ରାଜ୍ୟ

ମଧୁବାବୁ ପେନ୍‌ସନରେ ମିଳିବ ଆଉ ୧ ହଜାର ଟଙ୍କା: ଉପକୃତ ହେବେ ୪୮ ଲକ୍ଷ ହିତାଧିକାରୀ

ଭୁବନେଶ୍ୱର, ୩।୭(ବ୍ୟୁରୋ): ମଧୁବାବୁ ପେନ୍‌ସନ ଯୋଜନାରେ ହିତାଧିକାରୀଙ୍କୁ ଆଉ ୧ ହଜାର ଟଙ୍କା ମିଳିବ। ଏହା ଦ୍ୱାରା ରାଜ୍ୟର ୪୮ ଲକ୍ଷ ହିତାଧିକାରୀ ଉପକୃତ ହୋଇପାରିବେ। ଏ ନେଇ ସାମାଜିକ ସୁରକ୍ଷା ବିଭାଗ ମନ୍ତ୍ରୀ ଆଶୋକ ପଣ୍ଡା ଶୁକ୍ରବାର ସୂଚନା ଦେଇଛନ୍ତି।…

CORONAVIRUS UPDATE : ରାଜ୍ୟରେ କରୋନା ନେଲା ଆଉ ଦୁଇ ଜୀବନ, ୨୯ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ଆଉ ଦୁଇ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯ରେ ପହଞ୍ଚିଛି। ମୃତକ ଦ୍ୱୟ ଗଞ୍ଜାମ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ଭୂମିହୀନ ଚାଷୀଙ୍କ ପାଇଁ ‘ବଳରାମ’: ୭ ଲକ୍ଷ ଚାଷୀଙ୍କୁ ଦିଆଯିବ ୧୦୪୦ କୋଟି ଋଣ

ଭୁବନେଶ୍ୱର,୩।୭(ବ୍ୟୁରୋ): ଭୂମିହୀନ ଚାଷୀମାନଙ୍କୁ କୃଷିଋଣ ଯୋଗାଇ ଦେବାକୁ ରାଜ୍ୟ ସରକାର ବଳରାମ ଯୋଜନା ଆରମ୍ଭ କରିଛନ୍ତି। ଏହି ଯୋଜନାରେ ଚାଷୀମାନଙ୍କୁ ୧୦୪୦ କୋଟି ଟଙ୍କା ଋଣ ଯୋଗାଇ ଦିଆଯିବ। ଗୁରୁବାର ଲୋକସେବା ଭବନଠାରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କ ଅଧ୍ୟକ୍ଷତାରେ…

CORONAVIRUS UPDATE: ବଢୁଛି କରୋନା ଭୟ, ରାଜ୍ୟରେ ଦିନକରେ ୫୦୦ ଟପିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୩ା୭(ବ୍ୟୁରୋ): ଶୁକ୍ରବାର ରାଜ୍ୟରେ ସର୍ବାଧିକ ୫୬୧ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଆକ୍ରାନ୍ତଙ୍କ ସଂଖ୍ୟା ୮,୧୦୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏମାନଙ୍କ ମଧ୍ୟରୁ ୪୨୫ ଜଣ କ୍ୱାରାଣ୍ଟାଇନ୍‌ ସେଣ୍ଟରରୁ…

୫୦ ପ୍ରତିଶତ କର୍ମଚାରୀରେ ଚାଲିବ ହାଇକୋର୍ଟ ଅଫିସ୍‌

କଟକ ଅଫିସ,୩ା୭: ହାଇକୋର୍ଟ କାର୍ଯ୍ୟାଳୟ ୫୦ ପ୍ରତିଶତ କର୍ମଚାରୀଙ୍କୁ ନେଇ କାର୍ଯ୍ୟ କରିବ। ରୋଷ୍ଟର ବ୍ୟବସ୍ଥା ବ୍ୟବସ୍ଥା ଅନୁଯାୟୀ କର୍ମଚାରୀମାନେ କାର୍ଯ୍ୟରେ ଯୋଗଦେବେ। ପରବର୍ତ୍ତୀ ନିର୍ଦ୍ଦେଶ ପର୍ଯ୍ୟନ୍ତ ଏହା ବଳବତ୍ତର ରହିବ ବୋଲି ରେଜିଷ୍ଟ୍ରାର ଜୁଡିସିଆଲଙ୍କ ପକ୍ଷରୁ ବିଜ୍ଞପ୍ତିରେ ପ୍ରକାଶ କରାଯାଇଛି।…

ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର ମାମଲା: ୪ ସପ୍ତାହରେ ରିପୋର୍ଟ ଦାଖଲ ପାଇଁ ଏନ୍‌ଏଚ୍‌ଆର୍‌ସିଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର,୩।୭(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ଜଣେ ୧୩ ବର୍ଷର ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ପରେ ଗର୍ଭପାତ କରିବା ଘଟଣାକୁ ଜାତୀୟ ମାନବିକ ଅଧିକାର କମିଶନ (ଏନ୍‌ଏଚ୍‌ଆର୍‌ସି) ଗୁରୁତ୍ୱର ସହ ନେଇଛନ୍ତି। ଏହି ମାମଲାରେ କାର୍ଯ୍ୟାନୁଷ୍ଠାନ ଓ କ୍ଷତିପୂରଣ ସଂକ୍ରାନ୍ତ…

ଦିନକ ପାଇଁ କ୍ୟାନସର ହସ୍ପିଟାଲ ଆଉଟ୍‌ଡୋର ବନ୍ଦ

କଟକ ଅଫିସ,୩ା୭: ଶୁକ୍ରବାର ଆଚାର୍ଯ୍ୟ ହରିହର କ୍ୟାନସର ହସ୍ପିଟାଲର ଆଉଟ୍‌ଡୋରକୁ ଦିନକ ପାଇଁ ବନ୍ଦ କରିଦିଆଯାଇଛି। ସେହିପରି ରୋଗୀମାନଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିବା ସୂଚନା ମିଳିଛି। ସୂଚନାଯୋଗ୍ୟ, କଟକସ୍ଥିତ ଦୁଇଟି ହସ୍ପିଟାଲରୁ ଗୁରୁବାର ଗୋଟିଏ ଦିନରେ ୬୬ ଜଣ କରୋନା ଆକ୍ରାନ୍ତ…

ପୋତି ହେଉଛି ବ୍ରାହ୍ମଣୀ ନଦୀଶଯ୍ୟା

ବରୀ,୩ା୭(ଡି.ଏନ୍‌.ଏ.): ବରୀ ବ୍ଲକ ଦେଇ ପ୍ରବାହିତ ବ୍ରାହ୍ମଣୀ ନଦୀ ଶଯ୍ୟା ଖନନ କରା ନ ଯିବା ଓ ବିଭିନ୍ନ ସ୍ଥାନରେ ବୁଦା ସୃଷ୍ଟି ହୋଇଥିବା ଯୋଗୁ ସ୍ଥାନୀୟ ଅଞ୍ଚଳରେ ଚାଷ ଜମିକୁ ଜଳସେଚନରେ ସମସ୍ୟା ଉପୁଜୁଛି। ଅନ୍ୟପଟେ ବର୍ଷର ଅଧିକାଂଶ ସମୟ…

ଅଧରପଣା: ପୂର୍ବେ ହେଉଥିଲା ୧୨ ହାଣ୍ଡି

ପୁରୀ ଅଫିସ,୩।୭: ପ୍ରତିବର୍ଷ ହେଉଥିବା ରଥଯାତ୍ରା ଅପେକ୍ଷା ଏଥର ଘୋଷଯାତ୍ରା ସମ୍ପୂର୍ଣ୍ଣ ସ୍ବତନ୍ତ୍ର। ମହାମାରୀ କରୋନାର ବିଭୀଷିକା ମଧ୍ୟରେ ଏଥର ରଥଯାତ୍ରା ହେବ ନା ନାହିଁ ତାକୁ ନେଇ ଶେଷ ପର୍ଯ୍ୟନ୍ତ ଅନିଶ୍ଚିତତା ଲାଗିରହିଥିଲା। ଶେଷରେ ଭକ୍ତଶୂନ୍ୟ ରଥଯାତ୍ରା ଲାଗି ସୁପ୍ରିମ୍‌କୋର୍ଟ…

ଡିସେମ୍ବର ସୁଦ୍ଧା ଟ୍ବିନ୍‌ସିଟିରେ ବାତ୍ୟା ନିରୋଧୀ ବିଦ୍ୟୁତ୍‌ ସେବା

ଭୁବନେଶ୍ୱର,୩।୭(ବ୍ୟୁରୋ): କଟକ ଓ ଭୁବେନଶ୍ୱର ଦ୍ୱୈତ ନଗରୀରେ ଖୁବ୍‌ଶୀଘ୍ର ବାତ୍ୟା ନିରୋଧୀ ଆଧୁନିକ ବିଦ୍ୟୁତ୍‌ ସେବା ମିଳିବ। ଆସନ୍ତା ଡିସେମ୍ବର ସୁଦ୍ଧା ଏହି କାର୍ଯ୍ୟ ଶେଷ କରିବାକୁ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀ ନିର୍ଦ୍ଦେଶ ଦେଇଛନ୍ତି। ଗୁରୁବାର ଲୋକସେବା ଭବନଠାରେ…

ଆଜି ଅଧରପଣା

ପୁରୀ ଅଫିସ,୩।୭: ସିଂହଦ୍ୱାର ସମ୍ମୁଖରେ ଥିବା ତିନିରଥ ଉପରେ ଶୁକ୍ରବାର ଅଧରପଣା ନୀତି ସମ୍ପନ୍ନ ହେବ। ଏଥିଲାଗି ସ୍ବତନ୍ତ୍ର ହାଣ୍ଡି ତିଆରି ସରିଛି। ତାହାକୁ ଅଧରପଣା ହାଣ୍ଡି କୁହାଯାଏ। ଏହି ହାଣ୍ଡିରେ ପଣା ପ୍ରସ୍ତୁତ ହୋଇ ଦାରୁବିଗ୍ରହଙ୍କ ପାଖରେ ଲାଗି ହେବ।…

ରାଜ୍ୟ ବନ୍ଦରରୁ ବିଦେଶକୁ ମାଛ ରପ୍ତାନି ଯୋଜନା

ଭୁବନେଶ୍ୱର,୩।୭(ବ୍ୟୁରୋ): ରାଜ୍ୟରେ ଥିବା ବନ୍ଦର ବାଟ ଦେଇ ବିଦେଶକୁ ସାମୁଦ୍ରିକ ମାଛ ରପ୍ତାନି କରିବା ପାଇଁ ଯୋଜନା କରାଯାଉଛି। ଏନେଇ ପ୍ରଶାସନିକ ସ୍ତରରେ ଉଦ୍ୟମ କରାଯିବ ବୋଲି ରାଜ୍ୟ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ପ୍ରମୁଖ ଶାସନ ସଚିବ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri