ରାଜ୍ୟ

ବିପୁଳ କ୍ଷତି ସହିଲେଣି ପରିବା ଚାଷୀ, ବ୍ୟବସାୟୀ

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ୍‌ରେ ସାମାଜିକ ଦୂରତ୍ୱକୁ ଗୁରୁତ୍ୱ ଦେଇ କୃଷି କାର୍ଯ୍ୟ ଓ କୃଷିଜାତ ଦ୍ରବ୍ୟ ବିକ୍ରିବଟାକୁ ଅନୁମତି ଦିଆଯାଇଛି। ଏଭଳି ସଙ୍କଟ ସମୟରେ ଚାଷୀମାନେ ପରିବା ଚାଷ କରି ବଜାରକୁ ଛାଡୁଥିବାବେଳେ ବ୍ୟବସାୟୀମାନେ ମଧ୍ୟ ନାନା ହଟହଟା ହୋଇ ଖରାବର୍ଷାରେ ଲୋକଙ୍କୁ…

ଆନ୍ତଃ ରାଜ୍ୟ ଯାତାୟାତ ଲାଗି ଅନୁମତି

ଭୁବନେଶ୍ୱର,୪ା୫(ବ୍ୟୁରୋ): ଲକ୍‌ଡାଉନ ଯୋଗୁ ରାଜ୍ୟ ବାହାରେ ଫସି ରହିଥିବା ପ୍ରବାସୀ ଶ୍ରମିକ ବସ୍‌ ଏବଂ ଟ୍ରେନ୍‌ ଯୋଗେ ଫେରିବା ଆରମ୍ଭ କରିଛନ୍ତି। ଏଭଳି ସ୍ଥିତିରେ ରାଜ୍ୟ ସରକାର ଆନ୍ତଃରାଜ୍ୟ ଗମନାଗମନ ଲାଗି ଗ୍ରୀନ୍‌ ସିଗନାଲ ଦେଇଛନ୍ତି। ନିର୍ଦ୍ଦିଷ୍ଟ କିଛି କାରଣ ଥିଲେ…

ଜୋନ୍‌ ଅନୁଯାୟୀ ଖୋଲିବ ନିମ୍ନ ଅଦାଲତ: ରେଡ୍‌ରେ ଘଣ୍ଟାଏ, ଅରେଞ୍ଜରେ ଦୁଇ, ଗ୍ରୀନ୍‌ରେ ଅଢ଼େଇ ଘଣ୍ଟା

କଟକ ଅଫିସ,୪ା୫: କରୋନା ଭୂତାଣୁ ସଂକ୍ରମଣକୁ ନିୟନ୍ତ୍ରଣ କରିବା ପାଇଁ କେନ୍ଦ୍ର ଗୃହ ମନ୍ତ୍ରଣାଳୟ ମେ’ ୧୭ ତାରିଖ ପର୍ଯ୍ୟନ୍ତ ଦେଶବ୍ୟାପୀ ଲକ୍‌ଡାଉନ୍‌କୁ ବଢ଼ାଇଛନ୍ତି। ତେବେ ଭୂତାଣୁର ପ୍ରଭାବ ଅନୁଯାୟୀ ୩ଟି ଜୋନ୍‌ରେ ଭାଗ କରାଯାଇଛି। ସେଗୁଡ଼ିକ ହେଲା ରେଡ୍‌, ଅରେଞ୍ଜ…

ତୃତୀୟ ପର୍ଯ୍ୟାୟ ଲକ୍‌ଡାଉନ ନେଇ ନୂଆ ନିୟମ

ଭୁବନେଶ୍ୱର,୪ା୫(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦେଶରେ ଲକ୍‌ଡାଉନକୁ ଆଉ ଦୁଇ ସପ୍ତାହ ଅର୍ଥାତ୍‌ ମେ ୧୭ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରାଯାଇଛି। ସୋମବାରଠାରୁ ୩ୟ ପର୍ଯ୍ୟାୟ ଲକ୍‌ଡାଉନ୍‌ ଆରମ୍ଭ ହେବ। ତେଣୁ ରବିବାର ରାଜ୍ୟ ସରକାରଙ୍କ ପକ୍ଷରୁ କ’ଣ ସବୁ…

ଆଜି ବସ୍‌ ଚଳାଚଳ ନେଇ ଗୁରୁତ୍ୱପୂର୍ଣ୍ଣ ବୈଠକ: ଦାବି ପୂରଣ ନ ହେଲେ ଚାଲିବନି ଗାଡ଼ି

ଭୁବନେଶ୍ୱର, ୪ ।୫(ବ୍ୟୁରୋ): ରାଜ୍ୟରେ ଆଗକୁ ଘରୋଇ ବସ୍‌ ଚଳାଚଳ କେବେ ହେବ ଏବଂ ଏଥିଲାଗି କ’ଣ ସବୁ ନିୟମକାନୁନ ରହିବ ତାକୁ ନେଇ ବିଚାରବିମର୍ଶ ଚାଲିଛି। ହଜାର ହଜାର ବସ୍‌ ଦେଢ଼ ମାସ ହେଲା ନ ଚାଲିବା କାରଣରୁ ମାଲିକମାନଙ୍କ…

କଳିଙ୍ଗା ଦୁର୍ଘଟଣା: ଦୋଷ ଲୁଚାଇବାକୁ ଉଦ୍ୟମ, ବିପଦରେ ପକାଇବ ତରବରିଆ ଘରବାହୁଡ଼ା ନିଶା

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା(କୋଭିଡ୍‌-୧୯) ଲକ୍‌ଡାଉନ ଯୋଗୁ ଦୀର୍ଘ ଦେଢ଼ମାସ କାଳ ଅନ୍ୟ ରାଜ୍ୟରେ ଫସି ରହିଥିବା ଲୋକମାନେ ଏବେ ଘରମୁହାଁ ହୋଇଛନ୍ତି। ସେମାନଙ୍କର ଗୋଟିଏ ଚିନ୍ତା କେମିତି ଘରେ ପହଞ୍ଚତ୍ବେ। ତେବେ ଏହି ଘରବାହୁଡ଼ା ନିଶା ସମସ୍ତଙ୍କ ପାଇଁ ବିପଦ ହୋଇ ଛିଡ଼ା…

ସୀମିତ ରହିବ ହାଇକୋର୍ଟ କାର୍ଯ୍ୟ

କଟକ ଅଫିସ,୪।୫: ଲକ୍‌ଡାଉନ ଅବଦ୍ଧି ବୃଦ୍ଧିକୁ ନେଇ ହାଇକୋର୍ଟ ପକ୍ଷରୁ ରବିବାର ନୂତନ ନିର୍ଦ୍ଦେଶନାମା ଜାରି ହୋଇଛି। ଆସନ୍ତା ୧୭ ତାରିଖ ପର୍ଯ୍ୟନ୍ତ ହାଇକୋର୍ଟ କାର୍ଯ୍ୟ ସୀମିତ ରହିବ ବୋଲି ଡେପୁଟି ରେଜିଷ୍ଟ୍ରାର (ବିଚାର ବିଭାଗ) ଏକ ନିର୍ଦ୍ଦେଶନାମାରେ ଜଣାଇଛନ୍ତି। ସପ୍ତାହର…

କୋଭିଡ୍‌୧୯ ମୁକାବିଲା: ରାଜ୍ୟର ବିଭିନ୍ନ ଅଞ୍ଚଳ ବର୍ଗୀକରଣ

ଭୁବନେଶ୍ୱର,୪।୫(ବ୍ୟୁରୋ): କରୋନା ମୁକାବିଲାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବିଭିନ୍ନ ଅଞ୍ଚଳର ବର୍ଗୀକରଣ କରିଛନ୍ତି। ଏ ନେଇ ରବିବାର ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ ମହାପାତ୍ର ରାଜ୍ୟର ସମସ୍ତ ଜିଲାପାଳଙ୍କୁ ଚିଠି ଲେଖି ଅବଗତ କରାଇଛନ୍ତି। ଉଲ୍ଲେଖଯୋଗ୍ୟ, ସଂକ୍ରମିତ ଚିହ୍ନଟ…

CORONAVIRUS UPDATE: ରାଜ୍ୟରେ ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ; ୧୬୩ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ୱର,୪ା୫(ବ୍ୟୁରୋ) : ସୋମବାର ରାଜ୍ୟରେ  ଆଉ ଜଣେ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆକ୍ରାନ୍ତଙ୍କ ସଂଖ୍ୟା ୧୬୩ରେ ପହଞ୍ଚିଛି। ଆକ୍ରାନ୍ତ ଜଣକ ସୁନ୍ଦରଗଡ଼ ଜିଲାର ବୋଲି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା…

ସୁସ୍ଥ ହେଲେ ୪ କରୋନା ସଂକ୍ରମିତ

ଭୁବନେଶ୍ୱର,୩।୫: ରାଜ୍ୟର ୪ କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି। ସୁସ୍ଥ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩ଜଣ ଭଦ୍ରକର ଥିବାବେଳେ ଜଣେ ବାଲେଶ୍ୱରର ରହିଛନ୍ତି। ଏହି ୪ ଜଣଙ୍କୁ…

ରେଡ୍‌ଜୋନ୍‌ରେ ବିଏମ୍‌ସି

ଭୁବନେଶ୍ୱର,୩।୫: କରୋନା ସଂକ୍ରମଣ ଆଧାରରେ ଭୁବନେଶ୍ୱର ମ୍ୟୁନିସପାଲ କର୍ପୋରେଶନ(ବିଏମ୍‌ସି)କୁ ରେଡ୍‌ଜୋନ୍‌ରେ ସ୍ଥାନୀତ କରାଯାଇଛି। ଭାରତ ସରକାରଙ୍କ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ପକ୍ଷରୁ ଜାରି ହୋଇଥିବା ମାର୍ଗଦର୍ଶିକା ଅନୁସାରେ ରାଜ୍ୟ ସରକାର କରୋନା ସଂକ୍ରମଣ ଅନୁସାରେ ବିଭିନ୍ନ ଜିଲାକୁ ରେଡ୍‌ଜୋନ୍‌, ଅରେଞ୍ଜଜୋନ୍‌…

ମେ ୪ରୁ ଗଡ଼ିବନି ବସ୍ : ରାଜ୍ୟ ଘରୋଇ ବସ୍ ମାଲିକ ସଂଘ

ଭୁବନେଶ୍ୱର,୩।୫: ମେ ୪ଠାରୁ ରାଜ୍ୟରେ ବସ୍ ଗଡ଼ିବନି । କରୋନା ପାଇଁ ହୋଇଥିବା ଗ୍ରୀନ୍ କିମ୍ବା ଅରେଞ୍ଜ ଜୋନ୍‌ରେ ବସ୍ ଗଡ଼ିବନି ବୋଲି ରାଜ୍ୟ ଘରୋଇ ବସ୍ ମାଲିକ ସଂଘ ବୈଠକରେ ରବିବାର ନିଷ୍ପତ୍ତି ନିଆଯାଇଛି । କେନ୍ଦ୍ରର ଗାଇଡଲାଇନ୍ ଅନୁସାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri