ରାଜ୍ୟ

ଛେରାପହଁରା କଲେ ଗଜପତି ମହାରାଜା

ପୁରୀ ଅଫିସ, ୧।୭: ରଥରେ ମଦନମୋହନ ବିଜେ କରିବା ପରେ ଗଜପତି ମହାରାଜା ଦିବ୍ୟସିଂହ ଦେବ ଛେରା ପହଁରା କରିବା ପାଇଁ ପହଞ୍ଚିଥିଲେ। ପ୍ରଥମେ ବଡ଼ ଠାକୁର ବଳଭଦ୍ରଙ୍କ ତାଳଧ୍ୱଜ ରଥରେ ଗଜପତି ଛେରା ପହଁରା କରିସାରିବା ପରେ ନନ୍ଦିଷେଷ ରଥରେ…

CORONAVIRUS UPDATE: ରାଜ୍ୟରେ ପୁଣି ୨୫୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୫୧ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୩୧୬ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…

ହସ୍ପିଟାଲ କଟକଣା ଅସମ୍ଭାଳ

ଭୁବନେଶ୍ୱର, ୧।୭(ବ୍ୟୁରୋ): ରାଜଧାନୀ ବସ୍ତି ଅଞ୍ଚଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦିନକୁ ଦିନ ବଢ଼ୁଥିବାରୁ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ ଘରୋଇ ହସ୍ପିଟାଲ ପାଇଁ ନୂଆ ନିୟମାବଳୀ ଜାରି କରାଯାଇଛି। ଘରୋଇ ହସ୍ପିଟାଲରେ ବସ୍ତି ଅଞ୍ଚଳରୁ ଆସି କାମ କରୁଥିବା କର୍ମଚାରୀଙ୍କ…

ଚାକିରିରୁ ତଡ଼ା ଖାଇଲେ ବୀରମିତ୍ରପୁର ଥାନା ଅଧିକାରୀ

କଟକ ଅଫିସ,୧।୭: ଜଣେ ନାବାଳିକାଙ୍କୁ ଥାନା ଭିତରେ ରଖି ବଳାତ୍କାର ଏବଂ ପରେ ଗର୍ଭପାତ କରାଇଥିବା ଅଭିଯୋଗରେ ବୀରମିତ୍ରପୁର ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ। ତାଙ୍କୁ ଚାକିରିରୁ ବରଖାସ୍ତ…

କଂଗ୍ରେସର ୩୩ ଜଣିଆ ଗଣମାଧ୍ୟମ କମିଟି ଘୋଷିତ

ଭୁବନେଶ୍ୱର,୧।୭(ବ୍ୟୁରୋ): ସର୍ବଭାରତୀୟ ଜାତୀୟ କଂଗ୍ରେସର ସାମାଜିକ ଗଣମାଧ୍ୟମ ବିଭାଗ ଓ ପ୍ରଦେଶ କଂଗ୍ରେସ ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ଅନୁମୋଦନକ୍ରମେ ରାଜ୍ୟ ସାମାଜିକ ଗଣମାଧ୍ୟମ ଏବଂ ଡିଜିଟାଲ ମିଡିଆ ଅଧ୍ୟକ୍ଷ ଅଭିଷେକ ମହାନନ୍ଦ ଏକ ୩୨ ଜଣିଆ ନୂତନ କମିଟି ଗଠନ କରିଛନ୍ତି।…

ପ୍ରଫେସର ଦତ୍ତେଶ୍ୱର ହୋତା ଏସ୍‌ସିବି ପ୍ରିନ୍ସିପାଲ

କଟକ ଅଫିସ,୧ା୭: ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟର ୪୯ତମ ଡିନ୍‌ ତଥା ପ୍ରିନ୍ସିପାଲ ଭାବେ ୟୁରୋଲୋଜି ବିଭାଗର ମୁଖ୍ୟ ପ୍ରଫେସର ଡା. ଦତ୍ତେଶ୍ୱର ହୋତା ମଙ୍ଗଳବାର ଦାୟିତ୍ୱ ନେଇଛନ୍ତି। ଡା. ଜୟଶ୍ରୀ ମହାନ୍ତି ଅଧ୍ୟକ୍ଷ ପଦବୀରୁ ଅବସର ନେବା ପରେ ଡା.…

କରୋନା ମୃତ୍ୟୁସଂଖ୍ୟା ୨୫ ଛୁଇଁଲା

ଭୁବନେଶ୍ୱର,୧ା୭(ବ୍ୟୁରୋ): ରାଜ୍ୟରେ ଆଉ ୨ ଜଣଙ୍କ ଜୀବନ ନେଇଛି କରୋନା ଭୂତାଣୁ। ମୃତକ ଦୁଇ ଜଣ ଗଞ୍ଜାମ ଜିଲାର ବୋଲି ଜଣାପଡ଼ିଛି। ପୂର୍ବରୁ କରୋନାରେ ଗଞ୍ଜାମ ଜିଲାରେ ୧୨ ଜଣଙ୍କର ମୃତ୍ୟୁ ହୋଇଥିଲା। ମଙ୍ଗଳବାର ଦୁଇ ଜଣଙ୍କର ମୃତ୍ୟୁ ହେବା ପରେ…

ଶହୀଦ ଡାକ୍ତରଙ୍କୁ ସଲାମ

ନିଜ ଦେଶର ମଙ୍ଗଳ ପାଇଁ ଯେ ଜୀବନ ଦିଏ ତାହାଙ୍କୁ ଶହୀଦ୍‌ କୁହାଯାଏ। ଜଣେ ନିଜର ବିଚାରଧାରା ପାଇଁ କୌଣସି ବିରୋଧୀ କିମ୍ବା ଶତ୍ରୁ ଦ୍ୱାରା ନିହତ ହେଲେ ସେହି ଦେଶ, ଜାତି, ଧର୍ମ ଓ ସମାଜ ‘ଶହୀଦ’ର ମର୍ଯ୍ୟାଦା ଦେଇଥାଏ।…

ଆଶାର ଉତ୍ସ

ଆଜିକାଲି ରୋଗୀମାନେ ସେମାନଙ୍କ ରୋଗ ଓ ତା’ର ଚିକିତ୍ସା ପାଇଁ ଇଣ୍ଟରନେଟ୍‌ ଉପରେ ଅତ୍ୟଧିକ ଭାବେ ନିର୍ଭର କରିବା ଏକ ବଡ଼ ସଙ୍କଟ ଭାବେ ଦେଖାଦେଇଛି। ଯାହାକୁ ସାଇବର କଣ୍ଡ୍ରିଆ ବୋଲି କୁହାଯାଏ। ଜଣେ ଯୁଗାନ୍ତକାରୀ ଡାକ୍ତର ଭାବେ ପ୍ରସିଦ୍ଧ ତଥା…

କରୋନାର ଆୟୁର୍ବେଦୀୟ ଚିକିତ୍ସା

କରୋନା ଅର୍ଥ ବଳୟ। ଗ୍ରହଣ ବେଳେ ଚନ୍ଦ୍ର ଓ ସୂର୍ଯ୍ୟଙ୍କୁ ବଳୟ ଘେରି ରହିଥାଏ। ସେହି ଆକାର ଭୂତାଣୁ ପ୍ରାଣୀଙ୍କଠାରେ ଦେଖାଦେଇଥାଏ। ଏପରି ଭୂତାଣୁ ପ୍ରାଣୀ ବା ବାଦୁଡିଠାରୁ ମନୁଷ୍ୟକୁ ଚାଇନାରେ ସଂକ୍ରମିତ ହୋଇଥିଲା। ତା’ପରେ ତାହା ମନୁଷ୍ୟରୁ ମନୁଷ୍ୟକୁ କ୍ରମଶଃ…

ଓଡ଼ିଶାରେ ସ୍ବାସ୍ଥ୍ୟସେବା…

ବର୍ତ୍ତମାନର ସ୍ବାସ୍ଥ୍ୟ ସଙ୍କଟ ପରିପ୍ରେକ୍ଷୀରେ ଡାକ୍ତରମାନଙ୍କର ଭୂମିକା ଓ ଗୁରୁତ୍ୱ ସବୁ ବିଭାଗ ଶୀର୍ଷରେ ପହଞ୍ଚତ୍ଛି। ‘ଜାନ୍‌ ହେ ଜହାନ୍‌ ହେ’ ଅର୍ଥାତ୍‌ ଜୀବନ ଅଛି ତ ସବୁ ଅଛି ଜୀବନ ନାହିଁ ତ କିଛି ନାହିଁ ଅନୁଯାୟୀ ବର୍ତ୍ତମାନ ମଣିଷମାନଙ୍କର…

ଅଗଷ୍ଟ ୩୧ ଯାଏ ସ୍କୁଲ, କଲେଜ ବନ୍ଦ

ଭୁବନେଶ୍ୱର,୧ା୭(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀ ସଂକ୍ରମଣ ବେଳକୁ ବେଳ ବଢ଼ିବାରେ ଲାଗିଛି। ଏହାକୁ ରୋକିବାକୁ ରାଜ୍ୟ ସରକାର ବିଭିନ୍ନ କୌଶଳ ଅବଲମ୍ବନ କରୁଛନ୍ତି। ଲକ୍‌ଡାଉନ-୫ ପରେ ରାଜ୍ୟ ସରକାର ଜୁନ୍‌ ୧ତାରିଖରୁ କଟକଣା କୋହଳ କରିଥିଲେ। ଅନ୍‌ଲକ୍‌-୧ର ଅବଧି ଜୁନ୍‌ ୩୦ରେ ଶେଷ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri