ରାଜ୍ୟ

୨୦ ବର୍ଷ ପାକିସ୍ତାନ ଜେଲରେ ସଜା କାଟିଲେ ସୁନ୍ଦରଗଡ଼ର ବିରଜୁ

ସୁନ୍ଦରଗଡ,୨।୧୧(ଡି.ଏନ୍‌.ଏ)-୨୫ବର୍ଷ ଧରି ନିଖୋଜ ଥିବା ସୁନ୍ଦରଗଡ ଜିଲା କୁତ୍ରା ବ୍ଲକ କଟଙ୍ଗ ଜଙ୍ଗାଟୋଲିର ବିରଜୁ କୁଲୁ ପାକିସ୍ତାନ ଜେଲରେ ୨୦ବର୍ଷ ଧରି ସଜା କାଟି ସାରିବା ପରେ ଏବେ ନିଜ ଦେଶ ଭାରତକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ପାକିସ୍ତାନ ସରକାର ତାଙ୍କୁ ଅନ୍ୟ…

ଆସନ୍ତାକାଲି ବାଲେଶ୍ୱର, ତିର୍ତ୍ତୋଲ ଉପନିର୍ବାଚନ: ମତଦାନ ସାବ୍ୟସ୍ତ କରିବେ ୪ ଲକ୍ଷ ୬୭ ହଜାର ୫୭୮ ଭୋଟର

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ତିର୍ତ୍ତୋଲ ଏବଂ ବାଲେଶ୍ୱର ବିଧାନସଭା ଉପ ନିର୍ବାଚନ ପାଇଁ ମଙ୍ଗଳବାର ଭୋଟ ଗ୍ରହଣ କରାଯିବ। ଏଥିପାଇଁ ସ୍ବତନ୍ତ୍ର ବ୍ୟବସ୍ଥା ଗ୍ରହଣ କରାଯାଇଛି। ତିର୍ତ୍ତୋଲ ନିର୍ବାଚନମଣ୍ଡଳୀରେ ମୋଟ ୨ ଲକ୍ଷ ୩୭ ହଜାର ୨୮୨ ଜଣ ଓ ବାଲେଶ୍ୱର ବିଧାନସଭା ନିର୍ବାଚନମଣ୍ଡଳୀରେ ସମୁଦାୟ…

ରାଜ୍ୟରେ ସୁସ୍ଥ ହେଲେ ୧୫୨୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୨ା୧୧(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୧୫୨୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ବାଲେଶ୍ୱର ଜିଲାରୁ ସର୍ବାଧିକ ୧୨୭ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୧୨୭, ଖୋର୍ଦ୍ଧାରୁ ୧୧୫, କଟକରୁ ୧୦୭, ନୂଆପଡାରୁ ୧୦୪, ଜଗତସିଂହପୁରରୁ ୮୯, ଅନୁଗୋଳରୁ ୭୦, ଯାଜପୁରରୁ ୬୦, ବରଗଡରୁ…

କଟକ ସହରରୁ ୬୫ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୨।୧୧-କଟକ ସହରରୁ ଆଜି ମୋଟ୍‌ ୬୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୩୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୨ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମ୍‌ସି) ପକ୍ଷରୁ ଟୁଇଟ କରି…

ଭୁବନେଶ୍ୱରରୁ ଆଜି ପୁଣି ୭୪ ପଜିିଟିଭ୍‌ ଚିହ୍ନଟ: ସଂଖ୍ୟା କମିଲେ ବି ବଢ଼ୁଛି ଲୋକାଲ କେସ୍‌

ଭୁବନେଶ୍ୱର,୨।୧୧(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୭୪ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୬ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୫୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୨୧୪ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ବରଗଡ଼ରୁ ପୁଣି ୭୧ କରୋନା ପଜିଟିଭ ଚିହ୍ନଟ, ଜିଲାରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ପହଞ୍ଚିଲା ୮୮୦୦ରେ

ବରଗଡ଼ ଅଫିସ,୨।୧୧: ବରଗଡ ଜିଲାରେ ସୋମବାର ପୁଣି ୭୧ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ବରଗଡ଼ ପୌରାଞ୍ଚଳରେ ୪, ବରଗ ବ୍ଲକର ୩, ଅତାବିରା ବ୍ଲକର ୧, ପଦ୍ମପୁର ବ୍ଲକର ୧୦, ପଦ୍ମପୁର ଏନ୍‌ଏସିର ୯, ଭଟଲି…

ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୨।୧୧(ବ୍ୟୁରୋ): ଚକାଆଖି ସବୁ ଦେଖୁଛି, ପୁଅ ମୋର କଳା ଠାକୁର ଭଳି ଅନେକ ସୁପରହିଟ୍‌ ଫିଲ୍ମ ଦେଇସାରିଥିବା ବିଶିଷ୍ଟ ଚଳଚ୍ଚିତ୍ର ନିର୍ଦ୍ଦେଶକ ରାଜୁ ମିଶ୍ରଙ୍କର ସୋମବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୭୨ ବର୍ଷ ହୋଇଥିଲା। ଜଟଣୀସ୍ଥିତ ଘରେ…

କଟକରେ ଖୋଲିବ ବାଣ ଦୋକାନ: ମିଳିଲା ଅନୁମତି

କଟକ ଅଫିସ, ୨।୧୧: ଆଗକୁ କାଳୀ ପୂଜା ଓ ଦୀପାବଳି। ତେବେ କୋଭିଡ୍‌ କଟକଣା ଭିତରେ ପାଳିତ ହେବ ଏହିସବୁ ପର୍ବ। କଟକରେ ପୂର୍ବଭଳି ଚଳିତ ବର୍ଷ ମଧ୍ୟ ବାଣ ଦୋକାନ ଖୋଲିବାକୁ ଅନୁମତି ମିଳିଛି। ହେଲେ କେଉଁଠି ବାଣ ଦୋକାନ…

ରାଜ୍ୟପାଳଙ୍କ ଆଶୁ ଆରୋଗ୍ୟ କାମନା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ଏବଂ ତାଙ୍କ ସ୍ତ୍ରୀ କରୋନାରେ ଆକ୍ରାନ୍ତ ହୋଇଥିବା ଟୁଇଟ୍‌ କରି ସୂଚନା ଦେବା ପରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ତାଙ୍କର ଆଶୁ ଆରୋଗ୍ୟ କାମନା କରିଛନ୍ତି। ମୁଖ୍ୟମନ୍ତ୍ରୀ ଟୁଇଟ୍‌ରେ ଲେଖିଛନ୍ତି, ‘ମାନ୍ୟବର ରାଜ୍ୟପାଳ ପ୍ରଫେସର…

ଆଜି ୧୦ ତଳେ କରୋନା ମୃତ୍ୟୁସଂଖ୍ୟା, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୯ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୩୪୦କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୩…

ଆଜି ରାଜ୍ୟରେ ୧୩୮୯ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨ା୧୧(ବ୍ୟୁରୋ): ସୋମବାର ୩୦ ଜିଲାରୁ ୧୩୮୯ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୯୩, ୨୧୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୭୯୮ ଜଣ…

ଟିକା ବଣ୍ଟନ ପାଇଁ ଗଠନ ହେବ ତ୍ରିସ୍ତରୀୟ କମିଟି

ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍‌ସୋର୍‌ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ ବିଚାରବିମର୍ଶ ଜାରି ରହିଛି। ପ୍ରଥମେ ସ୍ବାସ୍ଥ୍ୟକର୍ମୀ ଓ ଅଙ୍ଗନଓ୍ବାଡ଼ି କର୍ମୀଙ୍କ ଭଳି କରୋନା ଯୋଦ୍ଧାଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?