ରାଜ୍ୟ

ପାଣିରେ ପଡ଼ିଲା ଓପିଟିସିଏଲ୍‌ର ୧୫ କୋଟି

ଭୁବନେଶ୍ୱର, ୧୦।୫ (ବ୍ୟୁରୋ): ସାମୁଦ୍ରିକ ଝଡ଼ ’ଫନୀ’କୁ ବର୍ଷେ ପୂରିଗଲା। ବର୍ଷକ ତଳେ ଏହି ଝଡ଼ ଉପକୂଳବର୍ତ୍ତୀ ଜିଲାଗୁଡ଼ିକର ବିଦ୍ୟୁତ୍‌ ଭିତ୍ତିଭୂମି ଉଜାଡି ଦେଇଥିଲା। ଶକ୍ତି ବିଭାଗ ଆକଳନ ଅନୁଯାୟୀ ୧୪ ଜିଲାରେ ପ୍ରାୟ ୫୦୦ କୋଟି ଟଙ୍କାର କ୍ଷୟକ୍ଷତି ହୋଇଥିଲା।…

ନିର୍ଦ୍ଦେଶନାମାର ପ୍ରୟୋଗ କମ୍‌, ପ୍ରଚାର ଅଧିକ: କାହା ପାଇଁ ତାଲା, କାହା ପାଇଁ ଖୋଲା

ଭୁବନେଶ୍ୱର, ୧୦।୫ (ବ୍ୟୁରୋ): କରୋନାକୁ ରୋକୁଥିବା ମୁଖ୍ୟଅସ୍ତ୍ର ସାମାଜିକ ଦୂରତ୍ୱ ନିୟମ ଅନୁପାଳନ କ୍ଷେତ୍ରରେ ସାଲିସ୍‌ କରାଯାଉଥିବା ଦେଖିବାକୁ ମିଳିଛି। କ୍ଷୁଦ୍ର ଓ ମଧ୍ୟମ ବ୍ୟବସାୟୀଙ୍କ ପାଇଁ ତାଲାବନ୍ଦ ଥିବାବେଳେ ବଡ଼ ବ୍ୟବସାୟୀଙ୍କ ପାଇଁ ଭୁବନେଶ୍ୱର ବଜାର ଖୋଲା ରହିବା ନାନା…

ରାଜଧାନୀରେ ରାତିର କର୍ଫ୍ୟୁ: ଚାରିଆଡ଼େ ଖୋଲାମେଲା

ଭୁବନେଶ୍ୱର, ୧୦।୫ (ବ୍ୟୁରୋ): କରୋନା ସଂକ୍ରମଣ ରୋକିବାକୁ ସନ୍ଧ୍ୟା ୭ରୁ ସକାଳ ୭ଟା ପର୍ଯ୍ୟନ୍ତ ୧୨ ଘଣ୍ଟିଆ କର୍ଫ୍ୟୁ କରିଛି କମିଶନରେଟ ପୋଲିସ। ଏପରି କି ରାତିରେ କେବଳ ଭୂତ ହିଁ ଯାଇପାରିବେ ବୋଲି ପୋଲିସ କମିଶନର ସୁଧାଂଶୁ ଷଡ଼ଙ୍ଗୀ ଟୁଇଟ୍‌…

ଆଜିଠୁ ସଙ୍ଗରୋଧରେ ରହିବେ ରଥ ନିର୍ମାଣକାରୀ: ସ୍ବାସ୍ଥ୍ୟାବସ୍ଥା ଯାଞ୍ଚ ପାଇଁ ୪ ମେଡିକାଲ ଟିମ୍‌ ଗଠିତ

ପୁରୀ ଅଫିସ,୧୦।୫: ଜୁନ୍‌ ୨୩ରେ ରଥଯାତ୍ରା। ତେଣୁ ରଥଖଖଳାରେ ଚାଲିଛି ତିନିରଥ ନିର୍ମାଣ। ବର୍ତ୍ତମାନ ମହାମାରୀ କରୋନା ଯେଉଁଭଳି ଭାବେ ରାଜ୍ୟରେ ମାଡ଼ୁଛି ତାହାକୁ ଦୃଷ୍ଟିରେ ରଖି ରଥ ନିର୍ମାଣରେ ଯେପରି ସାମାନ୍ୟତମ ଅସୁବିଧା ନ ହୁଏ ସେଥିଲାଗି ମନ୍ଦିର ପ୍ରଶାସନ…

୧୪ରୁ ଆହୁରି ବଢ଼ିବ ତାତି

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ଦୁଇଦିନ ହେବ ପାରଦ ଉପର ମୁହାଁ ହୋଇଛି। କେତେକ ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୦ ଡିଗ୍ରୀ ସେଲ୍‌ସିୟସ ଉପରକୁ ଉଠି ଯାଇଛି। ୧୦ ତାରିଖରୁ ୧୩ ତାରିଖ ଯାଏ ତାତି ସାମାନ୍ୟ ହ୍ରାସ ପାଇବ। ୧୪ରୁ   ପୁଣି ଗ୍ରୀଷ୍ମ…

ପ୍ରବାସୀଙ୍କୁ ଫେରିବାକୁ ଦିଅ: ନଚେତ୍‌ ସୃଷ୍ଟି ହୋଇପାରେ ମାନବୀୟ ସଙ୍କଟ

ଭୁବନେଶ୍ୱର,୧୦।୫(ବ୍ୟୁରୋ): କରୋନା(କୋଭିଡ-୧୯) ସଂକ୍ରମଣକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର ମାର୍ଚ୍ଚ ୨୪ରୁ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ଶନିବାର ଏହି ଲକ୍‌ଡାଉନ୍‌କୁ ୪୬ ଦିନ ପୂରିଛି। ବିଭିନ୍ନ ରାଜ୍ୟରେ ବହୁ ଓଡ଼ିଆ ଅସହାୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କ ମଧ୍ୟରୁ ଅନେକେ ସେମାନଙ୍କର ଜୀବିକା…

ଅନୁଗୋଳ ଛୁଇଁଲା କରୋନା, ୧୩ ଆକ୍ରାନ୍ତ ଚିହ୍ନଟ

ଅନୁଗୋଳ ଅଫିସ,୧୦।୫: ରାଜ୍ୟରେ ରବିବାର ସକାଳେ ୫୮ଜଣ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିରେ ଅନୁଗୋଳର ୧୩ କରୋନା ଆକ୍ରାନ୍ତ ରହିଛନ୍ତି। ଏହାପରେ ୨୦ତମ ଜିଲାଭାବେ ଅନୁଗୋଳ ପ୍ରଥମ ଥର ପାଇଁ କରୋନାରେ ପାଦ ଥାପିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

ନୂତନ ୫୮ଜଣ ଆକ୍ରାନ୍ତଙ୍କ ତଥ୍ୟ ଦେଲେ ରାଜ୍ୟ ସରକାର: ଜଣଙ୍କୁ ଛାଡ଼ି ୫୭ଜଣ ବାହାର ରାଜ୍ୟ ଫେରନ୍ତା

ଭୁବନେଶ୍ୱର,୧୦।୫(ବ୍ୟୁରୋ): ରାଜ୍ୟରେ ବଢ଼ି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ରବିବାର ୫୮ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୫୨ରେ ପହଞ୍ଚିଛି। ତେବେ ନୂତନ ଭାବେ ଚିହ୍ନଟ ହୋଇଥିବା ବ୍ୟକ୍ତିଙ୍କ ବିଷୟରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଇଛି।…

ସୁବାସ ଚୌହାନଙ୍କ ବିୟୋଗରେ ଶୋକ ପ୍ରକାଶ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୦।୫(ବ୍ୟୁରୋ): ପଶ୍ଚିମ ଓଡ଼ିଶା ବିକାଶ ପରିଷଦ ଅଧ୍ୟକ୍ଷ ତଥା ବିଜେଡି ନେତା ସୁବାସ ଚୌହ୍ବାନଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ବହୁ ରାଜନେତା ଶୋକବ୍ୟକ୍ତ କରିଛନ୍ତି। ମୁଖ୍ୟମନ୍ତ୍ରୀ ତାଙ୍କ ଶୋକବାର୍ତ୍ତାରେ କହିଛନ୍ତି, ବରିଷ୍ଠ ରାଜନେତା ତଥା ପଶ୍ଚିମ ଓଡ଼ିଶା ବିକାଶ…

ଜୀବନ ପାଇଁ ବଦଳିଛି ଜୀବିକା: ଭୋକ, ଭୟର ଦୋଛକିରେ ମଣିଷ

ବିଶ୍ୱରେ ବିଚିତ୍ର ସ୍ଥିତି ସୃଷ୍ଟି କରିଛି କରୋନା। ଭୂତାଣୁ ସଂକ୍ରମଣରେ ଭୟଭୀତ ମଣିଷ। ପ୍ରତିଦିନ ଗଡୁଛି ମୁଣ୍ଡ। ବଢୁଛି ଆତଙ୍କ। ଏଥିରେ ପ୍ରଭାବିତ ହୋଇଛି ଜୀବନ ସାଙ୍ଗକୁ ଜୀବିକା। କରୋନା ଛଡ଼ାଇ ନେଇଛି ଅନେକଙ୍କ ହାତରୁ ରୋଜଗାର। ବେଶି କ୍ଷତିଗ୍ରସ୍ତ ହୋଇଛନ୍ତି…

CORONAVIRUS UPDATE: ଗଞ୍ଜାମରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିଲା

ଭୁବନେଶ୍ୱର,୧୦।୫:(ବ୍ୟୁରୋ)- ଗଞ୍ଜାମ ଜିଲ୍ଲାରେ କରୋନା ତାଣ୍ଡବ ରଚିଛି। ରବିବାର ଜିଲାରେ୨୯ ପଜିଟିଭ ଚିହ୍ନଟ ହେବା ପରେ ଆକ୍ରାନ୍ତଙ୍କ ସଂଖ୍ୟା ୧୧୮ରେ ପହଞ୍ଚିଛି। ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ୧୦୦ ଟପିବାରେ ଗଂଜାମ ପ୍ରଥମ ଜିଲା। ଏଥି ସହ ଜିଲାରେ ଜଣେ କରୋନା…

ପରଲୋକରେ ବିଜେଡି ନେତା ସୁବାସ ଚୌହାନ

ଭୁବନେଶ୍ୱର/ ବରଗଡ ଅଫିସ, ୧୦।୫:(ବ୍ୟୁରୋ)-  ପରଲୋକରେ ପଶ୍ଚିମ ଓଡ଼ିଶା ଉନ୍ନୟନ ପରିଷଦର ଅଧ୍ୟକ୍ଷ ତଥା ବରିଷ୍ଠ ବିଜେଡି ନେତା ସୁବାସ ଚୌହାନ। ଶନିବାର ବିଳମ୍ବିତ ରାତି ୩ଟା ୫ ମିନିଟ୍‌ ସମୟରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri