ବାହୁଡୁଛନ୍ତି ମହାପ୍ରଭୁ
ପୁରୀ ଅଫିସ, ୧।୭: ନବଦିନାତ୍ମକ ଯାତ୍ରା ପରେ ଶ୍ରୀମନ୍ଦିର ଅଭିମୁଖେ ବାହୁଡୁଛନ୍ତି ମହାପ୍ରଭୁ। ସେଥିପାଇଁ ସଅଳ ନୀତିକାନ୍ତି ପରେ ଧାର୍ଯ୍ୟ ସମୟର ୩୫ ମିନିଟ ପୂର୍ବରୁ ଅର୍ଥାତ୍ ୭.୨୫ରେ ବାହାଡ଼ା ପହଣ୍ଡି ଆରମ୍ଭ ହୋଇଥିଲା। ପ୍ରଥମେ ଚକ୍ରରାଜ ଶ୍ରୀ ସୁଦର୍ଶନ ପହଣ୍ଡି…
ଥାନାରେ ନାବାଳିକାଙ୍କୁ ବଳାତ୍କାର ଘଟଣା: କ୍ରାଇମ୍ବ୍ରାଞ୍ଚ ନେଲା ତଦନ୍ତ ଭାର
କଟକ/ପୁରୀ ଅଫିସ/ସୁନ୍ଦରଗଡ଼(ଡି.ଏନ୍.ଏ.),୧ା୭: ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନା ଭିତରେ ଜଣେ ନାବାଳିକାଙ୍କୁ ବାରମ୍ବାର ବଳାତ୍କାର ଓ ଗର୍ଭପାତ ଘଟଣାର ତଦନ୍ତ ଭାର କ୍ରାଇମ୍ବ୍ରାଞ୍ଚକୁ ପ୍ରଦାନ କରାଯାଇଛି। ମଙ୍ଗଳବାର ଏନେଇ ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ ଅଭୟ ସୂଚନା ଦେଇଛନ୍ତି। ନାବାଳିକା ବଳାତ୍କାର ମାମଲାର…
ଆଜି ରାତିରୁ ପୁରୀକୁ ବସ୍, ଟ୍ରେନ୍ ଚଳାଚଳ ବନ୍ଦ
ପୁରୀ ଅଫିସ,୩୦।୬: ବାହୁଡ଼ା ଯାତ୍ରା ପାଇଁ ପୁରୀକୁ ବସ୍, ଟ୍ରେନ୍ ଚଳାଚଳ ବନ୍ଦ କରାଯାଇଛି। ମଙ୍ଗଳବାର ରାତି ୯ଟାରୁ ୨ ତାରିଖ ରାତି ୧୧ଟା ୩୦ ପର୍ଯ୍ୟନ୍ତ ପୁରୀକୁ ବସ୍, ଟ୍ରେନ୍ ଆଦି ଚଳାଚଳ ବନ୍ଦ ରହିବ। ପୁରୀକୁ ସାଧାରଣ ଲୋକ…
୫୦% କର୍ମଚାରୀରେ ଚାଲିବ ରାଜ୍ୟର ସମସ୍ତ ସରକାରୀ ଅଫିସ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ଆକ୍ରାନ୍ତ ସଂଖ୍ୟା ବଢ଼ୁଥିବାରୁ ସରକାରଙ୍କ ପକ୍ଷରୁ କଟକଣା ଲଗାଯାଇଛି। ଏହି କ୍ରମରେ ସରକାରୀ କାର୍ଯ୍ୟାଳୟଗୁଡ଼ିକ ୫୦% କର୍ମଚାରୀରେ କାମ କରିବେ ବୋଲି କୁହାଯାଇଛି। ଜୁଲାଇ ମାସରେ ୫୦% କର୍ମଚାରୀଙ୍କୁ ନେଇ ଅଫିସ ଚାଲିବ। କେଉଁ କର୍ମଚାରୀ ଅଫିସ…
ଜୁଲାଇରେ ଜୋରଦାର ଧରପଗଡ଼
ଭୁବନେଶ୍ୱର,୩୦।୬(ବ୍ୟୁରୋ): ଏଣିକି ମାସ୍କ ଏବଂ ସାମାଜିକ ଦୂରତ୍ୱ ନିୟମ କଡ଼ାକଡ଼ି ପାଳନ କରାଯିବ। ମାସ୍କ ନ ପିନ୍ଧିଲେ ପୂର୍ବଭଳି ଜରିମାନା ଆଦାୟ କରାଯିବ। ସର୍ବସାଧାରଣ ସ୍ଥାନରେ ଛେପ ପକାଇଲେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଜୁଲାଇ ମାସରେ ଧରପଗଡ଼ ଜୋରଦାର ହେବ, କଡ଼ା…
ଜୋନ୍-୧ରେ ରାଜ୍ୟର ଏହି ୧୦ ଜିଲା
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ ୫୦ରୁ ଅଧିକ ସକ୍ରିୟ କେସ୍ ରହିଥିବା ୧୦ ଜିଲାକୁ ମଙ୍ଗଳବାର ଜୋନ୍-୧ ଭାବେ ଘୋଷଣା କରାଯାଇଛି। ଗଞ୍ଜାମ, ଗଜପତି, ଖୋର୍ଦ୍ଧା, କଟକ, ଯାଜପୁର, ଜଗତସିଂହପୁର, ବାଲେଶ୍ୱର, ମୟୂରଭଞ୍ଜ, କେନ୍ଦୁଝର, ଝାରସୁଗୁଡ଼ା ଆଦି ଜିଲା ଏଥିରେ ରହିଛି। ଏସବୁ ଜିଲାରେ…
ପ୍ରତି ପଞ୍ଚାୟତରେ ନିର୍ମାଣ ହେବ କୋଭିଡ କେୟାର ହୋମ୍: ମୁଖ୍ୟ ଶାସନ ସଚିବ
ଭୁବନେଶ୍ୱର,୩୦।୬(ବ୍ୟୁରୋ): ସାଢେ ୩ ମାସ ହେଲାଣି ଅଦୃଶ୍ୟ ଶକ୍ତି ସହ ଲଢ଼େଇ କରୁଛି ଓଡ଼ିଶା। ଅନ୍ୟ ରାଜ୍ୟ ତୁଳନାରେ ରାଜ୍ୟର ସ୍ଥିତି ଭଲ ଅଛି। ହେଲେ ସ୍ବାସ୍ଥ୍ୟ ସହ ଅର୍ଥନୀତିକୁ ପରିଚାଳନା କରିବା ଆମପାଇଁ ଜରୁରୀ ହୋଇପଡ଼ଇଛି। ଆଗାମୀ ଦିନରେ ପ୍ରତି…
ଜୁଲାଇ ୩୧ ଯାଏ ବଢ଼ିଲା କଟକଣା
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ଦେଖି ଜୁଲାଇ ମାସ ପାଇଁ କିଛି କଟକଣାକୁ ପୂର୍ବବତ ରଖିଛନ୍ତି। ଜୁଲାଇ ୩୧ ଯାଏ ଧର୍ମୀୟ ଅନୁଷ୍ଠାନକୁ ସାଧାରଣ ଲୋକ ଯାଇପାରିବେ ନାହିଁ। ଏଥିସହ ଅନ୍ତର୍ଜାତୀୟ ବିମାନ ସେବା, ସିନେମା, ଥିଏଟର ଆଦି ବନ୍ଦ ରହିବ।…
ଏଣିକି ରାତି ୯ରୁ ସକାଳ ୫
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜ୍ୟ ସରକାରଙ୍କ ପକ୍ଷରୁ ମଙ୍ଗଳବାର ରାତ୍ରକାଳୀନ କର୍ଫ୍ୟୁକୁ ସାମାନ୍ୟ କୋହଳ କରାଯାଇଛି। ଏଣିକି ରାତି ୯ଟାରୁ ସକାଳ ୫ଟା ଯାଏ କର୍ଫ୍ୟୁ ଲାଗିବ। ଏହି ସମୟରେ ଜରୁରୀସେବା ପ୍ରଦାନକାରୀ କର୍ମଚାରୀ କଟକଣା ମୁକ୍ତ ରହିବେ। ସେହିଭଳି ଶିଳ୍ପ କାରଖାନାରେ କାର୍ଯ୍ୟରତ…
CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୨୪୩ ଆକ୍ରାନ୍ତ; ମୋଟ ଆରୋଗ୍ୟ ସଂଖ୍ୟା ୫ହଜାର ଟପିଲା
ଭୁବନେଶ୍ୱର,୩୦।୬(ବ୍ୟୁରୋ):ରାଜ୍ୟରେ ମଙ୍ଗଳବାର ୨୪୩ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଅପରାହ୍ନରେ ଟୁଇଟ୍ କରି ସୂଚନା ଦିଆଯାଇଛି। ଆରୋଗ୍ୟ ଲାଭ କରିଥିବା ବ୍ୟକ୍ତିଙ୍କ ମଧ୍ୟରେ ଗଜପତି ଜିଲାର ସର୍ବାଧିକ ୫୯ଜଣ ଅଛନ୍ତି। ସେହିଭଳି…
ଡରେଇଲାଣି ରାଜଧାନୀ: ପୁଣି ୬ କରୋନା ପଜିଟିଭ୍ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୩୨୦ରେ ପହଞ୍ଚିଲା
ଭୁବନେଶ୍ୱର,୩୦।୬(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ କରୋନା ପଜିଟିଭ୍୍ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ପ୍ରତିଦିନ ଏଠାରୁ କରୋନା ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି। ମଙ୍ଗଳବାର ପୁଣି ୬ ଜଣ କରୋନା ପଜିଟଭ୍ ଚିହ୍ନଟ ହୋଇଥିବା ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା…
ଅଗ୍ନିଶମ ବିଭାଗ, ହୋମଗାର୍ଡର ଏଡିଜିପି ଭାବେ ଦାୟିତ୍ୱ ଗ୍ରହଣକଲେ ଡ. ସୌମ୍ୟା ମିଶ୍ର
କଟକ ଅଫିସ,୩୦।୬: ଅଗ୍ନିଶମ ବିଭାଗ ଏବଂ ହୋମଗାର୍ଡର ଏଡିଜିପି ଭାବେ ବରିଷ୍ଠ ଆଇପିଏସ୍ ଅଫିସର ଡ. ସୌମ୍ୟା ମିଶ୍ର ମଙ୍ଗଳବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଏବଂ ଆଇଜି ଅସିତ ପାଣିଗ୍ରାହୀ ତାଙ୍କୁ ସ୍ବାଗତ କରିଥିଲେ। ୧୯୯୪…
Archives


