ଚାଷୀଙ୍କ ନାମ ପଞ୍ଜୀକରଣ ସମୟସୀମା ଜୁଲାଇ ୩୦କୁ ବୃଦ୍ଧି
ଭୁବନେଶ୍ୱର,୮।୫(ବ୍ୟୁରୋ): ୨୦୧୯-୨୦ରେ ରାଜ୍ୟରେ ସର୍ବନିମ୍ନ ସହାୟକ ମୂଲ୍ୟ ଜରିଆରେ ଚାଷୀଙ୍କଠାରୁ ମୁଗ, ବିରି, ଚିନାବାଦାମ, ସୂର୍ଯ୍ୟମୁଖୀ ମଞ୍ଜି ସଂଗ୍ରହ କରାଯାଉଛି। ଏଥିଲାଗି ଚାଷୀମାନଙ୍କ ନାମ ପଞ୍ଜୀକରଣର ସମୟସୀମା ଜୁଲାଇ ୩୦ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। କରୋନା ସଂକ୍ରମଣ ଯୋଗୁ ଲକ୍ଡାଉନ୍ ବଳବତ୍ତର…
ବିଶୋଧନାଗାର ତିଆରି କଲା ଖପୁରିଆ ଆଇଟିଆଇ
କଟକ ଅଫିସ,୮।୫: ଜ୍ଞାନକୌଶଳର ସଦୁପଯୋଗ କରି ଆଉ ଏକ ଦୃଷ୍ଟାନ୍ତମୂଳକ ଉଦ୍ଭାବନ କରିଛି ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲଗାତର ଭାବେ ଏଠାରୁ କରୋନା ମୁକାବିଲା ନିମନ୍ତେ ବିଭିନ୍ନ ଯାନ୍ତ୍ରିକ ଉପକରଣ ତିଆରି ହେଉଛି। ଏହି ଆଇଟିଆଇର ଅଧ୍ୟକ୍ଷ ହୃଷୀକେଶ ମହାନ୍ତିଙ୍କ ନେତୃତ୍ୱରେ…
ଦ୍ୱିଗୁଣିତ କଲେ ସୁରଟ ଫେରନ୍ତା
ଭୁବନେଶ୍ୱର, ୮।୫(ବ୍ୟୁରୋ): ପଶ୍ଚିମବଙ୍ଗ ପରେ ଏବେ ସୁରଟ ଫେରନ୍ତା ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ାଇ ଦେଇଛନ୍ତି। ଏମାନଙ୍କ ପାଇଁ ୧୩ ଦିନ ଭିତରେ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ୱିଗୁଣିତ ହୋଇଛି। ଏପ୍ରିଲ୍ ୨୫ରେ ଓଡ଼ିଶାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୦୦ ଛୁଇଁଥିବାବେଳେ ମେ…
୧୦ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୮।୫(ବ୍ୟୁରୋ)-ଦକ୍ଷିଣ ତାମିଲନାଡୁ, ବିଦର୍ଭ ଏବଂ ରୟାଲ ସୀମା ଉପରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୧୨ ତାରିଖ ପର୍ଯ୍ୟନ୍ତ ରାଜ୍ୟର ବିଭିନ୍ନ ସ୍ଥାନରେ ଘଡ଼ଘଡ଼ି ସହ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଆସନ୍ତା ୨୪ ଘଣ୍ଟା…
ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି: ଯୁକ୍ତ୩ ପରୀକ୍ଷାରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେବାକୁ ପରାମର୍ଶ
ଭୁବନେଶ୍ୱର,୮।୫(ବ୍ୟୁରୋ): ରାଜ୍ୟ ଉଚ୍ଚଶିକ୍ଷା ବିଭାଗ ଅଧୀନ ସମସ୍ତ ସ୍ବୟଂଶାସିତ ମହାବିଦ୍ୟାଳୟ ଓ ଡିଗ୍ରୀ କଲେଜର ଯୁକ୍ତ୩ ଶେଷ ତଥା ୬ଷ୍ଠ ସେମିଷ୍ଟର ପରୀକ୍ଷା ଜୁଲାଇ ୨୪ ସୁଦ୍ଧା ସରିବ। ଅଗଷ୍ଟ ୩୧ ସୁଦ୍ଧା ଫଳ ପ୍ରକାଶ ପାଇବ। ସେହିପରି ବିଶ୍ବବିଦ୍ୟାଳୟ ଓ…
କରୋନା ପାଇଁ ହାଇକୋର୍ଟଙ୍କ ସତର୍କତା: ୬୫ବର୍ଷ ବୟସ୍କ ଓକିଲଙ୍କୁ ଘରୁ ଭିଡିଓ କନ୍ଫରେନ୍ସ ସୁବିଧା
କଟକ ଅଫିସ୍,୮।୫: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ହାଇକୋର୍ଟ ଭିଡିିଓ କନଫରେନ୍ସ ସମ୍ପର୍କିତ କେତେକ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଗୁରୁବାର ହାଇକୋର୍ଟ ରେଜିଷ୍ଟ୍ରାର, ଆଡଭୋକେଟ୍ ଜେନେରାଲ୍ ଏବଂ ହାଇକୋର୍ଟ ଓକିଲ ସଂଘର କର୍ମକତ୍ତର୍ର୍ାଙ୍କୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ…
କୋଭିଡ୍-୧୯ ମୁକାବିଲା: ୫୨୩୧ କୋଭିଡ୍ କୋଚ୍ ହସ୍ତାନ୍ତର କରିବ ରେଳପଥ
ଭୁବନେଶ୍ୱର,୮।୫(ବ୍ୟୁରୋ):ରେଳ ମନ୍ତ୍ରଣାଳୟ ପକ୍ଷରୁ ସମଗ୍ର ଦେଶରେ ୫୨୩୧ଟି କୋଚ୍କୁ କୋଭିଡ ଯତ୍ନ କେନ୍ଦ୍ରରେ ପରିଣତ କରାଯାଇଥିବାବେଳେ ଏହାକୁ ଖୁବ୍ଶୀଘ୍ର ରାଜ୍ୟ କର୍ତ୍ତୃପକ୍ଷଙ୍କୁ ହସ୍ତାନ୍ତର କରାଯିବ। ବିଶେଷ ଲକ୍ଷଣ ନ ଥିବା କୋଭିଡ୍ ସଂକ୍ରମିତ ରୋଗୀଙ୍କ ଚିକିତ୍ସା ଓ ସଙ୍ଗରୋଧ ଲାଗି ଏହି…
ଭଦ୍ରକରେ ପୁଣି ୨ ପଜିଟିଭ୍ ଚିହ୍ନଟ: ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୨୩ରେ ପହଞ୍ଚିଲା, ଦୁଇଜଣ ଯାକ ସୁରଟ ଫେରନ୍ତା
ଭଦ୍ରକ ଅଫିସ,୮ା୫: ଭଦ୍ରକ ଜିଲାରେ ଶୁକ୍ରବାର ସକାଳୁ ପୁଣି ଦୁଇ କରୋନା ପଜିଟିଭ୍ ଚି଼ହ୍ନଟ ହୋଇଛନ୍ତି। ବାସୁଦେବପୁର ମ୍ୟୁନିସିପାଲିଟିରୁ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ଜଣେ ଧାମନଗର ବ୍ଲକର ବୋଲି ଜଣାପଡ଼ିଛି। ଦୁଇଜଣ ଯାକ ସୁରଟ ଫେରନ୍ତା ଏବଂ…
କରୋନା ମୁକାବିଲା : କ୍ୱାରାଣ୍ଟାଇନ୍ ଅବଧି ୨୧ ଦିନ ବଢ଼ାଇବାକୁ ପରାମର୍ଶ
ଭୁବନେଶ୍ୱର,୮ା୫(ବ୍ୟୁରୋ): କରୋନା(କୋଭିଡ୍-୧୯) ମୁକାବିଲା କ୍ଷେତ୍ରରେ ଓଡ଼ିଶା ସରକାର ବହୁ ଆଗୁଆ ପଦକ୍ଷେପ ନେଇଛନ୍ତି। ଫଳରେ ଓଡ଼ିଶା ସମଗ୍ର ଦକ୍ଷିଣ ଏସିଆରେ ଉଦାହରଣ ସୃଷ୍ଟି କରିଛି। ଏହା ଅନୁକରଣୀୟ ହୋଇପାରିଛି ବୋଲି ରାଜ୍ୟ ସରକାରଙ୍କ ସ୍ବାସ୍ଥ୍ୟ ପରାମର୍ଶଦାତା ତଥା ଭାରତୀୟ ଜନସ୍ବାସ୍ଥ୍ୟ ପ୍ରତିଷ୍ଠାନ(ପିଏଚ୍ଏଫ୍ଆଇ)ସଭାପତି…
CORONAVIRUS UPDATE: ରାଜ୍ୟରେ ପୁଣି ୨୬ କରୋନା ପଜିଟିଭ୍ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଲା
ଭୁବନେଶ୍ୱର,୮ା୫(ବ୍ୟୁରୋ) : ଶୁକ୍ରବାର ରାଜ୍ୟରେ ପୁଣି ୨୬ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨୪୫ରେ ପହଞ୍ଚିଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହି ଆକ୍ରାନ୍ତମାନଙ୍କ…
ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାବୁ ଥିବା ଟ୍ରେନ୍ ବାତିଲ
ଭୁବନେଶ୍ୱର, ୭।୫(ବ୍ୟୁରୋ): ଓଡ଼ିଶା ହାଇକୋର୍ଟଙ୍କ କଡ଼ା ନିର୍ଦ୍ଦେଶ ପରେ ସୁରଟରୁ ଆସିବାକୁ ଥିବା ୩ଟି ଟ୍ରେନ୍କୁ ଗୁରୁବାର ବାତିଲ କରାଯାଇଛି। କରୋନା ନମୁନା ପରୀକ୍ଷା ବିନା କୌଣସି ବ୍ୟକ୍ତି ସୀମାରେ ପ୍ରବେଶ କରିପାରିବେ ନାହିଁ ବୋଲି କୋର୍ଟ ନିର୍ଦ୍ଦେଶ ଦେଇଥିଲେ। ଏହା…
ରଥ ନିର୍ମାଣକୁ କେନ୍ଦ୍ର ସରକାରଙ୍କ ଅନୁମତି: ରଥ ଖଳାରେ ଧାର୍ମିକ ସମାବେଶକୁ ବାରଣ
ଭୁବନେଶ୍ୱର, ୭।୫(ବ୍ୟୁରୋ): ପୁରୀରେ ବିଶ୍ୱପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କରିବା ସକାଶେ ଲାଗି ରହିଥିବା ଦ୍ୱନ୍ଦ୍ୱ ଦୂର ହୋଇଛି। ରଥ ନିର୍ମାଣ କରିବା ପାଇଁ କେନ୍ଦ୍ର ସରକାର ଗୁରୁବାର ରାଜ୍ୟ ସରକାରଙ୍କୁ କେତେକ ସର୍ତ୍ତମୂଳକ ଭତ୍ତିରେ ଅନୁମତି ଦେଇଛନ୍ତି। ଏ…
Archives


