ରାଜ୍ୟ

ନୂତନ, ସଶକ୍ତ ଓଡ଼ିଶା ଗଠନ ଆମ ଲକ୍ଷ୍ୟ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ଲୋକ କୈନ୍ଦ୍ରିକ ଶାସନ ହେଉଛି ଗଣତନ୍ତ୍ରର ମୁଖ୍ୟ ଆକର୍ଷଣ। ଓଡ଼ିଶାବାସୀଙ୍କ ଲଗାତର ଭରସା ମୋ ସରକାରକୁ ଭଲ କାମ କରିବାକୁ ପ୍ରେରଣା ଏବଂ ଶକ୍ତି ଯୋଗାଇଛି। ଏକଦା ଗରିବ ଓ ପ୍ରାକୃତିକ ଦୁର୍ବିପାକ ପ୍ରବଣ ରାଜ୍ୟ ଭାବେ ପରିଚିତ...

ବିଲ୍‌କୁ ସମର୍ଥନ, ତରବରିଆ ନିଷ୍ପତ୍ତିକୁ ନାପସନ୍ଦ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ସ୍ବତନ୍ତ୍ରଭାବେ ଓଡ଼ିଶାର ପଛୁଆ ବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ବିଲ୍‌ ସୋମବାର ବିଧାନସଭାରେ ପାରିତ ହୋଇଛି। ବିଭାଗୀୟ ମନ୍ତ୍ରୀ ଜଗନ୍ନାଥ ସାରକା ଏ ସମ୍ପର୍କିତ ବିଲ୍‌ ବିଧାନସଭାରେ ଆଗତ କରିବାପରେ ବାଚସ୍ପତି ସୂର୍ଯ୍ୟନାରାୟଣ ପାତ୍ର...

‘ପଛୁଆବର୍ଗଙ୍କ ବିକାଶ ପାଇଁ ରାଜ୍ୟ ସରକାର ବଦ୍ଧ ପରିକର’

ଭୁବନେଶ୍ୱର,୧୮।୨(ବ୍ୟୁରୋ): ରାଜ୍ୟ ସରକାର ଓଡ଼ିଶାର ପଛୁଆବର୍ଗଙ୍କୁ ଚିହ୍ନଟ କରିବେ। ଏ ସଂକ୍ରାନ୍ତୀୟ ଓଡ଼ିଶା ରାଜ୍ୟ ପଛୁଆବର୍ଗ କମିଶନ(ସଂଶୋଧନ) ବିଲ୍‌ ୨୦୨୦ ସୋମବାର ବିଧାନସଭାରେ ଅନୁମୋଦନ ଲାଭ କରିଛି। ସରକାରଙ୍କ ନିଷ୍ପତ୍ତିକ୍ରମେ ପଛୁଆବର୍ଗ ଲୋକଙ୍କ ସାମାଜିକ ଓ ଶିକ୍ଷାଗତ ସ୍ଥିତି ସମ୍ପର୍କରେ...

୨୦୭୭୧.୬୪ କୋଟି ସୁପାରିସ କଲେ ପଞ୍ଚମ ଅର୍ଥ କମିଶନ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ରୁ ୨୦୨୪-୨୫ ପର୍ଯ୍ୟନ୍ତ ପଞ୍ଚାୟତିରାଜ ସଂସ୍ଥା ଏବଂ ପୌରସଂସ୍ଥା ପାଇଁ ରାଜ୍ୟ ସରକାରଙ୍କ ପଞ୍ଚମ ଅର୍ଥ କମିଶନ ବ୍ୟୟବରାଦ କରିଛନ୍ତି। ଏହି ସମୟରେ ଉକ୍ତ ସଂସ୍ଥାଗୁଡିକ ପାଇଁ ୫୦୨୮୨.୫୦ କୋଟି ଟଙ୍କା ଆକଳନ କରିଛନ୍ତି। ଏଥିମଧ୍ୟରୁ ୨୦୭୭୧.୬୪ କୋଟି...

ଆଜି ବଜେଟ

ଭୁବନେଶ୍ୱର,୧୮।୨(ବ୍ୟୁରୋ): ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ରାଜ୍ୟ ଅର୍ଥମନ୍ତ୍ରୀ ନିରଞ୍ଜନ ପୂଜାରୀ ମଙ୍ଗଳବାର ଅପରାହ୍ନରେ ବଜେଟ୍‌ ଉପସ୍ଥାପନ କରିବେ। ଆସନ୍ତା ବଜେଟ୍‌ ୧.୫ ଲକ୍ଷ କୋଟି ଟଙ୍କା ରହିବ। ଗତ ରାଜ୍ୟ ମନ୍ତ୍ରୀ ପରିଷଦ ବୈଠକରେ ଏହାକୁ ଅନୁମୋଦନ କରାଯାଇଛି।...

ଯୁବତୀଙ୍କୁ ଟ୍ରେନ୍‌ରୁ ମୃତ୍ୟୁମୁଖରୁ ବଞ୍ଚାଇବା ଘଟଣା: କଣ୍ଟିଲୋର ସୁବ୍ରତଙ୍କୁ ବିଭିନ୍ନ ମହଲରୁ ଶୁଭେଚ୍ଛା

ଖଣ୍ଡପଡା,୧୮।୨(ସ୍ବ.ପ୍ର.)- ନୟାଗଡ ଜିଲା ଖଣ୍ଡପଡା ବ୍ଲକ ଅନ୍ତର୍ଗତ କଣ୍ଟିଲୋ ହାଟମୁଣ୍ଡପାଟଣା ଗ୍ରାମର ସୁବ୍ରତ କୁମାର ମହାରଣା(ସିଲୁ) ତଥା ରେଲୱେ ପ୍ରୋଟେକ୍ସନ ଫୋର୍ସ(ଆରପିଏଫ) ଭୁବନେଶ୍ୱରର କନଷ୍ଟେବଳ ଶନିବାର ସନ୍ଧ୍ୟାରେ ଉପସ୍ଥିତ ବୁଦ୍ଧି ଖଟାଇ ଜଣେ ଯୁବତୀଙ୍କୁ ଯେପରି ନିଶ୍ଚିତ ମୃତ୍ୟୁମୁଖରୁ ବଞ୍ଚାଇଲେ...

ଦଶପଲ୍ଲାରୁ ପୁରୀ ପଠାଗଲା ୫୧ ଖଣ୍ଡ ରଥକାଠ

ନୟାଗଡ ଅଫିସ/ଦଶପଲ୍ଲା(ଡି.ଏନ.ଏ.),୧୮ା୨: ବିଶ୍ୱ ପ୍ରସିଦ୍ଧ ରଥଯାତ୍ରା ନିମନ୍ତେ ୨ୟ ପର୍ଯ୍ୟାୟରେ ୫୧ଖଣ୍ଡ ରଥକାଠ ସୋମବାର ଦଶପଲ୍ଲା ବନାଞ୍ଚଳରୁ ଦୁଇଟି ଟ୍ରକରେ ପୁରୀ ପଠାଯାଇଛି। ଚଢ଼େୟାପଲ୍ଲୀ ସଂରକ୍ଷିତ ଜଙ୍ଗଲରୁ ୩୦ ଖଣ୍ଡ ଓ ପୋଖରୀଗୋଛା ସଂରକ୍ଷିତ ଜଙ୍ଗଲରୁ ୨୧ ଖଣ୍ଡ କାଠ...

ନିଜେ ରକତ୍‌ ଦେଇ ଗରଭ୍‌ବତୀକଁର ଜୀବନ୍‌ ବଁଚାଲେ ଡାକ୍‌ତର

  ମନମୁଣ୍ଡା, ୧୮।୨ (ଡି.ଏନ୍‌.ଏ.)- ‘ରକତ୍‌ ଦାନ ମହତ୍‌ ଦାନ’ ଇ ନାରା ଦେଇ ସମାଜରେ ଲୁକ୍‌କୁ ସଚେତନ କରାଯାଉଛେ। ଅନେକ ଜାଗାରେ ରକ୍‌ତ ଦାନ ଶିବିରର ବି ଆୟୋଜନ ହେଉଛେ। ହେଲେ ଆଏଜ୍‌ ବି ଆମର ରାଏଜେ ଅନେକ...

ସଚିିବାଳୟ କର୍ମଚାରୀ ମହାସଂଘ ପକ୍ଷରୁ ୫% ମହଙ୍ଗା ଭତ୍ତା ଦାବି

ଭୁବନେଶ୍ୱର,୧୭।୨(ବ୍ୟୁରୋ): ଗତ ଶନିବାର ନିଷ୍ପତ୍ତି ଅନୁଯାୟୀ ସଚିବାଳୟରେ କାର୍ଯ୍ୟରତ ସମସ୍ତ ବର୍ଗର କର୍ମଚାରୀଙ୍କୁ ନେଇ ଏକ ”ସଚିିବାଳୟ କର୍ମଚାରୀ ମହାସଂଘ“ ଗଠନ କରାଯାଛି। ମିଳିତ ଭାବେ ଏକ ସ୍ମାରକପତ୍ର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଦିଆଯାଇ ପିଛିଲା ଭାବେ ଜୁଲାଇ ୨୦୧୯...

ସୂଚାରୁରୂପେ ପରୀକ୍ଷା କେନ୍ଦ୍ର ଚୟନ ହୋଇଛି, ଅଭିଭାବକଙ୍କ ମନରେ ଆଶଙ୍କା ନ ଉପୁଜୁ: ସିଏଚ୍‌ଏସ୍‌ଇ

ଭୁବନେଶ୍ୱର, ୧୭।୨(ବ୍ୟୁରୋ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଚ୍‌ଏସ୍‌ଇ) ପକ୍ଷରୁ ପରୀକ୍ଷା କେନ୍ଦ୍ର ଚୟନରେ ଦୁର୍ନୀତି ହୋଇଥିବା ନେଇ ଗତ ୭ତାରିଖରେ ଅନୁଷ୍ଠିତ ପରୀକ୍ଷା ପରିଚାଳନା କମିଟି ବୈଠକରେ ୬ଜଣ ସଦସ୍ୟ ଅଭିଯୋଗ ଆଣିଥିଲେ। ଏହି ଘଟଣାକୁ ନେଇ ନାନା ବାଦ...

ପରୀକ୍ଷଣ ପରେ ବୈତରଣୀ ବ୍ୟାରେଜର ଖୋଲାଗଲା ଦୁଇଟି ଗେଟ୍‌

ଆନନ୍ଦପୁର,୧୭।୨(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ବୈତରଣୀ ନଦୀ ବ୍ୟାରେଜର ଦୁଇଟି ଗେଟ୍‌ ସୋମବାର ମଧ୍ୟାହ୍ନରେ ଖୋଲାଯାଇ ଜଳ ନିଷ୍କାସନ ପ୍ରକ୍ରିୟା ଆରମ୍ଭ ହୋଇଛି। ମାତ୍ର ୪ ଇଞ୍ଚ ଏହି ଦୁଇଟି ଗେଟ୍‌ ଖୋଲାଯାଇଥିବା ଯୋଗୁ ତଳିଆ ଅଞ୍ଚଳ ଲୋକଙ୍କ ପାଇଁ...

ରାଜ୍ୟର ଅଭିବୃଦ୍ଧି ଖସିଲା: କୃଷି ଉତ୍ପାଦନ ହ୍ରାସ, ବାତ୍ୟାକୁ ଦାୟୀ କଲେ ସରକାର

ଭୁବନେଶ୍ୱର, ୧୭।୨(ବ୍ୟୁରୋ):ରାଜ୍ୟରେ ଆର୍ଥିକ ଅଭିବୃଦ୍ଧି ତଳକୁ ଖସିଛି। ୨୦୧୮-୧୯ରେ ଏହି ଅଭିବୃଦ୍ଧି ହାର ୭.୯୦ ପ୍ରତିଶତ ଥିବାବେଳେ ୨୦୧୯-୨୦ରେ ଏହା ୬.୧୬ ପ୍ରତିଶତକୁ ଖସିଯାଇଛି। ସୋମବାର ବିଧାନସଭାରେ ଉପସ୍ଥାପନ ହୋଇଥିବା ୨୦୧୯-୨୦ ଅର୍ଥନୈତିକ ସର୍ଭେ ରିପୋର୍ଟରେ ସରକାର ଏହି କଥା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri