କଟକରେ ହେବ ଆଣ୍ଟିଜେନ୍ ଟେଷ୍ଟ
କଟକ ଅଫିସ,୫।୭-କଟକ ସହରର ହସ୍ପିଟାଲଗୁଡ଼ିକରେ କରୋନା କାୟା ବିସ୍ତାର କରି ଚାଲିଛି। ବିଶେଷ କରି ଏସ୍ସିବି ଓ ଆଚାର୍ଯ୍ୟ ହରିହର ସ୍ନାତକୋତ୍ତର କର୍କଟ ରୋଗ ପ୍ରତିଷ୍ଠାନରେ ସ୍ଥିତି ଅଣାୟତ୍ତ ହେବା ପରେ ଏହାର ମୁକାବିଲା ପାଇଁ ରାଜ୍ୟ ସରକାର ତତ୍ପର ହୋଇପଡ଼ିଛନ୍ତି।…
ବୃଦ୍ଧାଙ୍କ ଜୀବନ ନେଲା ପାଗଳା ଗାଈ
ବୌଦ୍ଧ,୫।୭(ସ୍ବ.ପ୍ର)-ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ବନ୍ଧାପଥର ଗ୍ରାମରେ ଶନିବାର ଏକ ଦୁଃଖଦ ଘଟଣା ଘଟିଛି। ଏକ ପାଗଳା ଗାଈ ଆକ୍ରମଣରେ ସେହି ଗ୍ରାମର ଜଣେ ୮୦ ବର୍ଷିୟା ବୃଦ୍ଧାଙ୍କ ମୃତ୍ୟୁ ହୋଇଛି। ଗ୍ରାମବାସୀଙ୍କ ଅଭିଯୋଗ ମୁତାବକ, ଗ୍ରାମର ଗୋଟିଏ ଗାଈକୁ କିଛିଦିନ…
ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ସହି ପାରିଲେନି: ଏମ୍କେସିଜିରେ ଆଖି ବୁଜିଲେ ନାବାଳିକା ପ୍ରଶଂସକ
ବ୍ରହ୍ମପୁର ଅଫିସ,୫।୭: ବଲିଉଡ ଅଭିନେତା ସୁଶାନ୍ତ ସିଂ ରାଜପୁତ ଆତ୍ମହତ୍ୟା ଖବରକୁ ସହଜରେ ଗହଣ କରିପାରୁ ନାହାନ୍ତି ପ୍ରଶଂସକ। ଏଭଳି ତାଙ୍କ ଆତ୍ମହତ୍ୟା ପରେ ତାଙ୍କ କେତେଜଣ ପ୍ରଶଂସକ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ତେବେ ଏଭଳି ଏକ ଘଟଣା ଘଟାଇ ଶେଷରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୨୯୦ କରୋନା ଆକ୍ରାନ୍ତ: ଗଞ୍ଜାମରୁ ସର୍ବାଧିକ ସୁସ୍ଥ
ଭୁବନେଶ୍ୱର,୫।୭(ବ୍ୟୁରୋ)-ରାଜ୍ୟରେ ରବିବାର ପୁଣି ୨୯୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରୁ ଗଞ୍ଜାମର ସର୍ବାଧିକ ୯୯ ଜଣ ଥିବାବେଳେ ଗଜପତିରୁ ୫୬, ଝାରସୁଗୁଡାରୁ ୩୩, କଟକ ଓ ନବରଙ୍ଗପୁରରୁ ୧୬ ଜଣ ରହିଛନ୍ତି। ସେହିପରି ବାଲେଶ୍ୱରରୁ ୧୫,…
ଗଞ୍ଜାମର ପ୍ରତି ସରକାରୀ ଅଫିସରେ ମନିଟରଙ୍କୁ ନିଯୁକ୍ତି: ଜଣାଇବେ କର୍ମଚାରୀଙ୍କ କରୋନା ଲକ୍ଷଣ
ଛତ୍ରପୁର,୫।୭(ଡି.ଏନ୍.ଏ.):ଗଞ୍ଜାମ ଜିଲାରେ କରୋନା ପରିସ୍ଥିତି ଅସମ୍ଭାଳ ହେଉଥିବା ବେଳେ ସରକାରୀ ଅଧିକାରୀ ଓ କର୍ମଚାରୀ ମଧ୍ୟ ସଂକ୍ରମିତ ହେବାରେ ଲାଗିଛନ୍ତି। ଏମାନଙ୍କ ସୁରକ୍ଷା ଉପରେ ଧ୍ୟାନ ଦିଆଯିବା ସହ ପ୍ରତି ଅଫିସରେ ମନିଟରଙ୍କୁ ନିଯୁକ୍ତି ଦିଆଯାଇଥିବା ଗଞ୍ଜାମ ଜିଲାପାଳ ବିଜୟ ଅମୃତା…
କର୍ମଚାରୀଙ୍କୁ କରୋନା: ହାଇକୋର୍ଟ ହେଲା ବିଶୋଧନ
କଟକ ଅଫିସ,୫।୭: ଓଡ଼ିଶା ହାଇକୋର୍ଟର ଜଣେ କର୍ମଚାରୀ କରୋନାରେ ଆକ୍ରାନ୍ତ ହେବା ପରେ ଭୁବନେଶ୍ୱରସ୍ଥିତ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି। ଏହାକୁ ନେଇ ହାଇକୋର୍ଟ କର୍ମଚାରୀଙ୍କ ମଧ୍ୟରେ ଭୟ ଦେଖା ଦେଇଛି। ରବିବାର ଅଗ୍ନିଶମ ବିଭାଗ ପକ୍ଷରୁ ହାଇକୋର୍ଟ ପରିସରକୁ ବିଶୋଧନ…
ଏହି ୧୪ ଜିଲାରୁ ଫେରିଲେ ରହିବେ କ୍ୱାରାଣ୍ଟାଇନ୍ରେ
ରାଉରକେଲା ଅଫିସ/ସୁନ୍ଦରଗଡ଼,୫।୭(ଡି.ଏନ୍.ଏ.): କରୋନା ସଂକ୍ରମଣକୁ ରୋକିବା ଲାଗି ରାଉରକେଲା ପ୍ରଶାସନ ତରଫରୁ ନିର୍ଦ୍ଦିଷ୍ଟ ୧୪ଟି ଜିଲାରୁ ଆସୁଥିବା ଲୋକଙ୍କୁ କ୍ୱାରାଣ୍ଟାଇନରେ ରହିବା ବାଧ୍ୟତାମୂଳକ କରାଯାଇଛି। ଏହି ଜିଲାଗୁଡ଼ିକ ହେଉଛି ଖୋର୍ଦ୍ଧା, ଭଦ୍ରକ, ବଲାଙ୍ଗୀର, ପୁରୀ, ଝାରସୁଗୁଡ଼ା, ଯାଜପୁର, ମୟୂରଭଞ୍ଜ, ଗଞ୍ଜାମ, ବାଲେଶ୍ୱର,…
ବେକାବୁ ହେଲାଣି କଟକ ସହର: ପୁଣି ୭୪ କରୋନା ପଜିଟିଭ୍ ଚିହ୍ନଟ
କଟକ ଅଫିସ,୫ା୭: କଟକ ସହରରେ କରୋନା ସ୍ଥିତି ଏବେ ବେକାବୁ ହେଲାଣି। ପ୍ରତିଦିନ ଏଠାରୁ କରୋନା ପଜିଟିଭ୍ ଚିହ୍ନଟ ହେଉଛନ୍ତି। ଯାହାକି ସହରବାସୀଙ୍କ ପାଇଁ ଚିନ୍ତାର କାରଣ ପାଲଟିଛି। ରବିବାର ପୁଣି ୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ…
ରାଜଧାନୀରେ ମାଡ଼ିଚାଲିଛି କରୋନା : ଆଜି ପୁଣି ୧୯ ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୪୩୩ରେ ପହଞ୍ଚିଲା
ଭୁବନେଶ୍ୱର,୫ା୭(ବ୍ୟୁରୋ): ରବିବାର ରାଜଧାନୀ ଭୁବନେଶ୍ୱରରେ ପୁଣି ୧୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୯ ଜଣ କ୍ୱାରାଣ୍ଟାଇନ୍ରୁ ଏବଂ ୮ ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି। ସେହିପରି ୨ ଜଣ କୋଭିଡ୍ ଯୋଧ୍ୟା ମଧ୍ୟ କରୋନା ଆକ୍ରାନ୍ତ…
ଦବଙ୍ଗଗିରି ଦେଖାଇ ଫସିଲେ ପୋଲିସ ଗାଡ଼ି ଡ୍ରାଇଭର
ଝାରସୁଗୁଡା ଅଫିସ,୫ା୭- କରୋନା ମୁକାବିଲା ପାଇଁ ଝାରସୁଗୁଡା ଜିଲାରେ କରାଯାଇଥିବା ଶଟ୍ଡାଉନ୍ର ପ୍ରଥମ ଦିନ ଶନିବାରରେ ବ୍ରଜରାଜନଗର ଥାନାର ଏକ ପାଟ୍ରୋଲିଂ ଗାଡିର ଡ୍ରାଇଭରଙ୍କ କାର୍ଯ୍ୟକଳାପ ପାଇଁ ଜିଲା ପୋଲିସକୁ ବିଭିନ୍ନ ମହଲରୁ ସମାଲୋଚିତ ହେବାକୁ ପଡିଛି। ତେବେ ପୋଲିସ ନିଜ…
ସରକାରଙ୍କ କରୋନା ଚିନ୍ତା: ଗଞ୍ଜାମ ଜିଲାକୁ ଗଲେ ୪ ଡିଏସ୍ପି
କଟକ ଅଫିସ,୫।୭- ଗଞ୍ଜାମ ଜିଲାରେ ବଢୁଥିବା କରୋନା ସଂକ୍ରମଣ ଏବେ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛି। ସରକାରଙ୍କ କଟକଣାକୁ ଲୋକମାନେ ମାନିବାରେ ଅବହେଳା କରୁଛନ୍ତି। ଏହାକୁ ଦୃଷ୍ଟିରେ ରଖି ଗଞ୍ଜାମ ପୋଲିସ ଜିଲାକୁ ସ୍ବତନ୍ତ୍ର ଭାବେ ୪ ଜଣ ଡିଏସ୍ପିଙ୍କୁ…
ପୋଲିସ ଗୁଳିରେ ଟଳିଲେ ୪ କ୍ୟାଡର ମାଓବାଦୀ
ବାଲିଗୁଡା,୫।୭.(ଡି.ଏନ୍.ଏ.): କନ୍ଧମାଳ ଜଙ୍ଗଲରେ ପୁଣି ପୋଲିସ-ମାଓବାଦୀ ଗୁଳିବିନମୟ। କନ୍ଧମାଳ ଜିଲା ପୋଲିସର ଏସ୍ଓଜି ଓ ଡିଭିଏଫ୍ର ମିଳିତ ଆକ୍ରମଣରେ ୪ ମାଓବାଦୀ ନିହତ ହୋଇଥିବା ଜଣାପଡିଛି। ଶନିବାର ରାତିରେ କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅନ୍ତର୍ଗତ ତୁମୁଡିବନ୍ଧ ବ୍ଲକ ସିର୍ଲା ପଞ୍ଚାୟତର…
Archives


