ରାଜ୍ୟ

‘ଜାତୀୟ ମୁଣ୍ଡ ପିଛା ଆୟ ସହ ସମକକ୍ଷ ହେବା ଓଡ଼ିଶାର ଲକ୍ଷ୍ୟ’

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ରାଜ୍ୟରେ ଏକ ବୈପ୍ଳବିକ ପରିବର୍ତ୍ତନ ଆଣିବା ଲକ୍ଷ୍ୟରେ ୨୦୨୦-୨୧ ବଜେଟ ପ୍ରସ୍ତୁତ କରାଯାଇଛି। ଓଡ଼ିଶା ପର୍ଯ୍ୟଟନକୁ ଏକ ନୂଆସ୍ତରକୁ ନେବାକୁ ପର୍ଯ୍ୟଟନ କ୍ଷେତ୍ରରେ ଅର୍ଥ ବରାଦକୁ ଦୁଇଗୁଣା କରାଯାଇଛି। ସେହିଭଳି ଶିଳ୍ପକ୍ଷେତ୍ରରେ ବିକାଶ ନିମନ୍ତେ ବ୍ୟୟବରାଦକୁ ବୃଦ୍ଧି କରାଯାଇଛି।...

ମାଟ୍ରିକ ପ୍ରଶ୍ନପତ୍ର ଭାଇରାଲ ନେଇ ଏବିଭିପିର ଏତଲା

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ବୁଧବାର ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ଆରମ୍ଭ ହୋଇଥିବାବେଳେ ଓଡ଼ିଆ ପ୍ରଶ୍ନପତ୍ର ଭାଇରାଲ ହୋଇଥିବା ନେଇ ସାରା ରାଜ୍ୟରେ ଚର୍ଚ୍ଚା ହୋଇଥିଲା। ହେଲେ ଭାଇରାଲ ପ୍ରଶ୍ନପତ୍ର ଅସଲି ନୁହେଁ ନକଲି ବୋଲି ବୋର୍ଡ କର୍ତ୍ତୃପକ୍ଷ...

ଓୟୁଏଟିର ହେବ ବିକାଶ

ଭୁବନେଶ୍ୱର,୨୦ା୨(ବ୍ୟୁରୋ): ଓଡ଼ିଶା କୃଷି ଓ ବୈଷୟିକ ବିଶ୍ୱବିଦ୍ୟାଳୟ(ଓୟୁଏଟି)ର ବିକାଶ ହେବ। ଏଥିପାଇଁ ଗତ ୧୭ତାରିଖରେ କୃଷି ଭବନଠାରେ କୃଷି ବିଭାଗ ପ୍ରମୁଖ ଶାସନ ସଚିବ ସୌରଭ ଗର୍ଗଙ୍କ ଅଧ୍ୟକ୍ଷତାରେ ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି। ବିଶ୍ୱବିଦ୍ୟାଳୟ ହଷ୍ଟେଲର ଭିତ୍ତିଭୂମି, ନୂତନ...

କ୍ୟାପିଟାଲ ହସ୍ପିଟାଲରେ ଜରାରୋଗୀ ୱାର୍ଡ ଉଦ୍‌ଘାଟିତ

ଭୁବନେଶ୍ୱର, ୨୦ା୨(ବ୍ୟୁରୋ): କ୍ୟାପିଟାଲ ହସ୍ପିଟାଲର କାୟାକଳ୍ପରେ ବ୍ୟାପକ ସୁଧାର ଆସିଥିବାବେଳେ ବୁଧବାର ହସ୍ପିଟାଲ ପରିସରରେ ଜରାରୋଗୀ ୱାର୍ଡ ବା ଜେରିଆଟ୍ରିକ୍‌ ୱାର୍ଡ ଉଦ୍‌ଘାଟିତ ହୋଇଯାଇଛି। ବୃଦ୍ଧାବୃଦ୍ଧମାନଙ୍କ କ୍ଷେତ୍ରରେ ବୟସାଧିକ୍ୟ କାରଣରୁ ଦେଖା ଦେଉଥିବା ରୋଗର ଚିକିତ୍ସା ପାଇଁ ଏହି ଓ୍ବାର୍ଡ...

ବିନ୍ଦୁସାଗରରେ ବିଦେଶାଗତ ପକ୍ଷୀ

ପୁରୁଣା ଭୁବନେଶ୍ୱର, ୨୦ା୨(ଡି.ଏନ.ଏ.): ବିନ୍ଦୁସାଗରରେ ବୁଧବାର ୫୦୦ରୁ ଊର୍ଦ୍ଧ୍ୱ ବିଦେଶାଗତ ପକ୍ଷୀ ପହଁରୁଥିବା ଦେଖିବାକୁ ମିଳିଥିଲା। କିଛିବର୍ଷ ହେଲାଣି ଚିଲିକା ଗମନ କରୁଥିବା ପକ୍ଷୀମାନଙ୍କ ମଧ୍ୟରୁ କେତେକ ଏଠାରେ ସାମୟିକ ରହଣି କରିଥାନ୍ତି। ତେବେ ଚଳିତବର୍ଷ ଶୀତ ଛାଡି ଯାଉଥିବାବେଳେ...

ଠେଙ୍ଗା, ବାଡ଼ି ଧରି ତୀବ୍ର ବିରୋଧ, ହୋଇପାରିଲାନି ବସ୍ତି ଉଚ୍ଛେଦ

ଭୁବନେଶ୍ୱର, ୧୯।୨(ବ୍ୟୁରୋ): ସାମନ୍ତରାଳ ରାସ୍ତା ପାଇଁ ଉଚ୍ଛେଦବେଳେ ସାଲିଆସାହିରେ ବୁଧବାର ତୀବ୍ର ବିରୋଧର ସମ୍ମୁଖୀନ ହୋଇଛି ପୋଲିସ ଓ ମିଳିତ ଉଚ୍ଛେଦକାରୀ ଟିମ୍‌। ୬ଶହ ବର୍ଗଫୁଟର ଜମି ପଟ୍ଟା ଓ ଜଙ୍ଗଲ ଜମିରୁ ବଳପୂର୍ବକ ଉଚ୍ଛେଦର ପ୍ରତିବାଦ କରି କିଛିଦିନ...

ପୁରୀ ଜିଲାର ୧୨୩ କେନ୍ଦ୍ରରେ ପରୀକ୍ଷା ଦେଲେ ୨୨୪୭୮ ଛାତ୍ରୀଛାତ୍ର

ପୁରୀ ଅଫିସ, ୧୯ା୨: ଓଡ଼ିଶା ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା ପରିଚାଳିତ ମାଟ୍ରିକ ପରୀକ୍ଷା ବୁଧବାରଠାରୁ ଆରମ୍ଭ ହୋଇଛି। ଚଳିତବର୍ଷ ପୁରୀ ଜିଲାର ୧୨୩ କେନ୍ଦ୍ରରେ ୨୨,୪୭୮ ଜଣ ଛାତ୍ରୀଛାତ୍ର ପରୀକ୍ଷା ଦେଇଛନ୍ତି। ସେମାନଙ୍କ ମଧ୍ୟରେ ରେଗୁଲାର ୨୧,୧୩୫, ଏକ୍ସ-ରେଗୁଲାର...

ଶାନ୍ତିଶୃଙ୍ଖଳାରେ ସରିଲା ପ୍ରଥମ ଦିବସର ପରୀକ୍ଷା

ମାଲକାନଗିରି,୧୯ା୨(ଡି.ଏନ.ଏ.): ରାଜ୍ୟରେ ବୁଧବାରଠାରୁ ଦଶମ ଶ୍ରେଣୀ ପରୀକ୍ଷା ଆରମ୍ଭ ହୋଇଛି। ପ୍ରଥମ ଦିବସର ପରୀକ୍ଷା ଜିଲାରେ ପ୍ରାୟ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିପାଇଁ ପ୍ରଶାସନ ପକ୍ଷରୁ କଡା ପଦକ୍ଷେପ ନିଆଯାଇଛି। ମାଲକାନଗିରି ଜିଲାରେ ୫୬୭୪ ପରୀକ୍ଷାର୍ଥୀଙ୍କ ମଧ୍ୟରୁ କେତେକ...

ପୋଲିସ-ମାଓବାଦୀ ଗୁଳି ବିନିମୟ : ଯବାନ ଶହୀଦ

ମାଲକାନଗିରି,୧୯ା୨(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡର ସୁକୁମା ଜିଲାରେ ବୁଧବାର ପୋଲିସ-ଲାଲବାହିନୀ ମଧ୍ୟରେ ଗୁଳି ବିନିମୟ ଘଟିଛି। ଏଥିରେ ଜଣେ ମାଓବାଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଇ.ଡି.ବିସ୍ଫୋରଣରେ ଜଣେ ଯବାନ ଶହୀଦ୍‌ ହୋଇଛନ୍ତି। ଶହୀଦ ଯବାନଙ୍କ ନାମ କନେୟା ମାଝି...

ଜାଲରେ ପଡିଲା ହ୍ବେଲ୍‌ସାର୍କ: ଉଦ୍ଧାର ପରେ ସମୁଦ୍ରରେ ଛଡ଼ାଗଲା

ଗୋପାଳପୁର,୧୯ା୨: ଗୋପାଳପୁର ଏନ୍‌ଏସିର କେତେଜଣ ମତ୍ସ୍ୟଜୀବୀ ବୁଧବାର ସମୁଦ୍ରକୁ ମାଛ ମାରିବାକୁ ଯାଇଥିଲେ। ଜାଲ ଟାଣୁଥିବାବେଳେ ସେଥିରେ ଏକ ବଡ ମାଛ ଲାଗିଥିଲା। ଜାଲ କୂଳକୁ ଟାଣି ଆଣିବା ପରେ ଏକ ବଡ ସାର୍କ ମାଛ ଲାଗିଥିବା ମତ୍ସ୍ୟଜୀବୀମାନେ ଦେଖିଥିଲେ।...

ପୋଲ ଗାର୍ଡଓ୍ବାଲ ଉପରେ ଚଢିଗଲା ବସ୍‌

ପାଟପୁର,୧୯ା୨: ଗଞ୍ଜାମ-ଗଜପତି ସୀମାନ୍ତ ଟି.ଗୋବିନ୍ଦପୁର ପଞ୍ଚାୟତ ଖେମୁଣ୍ଡିଖୋଲ ନିକଟରେ ବୁଧବାର ପୂର୍ବାହ୍ନ ପ୍ରାୟ ସାଢେ ୯ଟାରେ ଏକ ଯାତ୍ରିବାହୀ ବସ୍‌ ପୋଲ ଗାର୍ଡଓ୍ବାଲ୍‌ ଉପରକୁ ଚଢିଯାଇଥିଲା। ବସ୍‌ଟି ତଳକୁ ନ ଖସି ଲାଗି ରହିଯିବାରୁ ଏଥିରେ ଥିବା ୫୫ ଯାତ୍ରୀ...

ଭଦ୍ରକରେ ଆସାମର ୪୦ ଚାଷୀ

ଭଦ୍ରକ ଅଫିସ, ୧୯।୨: ଆସାମ କୃଷି ବିଶ୍ୱବିଦ୍ୟାଳୟ ପକ୍ଷରୁ ବିଭିନ୍ନ ଜିଲାର ୪୦ଜଣ ଅଗ୍ରଣୀ ଚାଷୀ ଉନ୍ନତ ଚାଷ ପ୍ରଣାଳୀ ଓ ବିଭିନ୍ନ ଚାଷ ମଡେଲ ଅନୁଧ୍ୟାନ ପାଇଁ ବୁଧବାର ଭଦ୍ରକ ଗସ୍ତ କରିଥିଲେ। ଭଦ୍ରକ ରାଣୀତାଲସ୍ଥିତ କୃଷି ବିଜ୍ଞାନ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri