୩ ଦିନ ରିମାଣ୍ଡରେ ଗଲେ ଅନୁପ
ଝାରସୁଗୁଡ଼ା ଅଫିସ,୨୦ା୨: ବହୁଚର୍ଚ୍ଚିତ କଳ୍ପନା ଦାଶ ଓ ତାଙ୍କ ଝିଅ ବବ୍ଲି ହତ୍ୟା ଘଟଣାରେ ଅଧିକ ତଥ୍ୟ ସଂଗ୍ରହ ପାଇଁ ଛତିଶଗଡ଼ ଚକ୍ରଧରନଗର ପୋଲିସ ତନାଘନା ଚଳାଇଛି। ଗିରଫ ପୂର୍ବତନ ବିଧାୟକ ଅନୁପ ସାଏ ଓ ତାଙ୍କ ଡ୍ରାଇଭର ବର୍ଦ୍ଧନ...
ପ୍ରତି ଜିଲାରେ ଖୋଲିବ ମଡେଲ ଧାନମଣ୍ଡି
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟର ପ୍ରତି ଜିଲାରେ ମଡେଲ ଧାନମଣ୍ଡି ନିର୍ମାଣ ହେବ। ଏ ନେଇ ବିଧାୟକମାନଙ୍କଠାରୁ ମତାମତ ନିଆଯିବ। ମଡେଲ ମଣ୍ଡିର ରୂପରେଖ କିଭଳି ହେବ ସେ ନେଇ ବିଭାଗ ପକ୍ଷରୁ ଏକ ବୈଷୟିକ ଟିମ୍ ଅନ୍ୟ ରାଜ୍ୟକୁ ଗସ୍ତ କରିବ।...
ଜିଲାପାଳଙ୍କ ରାତି ଅଧିଆ ଗଞ୍ଜାମ ଏନ୍ଏସି ଗ୍ରସ୍ତ
ଗଞ୍ଜାମ,୨୦।୨(ଡି.ଏନ୍.ଏ): ଗଞ୍ଜାମ ଏନ୍ଏସିକୁ ଜିଲାପାଳଙ୍କ ଅଚାନକ ଗ୍ରସ୍ତ। ବେଆଇନ୍ ପଲିଥିନ ଉପରେ ଚଢ଼ାଉ। ବୁଧବାର ରାତିରେ ଜିଲାପାଳ ବିଜୟ ଅମୃତ କୁଲାଙ୍ଗ ଅଚାନକ ଗଞ୍ଜାମ ଏନ୍ଏସି ଗ୍ରସ୍ତ କରି ବେଆଇନ୍ ପଲିଥିନ ଉପରେ ଚଢ଼ାଉ କରିଥିଲେ। ବଡ଼ ବଜାରସ୍ଥିତ ସୋଡ଼ା...
ନକଲି ପ୍ରଶ୍ନପତ୍ର ଭାଇରାଲ
କଟକ ଅଫିସ/ଭୁବନେଶ୍ୱର(ବ୍ୟୁରୋ)/ ଧର୍ମଗଡ଼,୨୦ା୨(ଡି.ଏନ.ଏ.): ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ସାରା ରାଜ୍ୟରେ ବୁଧବାରଠାରୁ ଆରମ୍ଭ ହୋଇଯାଇଛି ମାଟ୍ରିକ ପରୀକ୍ଷା। ହେଲେ ଆରମ୍ଭ ଦିନରେ ନକଲି ଓଡ଼ିଆ ପ୍ରଶ୍ନପତ୍ର ସୋସିଆଲ ମିଡିଆରେ ଭାଇରାଲ ହୋଇଥିଲା। ପରୀକ୍ଷା ଶେଷ ହେବାର ଅଧଘଣ୍ଟା ପୂର୍ବରୁ...
ନିର୍ଦ୍ଧାରିତ ସମୟରେ ପାଠ୍ୟକ୍ରମ ସାରିବାକୁ ମନ୍ତ୍ରୀଙ୍କ ପରାମର୍ଶ
ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ଜ୍ଞାନର ପରିସୀମା ବୃଦ୍ଧି ଘଟୁଥିବା ପରିପ୍ରେକ୍ଷୀରେ ଛାତ୍ରୀଛାତ୍ରଙ୍କୁ ପ୍ରତ୍ୟେକ କ୍ଷେତ୍ରରେ ବିଶ୍ୱସ୍ତରୀୟ ପ୍ରତିଯୋଗିତାର ସମ୍ମୁଖୀନ ହେବାକୁ ପଡ଼ୁଛି। ଏହା ଆମ ସମସ୍ତଙ୍କ ପାଇଁ ଏକ ଆହ୍ବାନ। ଏହାର ସଫଳତା ପାଇଁ ଉଚ୍ଚଶିକ୍ଷାର ଗୁଣାତ୍ମକ ମାନର ବିକାଶ, ଗବେଷଣା...
ଯୁବତୀଙ୍କୁ କାର୍ରେ ଅପହରଣ ଉଦ୍ୟମ: ଫେରାର ପ୍ରେମିକ ଗିରଫ
ଭୁବନେଶ୍ୱର,୨୦ା୨(ବ୍ୟୁରେ): ବିବାହ ପାଇଁ ରାଜି ନ ହେବାରୁ ଯୁବତୀଙ୍କୁ କାର୍ରେ ଅପହରଣ ଉଦ୍ୟମ ସହ ଅସଦାଚରଣ କରିଥିବା ଅଭିଯୁକ୍ତ ପ୍ରେମିକଙ୍କୁ ବୁଧବାର ନୟାପଲ୍ଲୀ ଥାନା ପୋଲିସ ଗିରଫ କରିଛି। ସେ ହେଲେ ଜଗତ୍ସିଂହପୁର ଜିଲା ତିର୍ତ୍ତୋଲ ଥାନା ନିଜାପୁରା ଗ୍ରାମର...
ଲୋକନାଥଙ୍କ ପୀଠରେ ଜଳିଲା ବୃହତ୍ ଦୀପ
ପୁରୀ ଅଫିସ,୨୦ା୨: ପବିତ୍ର ପଙ୍କୋଦ୍ଧାର ଏକାଦଶୀ ତିଥିରେ ବୁଧବାର ଶ୍ରୀଲୋକନାଥଙ୍କ ପୀଠରେ ଜଳିଛି ବୃହତ ଜଗତ ମଙ୍ଗଳ ଜାଗର ଦୀପ। ଅଷ୍ଟମ ବର୍ଷ ଲାଗି ଏହି ବୃହତ୍ ଦୀପ ଜଳାଯାଇଛି। ଏହି ଦୀପ ଜାଗର ଯାତ୍ରା ମହାଦୀପ ଉଠିବା ପର୍ଯ୍ୟନ୍ତ...
ମହାଶିବରାତ୍ରି ପାଇଁ ପ୍ରସ୍ତୁତ ଏକାମ୍ର କ୍ଷେତ୍ର
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାଶିବରାତ୍ରି ପାଇଁ ଉତ୍ସବମୁଖର ହୋଇଛି ଏକାମ୍ର କ୍ଷେତ୍ର। ପୂଜାର୍ଚ୍ଚନାରୁ ଆରମ୍ଭ କରି ମନ୍ଦିର ଉପରକୁ ମହାଦୀପ ଉଠିବା ପର୍ଯ୍ୟନ୍ତ, କେତେବେଳେ କେଉଁ ନୀତି ହେବ, ସେନେଇ ମନ୍ଦିର ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଚୂଡ଼ାନ୍ତ ହୋଇଛି। ଶୈବପୀଠରେ ପରିପୂର୍ଣ୍ଣ ରାଜଧାନୀରେ...
ରାଜ୍ୟରେ ଆର୍ଥିକ ଭିତ୍ତିରେ ୧୦% ସଂରକ୍ଷଣ ଦାବିରେ ଧାରଣା
ଭୁବନେଶ୍ୱର,୨୦ା୨(ବ୍ୟୁରୋ): କେନ୍ଦ୍ର ସରକାରଙ୍କ ପକ୍ଷରୁ ୨୦୧୯ ଫେବୃୟାରୀ ପହିଲାରୁ ଗରିବ ସାଧାରଣବର୍ଗ ପିଲାଙ୍କ ପାଇଁ ଆର୍ଥିକ ଭିତ୍ତିରେ ଲାଗୁ କରାଯାଇଥିବା ୧୦% ସଂରକ୍ଷଣ ଏ ପର୍ଯ୍ୟନ୍ତ ଓଡ଼ିଶାରେ ନିଯୁକ୍ତି କ୍ଷେତ୍ରରେ ଲାଗୁ ହୋଇନାହିଁ। ଏ ନେଇ କ୍ରାନ୍ତିିବୀର ଫାଉଣ୍ଡେଶନ ଏବଂ...
୯୦ ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀଗୃହ ନାହିଁ
ଭୁବନେଶ୍ୱର, ୨୦ା୨(ବ୍ୟୁରୋ): ରାଜ୍ୟର ୯୦ଟି ପ୍ରାଥମିକ ବିଦ୍ୟାଳୟରେ ଶ୍ରେଣୀ ଗୃହ ନାହିଁ। ପିଲାମାନେ ବାହାରେ ବସି ପାଠ ପଢ଼ୁଛନ୍ତି। ୧୧୫ ବିଦ୍ୟାଳୟର ନିଜସ୍ବ ଗୃହ ନାହିଁ। ୩୧୫ ବିଦ୍ୟାଳୟରେ ସର୍ବନିମ୍ନ ସଂଖ୍ୟକ ୧୦ରୁ କମ୍ ପିଲା ପାଠ ପଢ଼ୁଛନ୍ତି ବୋଲି...
୮ ଦଫା ଦାବି ନେଇ ରାଜ୍ୟ ସମବାୟ କର୍ମଚାରୀଙ୍କ ଧାରଣା
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟ ସମବାୟ କର୍ମଚାରୀ ମହାସଂଘ ପକ୍ଷରୁ ବୁଧବାର ୮ ଦଫା ଦାବି ନେଇ ସ୍ଥାନୀୟ ଲୋୟର ପିଏମ୍ଜିରେ ଧାରଣା ଦିଆଯାଇଛି। ରାଜ୍ୟ ପ୍ରାଥମିକ ସମବାୟ ସମିତି ଓ ଲ୍ୟାମ୍ପସ୍ଗୁଡ଼ିକରେ କାର୍ଯ୍ୟରତ ସମସ୍ତ କର୍ମଚାରୀଙ୍କୁ ସରକାରୀ କର୍ମଚାରୀର ମାନ୍ୟତା ଦେବା,...
ମହାଶିବରାତ୍ରି ପାଇଁ ଟ୍ରାଫିକ କଟକଣା
ଭୁବନେଶ୍ୱର,୨୦ା୨(ବ୍ୟୁରୋ): ମହାପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ପ୍ରସିଦ୍ଧ ଜାଗର ଯାତ୍ରା ବା ମହାଶିବରାତ୍ରି ଆସନ୍ତା ୨୧ ତାରିଖରେ ଅନୁଷ୍ଠିତ ହେବ। ଏହାକୁ ସୁରକ୍ଷିତ ତଥା ଶାନ୍ତିପୂର୍ଣ୍ଣ ଭାବେ ପାଳନ କରିବା ପାଇଁ କମିଶନରେଟ ପୋଲିସ ପକ୍ଷରୁ ବୁଧବାର ଟ୍ରାଫିକ୍ କଟକଣା ଜାରି କରାଯାଇଛି।...
Archives


