ରାଜ୍ୟ

ପ୍ରଥମେ ହେବ ସାତପାହାଚ ଦ୍ୱାର

ପୁରୀ ଅଫିସ,୨୮ା୧୦: ଶ୍ରୀମନ୍ଦିରର ୮ଟି ଦ୍ୱାର ହେବ ରୁପା ଛାଉଣି। ଜୟ ବିଜୟ, କଳାହାଟ, ବେହେରଣ, ସାତପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’ ବିମଳା ଓ ମା’ ମହାଲକ୍ଷ୍ମୀ ମନ୍ଦିରର ଗର୍ଭ ଦ୍ୱାରକୁ ରୁପା ଛାଉଣି କରାଯିବ। ଏଥିପାଇଁ…

ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’

ଭୁବନେଶ୍ୱର, ୨୮।୧୦(ବ୍ୟୁରୋ): ବିଶିଷ୍ଟ ଲୋକସଂସ୍କୃତି ଗବେଷକ ଡ. ମନ୍ମଥ ଶତପଥୀଙ୍କୁ ‘ସୁରେଶ ସୃଜନ ସମ୍ମାନ’ ପ୍ରଦାନ କରାଯାଇଛି। ଖ୍ୟାତନାମା ନାଟ୍ୟକାର, ଅନୁବାଦକ, ସଂସ୍କୃତିକର୍ମୀ ଓ ଲୋକସଂସ୍କୃତି ବିଶାରଦ ସ୍ବର୍ଗୀୟ ସୁରେଶ ବଳବନ୍ତରାୟଙ୍କ ୬୬ତମ ଜୟନ୍ତୀ ଅବସରରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଡ.…

ହଡ଼ପ ହେଉଛି ସରକାରୀ ଅର୍ଥ: ଭୃଗୁ ବକ୍ସିପାତ୍ର

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଦୁର୍ନୀତି ଓ ଭ୍ରଷ୍ଟାଚାରରେ ଶାସକ ଦଳ ବୁଡି ରହିଛି। ଜନସାଧାରଣଙ୍କ ବିକାଶ ପାଇଁ ଆସୁଥିବା କେନ୍ଦ୍ରୀୟ ଅର୍ଥକୁ ହଡପ କରି ସରକାର ବିକାଶର ଡିଣ୍ଡିମ ପିଟି ଚାଲିଛନ୍ତି। ଗରିବ ଲୋକଙ୍କ ପାଇଁ ଆସୁଥିବା ଆବାସ ଯୋଜନାର ଅର୍ଥ, ବାର୍ଦ୍ଧକ୍ୟ ଭତ୍ତା…

ତିର୍ତ୍ତୋଲରେ ପୋଷ୍ଟାଲ ଭୋଟ ଜାଲିଆତି

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନରେ ସରକାରୀ ଅଧିକାରୀମାନେ ଶାସକ ଦଳକୁ ଜିତାଇବା ପାଇଁ ପୋଷ୍ଟାଲ ଭୋଟ ଜାଲିଆତି କରୁଛନ୍ତି। ପ୍ରିଜାଇଡିଂ ଅଫିସର ପୋଷ୍ଟାଲ ଭୋଟ ଜାଲିଆତି କରି ଶାସକ ଦଳ ସପକ୍ଷରେ ଭୋଟ କରାଉଛନ୍ତି ବୋଲି ରାଜ୍ୟ ଭାଜପା ଅଭିଯୋଗ କରିଛି। ଭାରତର…

ଛାତ୍ରବୃତ୍ତି, ସୁମଙ୍ଗଳ ପୋର୍ଟାଲ ଉନ୍ମୋଚିତ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ସରକାରୀ ଛାତ୍ରବୃତ୍ତି ପାଇଁ ଛାତ୍ରୀଛାତ୍ରମାନଙ୍କୁ ଏବେ ବିଭିନ୍ନ ବିଭାଗର ଭିନ୍ନ ଭିନ୍ନ ପୋର୍ଟାଲ ବ୍ୟବହାର କରିବାକୁ ପଡ଼ିବ ନାହିଁ। ମାତ୍ର ଗୋଟିଏ ପୋର୍ଟାଲ www.scholarship.odisha.gov.inରେ କ୍ଲିକ୍‌ କରି ପିଲାମାନେ ସେମାନଙ୍କ ଛାତ୍ରବୃତ୍ତି ପାଇଁ ଆବେଦନ କରିପାରିବେ। ଏହାଦ୍ୱାରା ରାଜ୍ୟର ୧୧…

ଜେଲ ଗଲେ ଢାବା ମ୍ୟାନେଜର: ମହିଳାଙ୍କୁ ବଳାତ୍କାର ଘଟଣା

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): କ୍ୟାପିଟାଲ ଥାନା ଅନ୍ତର୍ଗତ ମାଷ୍ଟରକ୍ୟାଣ୍ଟିନ ଛକରେ ଏକ ଢାବାରେ ଜଣେ ମହିଳା କର୍ମଚାରୀଙ୍କୁ ବଳାତ୍କାର ଅଭିଯୋଗରେ ଉକ୍ତ ଢାବାର ମ୍ୟାନେଜର ସୁକାନ୍ତ ନାୟକଙ୍କୁ ପୋଲିସ ରବିବାର ଗିରଫ କରି କୋର୍ଟ ଚାଲାଣ କରିଥିଲା। ଜାମିନ ନାମଞ୍ଜୁର ହେବାରୁ ତାଙ୍କୁ ଜେଲ…

ହାଇଓ୍ବେ ପାଟ୍ରୋଲିଂ ପାଇଁ ମିଳୁନାହାନ୍ତି ଏସ୍‌ପିଓ

ଭୁବନେଶ୍ୱର,୨୮ା୧୦ (ବ୍ୟୁରୋ): ରାଜ୍ୟରେ ଅଧିକାଂଶ ଦୁର୍ଘଟଣା ଜାତୀୟ ରାଜପଥରେ ହିଁ ଘଟୁଛି। ତେଣୁ ଏହାକୁ ରୋକିବା ପାଇଁ ହାଇଓ୍ବେ ପାଟ୍ରୋଲିଂ ଉପରେ ଗୁରୁତ୍ୱ ଦେବାକୁ ସୁପ୍ରିମ୍‌କୋର୍ଟ ସବୁ ରାଜ୍ୟକୁ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟଙ୍କ ନିର୍ଦ୍ଦେଶ ପରେ ରାଜ୍ୟ ସରକାର ପୋଲିସକୁ ଯୁଦ୍ଧକାଳୀନ…

ଖସିଲା ରାତି ତାପମାତ୍ରା

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ବିଦାୟ ନେବା ପ୍ରକ୍ରିୟା ଆରମ୍ଭ ହୋଇଛି। ଏଥିସହିତ ଖସିବାରେ ଲାଗିଛି ରାତିରେ ତାପମାତ୍ରା। ଆଗାମୀ ଦିନରେ ଏହା ଆହୁରି ହ୍ରାସ ପାଇବ। ଏଥିସହ ଶୀତ ବଢ଼ିବ ହେବ ବୋଲି ସୂଚନା ଦେଇଛନ୍ତି ଭୁବନେଶ୍ୱରସ୍ଥିତ…

ରୁକ୍ମିଣୀ ଦେବୀଙ୍କ ପରଲୋକ

କୋଣାର୍କ,୨୮ା୧୦(ଡି.ଏନ୍‌.ଏ.): ଆନ୍ତର୍ଜାତିକ ଅଶୋଭନୀୟତା ନିରୋଧ ଆନ୍ଦୋଳନର ନିୟନ୍ତ୍ରିକା ତଥା କୋଣାର୍କ ଶୋଭନୀୟ ଶିକ୍ଷାଶ୍ରମର ଅଧ୍ୟକ୍ଷା ରୁକ୍ମିଣୀ ଦେବୀଙ୍କର ୭୫ ବର୍ଷ ବୟସରେ ମଙ୍ଗଳବାର କଟକ ବିଡ଼ାନାସୀସ୍ଥ ଶୋଭନୀୟ ଆନ୍ଦୋଳନର ମୁଖ୍ୟ କାର୍ଯ୍ୟାଳୟଠାରେ ପରଲୋକ ହୋଇଯାଇଛି। ରବିବାର ଅସୁସ୍ଥତା କାରଣରୁ କୋଣାର୍କରୁ ସେ…

ଆଜି ଭର୍ଚୁଆଲ ପ୍ରଚାର କରିବେ ନବୀନ

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ନଭେମ୍ବର ୩ ତାରିଖରେ ତିର୍ତ୍ତୋଲ ଓ ବାଲେଶ୍ୱର ବିଧାନସଭା ଉପନିର୍ବାଚନ ପାଇଁ ମତଦାନ ଅନୁଷ୍ଠିତ ହେବ। ଏହି ଦୁଇ ନିର୍ବାଚନ ମଣ୍ଡଳୀରେ ପ୍ରଚାର କାର୍ଯ୍ୟ ଜୋରଦାର ଆଗେଇ ଚାଲିଛି। ପ୍ରମୁଖ ରାଜନୈତିକ ଦଳ ବିଜେଡି, ଭାଜପା ଓ କଂଗ୍ରେସ ମଧ୍ୟରେ…

ନଭେମ୍ବର ପହିଲାରୁ ଧାନ ସଂଗ୍ରହ

ଭୁବନେଶ୍ୱର, ୨୮ା୧୦(ବ୍ୟୁରୋ): ନଭେମ୍ବର ପହିଲାରୁ ଧାନ ସଂଗ୍ରହ ଆରମ୍ଭ ହେବ। ଚଳିତବର୍ଷ ରାଜ୍ୟରେ ୧୪.୯୭ ଲକ୍ଷ ଚାଷୀ ଧାନ ବିକିବା ପାଇଁ ନାମ ପଞ୍ଜୀକୃତ କରିଛନ୍ତି। ୨୦୧୯-୨୦ ଆର୍ଥିକବର୍ଷ ତୁଳନାରେ ୨୧ ପ୍ରତିଶତ ଅଧିକ। ଗତବର୍ଷ ୧୨.୩୫ ଲକ୍ଷ ଚାଷୀ ନାମ…

କବି ନିତ୍ୟାନନ୍ଦ ନାୟକଙ୍କୁ ମିଳିଲା ଶାରଳା ପୁରସ୍କାର

ଭୁବନେଶ୍ୱର,୨୮ା୧୦(ବ୍ୟୁରୋ): ଶ୍ରେଷ୍ଠ ସାହିତ୍ୟକୃତି ଲାଗି ପ୍ରତି ବର୍ଷ ଇମ୍ଫା ଚାରିଟେବଲ ଟ୍ରଷ୍ଟ ପକ୍ଷରୁ ପ୍ରଦାନ କରାଯାଉଥିବା ମର୍ଯ୍ୟାଦାଜନକ ‘ଶାରଳା ପୁରସ୍କାର’ ଚଳିତ ବର୍ଷ ବରିଷ୍ଠ କବି ନିତ୍ୟାନନ୍ଦ ନାୟକଙ୍କୁ ପ୍ରଦାନ କରାଯାଇଛି। ୨୦୧୭ରେ ଫ୍ରେଣ୍ଡସ୍‌ ପବ୍ଲିଶର୍ସ ଦ୍ୱାରା ପ୍ରକାଶିତ ତାଙ୍କ ରଚିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?