷମତା ସମ୍ପନ୍ନ କମିଟି(ସିଇସି) ଉକ୍ତ ଖଣି ଦୁର୍ନୀତିର…
କରୋନା ଛଡ଼ାଇନେଇଛି ବୃତ୍ତି: ବଞ୍ଚିବା ପାଇଁ ଯାତ୍ରା କଳାକାରଙ୍କ ନିଆରା ପ୍ରୟାସ
ଭୁବନେଶ୍ୱର,୮ା୧୧(ବ୍ୟୁରୋ): କରୋନା ମହାମାରୀ ଛଡ଼ାଇନେଇଛି କଳାକାରଙ୍କ ବୃତ୍ତି, ବେଉସା। ପେଟକୁ ଦାନା ମୁଠେ ଯୋଗାଡ଼ କରିବାକୁ ସେମାନେ ବିଭିନ୍ନ ପନ୍ଥା ଆପଣାଉଛନ୍ତି। ନିକଟରେ ବଲିଉଡ୍ରେ ଭାଗ୍ୟ ପରୀକ୍ଷା କରୁଥିବା ଜଣେ ସିନେ କଳାକାର ଭୁବନେଶ୍ୱରରେ ପରିବା ବିକ୍ରି କରୁଥିବା ଦେଖିବାକୁ ମିଳିଥିଲା।…
ରାଜ୍ୟ ପାଇଁ ଗୌରବ ଆଣିଲେ କୋରାପୁଟର ଝିଅ ପ୍ରାଞ୍ଜଳ, ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଚମକିଲେ
କୋଟପାଡ଼,୮ା୧୧ (ଡି.ଏନ.ଏ.): କୋରାପୁଟ ଜିଲା କୋଟପାଡ଼ ଅଞ୍ଚଳର ପ୍ରାଞ୍ଜଳ ପାତ୍ର ଆନ୍ତଃ ରାଜ୍ୟସ୍ତରୀୟ ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି ଫାଇନାଲରେ ପ୍ରବେଶ କରିଛନ୍ତି। ସେ ଗତ କିଛିଦିନ ପୂର୍ବେ ପ୍ରଥମେ ଜିରୋନ ପ୍ରଡକ୍ସନର ମିସ୍ ଇଣ୍ଡିଆ ପ୍ରତିଯୋଗିତାରେ ଅଂଶଗ୍ରହଣ କରି…
ରାଜ୍ୟରେ ସୁସ୍ଥ ହେଲେ ଆଉ ୧୬୮୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୭।୧୧(ବ୍ୟୁରୋ)-ରାଜ୍ୟରେ ଆଜି ମୋଟ ୧୬୮୩ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧାରୁ ସର୍ବାଧିକ ୨୧୭ ଜଣ ସୁସ୍ଥ ହୋଇଥିବା ବେଳେ ସୁନ୍ଦରଗଡରୁ ୧୧୩, କଟକରୁ ୧୦୪, ବୌଦ୍ଧରୁ ୯୧, କଳାହାଣ୍ଡିରୁ ୮୩, ମୟୂରଭଞ୍ଜରୁ ୮୦, ବାଲେଶ୍ବରରୁ ୭୮, ନୂଆପଡାରୁ ୭୬,…
ଆନନ୍ଦପୁରରେ ୨୪ ମେଗାୱାଟ କ୍ଷୁଦ୍ର ଜଳବିଦ୍ୟୁତ୍ ପ୍ରକଳ୍ପ ଲୋକାର୍ପିତ
ଭୁବନେଶ୍ୱର,୭।୧୧(ବ୍ୟୁରୋ)- ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ଜରିଆରେ ଶନିବାର କେନ୍ଦୁଝର ଜିଲା ଆନନ୍ଦପୁର ସିଂହନାଳୀରେ ୧୨ ମେଗାଓ୍ବାଟ୍ର ବୈତରଣୀ କ୍ଷୁଦ୍ର ଜଳ ବିଦ୍ୟୁତ୍ ପ୍ରକଳ୍ପର ଉଦ୍ଘାଟନ କରିଛନ୍ତିି। ଏହି ଅବସରରେ ମୁଖ୍ୟମନ୍ତ୍ରୀ କହିଛନ୍ତି, ଜିଲା ଖଣିଜ ପାଣ୍ଠିର ଟଙ୍କା ହେଉଛି…
ହାଇକୋର୍ଟର ବରିଷ୍ଠ ଆଇନଜୀବୀ ଅଶୋକ ମହାପାତ୍ରଙ୍କ ପରଲୋକ
କଟକ ଅଫିସ,୭ା୧୧: ଓଡ଼ିଶା ହାଇକୋର୍ଟର ବରିଷ୍ଠ ଆଇନଜୀବୀ ତଥା ହାଇକୋର୍ଟ ବାର୍ ଆସୋସିଏଶନର ପୂର୍ବତନ ସଭାପତି ଡକ୍ଟର ଅଶୋକ ମହାପାତ୍ରଙ୍କର ଶନିବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୨ ବର୍ଷ ହୋଇଥିଲା। ଅସୁସ୍ଥତା ଯୋଗୁ ସେ ଭୁବନେଶ୍ୱରର ଏକ ଘରୋଇ…
ମହାନଦୀ ଜଳ ବିବାଦ ମାମଲା: ଡିସେମ୍ବର ୫ରେ ହେବ ଶୁଣାଣି
ଭୁବନେଶ୍ୱର,୭ା୧୧: ଟ୍ରିବ୍ୟୁନାଲରେ ମହାନଦୀ ଜଳ ବିବାଦ ମାମଲାର ଶୁଣାଣି ହୋଇଛି। ଏହି ମାମଲାର ପରବର୍ତ୍ତୀ ଶୁଣାଣି ଆସନ୍ତା ଡିସେମ୍ବର ୫ରେ ହେବ ବୋଲି ଦିନ ଧାର୍ଯ୍ୟ ହୋଇଛି। ଆଜିର ଏହି ଶୁଣାଣିରେ ଓଡ଼ିଶା ୨ଟି ଦାବି ରଖିଥିଲା। ଅଣମୌସୁମୀରେ ହୀରାକୁଦକୁ ନିର୍ଦ୍ଦିଷ୍ଟ…
ଭୁବନେଶ୍ୱରରୁ ପୁଣି ୬୪ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୮୭
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ଶନିବାର ୬୪ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭ଜଣ ରହିଥିବା ବେଳେ ଲୋକାଲ କେସ୍ ରହିଛି ୪୭। ସେହିପରି ଆଜି ଭୁବନେଶ୍ୱରରୁ ୮୭ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏ ନେଇ…
ମାଟ୍ରିକ ପରୀକ୍ଷା ଫର୍ମପୂରଣ ସ୍ଥଗିତ
ଭୁବନେଶ୍ୱର, ୭।୧୧(ବ୍ୟୁରୋ) ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପ୍ରକ୍ରିୟାକୁ ସ୍ଥଗିତ ରଖାଯାଇଛି। ଏ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଫର୍ମ ପୂରଣ ନେଇ ପରବର୍ତ୍ତୀ ବିଜ୍ଞପ୍ତି ପରେ ପ୍ରକାଶ ପାଇବ ବୋଲି ଜଣାଯାଇଛି ।…
ଜାତୀୟସ୍ତରରେ ୧ ନମ୍ବର ର଼୍ୟାଙ୍କରେ ଓଡ଼ିଆ ଡାକ୍ତର
ଭୁବନେଶ୍ୱର,୭।୧୧(ବ୍ୟୁରୋ): ଓୟୁଏଟି ସ୍ଥିତ ଭେଟେରିନାରି କଲେଜର ସର୍ଜରି ବିଭାଗର ସହକାରୀ ପ୍ରଧ୍ୟାପକ ଡାକ୍ତର ବିଶ୍ୱଦୀପ ଜେନା ଚଳିତ ବର୍ଷର ଭାରତୀୟ କୃଷି ଅନୁସନ୍ଧାନ ଓ ଗବେଷଣା ପରିଷଦ ଆନୁକୂଲ୍ୟରେ ହୋଇଥିବା ପିଏଚ୍ ଏଣ୍ଟ୍ରାନ୍ସ ପରୀକ୍ଷାରେ ସାଧାରଣ ବର୍ଗରେ ସର୍ବ ଭାରତୀୟ ସ୍ତରରେ…

