ରାଜ୍ୟ

୩ ଦିନ ଖୋଲା, ୩ ଦିନ ତାଲା

ଅନୁଗୋଳ ଅଫିସ, ୭।୧୧: ଅନୁଗୋଳ ଜିଲା ମୁଖ୍ୟ ଚିକିତ୍ସାଳୟର ସ୍ତ୍ରୀ ଓ ପ୍ରସୂତି ବିଭାଗରେ ଅଲଟ୍ରାସାଉଣ୍ଡ ପାଇଁ ଆବଶ୍ୟକ ଡାକ୍ତର ନାହାନ୍ତି। ଫଳରେ ମାସେ ହେଲା ଅଲଟ୍ରାସାଉଣ୍ଡ ସେବା ବନ୍ଦ ରହିଥିଲା। ଏବେ ଛେଣ୍ଡିପଦାରୁ ଜଣେ ଡାକ୍ତରଙ୍କୁ ଡେପୁଟେଶନରେ ଅଣାଯିବା ପରେ…

ରାଜ୍ୟରେ ସୁସ୍ଥ ହେଲେ ୧୬୪୧ କରୋନା ଆକ୍ରାନ୍ତ

ଭୁବନେଶ୍ୱର, ୬।୧୧(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଆଉ ୧୬୪୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ମୟୂରଭଞ୍ଜରୁ ୧୪୯, ଜଗତସିଂହପୁରରୁ ୧୨୨, କଟକରୁ ୧୦୯, ଅନୁଗୁଳରୁ ୮୪, ସୁନ୍ଦରଗଡରୁ ୮୩, ବଲାଙ୍ଗିରିରୁ ୭୮, ବାଲେଶ୍ବରରୁ…

ଡିସେମ୍ବର ୩୧ ଯାଏଁ ସ୍କୁଲ ବନ୍ଦ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-କରୋନା ମହାମାରୀର ଦିତୀୟ ଲହରର ଆଶଙ୍କାକୁ ଦୃଷ୍ଟିରେ ରଖି ଡିସେମ୍ବର ୩୧ ବର୍ଷ ପର୍ଯ୍ୟନ୍ତ ସ୍କୁଲ ବନ୍ଦ ରଖିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏ ନେଇ ଶୁକ୍ରବାର ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ବିଭିନ୍ନ…

ବିଜେଡିରୁ ଇସ୍ତଫା ଦେଲେ ଜୀବନ ପ୍ରଦୀପ ଦାସ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ବିଜେଡିର ପ୍ରାଥମିକ ସଦସ୍ୟ ପଦରୁ ଇସ୍ତଫା ଦେଇଛନ୍ତି ଜୀବନ ପ୍ରଦୀପ ଦାସ। ଏ ନେଇ ଶୁକ୍ରବାର ବାଲେଶ୍ୱରରେ ଆୟୋଜିତ ସାମ୍ବାଦିକ ସମ୍ମିଳନୀରେ ନିଜର ଇସ୍ତଫା ସମ୍ପର୍କରେ ଘୋଷଣା କରିଛନ୍ତି ଜୀବନ। ଅଭିଯୋଗ ଉପରେ ପକ୍ଷ ରଖିବାକୁ ସୁଯୋଗ ନ ଦେବାରୁ ସେ…

ପ୍ରକାଶ ପାଇଲା ଓଜେଇଇ ରେଜଲ୍ଟ

ଭୁବନେଶ୍ୱର,୬।୧୧(ବ୍ୟୁରୋ)-ଚଳିତ ବର୍ଷର ଓଜେଇଇ ରେଜଲ୍ଟ ଶୁକ୍ରବାର ପ୍ରକାଶ ପାଇଛି। ବୈଷୟିକ ଶିକ୍ଷା ଓ ଦକ୍ଷତା ବିକାଶ ମନ୍ତ୍ରୀଙ୍କ ଦ୍ୱାରା ଓଜେଇଇ ରେଜଲ୍ଡ ପ୍ରକାଶିତ ହୋଇଛି। ପରୀକ୍ଷା ଦେଇଥିବା ୪୯,୨୬୭ ଜଣ ଛାତ୍ରଙ୍କୁ ମିଳିଛି ୟେଲୋ ରାଙ୍କ। ଶୋଭିତ ପଟଲେ ବି.ଟେକ ଏବଂ…

ଭୁବନେଶ୍ୱରରୁ ଆଜି ପୁଣି ୬୧ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୬।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୬୧ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୪୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୯୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ଜେଲରୁ ବାହାରିଲେ ନାଚିକା ଲିଙ୍ଗା

ଭୁବନେଶ୍ୱର, ୬।୧୧(ବ୍ୟୁରୋ): କୋରାପୁଟ ମଣ୍ଡଳ କାରାଗାରରୁ ଶୁକ୍ରବାର ବାହାରିଲେ ଚାଷୀମୂଲିଆ ସଂଘର ନେତା ନାଚିକା ଲିଙ୍ଗା। ୩ ଦିନ ତଳେ ସେ ହାଇକୋର୍ଟରୁ ଜାମିନ ପାଇଥିଲେ। ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ତଳ କୋର୍ଟର ସର୍ତ୍ତରେ ନାଚିକା ଜେଲରୁ ବାହାରିଲେ। ୨୦୧୪ ମସିହାରୁ…

ଥାନାର ଦ୍ୱାରସ୍ଥ ହେଲେ ବର୍ଷା ପ୍ରିୟଦର୍ଶିନୀ, ତାଙ୍କ ଶାଶୁ

କଟକ ଅଫିସ, ୬।୧୧: ଥାନାର ଦ୍ୱାରସ୍ଥ ହେଲେ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶୀନି ଓ ତାଙ୍କ ଶାଶୁ ମଧୁସ୍ମିତା ମହାନ୍ତି। ଉଭୟ ପରସ୍ପର ବିରୋଧରେ ଅଭିଯୋଗ ଆଣିଛନ୍ତି। ଉଭୟଙ୍କ ପକ୍ଷରୁ କଟକ ପୁରୀଘାଟ ଥାନାରେ ଲିଖିତ ଅଭିଯୋଗ କରାଯାଇଛି। ବର୍ଷା ଅଭିଯୋଗ କରିଛନ୍ତି…

କରୋନା ମୃତ୍ୟୁସଂଖ୍ୟା ପୁଣି ଉପରମୁହାଁ: ଆଜି ନେଲା ଆଉ ୧୫ ଜୀବନ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୫ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୯୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଏବଂ…

ଆଜି ରାଜ୍ୟରେ ୧୪୯୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬ା୧୧(ବ୍ୟୁରୋ): ଶୁକ୍ରବାର ୩୦ ଜିଲାରୁ ୧୪୯୪ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୮,୭୬୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୮୬୭ ଜଣ ଚିହ୍ନଟ…

‘ମଲିକା-ଇ-ତାଜ’ରେ ସ୍ନେହାଶ୍ରୀ ପ୍ରଥମ ରନର୍ସ ଅପ୍‌

ପୁରୁଣା ଭୁବନେଶ୍ୱର,୬ା୧୧(ଡି.ଏନ୍‌.ଏ.): ଆଗ୍ରାରେ ଅନୁଷ୍ଠିତ ହୋଇଥିବା ମଲିକା-ଇ-ତାଜ୍‌ ସିଜନ-୨ ମଡେଲିଂରେ ପ୍ରଥମ ରନର୍ସ ଅପ ଭାବେ ୧୪ବର୍ଷୀୟା ଓଡ଼ିଆ ଝିଅ ପୁରୁଣା ଭୁବନେଶ୍ୱର ଅଞ୍ଚଳର ସ୍ନେହାଶ୍ରୀ ସାହୁ କୃତିତ୍ୱ ଅର୍ଜନ କରିଛନ୍ତି। ଗତ ୧ତାରିଖରେ ଆୟୋଜିତ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ ବଲିଉଡ୍‌ କଳାକାର…

ମୋ ବସ୍‌କୁ ୨ ବର୍ଷ: ଆଜି ନିରାଡ଼ମ୍ବର ପ୍ରତିଷ୍ଠା ଦିବସ

ଭୁବନେଶ୍ୱର,୬।୧୧ (ବ୍ୟୁରୋ): ‘ମୋ ବସ୍‌’ ସେବାକୁ ଇତି ମଧ୍ୟରେ ଦୁଇବର୍ଷ ପୂରିଛି। ରାଜଧାନୀ ଭୁବନେଶ୍ୱର ସମତେ କଟକ, ଖୋର୍ଦ୍ଧା, ପୁରୀ ଓ କୋଣାର୍କରେ ଯାତ୍ରୀଙ୍କୁ ଭରସାଯୋଗ୍ୟ ସ୍ବଳ୍ପକାଳୀନ ସେବା ଯୋଗାଇବା ସହ ଲୋକଙ୍କ ଆସ୍ଥା ଭାଜନ ହୋଇପାରିଛି ମୋ ବସ୍‌। ସ୍ବଚ୍ଛତା,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?