ରାଜ୍ୟ

ଭୁବନେଶ୍ୱରରେ ପୁଣି ୧୬ କରୋନା ପଜିଟିଭ୍‌

ଭୁବନେଶ୍ୱର,୨୬।୬(ବ୍ୟୁରୋ)-ଭୁବନେଶ୍ୱରରେ ଶୁକ୍ରବାର ପୁଣି ୧୬ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏମାନଙ୍କ ମଧ୍ୟରୁ ୨ଜଣ ହୋମ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବାବେଳେ ସ୍ଥାନୀୟ ଅଞ୍ଚଳରୁ ୧୪ ଜଣ ରହିଛନ୍ତି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ଯଦୁପୁର ବେଗୁନିଆ ମସଜିଦ ନିକଟରୁ ଜଣ କଲୋକାତା…

ଥାନା ଭିତରେ ନାବାଳିକାଙ୍କୁ ବଳାତ୍କାର ପରେ ଗର୍ଭପାତ ଘଟଣା: ଥାନା ଅଧିକାରୀ ନିଲମ୍ବିତ

ସୁନ୍ଦରଗଡ଼, ୨୬।୬(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ରଖି ଜଣେ ନାବାଳିକାଙ୍କୁ କ୍ରମାଗତ ବଳାତ୍କାର କରିବା ଏବଂ ସମ୍ପୃକ୍ତ ନାବାଳିକାଙ୍କ ଗର୍ଭପାତ କରାଇବା ଘଟଣାରେ ଥାନା ଅଧିକାରୀ ଆନନ୍ଦ ଚନ୍ଦ୍ର ମାଝୀଙ୍କୁ ଶୁକ୍ରବାର କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟ ପୋଲିସ ମହାନିର୍ଦ୍ଦେଶକ…

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ୧୩୧, ମୋଟ ଆରୋଗ୍ୟ ସଂଖ୍ୟା ୪୪୨୨କୁ ବୃଦ୍ଧି

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୧୩୧ କରୋନା ପଜିଟିଭ ସୁସ୍ଥ ହୋଇଛନ୍ତି। ଏଥିରେ ଗଞ୍ଜାମ ଜିଲାରୁ ସର୍ବାଧିକ ୪୩ଜଣ ଅଛନ୍ତି। ସେହିଭଳି ପୁରୀ ୨୮, ଖୋର୍ଦ୍ଧା ୨୧, କନ୍ଧମାଳ ୧୨, ଜଗତ୍‌ସିଂହପୁର ୭, ନବରଙ୍ଗପୁର ୬, କେନ୍ଦ୍ରାପଡ଼ା ୫, ବାଲେଶ୍ୱର ଓ…

ଗଞ୍ଜାମରେ କରୋନା ଯୋଦ୍ଧାଙ୍କ ପାଇଁ ଚିନ୍ତା: ୯ ଦିନରେ ସଂକ୍ରମିତ ହେଲେଣି ୯୪ ଜଣ

ଛତ୍ରପୁର, ୨୬।୬(ଡି.ଏନ୍‌.ଏ.): ଗଞ୍ଜାମ ଜିଲାକୁ ବର୍ତ୍ତମାନ ପର୍ଯ୍ୟନ୍ତ ୨ ଲକ୍ଷ ୧୬ ହଜାର ୮୨୦ ଜଣ ପ୍ରବାସୀ ଫେରିଛନ୍ତି। ଏ ନେଇ ଜିଲାରେ କରୋନା ପଜିଟିଭଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ପୂର୍ବରୁ କେବଳ ପ୍ରବାସୀମାନେ ସଂକ୍ରମିତ ଚି଼ହ୍ନଟ…

ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ: ଆଗୁଆ ପ୍ରସ୍ତୁତି, ତ୍ୱରିତ ଉଦ୍ଧାର, ପୁନର୍ଗଠନ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ରାଜ୍ୟସ୍ତରୀୟ ପ୍ରାକୃତିକ ବିପର୍ଯ୍ୟୟ କମିଟି ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଅଧ୍ୟକ୍ଷତା କରି ମୁଖ୍ୟମନ୍ତନ୍ତ୍ରୀ କହିଥିଲେ ଯେ, ବିଭିନ୍ନ ବିପର୍ଯ୍ୟୟ ଯୋଗୁ ଜନସାଧାରଣଙ୍କ ଉପରକୁ ଆସୁଥିବା ବିପଦକୁ କମ୍‌ କରିବା…

ଆସନ୍ତା ୨୮ରୁ ୩୦ ପର୍ଯ୍ୟନ୍ତ ପାରଳାଖେମୁଣ୍ଡି, ୩ ବ୍ଲକ ଶଟ୍‌ଡାଉନ

ଗଜପତି, ୨୬।୩(ସ୍ବ.ପ୍ର.): ଗଜପତି ଜିଲା ପାରଳାଖେମୁଣ୍ଡି ସହର ସମେତ ଜିଲାର ଗୁମ୍ମା, ଗୋଷାଣୀ ଏବଂ କାଶୀନଗର ବ୍ଲକ୍‌କୁ ଆସନ୍ତା ୨୮ରୁ ୩୦ ତାରିଖ ପର୍ଯ୍ୟନ୍ତ ୩ଦିନ ଶଟ୍‌ଡାଉନ ଘୋଷଣା କରାଯାଇଛି। ଜରୁରୀ ସ୍ବାସ୍ଥ୍ୟ ସେବା ଓ ଖିର ଯୋଗାଣକୁ ବାଦ୍‌ ଦେଲେ…

ତ୍ୱରାନ୍ବିତ ହେବ ଏସ୍‌ସିବି ମେଡିକାଲ ସମ୍ପ୍ରସାରଣ

କଟକ ଅଫିସ,୨୬।୬: କଟକ ଏସ୍‌ସିବି ମେଡିକାଲ କଲେଜ ଏବଂ ହସ୍ପିଟାଲର ସମ୍ପ୍ରସାରଣ ଓ ଉନ୍ନତିକରଣ କାର୍ଯ୍ୟର ସମୀକ୍ଷା ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ମେଡିକାଲ କ୍ୟାମ୍ପସ ପରିସରରେ ରହିଥିବା ଆଉକିଛି ସରକାରୀ କ୍ବାର୍ଟର୍ସ ଖୁବଶୀଘ୍ର ଖାଲି କରାଯିବ। ଏଥିସହିତ ସମ୍ପ୍ରସାରଣ ପାଇଁ…

କରୋନା ସହାୟତା: ଭିଜିଲାନ୍ସ ଅଧିକାରୀ, କର୍ମଚାରୀ ଦେଲେ ୧୩ ଲକ୍ଷ

ଭୁବନେଶ୍ୱର, ୨୬।୬(ବ୍ୟୁରୋ): କରୋନା ସହାୟତା ପାଇଁ ମୁଖ୍ୟମନ୍ତ୍ରୀ ରିଲିଫ୍‌ ପାଣ୍ଠିକୁ ଭିଜିଲାନ୍ସ ଅଧିକାରୀ ଓ କର୍ମଚାରୀ ୧୩ ଲକ୍ଷ ୧୩୭ ଟଙ୍କା ଦାନ କରିଛନ୍ତି। ଶୁକ୍ରବାର ରାଜ୍ୟ ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସିତ ତ୍ରିପାଠୀଙ୍କୁ ଭିଜିଲାନ୍ସ ମହାନିର୍ଦ୍ଦେଶକ ଦେବାଶିଷ…

ଉଲିବୁରୁ ଖଣି ଦୁର୍ନୀତି ମାମଲା: ଦୀପକ ଗୁପ୍ତାଙ୍କୁ ମିଳିଲା ଜାମିନ

କଟକ ଅଫିସ,୨୬।୬- ଉଲିବୁରୁ ଖଣି ଦୁର୍ନୀତି ମାମଲାର ମୁଖ୍ୟ ଅଭିଯୁକ୍ତ ଦୀପକ ଗୁପ୍ତାଙ୍କୁ ଶୁକ୍ରବାର ହାଇକୋର୍ଟରୁ ଜାମିନ ମିଳିଛି। ତାଙ୍କ ଆବେଦନର ଶୁଣାଣି କରି ବିଚାରପତି ସଙ୍ଗମ କୁମାର ସାହୁ ଏକ ମାସ ପାଇଁ ତାଙ୍କୁ ଜାମିନ ପ୍ରଦାନ କରିଛନ୍ତି। ତେବେ…

୭ ଏନ୍‌ଡିଆର୍‌ଏଫ୍‌ ଯବାନଙ୍କୁ କରୋନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ଚିହ୍ନଟ ହୋଇଥିବା ୨୧୮ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୭ଜଣ ଏନ୍‌ଡିଆର୍‌ଏଫ୍‌ର ଯବାନ ରହିଛନ୍ତି। ଯବାନମାନେ ଅମ୍ଫନ ଡ୍ୟୁଟି ପାଇଁ ପଶ୍ଚିମବଙ୍ଗ ଯାଇଥିଲେ। ଏନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପ୍ରକାଶ…

ବାହାର ଜିଲା ପୋଲିସଙ୍କୁ ପୁରୀ ମନା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ପୁରୀ ଯାଇପାରିବେ ନାହିଁ ଜିଲା ବାହାରର ପୋଲିସ। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁସାରେ ଭକ୍ତଶୂନ୍ୟ ରଥଯାତ୍ରା କରାଯାଉଛି। ଶ୍ରୀଜିଉଙ୍କୁ ଦର୍ଶନରେ ସ୍ବଚ୍ଛତା ଅବଲମ୍ବନ ଲାଗି ପୋଲିସ ଡିଜି ଅଭୟ ନୂଆ ଏସ୍‌ଓପି ଜାରି କରିଛନ୍ତି। ତଦନୁଯାୟୀ ଅଫିସିଆଲ ବାହାନା କରି ବାହାର…

CORONAVIRUS UPDATE: ରାଜ୍ୟରେ ୨୧୮ ନୂଆ ଆକ୍ରାନ୍ତ ଚିହ୍ନଟ; ମୋଟ ଆକ୍ରାନ୍ତ ସଂଖ୍ୟା ୬ ହଜାର ଟପିଲା

ଭୁବନେଶ୍ୱର,୨୬।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର ୨୧୮ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରେ ୧୯୮ କ୍ୱାରାଣ୍ଟାଇନ୍‌ କେସ୍‌ ରହିଥିବା ବେଳେ ୨୦ ଲୋକାଲ୍‌ କେସ୍‌ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତ ସଂଖ୍ୟା ୬୧୮୦କୁ ବୃଦ୍ଧି ପାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri