ରାଜ୍ୟ

ବିଜେଡି ସଭାପତି ପଦ: ନାମାଙ୍କନପତ୍ର ଦାଖଲ କଲେ ନବୀନ

ଭୁବନେଶ୍ୱର, ୨୩।୨(ବ୍ୟୁରୋ): ବିଜେଡି ସଭାପତି ପଦ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟ ରବିବାର ନାମାଙ୍କନପତ୍ର ଦାଖଲ କରିଛନ୍ତି। ରାଜଧାନୀସ୍ଥିତ ଦଳୀୟ କାର୍ଯ୍ୟାଳୟକୁ ଆସି ମୁଖ୍ୟମନ୍ତ୍ରୀ ନାମାଙ୍କନ ଦାଖଲ କରିଛନ୍ତି। ସେହିଭଳି ଦଳୀୟ ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ପଦ ପାଇଁ ମଧ୍ୟ...

ପିପିଲିରେ ଦନ୍ତା ଆତଙ୍କ: ୩ଜଣଙ୍କ ଜୀବନ ନେଲା, ୧୦ରୁ ଊର୍ଦ୍ଧ୍ୱ ଆହତ

ପିପିଲି,୨୩।୨(ଡି.ଏନ୍‌.ଏ.): ପୁରୀ ଜିଲା ବଳଙ୍ଗା ଓ ପିପିଲି ଥାନା ଅଧୀନ ଅଞ୍ଚଳରେ ରବିବାର ଦନ୍ତା ଉପଦ୍ରବ ଦେଖିବାକୁ ମିଳିଛି। ହାତୀ ଆକ୍ରମଣରେ ୩ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ରୁ ଊର୍ଦ୍ଧ୍ୱ ଆହତ ହୋଇଛନ୍ତି। ମୃତକମାନେ ହେଲେ ଗୋପୀନାଥପୁର ଗ୍ରାମର ଯୁଗଳ...

ଶାରୀଶୁଆ ଖଣିରେ କ୍ରାଇମ୍‌ବ୍ରାଞ୍ଚ ଟିମ୍‌: ୫ ଖଣି ମାଫିଆଙ୍କୁ ବାନ୍ଧିଲା; ଟ୍ରକ୍‌, ଟ୍ରାକ୍ଟର ଜବତ

ଖଇରା,୨୩।୨(ଡି.ଏନ୍‌.ଏ.): କଟକ କ୍ରାଇମ ବ୍ରାଞ୍ଚର ଏକ ଟିମ୍‌ ରବିବାର ବାଲେଶ୍ବର ଜିଲା ଖଇରା ତହସିଲର ଶାରୀଶୁଆ ପାହାଡରେ ୧୪୪ ଧାରା ଥିବା ବିଭିନ୍ନ ଖଣିରେ ଚଢାଉ କରି ୫ ଖଣି ମାଫିଆଙ୍କୁ ଗିରଫ କରିଛିି ା ଏଥିସହ ଗୋଟିଏ ଟ୍ରକ୍‌...

ବଲାଙ୍ଗୀରରେ ବନ୍ଦ ପାଳନ: ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣା, ବିଭିନ୍ନ ସ୍ଥାନରେ ବିକ୍ଷୋଭ

ବଲାଙ୍ଗୀର ଅଫିସ, ୨୩।୨- ଏସ୍‌ସି, ଏସ୍‌ଟି, ଓବିସିମାନଙ୍କୁ ପଦୋନ୍ନତି ଆରକ୍ଷଣକୁ ନେଇ ସୁପ୍ରିମକୋର୍ଟଙ୍କ ରାୟ ବିରୋଧରେ ଦିଆଯାଇଥିବା ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ ବଲାଙ୍ଗୀରରେ ବନ୍ଦ ପାଳନ ପ୍ରଭାବ ଦେଖିବାକୁ ମିଳିଛି। ଏହାକୁ ନେଇ ସହରର ସମସ୍ତ ଦୋକାନ ବଜାର,...

ବଡ଼ଦାଣ୍ଡରେ ନାବାଳକଙ୍କ ଭିକ୍ଷାବୃତ୍ତି: ସଭିଏଁ ପଢନ୍ତୁ ସଭିଏଁ ବଢନ୍ତୁର ବାସ୍ତବତାକୁ ନେଇ ପ୍ରଶ୍ନ

ପୁରୀ ଅଫିସ, ୨୩ା୨: ସଭିଏଁ ପଢନ୍ତୁ, ସଭିଏଁ ବଢନ୍ତୁ। ୬ରୁ ୧୪ ବର୍ଷ ବୟସର ପିଲାଙ୍କୁ ପ୍ରାଥମିକ ଶିକ୍ଷା ପ୍ରଦାନ କରି ସାମାଜିକ, ଆଞ୍ଚଳିକ ତଥା ଲିଙ୍ଗଗତ ବୈଷମ୍ୟ ଦୂର କରିବା ଏହି ଅଭିଯାନର ମୂଳ ଲକ୍ଷ୍ୟ। କିନ୍ତୁ ଅନେକ...

ଭୋଗ ଦଖଲରେ ଜବରଦଖଲକାରୀ: ଖଜଣା ଭରୁଛନ୍ତି ଶ୍ରୀଲିଙ୍ଗରାଜ

ପୁରୁଣା ଭୁବନେଶ୍ୱର, ୨୩ା୨(ଡି.ଏନ.ଏ.): ଏକାମ୍ର ଶ୍ରୀଲିଙ୍ଗରାଜ କ୍ଷେତ୍ରରେ ସୌନ୍ଦର୍ଯ୍ୟକରଣ ନେଇ ଦୀର୍ଘ ୩ ମାସରୁ ଊର୍ଦ୍ଧ୍ୱ ସମୟ ହେଲା ମାପଚୁପ ଚାଲିଛି। ହେଲେ ପ୍ରଭାବଶାଳୀ ବ୍ୟକ୍ତିଙ୍କ ଜବରଦଖଲ ଯୋଗୁ କାର୍ଯ୍ୟ ଆଗେଇ ପାରୁନାହିଁ। ଏଠାରେ ପୂର୍ବରୁ ବହୁ ଅଫିସର ଶ୍ରୀଲିଙ୍ଗରାଜ...

ବିଜେଡି ସଭାପତି ପଦ ପାଇଁ ନବୀନଙ୍କ ନାମାଙ୍କନ ଆଜି

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ପୁନର୍ବାର ଶାସକ ଦଳର ସଭାପତି ପଦ ପାଇଁ ରବିବାର ନାମାଙ୍କନପତ୍ର ଦାଖଲ କରିବେ। ରାଜଧାନୀସ୍ଥିତ ଦଳୀୟ ମୁଖ୍ୟାଳୟରେ ଏହି ନିର୍ବାଚନ ପ୍ରକ୍ରିୟା ଅନୁଷ୍ଠିତ ହେବ। ରାଜ୍ୟ ସଭାପତି ପଦ ସମେତ...

ବରଗଡ଼ରେ ଭାରତ ବନ୍ଦର ପ୍ରଭାବ: ଦୋକାନ ବଜାର ବନ୍ଦ, ଯାତାୟାତ ଠପ୍‌

ବରଗଡ଼ ଅଫିସ, ୨୩।୨- ସୁପ୍ରିମକୋର୍ଟଙ୍କ ସଂରକ୍ଷଣ ରାୟକୁ କେନ୍ଦ୍ର କରି ରବିବାର ଭୀମ ଆର୍ମି ପକ୍ଷରୁ ଭାରତ ବନ୍ଦ ଡାକରା ଦିଆଯାଇଛି। ଏହାର ପ୍ରଭାବ ବରଗଡ଼ରେ ଅନୁଭୂତ ହୋଇଛି। ସ୍ଥାନୀୟ ପରିବା ବଜାର ବ୍ୟତୀତ ଅନ୍ୟ ଦୋକାନ ବଜାର ବନ୍ଦ...

ପ୍ରାକୃତିକ ବିପତ୍ତିକୁ ବଳିଯାଉଛି ସଡ଼କ ଦୁର୍ଘଟଣା: ୧୦ବର୍ଷରେ ଗଲାଣି ୪୩ ହଜାର ଜୀବନ

ଭୁବନେଶ୍ୱର,୨୩ା୨(ବ୍ୟୁରୋ): ବିଭିନ୍ନ ସମୟରେ ରାଜ୍ୟରେ ହେଉଥିବା ପ୍ରାକୃତିକ ବିପତ୍ତି ଯୋଗୁ ବହୁମୂଲ୍ୟ ଜୀବନ ଚାଲିଯାଉଛି। ଗତ ୧୦ ବର୍ଷ ମଧ୍ୟରେ ବଜ୍ରପାତ, ଅଂଶୁଘାତ, ଅଗ୍ନିକାଣ୍ଡ, ବାତ୍ୟା, ଘୂର୍ଣ୍ଣିଝଡ଼, ବନ୍ୟା, ଡଙ୍ଗାବୁଡ଼ି, ସାପ କାମୁଡ଼ା, ଭୂସ୍ଖଳନ ଓ ପାଣିରେ ବୁଡ଼ି ୧୧,୪୪୦...

ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ୨ବର୍ଷ:‘ଜୀବନରେ ଲୁହ ଛଡ଼ା କିଛି ନାହିଁ’

ବଲାଙ୍ଗୀର ଅଫିସ/ପାଟଣାଗଡ଼ (ଡି.ଏନ.ଏ.), ୨୩ା୨: ବହୁଚର୍ଚ୍ଚିତ ପାଟଣାଗଡ଼ ପାର୍ସଲ ବୋମା ବିସ୍ଫୋରଣ ଘଟଣାକୁ ରବିବାର ୨ ବର୍ଷ ପୂରିବ। ଏହି ୨ ବର୍ଷ ଭିତରେ ନ୍ୟାୟ ତ ମିଳି ପାରିନାହିଁ କେବଳ ଲୁହ, କୋହ ଓ ଲାଞ୍ଛନା ମିଳିଛି ବୋଲି...

ମୁହଁ ଖୋଲିଲେ ଅନୁପଙ୍କ ପରିବାରବର୍ଗ, ଝାରସୁଗୁଡା ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବସି ସୁରକ୍ଷା ମାଗିଲେ

ଝାରସୁଗୁଡା ଅଫିସ, ୨୩ା୨: ଝାରସୁଗୁଡା ଜିଲା ବ୍ରଜରାଜନଗରର କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍‌ଲିଙ୍କୁ ହତ୍ୟାକାଣ୍ଡ ଘଟଣା ଦିନକୁ ଦିନ ଭିନ୍ନ ମୋଡ ନେଉଛି। ଏହି ଘଟଣାରେ ମୁଖ୍ୟ ଅଭିଯୁକ୍ତ ବ୍ରଜରାଜନଗରର ପୂର୍ବତନ ବିଧାୟକ ଅନୁପ ସାଏଙ୍କୁ ପୋଲିସ...

ଖାରବେଳନଗର ଥାନା ଅଧିକାରୀଙ୍କ ଅନୁଭୂତି: ଆଖି ଆଗରେ ଧ୍ୱଂସ ହୋଇଥିଲା ପୋଲିସ ଗାଡ଼ି

ପୋଲିସର କାର୍ଯ୍ୟ ସବୁବେଳେ ଚ୍ୟାଲେଞ୍ଜପୂର୍ଣ୍ଣ। ଅନେକ ସମୟରେ ମାଓବାଦୀ ଏବଂ ଅପରାଧୀଙ୍କ ସହ ବଣଜଙ୍ଗଲରେ ସଂଘର୍ଷ କରିବାକୁ ପଢ଼େ। ଏଥିରେ ପୋଲିସ କର୍ମଚାରୀ ଓ ଅଧିକାରୀମାନେ ଅତି ନିକଟରୁ ମୃତ୍ୟୁକୁ ଦେଖନ୍ତି। କେତେଜଣଙ୍କୁ ପ୍ରାଣ ହରାଇବାକୁ ପଡ଼େ ତ କେତେଜଣଙ୍କୁ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri